ନୟାଗଡ଼

ନୟାଗଡ଼ରେ ଶ୍ରୀମନ୍ଦିରର ଆଜ୍ଞାମାଳ ପହଞ୍ଚିଲା

ନୟାଗଡ଼ ଅଫିସ/ପୁରୀ ଅଫିସ,୨୭ା୧୨:ବିଶ୍ୱପ୍ରସିଦ୍ଧ ମହାପ୍ରଭୁଙ୍କ ରଥଯାତ୍ରା ଉଦ୍ଦେଶ୍ୟରେ ରଥକାଠ ନିମନ୍ତେ ପୁରୀର ଶ୍ରୀମନ୍ଦିରରୁ ପ୍ରତିନିଧିମଣ୍ଡଳୀ ପ୍ରଭୁଙ୍କ ଅଙ୍ଗବସ୍ତ୍ର, ପାଟପତନୀ, ଧଣ୍ଡାମାଳ, ନଡ଼ିଆ, ବାନା, ଆଜ୍ଞାମାଳ ସାଙ୍ଗରେ ଧରି ସୋମବାର ସନ୍ଧ୍ୟାରେ ନୟାଗଡ଼ ଡିଏଫ୍‌ଓ ଅଫିସରେ ପହଞ୍ଚତ୍ଛନ୍ତି। ଶ୍ରୀମନ୍ଦିର ପ୍ରଶାସନର ବରିଷ୍ଠ...

ଅବାଧରେ ଚାଲିଛି ବାଘ ଶିକାର

ନୟାଗଡ଼ ଅଫିସ,୨୩।୧୨: ନୟାଗଡ଼ ଜିଲାରେ ରହିଥିବା ଖୋର୍ଦ୍ଧା ବନଖଣ୍ଡର ରଣପୁର ରେଞ୍ଜ ଓ ନୟାଗଡ଼ ବନଖଣ୍ଡର ଜଙ୍ଗଲରେ ଜାତୀୟ ପ୍ରାଣୀ ବାଘ ବିପଦରେ ରହିଛି ବୋଲି ଅଭିଯୋଗ ହୋଇ ଆସୁଛି। ଉଭୟ ବନଖଣ୍ଡର ଜଙ୍ଗଲରେ ବାଘ ଅଛନ୍ତି କି ନାଁ...

ପରିତ୍ୟକ୍ତ ପୋଖରୀ ସାଜିଛି ମଶାଙ୍କ ଅନ୍ତୁଡ଼ିଶାଳ

ଖଣ୍ଡପଡ଼ା,୨୩ା୧୨(ସ୍ବ.ପ୍ର.): ରାଜରାଜୁଡା ଅମଳରୁ କୁମ୍ଭାରପଡ଼ା ଗ୍ରାମରେ ଥିବା ଜଗନ୍ନାଥ ପୋଖରୀଟି ଏବେ ପରିତ୍ୟକ୍ତ ଅବସ୍ଥାରେ ରହିଛି। ପୁଷ୍କରିଣୀଟି ମଶା, ମାଛି, ଡାଉଁଶଙ୍କ ଅନ୍ତୁଡ଼ିଶାଳ ପାଲଟିଛି। ମଶାବଂଶ ବୃଦ୍ଧି ଘଟିଲେ ଡେଙ୍ଗୁ ରୋଗ ବ୍ୟାପିବାର ଆଶଙ୍କା ପ୍ରକାଶ ପାଇଛି। ଏକଦା ଉକ୍ତ...

ପ୍ରହସନ ପାଲଟିଛି ଏମ୍‌ଜିଏନ୍‌ଆର୍‌ଇଜିଏସ୍‌

ନୂଆଗାଁ,୨୨।୧୨(ଡି.ଏନ.ଏ.): ନୟାଗଡ଼ ଜିଲା ନୂଆଗାଁ ବ୍ଲକରେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା(ଏମ୍‌ଜିଏନ୍‌ଆର୍‌ଇଜିଏସ୍‌) ପ୍ରହସନ ପାଲଟିଛି। ଏହି ଯୋଜନାର ସବୁ ନିୟମ କାନୁନକୁ ଉଲ୍ଲଂଘନ କରି ବିଭାଗୀୟ ଅଧିକାରୀ, କର୍ମଚାରୀ ଓ ଠିକାଦାର ମିଳିମିଶି ସରକାରଙ୍କ...

ଖସିଯିବାକୁ ଉଦ୍ୟମ କଲେ ତଣ୍ଟି କାଟିଦେବୁ କହୁଥିଲେ ଅପହରଣକାରୀ: ଅମ୍ରିତ

ନୟାଗଡ଼ ଅଫିସ/ଓଡ଼ଗାଁ,୨୨ା୧୨(ସ୍ବ.ପ୍ର.): ନୟାଗଡ଼ ଜିଲା ଓଡ଼ଗାଁ ବ୍ଲକ କୁରାଳ ଗାଁର ଅମ୍ରିତ ପାତ୍ର ଗଣମାଧ୍ୟମ ସମ୍ମୁଖରେ ଅପହରଣ ସମୟର ଲୋମଟାଙ୍କୁରା କଥା ବୁଧବାର ବଖାଣିଛନ୍ତି । ମୁଁ ପୁଣି ଥରେ ମା’ବାପାଙ୍କୁ ଦେଖିବି କି ନାହିଁ ଜାଣି ନ ଥିଲି।...

ଭିଜିଲାନ୍ସ ବିଭାଗର ତଦନ୍ତ ଆରମ୍ଭ

ଭାପୁର, ୨୧ା୧୨ (ଡି.ଏନ.ଏ.): ନୟାଗଡ଼ ଜିଲା ଭାପୁର ବ୍ଲକ ଅଧୀନ ବଡସହରା ପଞ୍ଚାୟତରେ ଗୋଟିଏ ରାସ୍ତାକୁ ୨୧ ଥର ଫଲସ୍‌ ବିଲ୍‌ ଘଟଣା ରାଜ୍ୟରେ ଚର୍ଚ୍ଚିତ ଥିବାବେଳେ ଏବେ ପୁଣିଥରେ ଭିଜିଲାନ୍ସ ତନାଘନା ଆରମ୍ଭ କରିଛି। ମଙ୍ଗଳବାର ପୂର୍ବାହ୍ନରେ ନୟାଗଡ଼...

୩୫ ବର୍ଷ ହେଲା ଭଡ଼ା ଘରେ ଚାଲିଛି ନୂଆଗଡ଼ିଆସାହି ଫାଣ୍ଡି

ଖଣ୍ଡପଡ଼ା,୨୧ା୧୨(ସ୍ବ.ପ୍ର.): ଖଣ୍ଡପଡ଼ା ଥାନା ଅଧୀନ କଣ୍ଟିଲୋ ଓ ନୂଆଗଡିଆସାହି ଫାଣ୍ଡି ନାନା ସମସ୍ୟା ମଧ୍ୟରେ ଚାଲିଛି ା ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷଙ୍କ ଉଦାସୀନତା ଏଥିପାଇଁ ଦାୟୀ ବୋଲି ଅଭିଯୋଗ ହେଉଛି ା ଫାଣ୍ଡି ପରିସରରେ ଥିବା ଆଜବେଷ୍ଟସ ଗୃହଗୁଡିକ ଭଙ୍ଗା...

ଗାଡ଼ି ଲୋନ୍‌ ପରିଶୋଧ ପାଇଁ ଅପହରଣ

ନୟାଗଡ଼ ଅଫିସ/ ଓଡ଼ଗଁା, ୨୧ା୧୨(ସ୍ବ.ପ୍ର.): ନୟାଗଡ଼ ଜିଲା ଓଡ଼ଗାଁ ଆଦର୍ଶ ଥାନା ଅଧୀନ କୁରାଳ ସୁବୁଦ୍ଧି ସାହିର ୭ମଶ୍ରେଣୀର ଛାତ୍ର ଅମ୍ରିତ ପାତ୍ର ଅପହରଣ ଘଟଣାର କିଛି ଗୁମର ଖୋଲିଛି। କୁରାଳ ଗଁାର ସୁନୀଲ କୁମାର ପାଣିଗ୍ରାହୀ(୧୮)ଙ୍କ ସମେତ ୨...

ଗୁଳିମାଡ଼ରେ ଆର୍ମି ଇଞ୍ଜିନିୟରଙ୍କ ଜୀବନ ଗଲା

ନୟାଗଡ଼ ଅଫିସ,୧୯ା୧୨: ନୟାଗଡ଼ ଜିଲା ଇଟାମାଟି ଥାନା କୃଷ୍ଣପ୍ରସାଦ ଗାଁରେ ପୂର୍ବ ଶତ୍ରୁତାରୁ ସୋମବାର ଗୁଳିମାଡ଼ ହେବାରୁ ଅନିରୁଦ୍ଧ ନାୟକ ନାମକ ଜଣେ ଆର୍ମି ଟେକ୍ନିକାଲ ଇଞ୍ଜିନିୟରଙ୍କ ମୃତ୍ୟୁ ଘଟିଛି। ଅନିରୁଦ୍ଧଙ୍କ ଛାତିରେ ୧୫ରୁ ଅଧିକ ଗୁଳି ବାଜିଥିଲା। ଗୁରୁତର...

ଆର୍ମି ଇଞ୍ଜିନିୟରଙ୍କୁ ଗୁଳିମାଡ଼

ନୟାଗଡ଼ ଅଫିସ,୧୯ା୧୨: ନୟାଗଡ଼ ଜିଲା ଇଟାମାଟି ଥାନା କୃଷ୍ଣପ୍ରସାଦ ଗାଁରେ ସୋମବାର ଗୁଳିମାଡ଼ ହୋଇଛି। ଏଥିରେ ଅନିରୁଦ୍ଧ ନାୟକ ନାମକ ଜଣେ ଆର୍ମି ଟେକ୍ନିକାଲ ଇଞ୍ଜିନିୟର ଗୁରୁତର ହୋଇଛନ୍ତି। ଅନିରୁଦ୍ଧଙ୍କ ଛାତିରେ ୧୫ରୁ ଅଧିକ ଗୁଳିମାଡ଼ ହୋଇଛି। ପୂର୍ବ ଶତ୍ରୁତାରୁ...

ଛାତ୍ରଙ୍କୁ ଛାଡିଦେଲେ ଅପହରଣକାରୀ

ନୟାଗଡ ଅଫିସ୍‌/ଓଡଗାଁ, ୧୯।୧୨(ସ୍ବ.ପ୍ର.): କୁରାଳ ସୁବୁଦ୍ଧିସାହିର ୭ମ ଶ୍ରେଣୀର ଛାତ୍ର ଅମ୍ରିତ ପାତ୍ର ନିଖୋଜ ଘଟଣାର ନୂଆମୋଡ। ଅମ୍ରିତଙ୍କୁ ପଡୋଶୀ ପଣ୍ଡିତ ସାହିର ଏକ ତାଲା ପକା ଘରୁ ସୋମବାର ଭୋର ସମୟରେ ଉଦ୍ଧାର କରାଯାଇଛି। ଭୋର ସମୟରେ ବାରି...

ପ୍ରଦୀପ୍ତ ପାଇଲେ ନୟାଗଡ଼ ଗୌରବ ସମ୍ମାନ

ନୟାଗଡ଼ ଅଫିସ,୧୮।୧୨: ସାମନ୍ତ ଚନ୍ଦ୍ରଶେଖର ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଜ୍ୟୋର୍ତିବିଜ୍ଞାନୀ ପଠାଣି ସାମନ୍ତଙ୍କ ୧୮୮ ତମ ଜନ୍ମ ସ୍ମାରକୀ ନୟାଗଡ଼ ପୁରୁଣା ସହରର ଶ୍ରୀଜଗନ୍ନାଥ ମନ୍ଦିର ନିକଟସ୍ଥ ଯଦୁମଣି ମଣ୍ଡପରେ ଶୁକ୍ରବାର ଅନୁଷ୍ଠିତ ହୋଇ ଯାଇଛି । ଏଥିରେ ଭାରତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri