ନୟାଗଡ଼

ବିଷ ପିଇ ଜୀବନ ହାରିଲେ ଦିନ ମଜୁରିଆ

ଖଣ୍ଡପଡ଼ା,୨୨ା୪(ସ୍ବ.ପ୍ର.): କାମଧନ୍ଦା କରି ପରିବାର ପ୍ରତିପୋଷଣ କରୁଥିବା ଖଣ୍ଡପଡା ଅଞ୍ଚଳର ଜଣେ ଦିନମଜୁରିଆ ମଙ୍ଗଳବାର ବିଷ ପିଇ ଜୀବନ ହାରିଛନ୍ତି। ସେ ହେଲେ ଖଣ୍ଡପଡା ବ୍ଲକ ବେଣାଗଡିଆ ପଞ୍ଚାୟତ ପଥରଦ୍ୱାର ଗ୍ରାମର ନରସିଂହ ଦଳେଇ (୪୫)। ଲକ୍‌ଡାଉନ ବ୍ୟବସ୍ଥା ଯୋଗୁ...

ପୋଖରୀ ଖୋଳା ବନ୍ଦ କଲା ପ୍ରଶାସନ

ଓଡ଼ଗାଁ,୨୨ା୪(ସ୍ବ.ପ୍ର.): ଲକ୍‌ଡାଉନ ସମୟରେ ଓଡ଼ଗାଁ ବ୍ଲକ କୋରପିଠା ପଞ୍ଚାୟତ କର୍ତ୍ତୃପକ୍ଷଙ୍କ ପୋଖରୀ ଖୋଳା କାରନାମା ପଦାରେ ପଡିଛି। ଲୋକେ ଏ ନେଇ ଗଣମାଧ୍ୟମ ପ୍ରତିନିଧିଙ୍କ ଦୃଷ୍ଟି ଆକର୍ଷଣ କରିବା ପରେ ପ୍ରଶାସନ ଏହାକୁ ବନ୍ଦ କରାଇଛି। ସୂଚନା ଅନୁସାରେ ରାଜ୍ୟ...

ଓଡ଼ଗାଁ ଏନ୍‌ଏସି, ପୋଲିସର ମିଳିତ ଚଢ଼ାଉ: ମାସ୍କ ନ ପିନ୍ଧି ଗଣିଲେ ଜରିମାନା

ଓଡ଼ଗାଁ,୧୯ା୪(ସ୍ବ.ପ୍ର.): ସମଗ୍ର ରାଜ୍ୟରେ କରୋନା ପାଇଁ କଟକଣା ଲାଗି ରହିଥିବା ବେଳେ ପ୍ରତିକାର ନିମନ୍ତେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ ହୋଇଛି। ଏପରିସ୍ଥଳେ ନୟାଗଡ଼ ଜିଲା ଓଡ଼ଗାଁ ଏନ୍‌ଏସି ଅଞ୍ଚଳରେ ଲୋକେ ଏହାକୁ ଫୁ କରି ଅନାୟସରେ ବୁଲିବାକୁ ପସନ୍ଦ କରୁଥିଲେ।...

ରାଇପଡ଼ା ହତ୍ୟା ଘଟଣା: ୨ ଭାଇ ଜେଲ ଗଲେ

ରଣପୁର,୧୮ା୪(ସ୍ବ.ପ୍ର.): ନୟାଗଡ ଜିଲା ରଣପୁର ତହସିଲ ଚାନ୍ଦପୁର ଥାନାର ରାଇପଡା ଗଁ।ରେ କାଜୁ ଜଙ୍ଗଲକୁ ନେଇ ଦୁଇ ଆଦିବାସୀଙ୍କ ହତ୍ୟା ଘଟଣାରେ ପୋଲିସ ନୂଆସାହିର ଦୁଇଭାଇ ବିକାଶ ଜେନା ଓ ପ୍ରକାଶ ଜେନାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା।...

କରୋନାକୁ ନେଇ ସରକାରୀ କଟକଣାକୁ ଫୁ’: ଓଡ଼ଗାଁରେ ପ୍ରହସନ ପାଲଟିଛି ସାମାଜିକ ଦୂରତ୍ୱ, ମାସ୍କ ବ୍ୟବହାର; ସାଧାରଣର ପ୍ରଶ୍ନବାଚୀ

ଓଡଗାଁ, ୧୫।୪(ସ୍ବ.ପ୍ର.)- କରୋନା ମହାମାରୀର ଭୟାବହତା କାରଣରୁ ସାମାଜିକ ଦୂରତା ଓ ମାକ୍ସ ପରିଧାନକୁ ବାଧ୍ୟତାମୂଳକ କରାଯାଇଛି। ହେଲେ ନୟାଗଡ ଜିଲା ଓଡଗାଁ ଆଦର୍ଶ ଥାନା ଅନ୍ତର୍ଗତ ଗାଁ ଗହଳି ଓ ସାହିମାନଙ୍କରେ ଏହା ଆଦୌ ପାଳନ ହେଉନାହିଁ। ଏପରିକି...

ବନ ବିଭାଗର ଚଢ଼ାଉ: କାଠ ମାଫିଆ ଫେରାର; କାଠ ଗଣ୍ଡି, ୭ ସାଇକେଲ, ୧୦ କଟୁରୀ ଜବତ

ଓଡଗାଁ, ୧୩।୪(ସ୍ବ. ପ୍ର. ): ନୟାଗଡ଼ ଜିଲା ଓଡ଼ଗାଁ ରେଞ୍ଜ ଓ ବାହାଡ଼ାଝୋଲା ସେକ୍ସନ ଅନ୍ତର୍ଗତ ସଂରକ୍ଷିତ ଜଙ୍ଗଲରୁ କାଠ ମାଫିଆମାନେ ସୋମବାର କାଠ କାଟି ସାଇଜ କରୁଥିଲେ। ବିଶେଷ ସୂତ୍ରରୁ ଖବର ପାଇ ବନ କର୍ମଚାରୀ ସେଠାରେ ଚଢ଼ାଉ...

ବିସ୍ଫୋରକ ରୂପ ନେଲା କାଜୁ ଜଙ୍ଗଲ ବିବାଦ: ସଂଘବଦ୍ଧ ଆକ୍ରମଣରେ ୨ ଆଦିବାସୀ ନିହତ

ନୟାଗଡ ଅଫିସ/ରଣପୁର,୧୧ା୪(ସ୍ବ.ପ୍ର.): ନୟାଗଡ଼ ଜିଲା ଚାନ୍ଦପୁର ଥାନା ରାଇପଡାସ୍ଥିତ କାଜୁ ଜଙ୍ଗଲକୁ ନେଇ ସୃଷ୍ଟି ହୋଇଥିବା ବିବାଦ ଶୁକ୍ରବାର ବିସ୍ପୋରକ ରୂପ ନେଇଛି। ରାଇପଡା ନୂଆସାହି ଲୋକଙ୍କ ସଂଘବଦ୍ଧ ଆକ୍ରମଣରେ ଆଦିବାସୀ ସାହିର ଦୁର୍ଗା ପ୍ରଧାନ (୫୦) ଓ ବିରଞ୍ଚତ୍...

ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ଫଣ୍ଡକୁ ୧.୭୦ ଲକ୍ଷ ଦାନ

ନୟାଗଡ ଅଫିସ,୯ା୪: କରୋନା ମହାମାରୀର ମୁକାବିଲା ପାଇଁ ନୟାଗଡ ଜିଲା ପ୍ରାଥମିକ କୃଷି ସମବାୟ ସମିତି ସମ୍ପାଦକ ଓ ସହକାରୀ ନିବନ୍ଧକ କାର୍ଯ୍ୟାଳୟ ପକ୍ଷରୁ ୧.୭୦ ଲକ୍ଷ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ଫଣ୍ଡକୁ ଗୁରୁବାର ପ୍ରଦାନ କରାଯାଇଛି। ସହକାରୀ ନିବନ୍ଧକ ଭାସ୍କର...

ଅଭାବୀ ବିକ୍ରି ରୋକିବା ନେଇ ପଦକ୍ଷେପ

ନୟାଗଡ ଅଫିସ,୧୦ା୪: ଜିଲା ସଦର ମହକୁମା ନିୟନ୍ତ୍ରିତ ବଜାର କମିଟି (ଆର୍‌ଏମ୍‌ସି) ସଭାଗୃହରେ ଗୁରୁବାର ଜିଲାପାଳ ପୋମା ଟୁଡୁଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ପନିପରିବା ହୋଲସେଲର, ରିଟେଲର, ଚାଷୀଙ୍କ ସମେତ ଆର୍‌ଏମ୍‌ସି କର୍ମକର୍ତ୍ତା ଯୋଗଦେଇଥିଲେ। ଚାଷୀମାନେ...

ବିଶୋଧନ ହେଲା ଖଣ୍ଡପଡ଼ା ସହର

ଖଣ୍ଡପଡା,୧୦ା୪(ସ୍ବ.ପ୍ର.): ଖଣ୍ଡପଡା ଅଗ୍ନିଶମ ବିଭାଗ ପକ୍ଷରୁ ସହରର ମୁଖ୍ୟ ରାସ୍ତା, ସରକାରୀ କାର୍ଯ୍ୟାଳୟ ଓ ବିଭିନ୍ନ ଅନୁଷ୍ଠାନ ପରିସରକୁ ବିଶୋଧନ କରାଯାଇଛି। ଅଗ୍ନିଶମ କର୍ମଚାରୀମାନେ ଗୁରୁବାର ସକାଳେ ବିଶୋଧନ କରିଥିବାବେଳେ ଖଣ୍ଡପଡା ଏନ୍‌ଏସି ଅଧିକାରୀମାନେ ବିଭିନ୍ନ ସାହିବସ୍ତିରେ ବ୍ଲିଚିଂ ପାଉଡର...

କାଳିଜାଇ ଜଙ୍ଗଲରେ ହାତୀର ମୃତଦେହ ଠାବ, ତରବରିଆ ଭାବେ ବନବିଭାଗ ବ୍ୟବଚ୍ଛେଦ କରୁଥିବା ଅଭିଯୋଗ

ନୟାଗଡ ଅଫିସ/ରଣପୁର, ୮।୪(ସ୍ବ.ପ୍ର): ଖୋର୍ଦ୍ଧା ବନଖଣ୍ଡ ତଥା ନୟାଗଡ ଜିଲା ରଣପୁର ରେଞ୍ଜ ଭେଟବର ନିକଟସ୍ଥ କାଳିଜାଇ ଜଙ୍ଗଲରେ ବୁଧବାର ଏକ ହାତୀର ମୃତଦେହ ଠାବ କରାଯାଇଛି। ଦୁଇଦିନ ଧରି ଜଙ୍ଗଲରେ ମୃତଦେହ ପଡ଼ି ରହିଥିବା ବେଳେ ତାହା ମାଇ...

ଟଙ୍କା ଓ ଚାଉଳ ନେବାକୁ ହଇରାଣ

ରଣପୁର,୬ା୪(ସ୍ବ.ପ୍ର.): କରୋନା ପାଇଁ ସହାୟତା ଅର୍ଥ ପାଇବା ଲାଗି ରାଶନ କାର୍ଡଧାରୀଙ୍କୁ ଡିଲରଙ୍କ ପାଖକୁ ଦୁଇଥର ଦୌଡିବାକୁ ପଡୁଛି। ଥରେ ଟଙ୍କା ପାଇଁ ଓ ପୁଣି ଥରେ ଚାଉଳ ଲାଗି ଯିବାକୁ ପଡୁଛି। ଏଥିପାଇଁ ହିତାଧିକାରୀଙ୍କୁ ଲାଇନ୍‌ରେ ଘଣ୍ଟା ଘଣ୍ଟା...

ଭୁବନେଶ୍ୱରରୁ ଲୋକେ ଗାଁ ମୁହାଁ

ନୟାଗଡ଼ ଅଫିସ,୬ା୪: ରାଜ୍ୟରେ କରୋନା ରୋଗୀ ସଂଖ୍ୟା ୩୯ରେ ପହଞ୍ଚିଛି । ଏହା ମଧ୍ୟରେ କେବଳ ଭୁବନେଶ୍ୱରର ୩୨ଜଣ ଅଛନ୍ତି। ଏହା ଜାଣିବା ପରେ ଭୁବନେଶ୍ୱରରେ ରହୁଥିବା ନୟାଗଡ ଜିଲାର ଲୋକମାନେ ଭୟଭୀତ ହୋଇପଡିଛନ୍ତି। ଏଣୁ ଅଧିକାଂଶ ଲୋକ ଗାଁ...

ସାମାଜିକ ଦୂରତ୍ୱ ନ ରଖିଲେ କାର୍ଯ୍ୟାନୁଷ୍ଠାନ: ସିଲ୍‌ ହେବ ବ୍ୟବସାୟ ପ୍ରତିଷ୍ଠାନ

ନୟାଗଡ଼ ଅଫିସ,୬ା୪: ମହାମାରୀ କରୋନା ଭାଇରସ୍‌ ସଂକ୍ରମଣ ଉପରେ ଲଗାମ ଦେବା ଉଦ୍ଦେଶ୍ୟରେ ସରକାର ସାମାଜିକ ଦୂରତା ରକ୍ଷା କରିବାକୁ ନିବେଦନ କରିଛନ୍ତି। ଦୋକାନ ଆଗରେ ଗ୍ରାହକମାନେ ଅନୂ୍ୟନ ୧ମିଟର ଦୂରତା ବଜାୟ ନ ରଖିଲେ କାର୍ଯ୍ୟାନୁଷ୍ଠାନ ହେବ। ଏପରି...

ଲକ୍‌ଡାଉନ୍‌ ନିୟମ ଉଲ୍ଲଘଂନ, ୧୦ ଅଟକ

ନୟାଗଡ ଅଫିସ୍‌/ଓଡ଼ଗାଁ, ୬।୪- ଲକ୍‌ଡାଉନ୍‌ ନିୟମ ଉଲ୍ଲଘଂନ ଅଭିଯୋଗରେ ସରଣକୁଳ ଥାନା ପୋଲିସ ନରେନ୍ଦ୍ରପୁର ଗ୍ରାମର ୧୦ ଜଣଙ୍କୁ ଅଟକ ରଖିଛି। ଓଡ଼ଗାଁ ତହସିଲଦାର ବିଜୟିତା ସାମନ୍ତସିଂହାରଙ୍କ ଅଭିଯୋଗ କ୍ରମେ ପୋଲିସ ମାମଲା ରୁଜୁ କରିବା ସହ ଘଟଣାର ତଦନ୍ତ...

ମହିଳାଙ୍କ ଫଟୋ ଭାଇରଲକରି ବ୍ଲାକ୍‌ମେଲ୍‌: ଯୁବକ ଗିରଫ

ଓଡ଼ଗାଁ, ୫।୪(ସ୍ବ.ପ୍ର.): ମହିଳାଙ୍କ ଅଶ୍ଳୀଳ ଫଟୋ ଭାଇରଲକରି ବ୍ଲାକ୍‌ମେଲ କରିବା ଅଭିଯୋଗରେ ନୟାଗଡ଼ା ଜିଲା ଆଦର୍ଶ ଥାନା ପୋଲିସ ଅଭିଯୁକ୍ତ ଯୁବକଙ୍କୁ ରବିବାର ଗିରଫକରି କୋର୍ଟ ଚାଲାଣ କରିଥିଲା। ଜାମିନ ନାମଞ୍ଜୁର ହେବାରୁ ସୋମବାର ତାଙ୍କୁ ଜେଲକୁ ପଠାଯାଇଛି। ଅଭିଯୁକ୍ତ...

ଦିଲ୍ଲୀର ୧୦ ସଂଖ୍ୟାଲଘୁଙ୍କୁ ଅସ୍ଥାୟୀ ସ୍ୱାସ୍ଥ୍ୟକେନ୍ଦ୍ରରେ ରଖାଗଲା

ସୋନପୁର,୪।୪(ନି.ପ୍ର.)-ସୁବର୍ଣ୍ଣପୁର ଜିଲା ବୀରମହରାଜପୁର ସହର ଉପକଣ୍ଠରେ ଥିବା ସଂଖ୍ୟାଲଘୁ ସମ୍ପ୍ରଦାୟର ଜଣେ ବ୍ୟକ୍ତିଙ୍କ ଘରେ ୧୦ଜଣ ଅପରିଚିତ ଲୋକ ଗତ କିଛିଦିନ ହେଲା ରହି ଆସୁଥିଲେ । ଦିଲ୍ଲୀ ନିଜାମୁଦ୍ଦିନ ଘଟଣା ପରେ ସ୍ଥାନୀୟ ଲୋକେ ସନ୍ଦେହ କରି ଏ...

ବଡ ବୋଦସା ଗ୍ରାମରେ ଗୋଷ୍ଠୀ ସଂଘର୍ଷ: ୧୧ଜଣଙ୍କ ନାମରେ ମାମଲା ରୁଜୁ

ନୟାଗଡ ଅଫିସ/ଖଣ୍ଡପଡା,୪ା୪(ସ୍ୱ.ପ୍ର):ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ନୟାଗଡ ଜିଲା ଖଣ୍ଡପଡା ଥାନାର ବଡବୋଦସା ଗ୍ରାମରେ ଗୁରୁବାର ରାତିରେ ଗୋଷ୍ଠୀ ସଂଘର୍ଷ ହୋଇଛି । ଏଥିରେ ଉଭୟ ପକ୍ଷର ୫ଜଣ ସାମାନ୍ୟ ଆହତ ହୋଇଛନ୍ତି । ଉଭୟଙ୍କ ପକ୍ଷରୁ ଶୁକ୍ରବାର ଖଣ୍ଡପଡା...