ନୟାଗଡ଼

ପାଣି ନାହିଁ: ଜମି ପଡ଼ିଆ, ମରୁଡ଼ି ଆଶଙ୍କା

ରଣପୁର,୨୫ା୮(ସୁକାନ୍ତ କିଶୋର ଡ଼ାକୁଆ): ନୟାଗଡ଼ ଜିଲା ରଣପୁର ଏନ୍‌ଏସି ସହ ବ୍ଲକର ୩୭ଟି ପଞ୍ଚାୟତରେ ଚଳିତବର୍ଷ ପର୍ଯ୍ୟାପ୍ତ ପରିମାଣର ବର୍ଷା ନ ହେବାରୁ ଜମି ପଡ଼ିଆ ପଡ଼ିଥିବା ବେଳେ ମରୁଡ଼ି ହେବା ନେଇ ଚାଷୀ ଆଶା ଆଶଙ୍କାରେ ରହିଛନ୍ତି। ଜୁନଠାରୁ ରାଜ୍ୟରେ…

ମହାନଦୀରେ କୁମ୍ଭୀର : ଗାଧୁଆ ଶୌଚବେଳେ ସତର୍କ ରୁହ

ଗଣିଆ, ୨୨ା ୮(ସନ୍ତୋଷ କୁମାର ପ୍ରଧାନ): ନୟାଗଡ ମହାନଦୀ ବନ୍ୟପ୍ରାଣୀ ବନଖଣ୍ଡ ଛାମୁଣ୍ଡିଆ ବନାଞ୍ଚଳ ପକ୍ଷରୁ ମହାନଦୀରେ କୁମ୍ଭୀର ଆତଙ୍କ ଆଶଙ୍କା ନେଇ ଲୋକଙ୍କୁ ସତର୍କ ରହିବା ପାଇଁ ଗଁା ଗଁା ବୁଲି ସଚେତନତା କରାଯାଇଛି। ଚଳିତବର୍ଷା ଋତୁରେ ମହାନଦୀରେ ଗୋଳିଆ…

ଦଶମ ଶ୍ରେଣୀ ଛାତ୍ରୀଙ୍କ ଫଟୋ ଭାଇରାଲ

ନୟାଗଡ଼,୨୧।୮(ଲୋକନାଥ ମିଶ୍ର):ନୟାଗଡ଼ ସଦର ଥାନା ବାଲୁଗଁା ଅଞ୍ଚଳର ଏକ ହାଇସ୍କୁଲରେ ୫ ଜଣ ଦଶମ ଶ୍ରେଣୀ ଛାତ୍ରୀଙ୍କ ଫଟୋକୁ ମୁହଁ ଅସଲି ରଖି ଶରୀରକୁ ଉଲଗ୍ନ କରି ଭାଇରାଲ କରାଯାଇଛି। ଗୋଟିଏ ମୋବାଇଲରୁ ଅନ୍ୟ ମୋବାଇଲକୁ ଏହା ଘୁରି ବୁଲୁଛି। ମୋବାଇଲ…

ଯାଞ୍ଚ ଧରି ପାରୁନି, ଜାଲ୍‌ ସାର୍ଟିଫିକେଟ

ନୟାଗଡ଼,୨୦।୮(ଲୋକନାଥ ମିଶ୍ର)ନୟାଗଡ଼ ଜିଲାରେ ୮ଶହରୁ ଊର୍ଦ୍ଧ୍ୱ ଜାଲ ଶିକ୍ଷକ ଅବାଧରେ ପାଠ ପଢ଼ାଉଛନ୍ତି। ଧରପଗଡ଼ ପାଇଁ ବିଭିନ୍ନ ସମୟରେ ଶିକ୍ଷା ବିଭାଗ ପକ୍ଷରୁ ସାର୍ଟିଫିକେଟ ଯାଞ୍ଚ କରାଯାଉଛି। ହେଲେ ନକଲି ପ୍ରମାଣପତ୍ର ଦେଇ ନୟାଗଡ଼ ଜିଲାରେ ନିଯୁକ୍ତି ପାଇଥିବା ଶିକ୍ଷୟିତ୍ରୀଶିକ୍ଷକ ଅନାୟସରେ…

ପ୍ରଶାସନର ଦୃଷ୍ଟି ଆଢୁଆଳରେ ଅବହେଳିତ ବାତରା ମଠ ପୀଠ

ଖଣ୍ଡପଡ଼ା, ୨୦ା୮(ଅଜୟ କୁମାର ମହାରଣା)ଖଣ୍ଡପଡା ବ୍ଲକଠାରୁ ମାତ୍ର ୧୦କିମି ଦୂର ପୂର୍ବ-ଦକ୍ଷିଣ ନୟାଗଡ଼ ଜିଲା ସୀମାନ୍ତରେ ଜଗନ୍ନାଥ ପ୍ରସାଦ ପଞ୍ଚାୟତର ମହୁଲପଡା ଗ୍ରାମ। ଏହି ଗ୍ରାମର ସବୁଜିମା ଭରା ବାତରା ମୁଣ୍ଡିଆ ରାଜ୍ୟ ପର୍ଯ୍ୟଟନ କ୍ଷେତ୍ରର ମାନ୍ୟତା ପାଇ ନ ଥିଲେ…

ମା’ମହିଷାଶୁଣୀଙ୍କ ନୀତିକାନ୍ତିରେ ବିଭ୍ରାଟ

ଖଣ୍ଡପଡ଼ା,୧୯ା୮(ଅଜୟ କୁମାର ମହାରଣା): ଖଣ୍ଡପଡ଼ା ଦେବୋତ୍ତର ବିଭାଗ ଅଧୀନରେ ଥିବା ବିଭିନ୍ନ ଦେବାଦେବୀ ମନ୍ଦିର ପରିଚାଳନା ପାଇଁ ରାଜରାଜୁଡା ଅମଳରୁ ବହୁ ଜମି ରହିଛି ା ସେଥିରୁ ପ୍ରତିମାସରେ ବିଧି ବ୍ୟବସ୍ଥା କ୍ରମେ ଆର୍ଥିକ ବ୍ୟବସ୍ଥା ରହିଛି ା ମାତ୍ର ଉକ୍ତ…

ପାଇପ ବିଛାଇବା ପାଇଁ ଖୋଳି ଦେଉଛନ୍ତି ଗ୍ରାମ୍ୟ ରାସ୍ତା

ଭାପୁର,୧୪।୮(ଭରତ କୁମାର ବେହେରା): ରାଜ୍ୟ ସରକାର ଲୋକମାନଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଇଦେବା ଲକ୍ଷ୍ୟରେ ବିଭିନ୍ନ ସ୍ଥାନରେ ମେଗା ପ୍ରକଳ୍ପର ପରିକଳ୍ପନା କରିବା ସହିତ ଏଥିପାଇଁ ସ୍ବତନ୍ତ୍ର ଅର୍ଥର ବ୍ୟବସ୍ଥା କରିଛନ୍ତି। ତେବେ କାମ କରୁଥିବା ଠିକା ସଂସ୍ଥାର ମନମୁଖୀ କାମ…

ବିଣ୍ଡା ସିମେଣ୍ଟରେ ଚାଲିଛି ପ୍ରାଣୀ ଚିକିତ୍ସାଳୟ ଗୃହ ନିର୍ମାଣ

ନୂଆଗାଁ,୧୪।୮(ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ବ୍ଲକ ନିକଟରେ ଚାଲିଥିବା ପ୍ରାଣୀ ଚିକିତ୍ସାଳୟ ଗୃହ ନିର୍ମାଣ କାର୍ଯ୍ୟରେ ବିଣ୍ଡା ସିମେଣ୍ଟ ବ୍ୟବହାର ହେଉଥିବା ନେଇ ଅଭିଯୋଗ ହୋଇଛି। ତେବେ ଅଭିଯୋଗ ଶୁଣିବା ପରେ ଚିକିତ୍ସାଳୟ ଗୃହ ନିର୍ମାଣ କାର୍ଯ୍ୟରେ କୌଣସି ଅନିୟମିତତାକୁ…

ବାରଣ୍ଡାରେ ଚିକିତ୍ସିତ ହେଉଛନ୍ତି ରୋଗୀ

ନୟାଗଡ଼,୧୪ା୮(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀ ଶଯ୍ୟା ନ ପାଇ ବାରଣ୍ଡାରେ ଶୋଇ ଚିକିସତ୍ିତ ହେଉଛନ୍ତି। ଏଭଳି ଘଟଣା ଦିନକର ନୁହେଁ। ପ୍ରାୟ ୧୫ ଦିନ ହେଲା ଏହି ଅବ୍ୟବସ୍ଥା ଲାଗି ରହିଛି। ସେପଟେ ସରକାରୀ ରେକର୍ଡ କହୁଛି…

ତାଲିକାରେ ନାମ ଥାଇ ବି ମିଳୁନି ଆବାସ ଗୃହ

ଖଣ୍ଡପଡ଼ା,୧୩ା୮(ଅଜୟ କୁମାର ମହାରଣା)ଖଣ୍ଡପଡା ବ୍ଳକ ଅଧୀନ ୨୨ ପଞ୍ଚାୟତରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ହିତାଧିକାରୀ ଚୟନରେ ବ୍ୟାପକ ଅନିୟମିତତା ହୋଇଥିବା ନେଇ ବ୍ଳକ ପ୍ରଶାସନ ନିକଟରେ ପ୍ରତ୍ୟେହ ଅଭିଯୋଗପତ୍ର ପହଞ୍ଚତ୍ବାରେ ଲାଗିଛି ା ବ୍ଳକ ପ୍ରଶାସନ ଅଭିଯୋଗଗୁଡିକ ପ୍ରତି ଦୃଷ୍ଟି ନ…

ମିଳିମିଶି ଚାଲିଛି ଖଣି ଲୁଟ୍‌

ନୟାଗଡ଼ ଅଫିସ,୧୩।୮(ଲୋକନାଥ ମିଶ୍ର)କୋମଣ୍ଡରେ ଖଣିଚୋର ଏକାଠି ହୋଇ ରାଜ୍‌ କରୁଛନ୍ତି । ରାତିରେ ପ୍ରାୟ ୮ ଘଣ୍ଟା କାମ କରି ଖଣିଚୋରମାନେ ମାସକରେ ୧କୋଟି ଟଙ୍କା ରୋଜଗାର କରି ପାରୁଛନ୍ତି ବୋଲି ଅଭିଯୋଗ ହୋଇଛି । ସରକାରଙ୍କୁ ରାଜସ୍ବ ଦେଉ ନ…

ଗୋହିରିବାଦୁ ଆଶ୍ରମ ବିଦ୍ୟାଳୟରେ ଅବ୍ୟବସ୍ଥା

ନୂଆଗାଁ,୧୧।୮(ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ବ୍ଲକ ଗୋହିରିବାଦୁ ଆଶ୍ରମ ବିଦ୍ୟାଳୟ ନାନା ଅବ୍ୟବସ୍ଥା ମଧ୍ୟରେ ଚାଲିଛି । ଉକ୍ତ ବିଦ୍ୟାଳୟରେ ଅଧ୍ୟୟନ କରୁଥିବା ଛାତ୍ରୀମାନେ ଶ୍ରେଣୀ ଗୃହରେ ରହୁଥିବା ବେଳେ ମଧ୍ୟାହ୍ନ ଭୋଜନରେ ଛାତ୍ରୀଛାତ୍ରମାନଙ୍କୁ ନିମ୍ନମାନର ଖାଦ୍ୟ ଦିଆ୍‌ଯାଉଥିବା ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?