ନୟାଗଡ଼

ଗୟଳ ଶିକାର: ଜଣଙ୍କୁ ଅଟକ ରଖିଛି ବନ ବିଭାଗ

ଓଡ଼ଗାଁ, ୨୯ା୧୨(ସ୍ବ.ପ୍ର.): ନୟାଗଡ଼ ବନଖଣ୍ଡ ଓ ଓଡ଼ଗାଁ ବନାଞ୍ଚଳ ଅନ୍ତର୍ଗତ ମାଧୁଆମାରୁ ଗ୍ରାମ ସନ୍ନିକଟ ଅଣ ସଂରକ୍ଷିତ ଜଙ୍ଗଲ ନିକଟରେ ବୁଧବାର ରାତିରେ ଏକ ଗୟଳ ଶିକାର କରାଯାଇଛ। ଗୟଳ ଶିକାର ପରେ ମାଂସ ବିକ୍ରି କରାଯାଉଥିବା ବନ ବିଭାଗ ସୂଚନା…

ଟେନ୍‌ସନ୍‌ ବଢ଼ୁଛି, ପାରିଶ୍ରମିକ ନାହିଁ

ନୟାଗଡ଼ ଅଫିସ,୨୯।୧୨: ନଭେମ୍ବର ୨୧ରୁ ଭୁବନେଶ୍ୱରରେ ଅଙ୍ଗନୱାଡି କର୍ମୀ ଅଲ ଓଡ଼ିଶା ଲେଡିଜ ୱାର୍କରସ ଆସୋସିଏଶନ ନେତୃତ୍ୱରେ ୮ ଦଫା ଦାବି ପୂରଣ ନେଇ କାର୍ଯ୍ୟବନ୍ଦ କରି ବିକ୍ଷୋଭ ଜାରି ରଖିଛନ୍ତି। ୩୭ ଦିନର ବିକ୍ଷୋଭ ପରେ ସରକାର ଅଙ୍ଗନୱାଡି କର୍ମଚାରୀଙ୍କ…

ଛାତ୍ରଙ୍କୁ ଉଦ୍ଧାର କରିବାକୁ ଯାଇ ମହାନଦୀରେ ବୁଡ଼ି ଶିକ୍ଷକଙ୍କ ଜୀବନ ଗଲା

ନୟାଗଡ଼ ଅଫିସ,୨୮ା୧୨: ନୟାଗଡ଼ ଜିଲା ଖଣ୍ଡପଡ଼ା ବ୍ଲକ କଣ୍ଟିଲୋ ମହାନଦୀ ଶ୍ମଶାନ ତୁଠରେ ବୁଡ଼ି ଜଣେ ଶିକ୍ଷକଙ୍କ ମୃତ୍ୟୁ ହୋଇଛି। ଶିକ୍ଷକ ଜଣକ ହେଲେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବିଜୟନଗର ପଞ୍ଚାୟତ ଶଙ୍ଖପଦା ଗ୍ରାମର ସରୋଜ କୁମାର ଦାସ। ସୂଚନାନୁଯାୟୀ,…

ନୟାଗଡ଼ରେ ଶ୍ରୀମନ୍ଦିରର ଆଜ୍ଞାମାଳ ପହଞ୍ଚିଲା

ନୟାଗଡ଼ ଅଫିସ/ପୁରୀ ଅଫିସ,୨୭ା୧୨:ବିଶ୍ୱପ୍ରସିଦ୍ଧ ମହାପ୍ରଭୁଙ୍କ ରଥଯାତ୍ରା ଉଦ୍ଦେଶ୍ୟରେ ରଥକାଠ ନିମନ୍ତେ ପୁରୀର ଶ୍ରୀମନ୍ଦିରରୁ ପ୍ରତିନିଧିମଣ୍ଡଳୀ ପ୍ରଭୁଙ୍କ ଅଙ୍ଗବସ୍ତ୍ର, ପାଟପତନୀ, ଧଣ୍ଡାମାଳ, ନଡ଼ିଆ, ବାନା, ଆଜ୍ଞାମାଳ ସାଙ୍ଗରେ ଧରି ସୋମବାର ସନ୍ଧ୍ୟାରେ ନୟାଗଡ଼ ଡିଏଫ୍‌ଓ ଅଫିସରେ ପହଞ୍ଚତ୍ଛନ୍ତି। ଶ୍ରୀମନ୍ଦିର ପ୍ରଶାସନର ବରିଷ୍ଠ ତତ୍ତ୍ୱାଧାରକ…

ଅବାଧରେ ଚାଲିଛି ବାଘ ଶିକାର

ନୟାଗଡ଼ ଅଫିସ,୨୩।୧୨: ନୟାଗଡ଼ ଜିଲାରେ ରହିଥିବା ଖୋର୍ଦ୍ଧା ବନଖଣ୍ଡର ରଣପୁର ରେଞ୍ଜ ଓ ନୟାଗଡ଼ ବନଖଣ୍ଡର ଜଙ୍ଗଲରେ ଜାତୀୟ ପ୍ରାଣୀ ବାଘ ବିପଦରେ ରହିଛି ବୋଲି ଅଭିଯୋଗ ହୋଇ ଆସୁଛି। ଉଭୟ ବନଖଣ୍ଡର ଜଙ୍ଗଲରେ ବାଘ ଅଛନ୍ତି କି ନାଁ ବନବିଭାଗ…

ପରିତ୍ୟକ୍ତ ପୋଖରୀ ସାଜିଛି ମଶାଙ୍କ ଅନ୍ତୁଡ଼ିଶାଳ

ଖଣ୍ଡପଡ଼ା,୨୩ା୧୨(ସ୍ବ.ପ୍ର.): ରାଜରାଜୁଡା ଅମଳରୁ କୁମ୍ଭାରପଡ଼ା ଗ୍ରାମରେ ଥିବା ଜଗନ୍ନାଥ ପୋଖରୀଟି ଏବେ ପରିତ୍ୟକ୍ତ ଅବସ୍ଥାରେ ରହିଛି। ପୁଷ୍କରିଣୀଟି ମଶା, ମାଛି, ଡାଉଁଶଙ୍କ ଅନ୍ତୁଡ଼ିଶାଳ ପାଲଟିଛି। ମଶାବଂଶ ବୃଦ୍ଧି ଘଟିଲେ ଡେଙ୍ଗୁ ରୋଗ ବ୍ୟାପିବାର ଆଶଙ୍କା ପ୍ରକାଶ ପାଇଛି। ଏକଦା ଉକ୍ତ ପୁଷ୍କରିଣୀର…

ପ୍ରହସନ ପାଲଟିଛି ଏମ୍‌ଜିଏନ୍‌ଆର୍‌ଇଜିଏସ୍‌

ନୂଆଗାଁ,୨୨।୧୨(ଡି.ଏନ.ଏ.): ନୟାଗଡ଼ ଜିଲା ନୂଆଗାଁ ବ୍ଲକରେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା(ଏମ୍‌ଜିଏନ୍‌ଆର୍‌ଇଜିଏସ୍‌) ପ୍ରହସନ ପାଲଟିଛି। ଏହି ଯୋଜନାର ସବୁ ନିୟମ କାନୁନକୁ ଉଲ୍ଲଂଘନ କରି ବିଭାଗୀୟ ଅଧିକାରୀ, କର୍ମଚାରୀ ଓ ଠିକାଦାର ମିଳିମିଶି ସରକାରଙ୍କ ଟଙ୍କା…

ଖସିଯିବାକୁ ଉଦ୍ୟମ କଲେ ତଣ୍ଟି କାଟିଦେବୁ କହୁଥିଲେ ଅପହରଣକାରୀ: ଅମ୍ରିତ

ନୟାଗଡ଼ ଅଫିସ/ଓଡ଼ଗାଁ,୨୨ା୧୨(ସ୍ବ.ପ୍ର.): ନୟାଗଡ଼ ଜିଲା ଓଡ଼ଗାଁ ବ୍ଲକ କୁରାଳ ଗାଁର ଅମ୍ରିତ ପାତ୍ର ଗଣମାଧ୍ୟମ ସମ୍ମୁଖରେ ଅପହରଣ ସମୟର ଲୋମଟାଙ୍କୁରା କଥା ବୁଧବାର ବଖାଣିଛନ୍ତି । ମୁଁ ପୁଣି ଥରେ ମା’ବାପାଙ୍କୁ ଦେଖିବି କି ନାହିଁ ଜାଣି ନ ଥିଲି। ସେଦିନ…

ଭିଜିଲାନ୍ସ ବିଭାଗର ତଦନ୍ତ ଆରମ୍ଭ

ଭାପୁର, ୨୧ା୧୨ (ଡି.ଏନ.ଏ.): ନୟାଗଡ଼ ଜିଲା ଭାପୁର ବ୍ଲକ ଅଧୀନ ବଡସହରା ପଞ୍ଚାୟତରେ ଗୋଟିଏ ରାସ୍ତାକୁ ୨୧ ଥର ଫଲସ୍‌ ବିଲ୍‌ ଘଟଣା ରାଜ୍ୟରେ ଚର୍ଚ୍ଚିତ ଥିବାବେଳେ ଏବେ ପୁଣିଥରେ ଭିଜିଲାନ୍ସ ତନାଘନା ଆରମ୍ଭ କରିଛି। ମଙ୍ଗଳବାର ପୂର୍ବାହ୍ନରେ ନୟାଗଡ଼ ଭିଜିଲାନ୍ସ…

୩୫ ବର୍ଷ ହେଲା ଭଡ଼ା ଘରେ ଚାଲିଛି ନୂଆଗଡ଼ିଆସାହି ଫାଣ୍ଡି

ଖଣ୍ଡପଡ଼ା,୨୧ା୧୨(ସ୍ବ.ପ୍ର.): ଖଣ୍ଡପଡ଼ା ଥାନା ଅଧୀନ କଣ୍ଟିଲୋ ଓ ନୂଆଗଡିଆସାହି ଫାଣ୍ଡି ନାନା ସମସ୍ୟା ମଧ୍ୟରେ ଚାଲିଛି ା ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷଙ୍କ ଉଦାସୀନତା ଏଥିପାଇଁ ଦାୟୀ ବୋଲି ଅଭିଯୋଗ ହେଉଛି ା ଫାଣ୍ଡି ପରିସରରେ ଥିବା ଆଜବେଷ୍ଟସ ଗୃହଗୁଡିକ ଭଙ୍ଗା ଦଦରା…

ଗାଡ଼ି ଲୋନ୍‌ ପରିଶୋଧ ପାଇଁ ଅପହରଣ

ନୟାଗଡ଼ ଅଫିସ/ ଓଡ଼ଗଁା, ୨୧ା୧୨(ସ୍ବ.ପ୍ର.): ନୟାଗଡ଼ ଜିଲା ଓଡ଼ଗାଁ ଆଦର୍ଶ ଥାନା ଅଧୀନ କୁରାଳ ସୁବୁଦ୍ଧି ସାହିର ୭ମଶ୍ରେଣୀର ଛାତ୍ର ଅମ୍ରିତ ପାତ୍ର ଅପହରଣ ଘଟଣାର କିଛି ଗୁମର ଖୋଲିଛି। କୁରାଳ ଗଁାର ସୁନୀଲ କୁମାର ପାଣିଗ୍ରାହୀ(୧୮)ଙ୍କ ସମେତ ୨ ଭାଇ…

ଗୁଳିମାଡ଼ରେ ଆର୍ମି ଇଞ୍ଜିନିୟରଙ୍କ ଜୀବନ ଗଲା

ନୟାଗଡ଼ ଅଫିସ,୧୯ା୧୨: ନୟାଗଡ଼ ଜିଲା ଇଟାମାଟି ଥାନା କୃଷ୍ଣପ୍ରସାଦ ଗାଁରେ ପୂର୍ବ ଶତ୍ରୁତାରୁ ସୋମବାର ଗୁଳିମାଡ଼ ହେବାରୁ ଅନିରୁଦ୍ଧ ନାୟକ ନାମକ ଜଣେ ଆର୍ମି ଟେକ୍ନିକାଲ ଇଞ୍ଜିନିୟରଙ୍କ ମୃତ୍ୟୁ ଘଟିଛି। ଅନିରୁଦ୍ଧଙ୍କ ଛାତିରେ ୧୫ରୁ ଅଧିକ ଗୁଳି ବାଜିଥିଲା। ଗୁରୁତର ଅବସ୍ଥାରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri