ନୟାଗଡ଼

ବୁଢ଼ାବୁଢ଼ିଆଣି ପାଣି ପଞ୍ଚାୟତ କାର୍ଯ୍ୟାଳୟ ଏବେ ଭୂତକୋଠି

ଓଡ଼ଗାଁ,୨୫ା୫(ସ୍ବ.ପ୍ର.) : ନୟାଗଡ଼ ଜିଲା ଓଡ଼ଗାଁ ବ୍ଲକ ଓ ତହସିଲ ଅଧୀନ ଆରେଡା ଠାରେ ଥିବା ବୁଢାବୁଢିଆଣି ପାଣି ପଞ୍ଚାୟତ କାର୍ଯ୍ୟାଳୟ ଏବେ ଭୁତକୋଠିରେ ପରିଣତ ହୋଇଛି। ୧୯୯୮ରେ ପ୍ରାୟ ୩୦ ଲକ୍ଷ ଟଙ୍କା ବ୍ୟୟରେ ନିର୍ମାଣ କରାଯାଇଥିବା ଦୁଇ ମହଲା…

ଆଇନ ପରେ ବି ବଦଳୁ ନାହିଁ ଶ୍ରମିକଙ୍କ ଭାଗ୍ୟ

ନୟାଗଡ଼ ଅଫିସ,୨୫ା୫: ଶୋଷଣରୁ ରକ୍ଷା କରିବାକୁ ଆଇନ ରହିଥିଲେ ହେଁ ଶ୍ରମିକମାନେ ବିଭିନ୍ନ କ୍ଷେତ୍ରରେ ନିର୍ଯାତନା ସହି ଚାଲିଛନ୍ତି। ଶିକ୍ଷାର ଅଭାବ ତଥା ଅଭିଯୋଗ କରିବାର ସାହାସ ନ ଥିବାରୁ ନୀରିହ ଶ୍ରମିକମାନେ ଅଭିଶପ୍ତ ଜୀବନଯାପନ କରୁଛି। କେଉଁଠି ଶାରୀରିକ ନିର୍ଯାତନା…

ହାତୀ ହାବୁଡ଼ରେ ପଡ଼ିଗଲେ

ନୟାଗଡ଼ ଅଫିସ,୨୩।୫: ନାୟଗଡ଼ ଜିଲା ରଣପୁର ଥାନା ଝାଡ଼ପଡା କଣ୍ଟେଇକୋଳି ମୁଣ୍ଡିଆ ନିକଟସ୍ଥ ପଞ୍ଚାୟତ ପୋଖରୀ ହୁଡାରେ ମଙ୍ଗଳବାର ହାତୀ ଆକ୍ରମଣରେ ଜଣେ ଆହତ ହୋଇଛନ୍ତି। ସେ ହେଲେ ଅମିନ ବଳିୟାରସିଂହ । ଘର ଝାଡ଼ପଡା ଗାଁରେ। ଅମିନ ଘରଠାରୁ ୪୦୦…

ବିଜୁ ମାର୍କେଟରେ ଜିଏସ୍‌ଟି ଚଢ଼ାଉ: ଦୋକାନ ସହ ୩ ଗୁଟ୍‌ଖା ଗୋଦାମ ସିଲ୍‌

ନୟାଗଡ଼ ଅଫିସ,୨୨।୫: ନୟାଗଡ଼ ସହରର ବିଜୁ ମାର୍କେଟର ମଣ୍ଡଳ ଏଜେନ୍ସିର ଗୁଟ୍‌ଖା ଗୋଦାମ ସମେତ ୩ ଦୋକାନ ଉପରେ ଜିଏସ୍‌ଟି ଚଢ଼ାଉ କରିଛି। ଭୁବନେଶ୍ୱର ଓ ଜଟଣୀ ଜିଏସ୍‌ଟିର ଏନ୍‌ଫୋର୍ସମେଣ୍ଟର ୧୦ ଜଣିଆ ଟିମ୍‌ ଏହି ଚଢ଼ାଉ କରି ଟିକସ ଫାଙ୍କିର…

ନୟାଗଡ଼ ଜଗନ୍ନାଥ ମନ୍ଦିର ଅବଢ଼ା ନିଲାମରେ ଚଞ୍ଚକତା

ନୟାଗଡ଼ ଅଫିସ,୨୦ା୫: ନୟାଗଡ଼ ପୁରୁଣା ସହରରେ ପୂଜା ପାଉଥିବା ଜଗନ୍ନାଥ ମହାପ୍ରଭୁଙ୍କ ଅବଢ଼ା ନିଲାମରେ ଚଞ୍ଚକତା କରାଯାଇ ଠାକୁରଙ୍କୁ ବି ଠକେଇ କରାଯାଉଛି। ନିଲାମ ପରେ ୫୦ ପ୍ରତିଶତ ଅର୍ଥ ପଇଠ କରାଯିବାର ନିୟମ ରହିଥିଲେ ହେଁ ଦେବୋତ୍ତର ବିଭାଗ ପକ୍ଷରୁ…

ଥାନାକୁ ଡାକି ପୋଲିସ ପିଟିବା ଘଟଣାକୁ ୭ଦିନ ବିତିଲା

ନୟାଗଡ଼ ଅଫିସ,୧୮ା୫:ସ୍ବାମୀ ସ୍ତ୍ରୀ ମଧ୍ୟରେ ହୋଇଥିବା ଝଗଡ଼ାକୁ ସମାଧାନ ପାଇଁ ଥାନାକୁ ଡକାଇ ଭାପୁରର ସୁନିଲ କୁମାର ମହାନ୍ତିଙ୍କୁ ମାଡ଼ମରା ଘଟଣାକୁ ସପ୍ତାହେ ବିତିଛି । ହେଲେ ଘଟଣାର ତଦନ୍ତ କରାଯାଇ ସବ୍‌ଇନ୍ସପେକ୍ଟରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇନାହିଁ। ବରଂ ଘଟଣାକୁ…

ସ୍ବାସ୍ଥ୍ୟସେବା ନାଁରେ ଶୋଷଣ

ନୟାଗଡ଼ ଅଫିସ,୧୬।୫: ନୟାଗଡ଼ ଜିଲା ସଦର ମହକୁମାରେ ଘରୋଇ କ୍ଲିନିକ୍‌ କର୍ମକର୍ତ୍ତାଙ୍କ ମନମାନି ଉପରେ ଲଗାମ ଦେବାରେ ସ୍ବାସ୍ଥ୍ୟ ବିଭାଗ ବିଫଳ ହୋଇଛି । ଭଲ ସ୍ବାସ୍ଥ୍ୟସେବା ପାଇବା ପାଇଁ ଘରୋଇ କ୍ଲିନିକ୍‌ ମୁହଁା ରୋଗୀ ଉପଯୁକ୍ତ ସେବା ନ ପାଇ…

ଶ୍ରମିକଙ୍କ ନାଁରେ ରୋଜଗାରକୁ ବନ୍ଦ କରାଯାଉ

ନୟାଗଡ଼ ଅଫିସ,୧୫।୫: ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆର୍‌ଇଜିଏସ୍‌) ରେ ଶ୍ରମିକଙ୍କ ନାଁରେ ମେଶିନ ଦ୍ୱାରା କାର୍ଯ୍ୟ କରି ମିଥ୍ୟ ଶ୍ରମ ଦିବସ ସୃଷ୍ଟି କରାଯାଉଛି ବୋଲି ଅଭିଯୋଗ ହୋଇଆସୁଛି। ପୋଖରୀ ଖନନଠାରୁ ଆରମ୍ଭ କରି…

ସିଗ୍‌ନାଲ ଫେଲ୍‌: ଅଢ଼େଇ ଘଣ୍ଟା ଅଟକିଲା ଟ୍ରେନ୍‌

ନୟାଗଡ଼ ଅଫିସ,୧୫।୫: ସିଗ୍‌ନାଲ ଫେଲ୍‌ ଯୋଗୁ ଖୋର୍ଦ୍ଧା-ବଲାଙ୍ଗୀର ରେଳପଥରେ ଶନିବାର ରାତିରେ ଭୁବନେଶ୍ୱରରୁ ନୟାଗଡ଼ ଅଭିମୁଖେ ଆସୁଥିବା ମେମୁ ଟ୍ରେନ୍‌ ପ୍ରାୟ ଅଢ଼େଇ ଘଣ୍ଟା ଧରି ରାଜସୁନାଖଳା ଷ୍ଟେଶନ ଓ ବୋଲଗଡ଼ ରୋଡ ରେଳ ଷ୍ଟେଶନଠାରେ ଅଟକି ରହିଥିଲା। ସେହିପରି ନୂଆଗଁାରୁ…

ଲଡୁବାବାଙ୍କ ମନ୍ଦିରର ଭୋଗ ଅନନ୍ୟ

ଶରଣକୁଳ,୧୫ା୫(ଡି.ଏନ.ଏ.): ଓଡ଼ିଶାର ପ୍ରସିଦ୍ଧ ଶୈବକ୍ଷେତ୍ର ଶରଣକୁଳ ଲଡୁବାବାଙ୍କ ମନ୍ଦିର ପରିଚାଳନା ଶୈଳୀ ଅତ୍ୟନ୍ତ ଉଚ୍ଚକୋଟୀର ହୋଇଥିବାରୁ ଭକ୍ତମାନେ ଠାକୁରଙ୍କୁ ଦର୍ଶନ କରି ବେଶ୍‌ ଆନନ୍ଦ ଉପଭୋଗ କରୁଛନ୍ତି। ପ୍ରଭୁ ଲଡ଼ୁବାବାଙ୍କ ସକାଳ ବଲ୍ଲଭଠାରୁ ରାତ୍ର ବଡ଼ଶୃଙ୍ଗାର ପର୍ଯ୍ୟନ୍ତ ବିଭିନ୍ନ ନୀତି ଶୃଙ୍ଖଳିତ…

ନଦୀ ଗର୍ଭରେ ଲୀନ ହେବ ଶତାଧିକ ଏକର ଜମି

ଖଣ୍ଡପଡ଼ା,୧୫ା୫(ସ୍ବ.ପ୍ର.): ନୟାଗଡ଼ ଜିଲାରେ ପ୍ରତିବର୍ଷ କୁସୁମୀ ଓ କୁଆଁରିଆ ନଦୀ ବନ୍ୟାରେ ତଟବର୍ତ୍ତୀ ଫସଲ ଜମି କ୍ରମଶଃ ଲୀନ ହେବାରେ ଲାଗିଛି। ଏହାଛଡା ପ୍ରବଳ ବନ୍ୟା ସ୍ରୋତରେ ଅନେକ ଚାଷ ଜମି ମଧ୍ୟ ବାଲିଚର ହେଉଛି। ସଂପୃକ୍ତ ନଦୀ ତଟବର୍ତ୍ତୀ ଜମିର…

ଓଡ଼ିଶାରେ ପାକିସ୍ତାନ ଲିଙ୍କ୍‌, ତଥ୍ୟ ଦେଇ ବନ୍ଧାହେଲେ ୩

ଭୁବନେଶ୍ୱର/ନୟାଗଡ଼,୧୪ା୫(ବ୍ୟୁରୋ/ଡି.ଏନ୍‌.ଏ.): ଓଟିପି ଶେୟାରିଂ ସ୍କାମ୍‌ ନେଇ ଏସ୍‌ଟିଏଫ୍‌ ଚଢ଼ାଉ କରି ନୟାଗଡ଼ର ପଠାଣୀ ସାମନ୍ତ ଲେଙ୍କା, ସରୋଜ କୁମାର ନାୟକ ଓ ଯାଜପୁରର ସୌମ୍ୟ ପଟ୍ଟନାୟକଙ୍କୁ ଗିରଫ କରିଛି। ସେମାନଙ୍କଠାରୁ ୧୯ଟି ଦାମୀ ମୋବାଇଲ, ୪୭ଟି ସିମ୍‌କାର୍ଡ, ୬୧ଟି ଏଟିଏମ୍‌ କାର୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?