ନୟାଗଡ଼

ବଦଳାଯାଉନି ପୁରୁଣା ପାଇପ୍‌

ନୟାଗଡ଼ ଅଫିସ,୮ା୬: ନୟାଗଡ଼ ମେଗା ପାନୀୟ ଜଳପ୍ରକଳ୍ପ କାର୍ଯ୍ୟରେ ନୟାଗଡ଼ ସହରର ବିଭିନ୍ନ ସ୍ଥାନରେ ନୂଆ ପାଇପ୍‌ ବଦଳରେ ପୂରୁଣା ପାଇପ୍‌ ପକା ଯାଉଥିବା ଅଭିଯୋଗ ଉଠିଛି । ସାଧାରଣତଃ ଜଙ୍କସନ ସ୍ଥାନରେ ଏପରି ଅନିୟମିତତା କରାଯାଉଛି । ନୟାଗଡ଼ ସହରର…

ଲେବର କମିଶନରଙ୍କ ନିର୍ଦ୍ଦେଶକୁ ଅଣଦେଖା

ନୟାଗଡ଼ ଅଫିସ,୫।୬: ଶିଶୁ ଶ୍ରମିକ ସଚେତନତା ମାସ ଜୁନ୍‌ ୧ ରୁ ୩୦ ତାରିଖ ପର୍ଯ୍ୟନ୍ତ ପାଳନ କରିବାକୁ ଲେବର କମିଶନର ନିର୍ଦ୍ଦେଶ ଦେଇଛନ୍ତି। ଏପରି କି ଏହି କାର୍ଯ୍ୟକ୍ରମ ଖୋର୍ଦ୍ଧା ଜିଲାରେ ଲେବର କମିଶନର ଉଦ୍‌ଘାଟନ କରି ସାରିଲେଣି। ରାଜ୍ୟର…

ଶତ ପ୍ରତିଶତ ଭିନ୍ନକ୍ଷମଙ୍କୁ ମିଳୁନି ଭତ୍ତା

ଭାପୁର, ୫।୬(ଡିଏନଏ): ନୟାଗଡ଼ ଜିଲା ଭାପୁର ବ୍ଲକରେ ଅସଲି ସହ ତାଳଦେଇ ନକଲି ରାଜ କରୁଛି। ପ୍ରତ୍ୟେକ କ୍ଷେତ୍ରରେ ନକଲି ପରିମାଣ ଏଭଳି ସ୍ଥିତି ସୃଷ୍ଟି କରିଛି ଯେ ଅସଲି ଚାତକ ସାଜିଛନ୍ତି। ନକଲି ଦିଦ୍ୟାଙ୍ଗ ପାଇଁ ଅସଲି ମାନେ ଅଡ଼ୁଆରେ…

ଅପମିଶ୍ରିତ, ନିମ୍ନମାନର ଖାଦ୍ୟ ବିକ୍ରି ବଢୁଛି

ନୟାଗଡ଼ ଅଫିସ, ୪।୬: ନୟାଗଡ଼ ଜିଲା ସଦର ମହକୁମା ନିକଟସ୍ଥ ଘଡୁଆଳର ଏକ ଜଳଖିଆ ଦୋକାନରେ ଇଡ୍‌ଲି ଓ ଘୁଗୁନିରୁ ପୋକ ବାହାରି ଥିଲା। ନୟାଗଡ଼ର ଏକ ପରିବାର ଖାଉଥିବାବେଳେ ପୋକ ବାହାରିବାରୁ ଅଭିଯୋଗ କରିଥିଲେ । ତେବେ ସୁଫଳ ମିଳି…

ଜବରଦଖଲ ଯୋଗୁ ନିର୍ମାଣ ହୋଇପାରୁନି ଆଦର୍ଶ ବିଦ୍ୟାଳୟ ପାଚେରି

ଖଣ୍ଡପଡ଼ା,୩ା୬(ସ୍ବ.ପ୍ର.): ଜବର ଦଖଲକାରୀଙ୍କ କବ୍‌ଜାରେ ଆଦର୍ଶ ବିଦ୍ୟାଳୟ ଜାଗା ା ସଂପୃକ୍ତ ବିଦ୍ୟାଳୟ ପାଚେରି ନିର୍ମାଣ ପାଇଁ ଅର୍ଥ ମଞ୍ଜୁର ହୋଇଥିଲେ ମଧ୍ୟ ଜବରଦଖଲ ଯୋଗୁ ନିର୍ମାଣ କାର୍ଯ୍ୟ ହୋଇ ପାରୁନି ା ଫଳରେ ମଞ୍ଜୁର ଅନୁଦାନ ଅର୍ଥ ଫେରିଯିବା ନେଇ…

ପୁରୁଣା କାନ୍ଥରେ ନୂଆ ପ୍ଲାଷ୍ଟର

ନୟାଗଡ଼ ଅଫିସ/ରଣପୁର,୩।୬(ସ୍ବ.ପ୍ର.): ରାଜ୍ୟ ସରକାରଙ୍କ ମୋ ସ୍କୁଲ ଅଭିଯାନରେ ଆସିଥିବା ଅନୁଦାନରେ ସ୍ମାର୍ଟ କ୍ଲାସରୁମ୍‌, ଅତ୍ୟାଧୁନିକ ବିଜ୍ଞାନାଗାର, ଇ-ଲାଇବ୍ରେରି, ଖେଳପଡିଆ, ସୁଦୃଶ୍ୟ ତୋରଣ, ଶୌଚାଳୟ, ଆସବାବପତ୍ର, ପ୍ରାଚୀର ଆଦି ନିର୍ମାଣ କରାଯାଇଛି । ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ସାଇନ୍ସ ଲ୍ୟାବ୍‌, ସ୍ପୋର୍ଟ ରୁମ୍‌ର…

କୁସୁମୀ ସେତୁ ରକ୍ଷଣାବେକ୍ଷଣ ଅଭାବରୁ ଦୁର୍ବଳ

ଖଣ୍ଡପଡ଼ା,୨ା୬(ସ୍ବ.ପ୍ର.): ଖଣ୍ଡପଡ଼ାରୁ ଭୁବନେଶ୍ୱର ଭାୟା ଭାପୁରକୁ ସଂଯୋଗ କରୁଥିବା ମୁଖ୍ୟ ପୂର୍ତ୍ତ ବିଭାଗ ରାସ୍ତାରେ ୧୯୬୨ରୁ ନିର୍ମିତ କୁସୁମୀ ସେତୁଟି ସମୟାନୁକ୍ରମେ ରକ୍ଷଣାବେକ୍ଷଣ ଅଭାବରୁ ଦୁର୍ବଳ ହେବାରେ ଲାଗିଛି। ସେତୁର ଉପର ଅଂଶର ବିଭିନ୍ନ ସ୍ଥାନରେ ଫାଟ ସୃଷ୍ଟି ହୋଇଥିବାବେଳେ ୨…

ପାସ୍‌ ହାରରେ ନୟାଗଡ଼ ଜିଲା ରାଜ୍ୟରେ ପ୍ରଥମ

ନୟାଗଡ଼ ଅଫିସ,୧।୬: ବୁଧବାର ପ୍ରକାଶ ପାଇଛି ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷାଫଳ । ରାଜ୍ୟରେ ବିଜ୍ଞାନରେ ପାସ ହାର ୮୪.୯୩ ଥିବାବେଳେ ବାଣିଜ୍ୟରେ ପାସ ହାର ୮୧.୧୨ ପ୍ରତିଶତ ରହିଛି । ତେବେ ବାଣିଜ୍ୟ ଓ ବିଜ୍ଞାନରେ ପାସ୍‌…

ରକ୍ଷଣାବେକ୍ଷଣ ଅଭାବରୁ ରାସ୍ତା ପାର୍ଶ୍ୱ ଗଛ ବେସାହାରା

ଖଣ୍ଡପଡ଼ା,୨୯ା୫(ସ୍ବ.ପ୍ର.): ପରିବେଶ ସୁରକ୍ଷା ଓ ମୃତ୍ତିକା କ୍ଷୟ ରୋକିବା ପାଇଁ ଚାରା ରୋପଣ ଜରୁରୀ। ହେଲେ ବିଭିନ୍ନ ରାସ୍ତା ନବୀକରଣ ଓ ସମ୍ପ୍ରସାରଣ ପାଇଁ ବହୁ ଗଛ କଟା ଯାଉଛି। ଏହି ଅଭାବକୁ ପୂରଣ କରିବା ପାଇଁ ରାଜ୍ୟ ସରକାର ପ୍ରତିବର୍ଷ…

ଖୋଜିଲେ ମିଳୁନି ବାଘୁଆ ଶିଶୁ ପାର୍କ

ନୟାଗଡ଼ ଅଫିସ/ ଓଡ଼ଗାଁ ,୨୯।୫(ସ୍ବ.ପ୍ର.)ନୟାଗଡ଼ ଜିଲା ଓଡ଼ଗାଁ ବ୍ଲକର ବାଘୁଆ ଶିଶୁ ପାର୍କ କେଉଁଠି ହୋଇଛି ଖୋଜିଲେ ମିଳୁନି। ତେବେ ରୋହିବାଙ୍କ ପଞ୍ଚାୟତ ହଳଦାପଲ୍ଲୀଠାରେ ଲାଗିଥିବା ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା(ଏମ୍‌ଜିଏନ୍‌ଆର୍‌ଇଜିଏସ୍‌)ର ସୂଚନା ଫଳକକୁ ଅନୁଧ୍ୟାନ…

୨୦ କୋଟି ଟଙ୍କା ବ୍ୟୟରେ ଦୁର୍ନୀତି

ନୟାଗଡ ଅଫିସ୍‌,୨୮ା୫: ପାନୀୟ ଜଳ ପ୍ରକଳ୍ପ ମରାମତି ନଁାରେ ଟାଏଡ ଫଣ୍ଡରେ ଖର୍ଚ୍ଚ ହୋଇଥିବା ୨୦ କୋଟି ଟଙ୍କାରେ ଦୁର୍ନୀତି ହୋଇଥିବା ଅଭିଯୋଗ ହୋଇଛି । ନୟାଗଡ଼ ଜିଲା ଆର୍‌ଡବ୍ଲୁଏସ୍‌ଏସ୍‌ ଡିଭିଜିନ (ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ଖଣ୍ଡ) ପକ୍ଷରୁ…

ଅଭିଯୁକ୍ତଙ୍କୁ ଧରିବାରେ ପୋଲିସ ବିଫଳ

ଖଣ୍ଡପଡ଼ା,୨୭ା୫(ସ୍ବ.ପ୍ର):ଜଗନ୍ନାଥ ସଂସ୍କୃତିର ଆଦି ପୀଠ ଭାବେ ପରିଚିତ କଣ୍ଟିଲୋର ଶ୍ରୀନୀଳମାଧବ ଜୀଉ ମନ୍ଦିରରେ ଜଣେ ବଭ୍ଗୀୟ ପର୍ଯ୍ୟଟକଙ୍କୁ ଅସଦାଚରଣ କରାଯାଇଥିଲା। ଏହି ଘଟଣାକୁ ୧୮ ଦିନ ବତିଥିବା ବେଳେ ଖଣ୍ଡପଡ଼ା ଥାନା ପୋଲିସ ଅଭିଯୁକ୍ତଙ୍କୁ ଧରିବାରେ ବିଫଳ ହୋଇଛି। ଏହାକୁ ନେଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri