ନୟାଗଡ଼

ଅଫିସ ଆସିବାକୁ ନିର୍ଦ୍ଧାରିତ ସମୟ ନାହିଁ

ନୂଆଗାଁ,୨।୭(ଧନେଶ୍ୱର ସାହୁ)ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟକୁ କର୍ମଚାରୀମାନେ ସକାଳ ୧୦ଟାରେ ପହଞ୍ଚତ୍ କାର୍ଯ୍ୟାରମ୍ଭ କରିବାର ନିର୍ଦ୍ଦେଶ ରହିଛି। କିନ୍ତୁ ନୟାଗଡ଼ ଜିଲା ନୂଆଗାଁ ବ୍ଲକ କାର୍ଯ୍ୟାଳୟରେ ଦିନ ୧୧ଟା ସୁଦ୍ଧା କର୍ମଚାରୀଙ୍କ ଦେଖା ମିଳୁନି। ଫଳରେ କୌଣସି କାମରେ ଆସି ଲୋକେ…

ବ୍ୟବଚ୍ଛେଦ ନ କରି ନେଇ ଯାଉଛନ୍ତି ମୃତଦେହ

ନୟାଗଡ଼,୨।୭(ଲୋକନାଥ ମିଶ୍ର)ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟ(ଡିଏଚ୍‌ଏଚ୍‌)ରେ ବ୍ୟବଚ୍ଛେଦ ନ କରି ମୃତଦେହଗୁଡିକୁ ଜୋରଜବରଦସ୍ତ ଘରକୁ ନେଇ ଯାଉଛନ୍ତି। ଖର୍ଚ୍ଚରୁ ମୁକ୍ତି ପାଇଁ ମୃତଦେହଗୁଡିକୁ ବାଇକ୍‌ରେ ନେଉଥିବା ଦୃଶ୍ୟ ଦେଖିବାକୁ ମିଳୁଛି। କାର୍ଯ୍ୟାନୁଷ୍ଠାନ ନ ଥିବାରୁ ୧୦ ଦିନ ମଧ୍ୟରେ ୨ଟି ଘଟଣା…

ବାରଣ ସତ୍ତ୍ୱେ ପର୍ଯ୍ୟଟକ ମାନୁନାହାନ୍ତି

ଖଣ୍ଡପଡା,୧ା୭(ଅଜୟ କୁମାର ମହାରଣା): ଖଣ୍ଡପଡା ବ୍ଳକ ଅଧିନ କଂଟିଲୋ ସରକାରୀ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଥିବା ଶୈାଚାଳୟଟି ଅଂଚଳବାସୀଙ୍କ ପାଇଁ ବିପଦର କାରଣ ପାଲଟିବ ବୋଲି ସାଧାରଣରେ ଆଶଙ୍କା ପ୍ରକାଶ ପାଇଛି ା ବିଭାଗୀୟ କର୍ତୃପକ୍ଷଙ୍କ ବାରଣ ସତ୍ୱେ ନୀଳମାଧବ ଜୀଉଙ୍କ…

କୋମଣ୍ଡରେ ପୁଣି ବେଆଇନ ମାଙ୍କଡ଼ାପଥର ଖଣି

ନୟାଗଡ଼ ଅଫିସ,୧।୭(ଲୋକନାଥ ମିଶ୍ର)/ଓଡ଼ଗଁା(ଆଦର୍ଶ ପଟ୍ଟନାୟକ): ନୟାଗଡ଼ ଜିଲା ଓଡ଼ଗଁା ତହସିଲ କୋମଣ୍ଡ ରାଜସ୍ବ ନିରୀକ୍ଷକ(ଆର୍‌ଆଇ)ଙ୍କ କାର୍ଯ୍ୟାଳୟ ଅଧୀନରେ ଥିବା କୋମଣ୍ଡ, ବାଦଭୂଇଁ, ଭଗବତୀପ୍ରସାଦ, ରୋହିବାଙ୍କ, ଉଦୟପୁର ଅଞ୍ଚଳରେ ପୁଣି ବେଆଇନ ଭାବେ ମାଙ୍କଡ଼ାପଥର ଓ ମୋରମ ଖଣି ଖନନ ଚାଲିଛି। କିଛିଦିନର…

ଭାପୁରରେ ପ୍ରାଣୀ ଚିକିତ୍ସା ବିପର୍ଯ୍ୟସ୍ତ

ଭାପୁର, ୧ା୭(ଭରତ କୁମାର ବେହେରା ): ଭାପୁର ବ୍ଲକର ପ୍ରାଣୀ ଚିକିତ୍ସା ବିପର୍ଯ୍ୟସ୍ତ ହୋଇପଡ଼ିଛି। ବ୍ଲକର ଜନସାଧାରଣ କୃଷି ସହ ପଶୁ ପାଳନକୁ ପେଶା କରି ଭଲ ଦୁଇ ପଇସା ରୋଜଗାର କରୁଛନ୍ତି। ହେଲେ ସରକାରୀ ପ୍ରୋତ୍ସାହନ ଅଭାବ, ଗୋ-ସମ୍ପଦ ବୃଦ୍ଧିରେ…

ଆବାସ ହିତାଧିକାରୀ ଚୟନରେ ଅନିୟମିତତା ଅଭିଯୋଗ

ନୂଆଗାଁ,୩୦।୬(ଧନେଶ୍ୱର ସାହୁ): ସରକାରଙ୍କ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ହିତାଧିକାରୀ ଚୟନରେ ଅନୟମିତତା ହୋଇଛି । ପ୍ରକୃତ ହିତାଧିକାରୀଙ୍କୁ ଆବାସ ଯୋଜନାରୁ ବାଦ୍‌ ଦିଆଯାଇଛି । ହିତାଧିକାରୀ ଚୟନର ପ୍ରତିବାଦ କରି ନୟାଗଡ଼ ଜିଲା ନୂଆଗାଁ ବ୍ଲକ ବେରୁହାଁବାରୀ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ…

ଜଙ୍ଗଲ ଜମିରେ କୋଟଗଡ଼ ପାର୍କ

ନୟାଗଡ଼ ଅଫିସ,୩୦ା୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ରଣପୁର ତହସିଲ କୋଟଗଡ଼ ରାଜସ୍ବ ମୌଜାରେ ସରକାରୀ ଜମି, ମୁଣ୍ଡିଆ ଜମି, ରକ୍ଷିତ ଜଙ୍ଗଲ କିସମ ଜମିରେ ବେଆଇନ ଭାବେ କୋଟଗଡ ପାର୍କ, ରିସୋର୍ଟ, କଲ୍ୟାଣ ମଣ୍ଡପ ନିର୍ମାଣ ହୋଇଛି ବୋଲି ଅଭିଯୋଗ ହୋଇଛି…

ଜମି ଦେଇ ଗାଁକୁ ରାସ୍ତା ନିର୍ମାଣ କଲେ ବୃଦ୍ଧ

ନୂଆଗାଁ,୩୦।୬ (ଧନେଶ୍ୱର ସାହୁ): ଆଦିବାସୀ ଗାଁକୁ ରାସ୍ତାଟିଏ ନିର୍ମାଣ କରିବା ପାଇଁ ସ୍ଥାନୀୟ ନେତା , ବ୍ଲକ ପ୍ରଶାସନକୁ ଗ୍ରାମବାସୀ ବାରମ୍ବାର ଗୁହାରୀ କରିଥିଲେ। ହେଲେ ରାସ୍ତା ନିର୍ମାଣ ହୋଇପାରିଲା ନାହିଁ । ହେଲେ ସମ୍ପୃକ୍ତ ଗ୍ରାମର ମନେଇ କହଁର ନାମକ…

ନୟାଗଡ଼ରେ ବଢୁନି ଶିଶୁକନ୍ୟାଙ୍କ ସଂଖ୍ୟା

ନୟାଗଡ଼ ଅଫିସ,୨୯।୬(ଲୋକନାଥ ମିଶ୍ର)ନୟାଗଡ଼ ଜିଲାରେ ଶିଶୁକନ୍ୟାଙ୍କ ସଂଖ୍ୟା ବଢ଼ୁନି । ୨୦୨୦ ସର୍ଭେକୁ ଅନୁଧ୍ୟାନ କଲେ ନୟାଗଡ଼ ଜିଲା ପୁଣି ରାଜ୍ୟରେ ୧ ନଂ. କୁ ଆସିଛି । ରାଜ୍ୟରେ ୧୦୦୦ ପୁଅରେ ୯୩୧ ଝିଅ ଜନ୍ମ ହୋଇଥିବାବେଳେ ନୟାଗଡ଼ରେ ୮୧୧…

ସିନ୍ଦୂରିଆରେ ଫେରିବାଲାଙ୍କ ସଂଖ୍ୟା ବଢ଼ୁଛି

ନୟାଗଡ଼,୨୬।୬(ଲୋକନାଥ ମିଶ୍ର): ନୟାଗଡ଼ ସହର ଉପକଣ୍ଠ ସିନ୍ଦୂରିଆରେ ଫେରିବାଲାଙ୍କ ସଂଖ୍ୟା ବଢ଼ି ଚାଲିଛି। ଏହି ଫେରିବାଲା ବାଂଲାଦେଶୀ ନା ପଶ୍ଚିମବଙ୍ଗ ବାସିନ୍ଦା ଜାଣିହେଉନାହିଁ। ଅଧିକ ଭଡ଼ା ଦେଉଥିବାରୁ ସ୍ଥାନୀୟ ବାସିନ୍ଦା ଫେରିବାଲାଙ୍କୁ ଘରଭଡା ଦେବାକୁ ଆଗ୍ରହ ପ୍ରକାଶ କରୁଛନ୍ତି। ସିନ୍ଦୂରିଆରେ ଫେରିବାଲାଙ୍କ…

ବର୍ଷେ ବିତିଲା, କାର୍ଯ୍ୟକାରୀ ହୋଇପାରୁନି କମିଟି ନିଷ୍ପତ୍ତି

ଖଣ୍ଡପଡ଼ା,୨୬ା୬(ଅଜୟ କୁମାର ମହାରଣା): ନୂତନ ବେଶରେ ସଜ୍ଜିତ ହୋଇଛି ୫-ଟି ରୁପାନ୍ତରଣ ଯୋଜନାରେ ସାମିଲ ହୋଇଥିବା କଣ୍ଟିଲୋ ନୀଳମାଧବ ନୋଡାଲ ବିଦ୍ୟାପୀଠ। ଏହି ବିଦ୍ୟାଳୟଟି ବାହାରକୁ ସୁନ୍ଦର ଦିଶୁଥିବା ବେଳେ ପରିସରର ଅବସ୍ଥା ଛାତ୍ର ତଥା ଶିକ୍ଷୟିତ୍ରୀଶିକ୍ଷକଙ୍କ ପାଇଁ ବିପଦ ସୃଷ୍ଟି…

ଭାପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ମିଳୁନି ମୌଳିକ ସ୍ବାସ୍ଥ୍ୟସେବା

ଭାପୁର,୨୫।୬(ଭରତ କୁମାର ବେହେରା)ନୟାଗଡ଼ ଜିଲାର ପ୍ରଥମ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ମାନ୍ୟତା ପାଇଥିବା ଭାପୁର ଡାକ୍ତରଖାନାରେ ମୌଳିକ ସ୍ବାସ୍ଥ୍ୟସେବା ମିଳୁନି ା ଏହି ଡାକ୍ତରଖାନା ଉପରେ ଭାପୁର ବ୍ଲକର ୨୦ପଞ୍ଚାୟତର ଲକ୍ଷାଧିକ ଲୋକ ନିର୍ଭର କରନ୍ତି। ତେବେ ଅତୀତରେ ଉତ୍ତମ ସ୍ବାସ୍ଥ୍ୟସେବା ପ୍ରଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?