ଅସହାୟ ଯୁବତୀଙ୍କୁ ସହାୟତା ମିଳିଲା ନାହିଁ
ନୟାଗଡ଼ ଅଫିସ,୧୩।୩:ନୟାଗଡ଼ ସହରରେ ରବିବାର ଜଣେ ୧୮ ରୁ ୨୦ ବର୍ଷର ଯୁବତୀ ଉଲଗ୍ନ ହୋଇ ଘୁରି ବୁୁଲୁଥିଲେ । ସମସ୍ତେ ଦେଖୁଥିଲେ ମଧ୍ୟ ମୁହଁ ଫେରାଇ ଚାଲି ଯାଉଥିଲେ ା ଏଭଳି ପରିସ୍ଥିତିରେ ଓମ୍ ପ୍ରସାଦ ଖାଦ୍ୟ ରଥର ସ୍ବେଛାସେବୀ…
ଶ୍ରୀ ଲିଙ୍ଗରାଜଙ୍କ ରୁକୁଣା ରଥ ପାଇଁ କାଠ ପଠାଗଲା
ଖଣ୍ଡପଡ଼ା,୧୦ା୩(ସ୍ବ.ପ୍ର): ଶ୍ରୀ ଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା ପ୍ରତିବର୍ଷ ପରି ଭୁବନେଶ୍ୱରରେ ଚଳିତ ମାସ ୨୯ରେ ଅନୁଷ୍ଠିତ ହେବ । ରୁକୁଣା ରଥ ନିର୍ମାଣ ନିମନ୍ତେ ଖଣ୍ଡପଡ଼ା ଅଞ୍ଚଳରୁ ୯ ଟି ଆମ୍ବଗଛ ଗଣ୍ଡି ଭୁବନେଶ୍ୱର ପଠାଯାଇଛି। ଖଣ୍ଡପଡ଼ା ବନବିଭାଗ ପକ୍ଷରୁ କିଆଝର…
ଖବର ପ୍ରକାଶ ପାଇବା ପରେ ତତ୍ପରତା
ଓଡ଼ଗାଁ,୧୦ା୩ (ସ୍ବ.ପ୍ର): ନୟାଗଡ଼ ଜିଲାର ଓଡ଼ଗାଁ ସମେତ ଅନ୍ୟ ବ୍ଲକରୁ ଧାନ ବିକ୍ରିରେ ସୁଧାର ଆଣିବାକୁ ଜିଲାପାଳ ସମ୍ବଲପୁର ମିଲରଙ୍କୁ ଧାନ କିଣିବାକୁ ଅନୁମତି ପ୍ରଦାନ କରିଥିଲେ। ବିନା କଟ୍ନୀ ଛଟନୀରେ ଧାନ କିଣିବାକୁ କୁହାଯାଇଥିଲା। ହେଲେ ସମ୍ବଲପୁର ମିଲର ମଧ୍ୟ…
୫ ଦିନରେ ପ୍ରଭାଗୀୟ ଶ୍ରମ ଆୟୁକ୍ତଙ୍କ କାର୍ଯ୍ୟାଳୟ ସ୍ଥାନାନ୍ତର ହେବ
ନୟାଗଡ଼ ଅଫିସ,୧୦।୩: ଓଡ଼ିଶା କୋଠାବାଡ଼ି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ ଏବଂ ଅଣସଙ୍ଗଠିତ ଶ୍ରମିକଙ୍କୁ ସାମାଜିକ କଲ୍ୟାଣ ଯୋଜନାରେ ସହାୟତା ଯୋଗାଇ ଦେବା ପାଇଁ ସହାୟତା ପ୍ରଦାନ ଶିବିର ନୟାଗଡ଼ ସହରର ବିଜୁ ପଟ୍ଟନାୟକ କଲ୍ୟାଣ ମଣ୍ଡପରେ ଗୁରୁବାର ଅନୁଷ୍ଠିତ ହୋଇଯାଇଛି…
୧୨ ବର୍ଷ ପରେ ଘର ବାହୁଡ଼ା
ନୟାଗଡ଼ ଅଫିସ/ନୂଆଗାଁ,୧୦।୩(ଡି.ଏନ.ଏ.): ୧୨ ବର୍ଷ ପରେ ଘରକୁ ବାହୁଡିଲେ ୧୯ ବର୍ଷର ଯୁବକ ଶାନ୍ତନୁ ଜାନି। ପଣ୍ଡିଚେରୀରେ ଜଣେ ଠିକାଦାରଙ୍କ ପାଖରେ ନିର୍ଯାତିତ ହୋଇ ଅଭିଶପ୍ତ ଜୀବନଯାପନ କରୁଥିଲେ । ବଞ୍ଚିବା ପାଇଁ ଠିକାଦାର କେବଳ ଖାଇବାକୁ ଓ ପିନ୍ଧିବାକୁ ଦେଉଥିଲେ…
୬୦କେଜି ବନ୍ୟପ୍ରାଣୀ ମାଂସ ସମେତ ଅଟୋ ଜବତ: ୨ଅଭିଯୁକ୍ତ ଗିରଫ
ଓଡଗାଁ୮।୩(ସ୍ବ.ପ୍ର.): କିଛି ଦିନ ବ୍ୟବଧାନରେ ପୁଣି ଥରେ ନୟାଗଡ଼ ଓଡଗାଁ ବନାଞ୍ଚଳ ଅନ୍ତର୍ଗତ ନାଉଖାଲ ନିକଟରୁ ୬୦କିଲୋଗ୍ରାମ୍ ବନ୍ୟପ୍ରାଣୀ ମାଂସ ଜବତ କରିଛି ବନ ବିଭାଗ। ବନବିଭାଗ କର୍ମଚାରୀ ସୂଚନା ପାଇ ନାଉଖାଲ ନର୍ସରୀ ସାମ୍ନାରେ ଥିବା ଏକ ଅଟୋକୁ ସନ୍ଦେହ…
ନବଘନପୁର ସରପଞ୍ଚ ନିଲମ୍ବିତ ମାମଲା: ତଳ କୋର୍ଟଙ୍କ ରାୟ କାଏମ
ନୟାଗଡ଼ ଅଫିସ,୮।୩: ନୟାଗଡ଼ ଅତିରିକ୍ତ ଜିଲା ଜଜଙ୍କ କୋର୍ଟରେ ନବଘନପୁର ସରପଞ୍ଚ ନିଲମ୍ବିତ ମାମଲା ଶୁଣାଣି ହୋଇଛି। ଅତିରିକ୍ତ ଜିଲା ଜଜ୍ ଲିଲି ସେନାପତି ତଳ କୋର୍ଟଙ୍କ ରାୟକୁ କାଏମ ରଖିବା ସହ ଚିତ୍ତରଞ୍ଜନ ଭଞ୍ଜଙ୍କୁ ସରପଞ୍ଚ ପଦବୀରେ କାର୍ଯ୍ୟ କରିବା…
ରାସ୍ତା କାମ ଫଳକରେ ସୀମିତ: ଆନ୍ଦୋଳନ ଚେତାବନୀ
ନୟାଗଡ଼ ଅଫିସ,୬ା୩:ନୟାଗଡ଼ ଜିଲା ଦେଇ ଯାଇଥିବା ୨୧ ନଂ. ରାଜ୍ୟ ରାଜପଥର ନୟାଗଡ଼ ଲେମ୍ବୁ ବିକ୍ରି ଛକଠାରୁ ଲେଙ୍କୁଡ଼ିପଡ଼ା ଛକ ପର୍ଯ୍ୟନ୍ତ ରାସ୍ତାରେ ଖଲଖମା ଯୋଗୁ ଦୁର୍ଘଟଣା ବଢୁଛି। ତେବେ ରାସ୍ତାର ପୁନରୁଧାର ନଁାରେ ଫଳକ ରାସ୍ତାକଡ଼ରେ ଝୁଲି ଅଯଥା ରାଜନୀତି…
ଓଡ଼ଗାଁ ଶିଳ୍ପୀଙ୍କ ଦିଲ୍ଲୀରେ ଚାହିଦା
ନୟାଗଡ଼ ଅଫିସ/ଓଡ଼ଗଁା,୩।୩(ସ୍ବ.ପ୍ର.): ଶ୍ରୀଜଗନ୍ନାଥ ମନ୍ଦିର ସଂସ୍କୃତିକୁ ଦେଶ ବିଦେଶରେ ପ୍ରଚାର ଓ ପ୍ରସାର କରିବା ସମେତ ମନ୍ଦିର ନିର୍ମାଣ ପାଇଁ ନୟାଗଡ଼ ଜିଲା ଓଡ଼ଗାଁ ବ୍ଲକର ମନ୍ଦିର ଶିଳ୍ପୀଙ୍କ ଚାହିଦା ବଢ଼ୁଛି । ଓଡ଼ଗାଁ ମନ୍ଦିର ଶିଳ୍ପୀଙ୍କ ହାତରେ ଦିଲ୍ଲୀରେ ୨୦…
ବଦଳିବ ୪ ଚିରସ୍ରୋତା ଝରଣାର ରୂପ
ନୟାଗଡ଼ ଅଫିସ,୩।୩: ଓଡ଼ଗାଁ ବ୍ଳକ ବାଣ୍ଠପୁର ପଞ୍ଚାୟତର ଗୋଟିଏ ପାହାଡ଼ରେ ୪ ଚିରସ୍ରୋତା ଝରଣାକୁ ଦେଖିବାକୁ ଗୁରୁବାର ନୟାଗଡ଼ ବିଧାୟକ ଅରୁଣ ସାହୁ, ଜିଲାପାଳ ରବୀନ୍ଦ୍ର ନାଥ ସାହୁ, ଡିଏଫଓ କ୍ଷମା ଷଡ଼ଙ୍ଗୀ, ବିଡିଓ ସନ୍ତୋଷ କୁମାର ଜେନା, ଜିଲା ପର୍ଯ୍ୟଟନ…
ମିଥ୍ୟା ସତ୍ୟପାଠ ଜାଲିଆତି ଧରାପଡ଼ିଲା
ନୟାଗଡ଼ ଅଫିସ/ଓଡ଼ଗାଁ,୩ା୩(ସ୍ବ.ପ୍ର.): ନୟାଗଡ଼ ଜିଲା ଓଡ଼ଗାଁ ବ୍ଲକ ବରସାହି ପଞ୍ଚାୟତ ସିଙ୍ଗାରପୁର ଗାଁରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ମିଥ୍ୟା ସତ୍ୟପାଠରେ ଜାଲିଆତି କରାଯାଇଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି। ଜଣକ ନାଁରେ ଆସିଥିବା ଆବାସ କାର୍ଯ୍ୟାଦେଶକୁ ଅନ୍ୟ ଜଣଙ୍କୁ ଦେଇ ପଞ୍ଚାୟତ ନିର୍ବାହୀ…
ଅବ୍ୟବସ୍ଥାରେ କୁସୁମଗାଡ଼ିଆ ଅଙ୍ଗନଓ୍ବାଡି କେନ୍ଦ୍ର
ନୂଆଗାଁ,୨।୩ (ଡି.ଏନ.ଏ.): ନୟାଗଡ଼ ଜିଲା ନୂଆଗାଁ ବ୍ଲକ ଗୁମୀ ପଞ୍ଚାୟତ କୁସୁମଗାଡ଼ିଆ ଗ୍ରାମରେ ଥିବା ଅଙ୍ଗନଓ୍ବାଡି କେନ୍ଦ୍ର ନାନା ଅବ୍ୟବସ୍ଥା ମଧ୍ୟରେ ଚାଲିଛି। ୩ ମାସ ହେଲା ଶିଶୁମାନଙ୍କୁ ଅଣ୍ଡା ମିଳୁନାହିଁ। ୮ବର୍ଷ ହେଲା ଉକ୍ତ କେନ୍ଦ୍ର ପ୍ରତିଷ୍ଠା ହୋଇଥିଲେ ମଧ୍ୟ…
Archives


