ନୟାଗଡ଼

ଷ୍ଟଲ୍‌ ଖାଁ ଖାଁ, ଚାଷୀ ନ ଥାଇ ପାଠଶାଳା

ନୟାଗଡ଼ ଅଫିସ,୨୪।୨:ଜିଲାସ୍ତରୀୟ କୃଷି ଯନ୍ତ୍ରପାତି ମେଳାରେ ଚାଷୀଙ୍କୁ ଦେଖିବାକୁ ମିଳୁନି । ୩ଦିନ ଧରି ମେଳା ଚାଲିଥିବାବେଳେ ଶୁକ୍ରବାର ମେଳା ଉଦ୍‌ଯାପନ ହେବ । ହେଲେ ଚାଷୀ କାହିଁକି ଆସୁ ନାହାନ୍ତି ପଚାରିଲେ କୃଷି ବିଭାଗ ପକ୍ଷରୁ ଉତ୍ତର ମିଳୁନି ।…

ଅବଧି ସରିଛି, ରାସ୍ତା ନିର୍ମାଣରେ ବିଳମ୍ବ

ଖଣ୍ଡପଡ଼ା,୨୩ା୨(ସ୍ବ.ପ୍ର.): ଖଣ୍ଡପଡ଼ା ବ୍ଲକ ଅଧିନ ଖଳିସାହି- ଆଡ଼କଟା ମୁଖ୍ୟ ରାସ୍ତାଠାରୁ କୁମ୍ଭାରପଡ଼ା ଗ୍ରାମ ଦେଇ ଖଡ଼ଗପ୍ରସାଦ ଗଁାକୁ ସଂଯୋଗ କରୁଥିବା ରାସ୍ତା ନିର୍ମାଣରେ ଅହେତୁକ ବିଳମ୍ବ ଯୋଗୁ ସ୍ଥାନୀୟ ବାସିନ୍ଦାଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି । ଖଣ୍ଡପଡ଼ା ଗ୍ରାମ୍ୟ ଉନ୍ନୟନ…

ରାସ୍ତା ଅଭାବ ଗୁରୁତର ରୋଗୀଙ୍କ ପାଇଁ କାଳ

ନୟାଗଡ଼ ଅଫିସ,୨୩।୨: ଗାଁକୁ ରାସ୍ତା ନ ଥିବାରୁ ଗୁରୁତର ରୋଗୀଙ୍କୁ ଠିକ୍‌ ସମୟରେ ଡାକ୍ତରଖାନାରେ ପହଞ୍ଚା ଯାଇପାରୁନାହିଁ । ଆମ୍ବୁଲାନ୍ସ ଗାଁକୁ ଆସୁନାହିଁ । ଏପରି ପରିସ୍ଥିତି ପାଇଁ ଆଶୁ ଚିକିତ୍ସା ଅଭାବରୁ ରୋଗୀମାନଙ୍କ ଜୀବନ ଯାଉଛି । ନୟାଗଡ଼ ଜିଲା…

ପରିଚାଳନା ତ୍ରୁଟିରୁ ରକ୍ତ ଅଭାବ

ନୟାଗଡ଼ ଅଫିସ,୨୧ା୨:ପରିଚଳାନାରେ ତ୍ରୁଟି କାରଣରୁ ସଙ୍କଟରେ ନୟାଗଡ଼ ଜିଲା ମୁଖ୍ୟ ଚିକିସତ୍ାଳୟ ପରିସରରେ ଥିବା ରକ୍ତ ଭଣ୍ଡାର । ଫେବୃୟାରୀରେ ଶୂନ୍ୟ ହୋଇ ଯାଉଛି ରକ୍ତ ଭଣ୍ଡାର। ଏପରିକି ରିଜର୍ଭ ଷ୍ଟକକୁ ଶେଷ କରି ଦେଉଛନ୍ତି । ଗୁରୁତର ରୋଗୀଙ୍କ ପାଇଁ…

୧୫ ଦିନ ହେଲା ଇନ୍‌ସୁଲିନ ମିଳୁନି

ନୟାଗଡ଼ ଅଫିସ,୨୧ା୨:ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରେ ମାଗଣାରେ ଇନ୍‌ସୁଲିନ୍‌ ମିଳୁନି। ରୋଗୀ ୧୫ ଦିନ ହେଲା ନିରାମୟ କାଉଣ୍ଟର ସମ୍ମୁଖରେ ଧାଡିରେ ଛିଡା ହୋଇ ଅପେକ୍ଷା କରି କରି ଫେରୁଛନ୍ତି। ଏଭଳି ଅସୁବିଧାକୁ ସମାଧାନ କରାଯାଉ ନ ଥିବାରୁ ଅସନ୍ତୋଷ ବଢ଼ି…

ବନ ବିଭାଗ ଶୋଇଛି, ଜଙ୍ଗଲ ଜଳୁଛି

ନୂଆଗାଁ,୨୦।୨ (ଡି.ଏନ.ଏ.):ନୟାଗଡ଼ ବନଖଣ୍ଡ ମହିପୁର ବନାଞ୍ଚଳ ଅଧୀନ ବିଭିନ୍ନ ଜଙ୍ଗଲରୁ ମୂଲ୍ୟବାନ ଗଛ ସବୁ ଚୋରି ହେଉଥିବା ବେଳେ ଏଥିପ୍ରତି ବନ ବିଭାଗ କର୍ମଚାରୀଙ୍କ ଭ୍ରୁକ୍ଷେପ ନାହିଁ। ସେହିପରି ସାମାନ୍ୟ ଖରା ଆରମ୍ଭ ହୋଇଥିବା ବେଳେ ଜଙ୍ଗଲ ଜଳୁଥିଲେ ମଧ୍ୟ ବନ…

ଗାଁ ଗାଁରେ କାମ: ଶ୍ରମିକ ଭିଟାମାଟି ଛାଡ଼ୁଛନ୍ତି

ନୟାଗଡ଼ ଅଫିସ,୨୦।୨: ନୟାଗଡ଼ ଜିଲାରେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆର୍‌ଇଜିଏସ୍‌) କାର୍ଯ୍ୟ ପାଇଁ ଶ୍ରମିକ ମିଳୁନାହାନ୍ତି। ସେପଟେ ପେଟ ଚାଖଣ୍ଡକ ପାଇଁ ଶ୍ରମିକ ଭିଟାମାଟି ଛାଡୁଥିବା ଅଭିଯୋଗ ହେଉଛି। କେଉଁଠି ତ୍ରୁଟି ରହିବା କାରଣରୁ…

ଭିନ୍ନକ୍ଷମ ପୁଅକୁ ହତ୍ୟା: ସମ୍ପତ୍ତି ଲୋଭରେ ସାବତ ମା’ ବିଷ ପିଆଇ ଦେଲେ

ନୟାଗଡ଼ ଅଫିସ/ଦଶପଲ୍ଲା, ୨୦ା୨(ଡି.ଏନ୍‌.ଏ.): ନୟାଗଡ ଜିଲା ଦଶପଲ୍ଲା ଥାନା ଶିମିଳିସାହି ଗାଁରେ ଜଣେ ଭିନ୍ନକ୍ଷମ ଯୁବକଙ୍କୁ ତାଙ୍କ ସାବତ ମା’ ସମ୍ପତ୍ତି ଲୋଭରେ ମାଡ଼ ମାରିବା ସହ ବିଷ ପିଆଇ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏପରି କି ବିଷ ଖାଇଛି…

ଫେକ୍‌ ଆକାଉଣ୍ଟ ମାଧ୍ୟମରେ ୪୦ ଲକ୍ଷ ଟଙ୍କା ଠକେଇ

ନୟାଗଡ଼ ଅଫିସ,୧୯।୨: ଫେକ୍‌ ଆକାଉଣ୍ଟରେ ୪୦ ଲକ୍ଷ ଟଙ୍କା ଠକେଇ ଅଭିଯୋଗରେ ନୟାଗଡ଼ ଟାଉନ ଥାନା ପୋଲିସ ନୟାଗଡ଼ ସହରରର ଏକ ଘରୋଇ ଅର୍ଥ ଲଗାଣକାରୀ ସଂସ୍ଥାର ପୂର୍ବତନ ରିଲେଶନ ଅଫିସରଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଜାମିନ ନାମଞ୍ଜୁର…

ଭିଜିଲାନ୍ସ ଅଭିଯୁକ୍ତଙ୍କୁ ଧରି କୂଅ, ପୋଖରୀର କରୁଛି ତଦନ୍ତ

ନୟାଗଡ଼ ଅଫିସ/ଭାପୁର,୧୭ା୨(ଡି.ଏନ.ଏ.): ନୟାଗଡ ଜିଲା ଭାପୁର ବ୍ଲକରେ କୋଟି କୋଟି ଟଙ୍କାର ଫଲସ୍‌ ବିଲ୍‌ ହେବା ପରେ ଏହା ଚର୍ଚ୍ଚାକୁ ଆସିଥିଲା। ଏପରିପ୍ରେକ୍ଷୀରେ ଭାପୁର ବ୍ଲକ ପଦ୍ମାବତୀ ପଞ୍ଚାୟତରେ କୂଅ ଓ ପୋଖରୀ ଫଲସ୍‌ ବିଲ୍‌ ଘଟଣାର ତଦନ୍ତ ହୋଇଛି। ଗୁରୁବାର…

ରାସୋଳ ଜଙ୍ଗଲ ଜଳୁଛି

ନୟାଗଡ଼ ଅଫିସ,୧୭।୨: ନୟାଗଡ଼ ବନଖଣ୍ଡ ନୟାଗଡ଼ ରେଞ୍ଜ୍‌ର ଖେଡ଼ପଡା ଫରେଷ୍ଟ ଅନ୍ତର୍ଗତ ରାସୋଳ ଜଙ୍ଗଲ ଜଳୁଛି। ଗୁରୁବାର ପୂର୍ବାହ୍ନରୁ ଜଙ୍ଗଲରେ ନିଆଁ ଲାଗିଥିବାବେଳେ ବନ ବିଭାଗର କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚତ୍ ନିଆଁକୁ ଆୟତ୍ତ କରିନାହାନ୍ତି। ଅନ୍ୟପକ୍ଷେ ବୁଧବାର ରାଜଗିରି ପାହାଡରେ ନିଆଁ…

ଗ୍ରୀଷ୍ମ ଆରମ୍ଭରୁ ପାନୀୟଜଳ ସମସ୍ୟା ଉତ୍କଟ

ନୟାଗଡ଼ ଅଫିସ,୧୬।୨: ମହାନଦୀରୁ ପାଣି ଆସୁଥିଲେ ମଧ୍ୟ ନୟାଗଡ଼ ସହରବାସୀଙ୍କ ଶୋଷ ମେଣ୍ଟାଇ ପାରୁନାହିଁ। ବରଂ ଗ୍ରୀଷ୍ମ ଋତୁର ଆରମ୍ଭରୁ ପାନୀୟ ଜଳ ସମସ୍ୟା ଉତ୍କଟ ହେବାରେ ଲାଗିଲାଣି। ଗ୍ରୀଷ୍ମ ଋତୁ ଆରମ୍ଭରୁ ସହରବାସୀ ଠିକ୍‌ରେ ପାଣି ପାଉ ନ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?