ନୟାଗଡ଼

ଆଦର୍ଶ ବିଦ୍ୟାଳୟର ସ୍ଥାନ ଚୟନ ନେଇ ବିବାଦ

ନୟାଗଡ଼,୧୧ା୮(ଲୋକନାଥ ମିଶ୍ର): ନୂଆଗାଁ ବ୍ଳକର ଆଦର୍ଶ ବିଦ୍ୟାଳୟର ସ୍ଥାନ ଚୟନ ନେଇ ନୂଆଗାଁ ଓ ମହିପୁର ବାସିନ୍ଦାଙ୍କ ମଧ୍ୟରେ ବିବାଦ ଦେଖାଦେଇଛି। ମହିପୁର ଅଞ୍ଚଳ ବାସିନ୍ଦା ହରିଡାବନ୍ଧ ମୌଜାରେ ବିଦ୍ୟାଳୟ ସ୍ଥାପନ କରିବାକୁ ଅଡି ବସିଥିବାବେଳେ ନୂଆଗାଁ ବାସିନ୍ଦା ସମର୍ଥନ କରୁ…

ଶିକ୍ଷାନୁଷ୍ଠାନରେ ଛାତ୍ରୀ ନିର୍ଯାତନା ବଢୁଛି

ନୟାଗଡ଼,୧୧ା୮(ଲୋକନାଥ ମିଶ୍ର): ନୟାଗଡ଼ ଜିଲାର ସରକାରୀ ଓ ବେସରକାରୀ ଅନୁଷ୍ଠାନ ଛାତ୍ରୀଙ୍କ ପାଇଁ ନିରାପଦ ନୁହେଁ। ସ୍କୁଲ, କଲେଜ ଓ ଟିଉଶନ ପରି ଅନୁଷ୍ଠାନରେ ବଳାତ୍କାର, ଅସଦାଚରଣ ପରି ଘଟଣା ବଢ଼ି ଚାଲିଛି। ଗତ ୫ମାସ ମଧ୍ୟରେ ୨ ଶିକ୍ଷକ, ଜଣେ…

ମୌଳିକ ସମସ୍ୟା ପ୍ରତି ପ୍ରଶାସନର ନିଘା ନାହିଁ

ଖଣ୍ଡପଡ଼ା, ୧୦ା୮ (ଅଜୟ କୁମାର ମହାରଣା)ଖଣ୍ଡପଡ଼ା ବ୍ଳକ ଅନ୍ତର୍ଗତ ବେଣାଗାଡିଆ, କାଦୁଆ, ତେନ୍ତୁଳିଆପଲ୍ଲୀ, ମୁରାରୀପୁର, ମାଧବେରେଣୀ, ଗୋପିନାଥପୁର ଓ ଇଜ୍ଜତଘୋଡାମାରୀ ପଥରଦ୍ୱାର ଏପରି ୭ ମୌଜାର ୨୫ଟି ୱାର୍ଡକୁ ନେଇ ବେଣାଗାଡ଼ିଆ ପଞ୍ଚାୟତ ଗଠିତ ା ଏହି ସାତଗାଁ ବେଣାଗାଡିଆ ପଞ୍ଚାୟତର…

ଓଡ଼ଗାଁ ଗ୍ରାମ୍ୟ ଉନ୍ନୟନ ସହକାରୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ଭୂତକୋଠି

ଓଡ଼ଗାଁ,୭ା୮(ଆଦର୍ଶ କୁମାର ପଟ୍ଟନାୟକ): ନୟାଗଡ଼ ଜିଲା ଓଡ଼ଗାଁ ଏନଏସି ଅଧୀନ ଜାରିଙ୍ଗି ମୌଜାରେ ରହିଥିବା ଗ୍ରାମ୍ୟ ଉନ୍ନୟନ ବିଭାଗ ସହକାରୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ଭୁତକୋଠିରେ ପରିଣତ ହୋଇଛି। ପାଖରୁ ଦେଖିଲେ ଏହା ଏକ ଗ୍ରାମ୍ୟ ଜଙ୍ଗଲ ଭିତରେ ରହିଥିବା ଭ୍ରମ ସୃଷ୍ଟି…

ଅପମିଶ୍ରିତ ଖାଦ୍ୟ ବିକ୍ରି ଉପରେ କଟକଣା ନାହିଁ

ନୟାଗଡ଼,୭ା୮(ଲୋକନାଥ ମିଶ୍ର): ନୟାଗଡ଼ ଜିଲାର ବିଭିନ୍ନ ହୋଟେଲ, ଢ଼ାବା, ରେଷ୍ଟୁରାଣ୍ଟ ଓ ଜଳଖିଆ ଦୋକାନରେ ସୁଆଦିଆ ଖାଦ୍ୟ ନଁାରେ ବାସି, ଅପମିଶ୍ରିତ ଓ ନିମ୍ନମାନର ଖାଦ୍ୟ ବିକ୍ରି ହେଉଥିବା ଅଭିଯୋଗ ହୋଇଆସୁଛି। ଗ୍ରାହକ ଆହାର ବଦଳରେ ଜହର ଖାଇ ରୋଗ କିଣିଛନ୍ତି।…

ବଢୁଛି କୋଚିଂ, ଟ୍ୟୁଶନର ଚାହିଦା

ନୟାଗଡ଼,୬।୮(ଲୋକନାଥ ମିଶ୍ର)ସରକାରୀ ଅଧ୍ୟାପକମାନେ କୋଚିଂ ସେଣ୍ଟର, ଟିଉଶନ, ବ୍ୟକ୍ତିଗତ ଟିଉଶନ, ଆବାସିକ କଲେଜରେ ସମୟ ଦେଇ ଘଣ୍ଟାକୁ ୫ରୁ ୧୦ ହଜାର ଟଙ୍କା ରୋଜଗାର କରିବାରେ ଲାଗି ପଡିଛନ୍ତି । ସେପଟେ ମୋଟା ଅଙ୍କର ଦରମା ପାଉଥିଲେ ହେଁ କଲେରେ ପାଠ…

ମାଗଣା ଫସଲ ବୀମା ପଞ୍ଜୀକରଣ ଫାର୍ସ

ନୟାଗଡ଼,୪।୮(ଲୋକନାଥ ମିଶ୍ର): ପ୍ରଧାନମନ୍ତ୍ରୀ ଫସଲ ବୀମା ପଞ୍ଜୀକରଣ ଅବଧି ଅଗଷ୍ଟ ୫ ରହିଥିବାବେଳେ ଅଗଷ୍ଟ ୪ ସୁଦ୍ଧା ଚାଷୀ ପଞ୍ଜୀକରଣ ନେଇ ଅବଗତ ନ ଥିବା ଅଭିଯୋଗ ହୋଇ ଆସୁଛି। ବିଶେଷ କରି ଅଣଋଣୀ ଚାଷୀ ପାଇଁ ବୀମା ଅପହଞ୍ଚ ହୋଇ…

ଗଣିଆ-ବଡ଼ମୂଳ ରାସ୍ତାରେ ବନ୍ୟାଜଳ

ଗଣିଆ,୪ା୮(ସନ୍ତୋଷ କୁମାର ପ୍ରଧାନ): ଲଗାଣ ବର୍ଷା ପ୍ରଭାବରେ ନୟାଗଡ଼ ଜିଲା ଗଣିଆ ବ୍ଲକରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଗଣିଆ-ବଡ଼ମୂଳ ରାସ୍ତାର କେତେକ ସ୍ଥାନରେ ୨ରୁ ୫ଫୁଟ ଉଚ୍ଚର ବନ୍ୟାଜଳ ପ୍ରବାହିତ ହେଉଛି। ଗତ ମଙ୍ଗଳବାର ରାତିରୁ ଳଘୁଚାପଜନିତ ଲଗାଣ ବର୍ଷା…

ଦବିଲା କୁଆଁରିଆ ସେତୁ

ଖଣ୍ଡପଡ଼ା,୪ା୮(ଅଜୟ କୁମାର ମହାରଣା): ଖଣ୍ଡପଡ଼ା ବ୍ଲକ୍‌ ଅଧୀନ ଖଳିସାହିରୁ କୋସକା, ଆଡକଟା ଦେଇ ଦଶପଲ୍ଲା ଅଞ୍ଚଳକୁ ସଂଯୋଗ କରୁଥିବା ରାସ୍ତାରେ ଥିବା କୁଆଁରିଆ ସେତୁଟି ଗୁରୁବାର ଦବି ଯାଇ ବିପଦଶଙ୍କୁଳ ଅବସ୍ଥାରେ ରହିଛି। ଉକ୍ତ ରାସ୍ତା ଦେଇ ଯାତାୟତ ସମ୍ପୂର୍ଣ୍ଣ ବନ୍ଦ…

ଅସ୍ଥାୟୀ ରାସ୍ତା ଉପରେ ୩ ଫୁଟ୍‌ ଉଚ୍ଚର ବନ୍ୟାଜଳ

ନୟାଗଡ଼,୩।୮(ଲୋକନାଥ ମିଶ୍ର)ନୟାଗଡ଼ ଜିଲାର ଶରଣକୁଳ ଲଡୁବାବାଙ୍କ ଧାମରୁ ଶ୍ରୀକ୍ଷେତ୍ର ପୁରୀକୁ ପଡିଥିବା ନୂଆ ଜଗନ୍ନାଥ ସଡ଼କର ଡିମିଶର ପନ୍ଦାରିଛକସ୍ଥିତ ଦୁଆଣ୍ଟ ପୋଲ ଭାଙ୍ଗିବାର ୨୦ ମାସ ବିତି ଯାଇଛି । ହେଲେ ସରକାର ପୋଲ ନିର୍ମାଣ କରିବାରେ ସକ୍ଷମ ହେଲେ ନାହିଁ…

କଟାହେଉନି ରିଜେକ୍ସନ ନୋଟ୍‌

ନୟାଗଡ଼,୩୦ା୭ (ଲୋକନାଥ ମିଶ୍ର)ଓଡ଼ିଶା ରାଜ୍ୟ ପଣ୍ୟାଗାର ନିଗମ (ଓଏସ୍‌ଡବ୍ଲ୍ୟୁସି)ର ଚାଉଳ ଗୋଦାମକୁ ନୟାଗଡ଼ ଜିଲାର କେତେଜଣ ମିଲର ଅଧିକାଂଶ ସମୟରେ ଖରାପ ଚାଉଳ ଯୋଗାଣ କରୁଥିଲେ ମଧ୍ୟ ରିଜେକ୍ସନ ନୋଟ୍‌ କଟା ଯାଉ ନାହିଁ । ମିଲରକୁ ଅନୁକମ୍ପା ଦେଖାଯାଇ ବିଭିନ୍ନ…

ଅଧାପନ୍ତରିଆ ଭାବେ ପଡ଼ିଛି ନୂଆଗଁା କଲ୍ୟାଣ ମଣ୍ଡପ

ନୂଆଗାଁ,୩୦ା୭ (ଧନେଶ୍ୱର ସାହୁ)ନୟାଗଡ଼ ଜିଲା ନୂଆଗାଁ ବ୍ଲକ ନୂଆଗାଁ ଶୈବପୀଠ ନିକଟରେ ଆରମ୍ଭ ହୋଇଥିବା କଲ୍ୟାଣ ମଣ୍ଡପ ନିର୍ମାଣ କାମ ଅଢେଇ ବର୍ଷ ହେଲା ଅଧାପନ୍ତରିଆ ଭାବେ ପଡି ରହିଛି । ନିର୍ମାଣ କାର୍ଯ୍ୟ ପାଇଁ ଅନୁଦାନ ଥିଲେ ମଧ୍ୟ ପଞ୍ଚାୟତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?