କୁରାଳର ଉନ୍ନୟନ କାର୍ଯ୍ୟରେ ସ୍ବଚ୍ଛତା ରହୁନି
ନୟାଗଡ଼ ଅଫିସ/ଓଡ଼ଗାଁ ,୨୭।୩(ସ୍ବ.ପ୍ର.)ନୟାଗଡ଼ ଜିଲା ଓଡ଼ଗାଁ ବ୍ଲକ କୁରାଳ ପଞ୍ଚାୟତର ନାଠିଆପଲ୍ଲୀ ସ୍କୁଲ ପାର୍ଶ୍ୱ କେଳାସାହି ବାରିପଟ ରାସ୍ତାରେ ଥିବା ଏକ ଖାତ ପୋତିବା ପାଇଁ ୩ ଲକ୍ଷ ଟଙ୍କା ଖର୍ଚ୍ଚ ହୋଇସାରିଲାଣି। ୩ ମାସରେ କାମ ଶେଷ ହେବାକୁ ଥିବାବେଳେ…
୪ ଚିରସ୍ରୋତା ଝରଣା ପାଇବ ଇକୋ ଟୁରିଜମ୍ର ମାନ୍ୟତା
ନୟାଗଡ ଅଫିସ/ଓଡ଼ଗାଁ,୨୪।୩(ସ୍ବ.ପ୍ର.): ନୟାଗଡ଼ ଜିଲା ଓଡ଼ଗାଁ ବ୍ଲକ ବାଣ୍ଠପୁର ପଞ୍ଚାୟତର ଗୋଟିଏ ପାହାଡ଼ରେ ୪ ଚିରସ୍ରୋତା ଝରଣକୁ ଦେଖିବାକୁ ଗୁରୁବାର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ, ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ,…
ବାଲ୍ୟବିବାହ ଥମିବାର ନାଁ ଧରୁନି
ନୟାଗଡ଼ ଅଫିସ,୨୪।୩: ନୟାଗଡ଼ ଜିଲାରେ ବାଲ୍ୟବିବାହ ଥମିବାର ନାଁ ଧରୁନି। ବାଲ୍ୟବିବାହ ଓ ଭ୍ରୂଣହତ୍ୟା ରୋକିବାକୁ ଦୁଇ ପ୍ରସଙ୍ଗରେ ଲକ୍ଷ ଲକ୍ଷ ଅନୁଦାନରେ ବେଟି ବଚାଅ ବେଟି ପଢ଼ାଅ କାର୍ଯ୍ୟକ୍ରମ ସରକାରୀ ସ୍ତରରେ ହେଉଛି। ପୁଣି ସରକାରୀ ସ୍ତରରେ ବାଲ୍ୟବିବାହ ବନ୍ଦ…
ତୁଟୁନାହିଁ ପାଣି ସମସ୍ୟା
ନୟାଗଡ଼ ଅଫିସ,୨୩ା୩: ନୟାଗଡ଼ ଜିଲା ଖଣ୍ଡପଡ଼ା ବ୍ଳକର ବଣବାଣପୁରଠାରେ ଥିବା ପାନୀୟଜଳ ପ୍ରକଳ୍ପର ପାଣି ପମ୍ପ ପାଖରେ ମହାନଦୀର ଜଳଧାର ଶୁଖିଯିବା ଓ ୨ଟି ପାଣିପମ୍ପ ଅଚଳ ହୋଇ ଯିବା ପରେ ନୟାଗଡ଼ ସହରରେ ପାନୀୟ ଜଳ ସମସ୍ୟା ଉକତ୍ଟ ହୋଇଛି।…
ଲିଙ୍ଗରାଜଙ୍କ ରୁକୁଣା ରଥ ନିର୍ମାଣ ପାଇଁ ପଠାଗଲା କାଠ
ଶରଣକୁଳ,୨୧ା୩(ଡି.ଏନ୍.ଏ.):ନୟାଗଡ଼ ଜିଲା ପଞ୍ଚରିଡ଼ା ବନାଞ୍ଚଳ ଅନ୍ତର୍ଗତ ଭିକାରିପଡ଼ା ଗଁାରୁୁ ଲିଙ୍ଗରାଜଙ୍କ ରୁକୁଣା ରଥ ନିର୍ମାଣ ପାଇଁ ୩ଖଣ୍ଡ ଗଣ୍ଡି କାଠ ସଂଗ୍ରହ କରାଯାଇ ଟ୍ରକ ଯୋଗେ ଭୁବନେଶ୍ୱର ଲିଙ୍ଗରାଜ ମନ୍ଦିର ରଥଖଳାକୁ ପଠାଯାଇଛି। ସୋମବାର ପୂର୍ବାହ୍ନ ୧୦ଟାରେ କୁସୁମୀ ନଦୀ କୂଳରେ…
ଆର୍ଆଇଙ୍କ ଜାଲିଆତି ପରିବାରକୁ କଲା ବାସହରା
ନୂଆଗାଁ,୧୭।୩ (ଡି.ଏନ.ଏ.): ବାପାଙ୍କ ମୃତ୍ୟୁ ପରେ ମାଆ ଓ ତିନି ଭଉଣୀଙ୍କ ଅଜାଣତରେ ବାପାଙ୍କ ନାମରେ ଥିବା ଜାଗାକୁ ବେଆଇନ ଭାବେ ଚଞ୍ଚକତା କରି ପୁଅ ବିକ୍ରୀ କରିଦେଇଥିବା ନେଇ ପରିବାର ତରଫରୁ ଜିଲାପାଳଙ୍କ ନିକଟରେ ଅଭିଯୋଗ ହୋଇଥିଲା। ଏହାର ତଦନ୍ତ…
୨୦ ଦିନରେ ଗ୍ରାମରୁ ୨ ଥର ଚୋରି
ରଣପୁର,୧୭ା୩(ସ୍ବ.ପ୍ର.): ଗୋଟିଏ ଗ୍ରାମରେ ୨୦ଦିନ ଭିତରେ ୨ଥର ଚୋରି ହୋଇଛି। ଚୋରମାନେ ଘର ବାରିପଟେ ପଶି ୨ ପରିବାରର ଟଙ୍କା ସୁନା ଚୋରି କରି ନେଇ ଯାଇଛନ୍ତି। ସ୍ଥାନୀୟ ପୋଲିସ ମାମଲା ରୁଜୁ କରି ତଦନ୍ତ କରୁଥିଲେ ମଧ୍ୟ ଏ ପର୍ଯ୍ୟନ୍ତ…
ବାଜିବନି ଡିଜେ, ଫୁଟିବନି ବାଣ
ନୟାଗଡ଼ ଅଫିସ/ ରଣପୁର,୧୭।୩(ସ୍ବ.ପ୍ର.): ଶୁକ୍ରବାର ରାତିରେ ରଣପୁର ବ୍ଲକ ଚାନ୍ଦପୁରରେ ହେବ ଦଶଦୋଳ ମେଳଣ। ଏଥିପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଏତିକି ବେଳେ ଗୁରୁବାର ପୂର୍ବାହ୍ନରେ ଚାନ୍ଦପୁର ଥାନା ପୋଲିସ ଦଶଦୋଳ ମେଳଣ ଉପରେ କଟକଣା ଲଗାଇ ବାଜିବନି ଡିଜେ…
ସ୍ବାମୀଙ୍କୁ ବିରୋଧକରି ରୋଗଣା ସ୍ତ୍ରୀଙ୍କୁ ନିର୍ଯାତନା
ନୟାଗଡ଼ ଅଫିସ,୧୭।୩: ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବାର ପ୍ରତିବାଦ କରିବାରୁ ସ୍ବାମୀଙ୍କୁ ଦୋଷ ଦେଇ ରୋଗିଣା ସ୍ତ୍ରୀ ଉପରେ ନିର୍ଯାତନା ଦେବା ପରି ଘଟଣା ନୟାଗଡ଼ ଜିଲା ଓଡ଼ଗଁା ବ୍ଲକର ଶରଣକୁଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଗୁରୁବାର ଘଟିଛି। ପ୍ରତିଶୋଧ ପରାୟଣ ହୋଇ ନିଦାନ ବିଭାଗର…
ମାଟ୍ରିକ୍ ପରୀକ୍ଷା କେନ୍ଦ୍ରର ଡେପୁଟି ସୁପରିଣ୍ଟେଣ୍ଡେଣ୍ଟ ନିଲମ୍ବିତ
ଭାପୁର/ଖଣ୍ଡପଡ଼ା,୧୭ା୩(ଡି.ଏନ୍.ଏ.): ମାଟ୍ରିକ ପରୀକ୍ଷା କେନ୍ଦ୍ରରେ ମୋବାଇଲ ଖୋଲାରଖି ପରୀକ୍ଷା ପରିଚାଳନା କରିବା ଦାୟିତ୍ୱରେ ଥିବା ଜଣେ ଡେପୁଟି ସୁପରିଣ୍ଟେଣ୍ଡେଣ୍ଟଙ୍କ ପାଇଁ ମହଙ୍ଗା ପଡ଼ିଛି। ଏଥିପାଇଁ ନୟାଗଡ଼ ଜିଲା ଭାପୁର ବ୍ଲକ୍ ବାଇଗୁଣିଆଁ ତନ୍ତୁବାୟ ସହଯୋଗ ସରକାରୀ ଉଚ୍ଚ ବିଦ୍ୟାଳୟ ପରୀକ୍ଷା କେନ୍ଦ୍ରର…
ଅଭିଯୋଗ ପରେ ବି ହେଉନି କାର୍ଯ୍ୟାନୁଷ୍ଠାନ
ନୂଆଗାଁ,୧୬।୩ (ଡି.ଏନ.ଏ.): ନୟାଗଡ଼ ଜିଲା ନୂଆଗାଁ ବ୍ଲକରେ ହରିଶ୍ଚନ୍ଦ୍ର ଯୋଜନାଠାରୁ ଆରମ୍ଭ କରି ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ( ଏମ୍ଜିଏନ୍ଆରଇଜିଏସ୍) ଓ ୫-ଟି ଯୋଜନାରେ ସ୍କୁଲ ରୂପାନ୍ତରୀକରଣ କାର୍ଯ୍ୟରେ ଅନିୟମିତତା ହେଉଥିବା ନେଇ ବାରମ୍ବାର…
ଦେଶୀ ବନ୍ଧୁକ କାରଖାନା ଚଢ଼ାଉର ସ୍ବଚ୍ଛତାକୁ ନେଇ ପ୍ରଶ୍ନ
ନୟାଗଡ଼ ଅଫିସ,୧୬।୩:ଗଞ୍ଜାମ ଜିଲାର ଜଗନ୍ନାଥପ୍ରସାଦ ଥାନା ପୋଲିସ ନୟାଗଡ଼ ଜିଲା ଓଡ଼ଗଁା ଥାନା ବାହାଡାଝୋଲା ଫାଣ୍ଡି ଡିମିରିପଲ୍ଲୀ ଆଦିବାସୀ ସାହି ଉପରେ ଚଢ଼ାଉ କର ଦେଶୀ ବନ୍ଧୁକ କାରଖାନା ଠାବ କରିବା ଘଟଣା ନୂଆ ମୋଡ ନେଇଛି । ଚଢ଼ାଉ ପୂର୍ବ…
Archives


