ନୟାଗଡ଼

ନୂଆ ୩ ସୋସାଇଟି ପଞ୍ଜୀକରଣରେ ଜାଲିଆତି

ନୟାଗଡ଼ ଅଫିସ,୧୪।୫:ପ୍ରତି ପଞ୍ଚାୟତରେ ସୋସାଇଟି କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେବା ପରେ ନୟାଗଡ଼ ଜିଲାରେ ନୂଆ ସୋସାଇଟି ପଞ୍ଜୀକରଣ କରାଯାଇଛି। ଜିଲାରେ ୧୮ଟି ନୂଆ ସୋସାଇଟି ପଞ୍ଜୀକରଣ ହୋଇଛି । ତେବେ ଏଥିରୁ ରଣପୁର ବ୍ଲକର ଚମ୍ପାପେଡି, ଚମ୍ପାଗଡ଼…

୪୮ ହଜାର ଟଙ୍କା ଲାଞ୍ଚ ନେଇ ଜୁନିଅର ଷ୍ଟେନୋ ଗିରଫ

ନୟାଗଡ଼ ଅଫିସ, ୧୨।୫: ଭିଜିଲାନ୍ସ ଜାଲରେ ନୟାଗଡ଼ ଟ୍ରେଜେରୀ ଅଫିସର ଜୁନିଅର ଷ୍ଟେନୋ ଦୁର୍ଗା ପ୍ରସାଦ ମହାପାତ୍ର। ଜାତୀୟ ପେନସନ ସ୍କିମର ପ୍ରାନ ଆଇଡି ଖୋଲିବା ପାଇଁ ରଣପୁର ବ୍ଲକ ପି. ମାନପୁର ହାଇସ୍କୁଲ ଶିକ୍ଷକଙ୍କଠାରୁ ୪୮ ହଜାର ଟଙ୍କା ଲାଞ୍ଚ…

ଜିଲା ଶ୍ରମ କାର୍ଯ୍ୟାଳୟରେ ଟେଣ୍ଡର ଫିକ୍ସିଂ

ନୟାଗଡ଼ ଅଫିସ,୧୨।୫: ନୟାଗଡ଼ ଜିଲା ଶ୍ରମ କାର୍ଯ୍ୟାଳୟରେ କମ୍ପ୍ୟୁଟର କିଣା ଓ ଆଉଟ ସୋସିର୍ର୍ଂ ଏଜେନ୍ସିଂ ଚୟନରେ ଫିକି୍ସଂ କରାଯାଇ ଥିବା ଅଭିଯୋଗ ହୋଇଛି। ଜିଲା ଶ୍ରମ ଅଧିକାରୀ ଓ ପ୍ରଭାଗୀୟ ଶ୍ରମ ଆୟୁକ୍ତ ଯାଜପୁର ଏବଂ କଟକ ବାସିନ୍ଦାଙ୍କୁ ଅନୁକମ୍ପା…

ଖଣି ବ୍ୟବସାୟୀଙ୍କ ଆଡ୍ଡାସ୍ଥଳୀ ଭାଙ୍ଗିଲା ପୋଲିସ

ନୟାଗଡ଼ ଅଫିସ/ରଣପୁର, ୧୨।୫(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ତହସିଲ ମୟୂରଝାଲିଆ ମୌଜାର ବେଆଇନ ମାଙ୍କଡ଼ାପଥର ଓ ମୋରମ ଖଣି ସମ୍ପର୍କିତ ମାମଲାରେ ନ୍ୟାଶନାଲ ଗ୍ରୀନ୍‌ ଟ୍ରିବ୍ୟୁନାଲ (ଏନ୍‌ଜିଟି) କୋଲକତାଙ୍କ ଆଦେଶକୁ ପ୍ରଶାସନ ପକ୍ଷରୁ ଧିରେ ଧିରେ କାର୍ଯ୍ୟକାରୀ କରାଯାଇଛି। ଏହି ଘଟଣାରେ…

୧୧ବର୍ଷ ଝିଅର ପରାମର୍ଶରେ ବାପା ଚଳାଇଲେ ସୋଲାର ଅଟୋରିକ୍ସା

ନୂଆଗାଁ,୧୨।୫(ଡି.ଏନ.ଏ.): ଅଧିକାଂଶ ସମୟରେ ଛୋଟ ପିଲାମାନଙ୍କ ଗଠନ ମୂଳକ ପରାମର୍ଶ ସଫଳତା ଆଣିଥାଏ। ସେମିତି ଜଣେ ୧୧ବର୍ଷ ବୟସ୍କ ଝିଅର ପରାମର୍ଶରେ ଜଣେ ଯୁବକ ନିଜ ପରିବାରର ଆର୍ଥିକ ସ୍ଥିତିକୁ ବଦଳାଇବାରେ ସକ୍ଷମ ହୋଇଛନ୍ତି। ଏହି ଘଟଣା ଏବେ ନୟାଗଡ଼ ଜିଲା…

ପର୍ଯ୍ୟଟକଙ୍କ ସୁରକ୍ଷା ପାଇଁ ଚିନ୍ତା ନାହିଁ

ଖଣ୍ଡପଡ଼ା,୧୧ା୫(ସ୍ବ.ପ୍ର.): ମହାନଦୀ ତଟରେ ନୟାଗଡ଼ ଜିଲାର ଏକାଧିକ ପ୍ରମୁଖ ପର୍ଯ୍ୟଟନ ସ୍ଥଳୀ ରହିଛି। ବିଶେଷ କରି କଣ୍ଟିଲୋ ନୀଳମାଧବଙ୍କ ମନ୍ଦିର, ସିଧମୂଳାସ୍ଥିତ ଗୋକୁଳାନନ୍ଦ ଜୀଉଙ୍କ ମନ୍ଦିର ଓ ଭାପୁର ବ୍ଳକ ଅଧୀନ ପଦ୍ମାବତୀ ନିକଟ ହନୁମନ୍ତପ୍ରସାଦସ୍ଥିତ ପ୍ରଭୁ ଶ୍ରୀରାମାଶ୍ରମ ରହିଛି। ଏ…

ଫଡ଼ି ଖୋଲିଛି, ଆସୁନାହିଁ କେନ୍ଦୁପତ୍ର

ନୟାଗଡ଼ ଅଫିସ,୧୧ା୫: ଚଳିତ ବର୍ଷ ନୟାଗଡ଼ ଜିଲା ଦଶପଲ୍ଲା ବ୍ଳକରେ କେନ୍ଦୁପତ୍ର ଫଡି ଖୋଲିଥିଲେ ହେଁ ଫଡିକୁ କେନ୍ଦୁପତ୍ର ଆସୁନାହିଁ । ବର୍ଷା ଯୋଗୁ କେନ୍ଦୁପତ୍ର ସଂଗ୍ରହ ଓ ଶୁଖାଇବାରେ ଅସୁବିଧା ହେତୁ ସମସ୍ୟା ସୃଷ୍ଟି ହୋଇଛି। ଫଡି ଖୋଲିଥିଲେ ହେଁ…

ରାଶନ କାର୍ଡ ପାଇଁ ବ୍ଲକକୁ ଦୌଡ଼ି ନୟାନ୍ତ ହେଲେଣି ଟିକିଲତା

ନୂଆଗାଁ,୧୦ା୫ (ଡି.ଏନ.ଏ.): ନୟାଗଡ଼ ଜିଲା ନୂଆଗାଁ ବ୍ଲକ ମାଳିସାହି ପଞ୍ଚାୟତ ମାଳିସାହି ଗ୍ରାମର ବିଧବା ମହିଳା ଟିକିଲତା ରାଶନ କାର୍ଡ ପାଇଁ ବ୍ଲକକୁ ଦୌଡ଼ି ନୟାନ୍ତ ହେଲେଣି । ମଙ୍ଗଳବାର ପୁନର୍ବାର ନୂଆଗାଁ ବ୍ଲକକୁ ଆସି ଏ ବିଷୟ ଲିଖିତ ଭାବେ…

ତାତିଠାରୁ ପାନୀୟ ଜଳ କଷ୍ଟ ବଢ଼ିଗଲାଣି

ନୟାଗଡ଼ ଅଫିସ,୯ା୫: ବଣ ଜଙ୍ଗଲଘେରା ନୟାଗଡ଼ ଜିଲା ପ୍ରଚଣ୍ଡ ରୌଦ୍ରତାପରେ ଜଳୁଛି। ଜିଲାର ୮ଟି ବ୍ଲକ ଓ ୫ ସହରାଞ୍ଚଳରେ ତାପମାତ୍ରା ବୃଦ୍ଧି ସାଙ୍ଗକୁ ଭୂତଳ ଜଳସ୍ତଳ ହ୍ରାସ ଯୋଗୁ ଜିଲାର ୪୭% କୂଅ, ନଳକୂପ, ପୋଖରୀ ଆଦି ଜଳ ଉତ୍ସ…

ସ୍ବାଧୀନତା ସଂଗ୍ରାମୀଙ୍କ ଗାଁ ଲୋକଙ୍କୁ ଚୁଆପାଣି ଭରସା

ନୂଆଗାଁ,୯ା୫(ଡି.ଏନ.ଏ.) : ପ୍ରତି ଗାଁର ଘରକୁ ଘର ପାନୀୟ ଜଳ ଯୋଗାଇଥିବା ନେଇ ସରକାର କହୁଛନ୍ତି। ହେଲେ ଦେଶକୁ ଇଂରେଜ ଶାସନରୁ ମୁକୁଳାଇ ସ୍ବାଧୀନତା ଆଣିବାକୁ ନିଜ ଜୀବନକୁ ଝାସ ଦେଇଥିବା ସଂଗ୍ରାମୀ ଗାଁକୁ ପାନୀୟ ଜଳ ଯୋଗାଇବାରେ ପ୍ରଶାସନ ବିଫଳ…

ମିଶନ ଶକ୍ତି ଗୃହ କାମରେ ଲାଗୁନି

ନୂଆଗାଁ,୯ା୫(ଡି.ଏନ.ଏ.): ମହିଳାଙ୍କ ଉନ୍ନତିରେ ରାଜ୍ୟର ପ୍ରଗତି। ତେଣୁ ମହିଳାମାନଙ୍କୁ ସ୍ବୟଂ ସହାୟକ ଗୋଷ୍ଠୀ ମାଧ୍ୟମରେ ସ୍ବାବଲମ୍ବୀ କରାଇବା ଓ ସମସ୍ତ ସୁବିଧା ସୁଯୋଗ ଯୋଗାଇ ଦେବାକୁ ସରକାର ବିଭିନ୍ନ ଯୋଜନାମାନ କରୁଛନ୍ତି। ହେଲେ ପ୍ରଶାସନିକ ଅଧିକାରୀଙ୍କ ସ୍ବେଚ୍ଛାଚାରିତା କାରଣରୁ ସେସବୁ ସୁବିଧା…

ପାନୀୟ ଜଳ ଯୋଗାଣରୁ ସୁନାଖଳା ଗାଁ ଲୋକ ବଞ୍ଚିତ

ଭାପୁର,୯ା୫(ଡି.ଏନ.ଏ.): ନୟାଗଡ଼ ଜିଲା ଭାପୁର ବ୍ଲକ ଅନ୍ତର୍ଗତ ବିଜିପୁର ପଞ୍ଚାୟତ ଅଧୀନ ସୁନାଖଳା ଗାଁରେ ଦୀର୍ଘ ୧୩ ବର୍ଷରୁ ଊଦ୍ଧର୍‌ବ ହେଲା ପାନୀୟ ଜଳ ପାଇବାରୁ ଏପର୍ଯ୍ୟନ୍ତ ବଞ୍ଚତ୍ତ ହୋଇ ରହିଛି। ସରକାର ଗ୍ରାମାଞ୍ଚଳରେ ରହୁଥିବା ଜନସାଧାରଣଙ୍କୁ ପାନୀୟ ଜଳ ଯୋଗାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?