ନୟାଗଡ଼

ଆର୍ମି ଇଞ୍ଜିନିୟରଙ୍କୁ ଗୁଳିମାଡ଼

ନୟାଗଡ଼ ଅଫିସ,୧୯ା୧୨: ନୟାଗଡ଼ ଜିଲା ଇଟାମାଟି ଥାନା କୃଷ୍ଣପ୍ରସାଦ ଗାଁରେ ସୋମବାର ଗୁଳିମାଡ଼ ହୋଇଛି। ଏଥିରେ ଅନିରୁଦ୍ଧ ନାୟକ ନାମକ ଜଣେ ଆର୍ମି ଟେକ୍ନିକାଲ ଇଞ୍ଜିନିୟର ଗୁରୁତର ହୋଇଛନ୍ତି। ଅନିରୁଦ୍ଧଙ୍କ ଛାତିରେ ୧୫ରୁ ଅଧିକ ଗୁଳିମାଡ଼ ହୋଇଛି। ପୂର୍ବ ଶତ୍ରୁତାରୁ ଏହି…

ଛାତ୍ରଙ୍କୁ ଛାଡିଦେଲେ ଅପହରଣକାରୀ

ନୟାଗଡ ଅଫିସ୍‌/ଓଡଗାଁ, ୧୯।୧୨(ସ୍ବ.ପ୍ର.): କୁରାଳ ସୁବୁଦ୍ଧିସାହିର ୭ମ ଶ୍ରେଣୀର ଛାତ୍ର ଅମ୍ରିତ ପାତ୍ର ନିଖୋଜ ଘଟଣାର ନୂଆମୋଡ। ଅମ୍ରିତଙ୍କୁ ପଡୋଶୀ ପଣ୍ଡିତ ସାହିର ଏକ ତାଲା ପକା ଘରୁ ସୋମବାର ଭୋର ସମୟରେ ଉଦ୍ଧାର କରାଯାଇଛି। ଭୋର ସମୟରେ ବାରି ପଟେ…

ପ୍ରଦୀପ୍ତ ପାଇଲେ ନୟାଗଡ଼ ଗୌରବ ସମ୍ମାନ

ନୟାଗଡ଼ ଅଫିସ,୧୮।୧୨: ସାମନ୍ତ ଚନ୍ଦ୍ରଶେଖର ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଜ୍ୟୋର୍ତିବିଜ୍ଞାନୀ ପଠାଣି ସାମନ୍ତଙ୍କ ୧୮୮ ତମ ଜନ୍ମ ସ୍ମାରକୀ ନୟାଗଡ଼ ପୁରୁଣା ସହରର ଶ୍ରୀଜଗନ୍ନାଥ ମନ୍ଦିର ନିକଟସ୍ଥ ଯଦୁମଣି ମଣ୍ଡପରେ ଶୁକ୍ରବାର ଅନୁଷ୍ଠିତ ହୋଇ ଯାଇଛି । ଏଥିରେ ଭାରତ ସରକାରଙ୍କ…

୩ ଦିନ ପରେ ବି ନାବାଳକ ଛାତ୍ରଙ୍କ ପତ୍ତା ମିଳୁନି, ସନ୍ଦେହଘେରକୁ ଆସିଲା ପାଲଟଣା ଭ୍ୟାନ

ନୟାଗଡ଼ ଅଫିସ/ଓଡ଼ଗାଁ, ୧୮ା୧୨(ସ୍ବ.ପ୍ର.): ନୟାଗଡ଼ ଜିଲା ଓଡ଼ଗାଁ ଆଦର୍ଶ ଥାନା ଅଧୀନ କୁରାଳ ସୁବୁଦ୍ଧି ସାହିର ୭ମ ଶ୍ରେଣୀର ଛାତ୍ର ଅମ୍ରିତ ପାତ୍ର(୧୨) ନିଖୋଜ ହେବାର ଆଜିକୁ ୩ ଦିନ ବିତିବାକୁ ବସିଛି। ହେଲେ ତାଙ୍କର ଟେର ମିଳୁନି। ଘର ନିକଟ…

ବାଲିପଠା ନାହିଁ, ଆସିଲେନି ବିଦେଶୀ ପକ୍ଷୀ

ନୟାଗଡ଼ ଅଫିସ/ ଗଣିଆ,୧୬ା୧୨(ଡି.ଏନ୍‌.ଏ.): ନୟାଗଡ଼,ବୌଦ୍ଧ, କଟକ ଓ ଅନୁଗୋଳ ଜିଲାର ଅଂଶ ବିଶେଷକୁ ନେଇ ଗଠିତ ସାତକୋଶିଆ ଅଭୟାରଣ୍ୟ ଦେଇ ପ୍ରବାହିତ ମହାନଦୀର ସୁନାଖଣିଆ ଓ ବଡମୂଳରେ ଚଳିତ ବର୍ଷ ଇଣ୍ଡିଆନ ସ୍କିମରଙ୍କ ସମେତ ବିଦେଶାଗତ ପକ୍ଷୀଙ୍କ ଦେଖିବାକୁ ମିଳିନି। ଇଣ୍ଡିଆନ…

ଇସ୍ରୋ ମହାକାଶ ଗବେଷଣା କେନ୍ଦ୍ରକୁ ପରିଭ୍ରମଣରେ ଯିବେ ମାନସ

ନୂଆଗାଁ, ୧୫।୧୨ (ଡି.ଏନ.ଏ.): ନୟାଗଡ଼ ଜିଲା ନୂଆଗାଁ ବ୍ଲକ ଚାହାଳି ଜନଶକ୍ତି ସରକାରୀ ଉଚ୍ଚ ବିଦ୍ୟାଳୟର ଛାତ୍ର ମାନସ ମୋହନ ମିଶ୍ର ଇସ୍ରୋ ମହାକାଶ ଗବେଷଣା କେନ୍ଦ୍ରକୁ ପରିଭ୍ରମଣରେ ଯିବା ପାଇଁ ମନୋନୀତ ହୋଇଛନ୍ତି। ଟାଟା ଷ୍ଟିଲ ଓ ପଠାଣି ସାମନ୍ତ ପ୍ଳାନେଟୋରିୟମଙ୍କ…

ଶ୍ରୀହୀନ ହେଉଛି ସୁନାମୁହିଁ ପାର୍କ

ଖଣ୍ଡପଡ଼ା,୧୫ା୧୨(ସ୍ବ.ପ୍ର.): ନୟାଗଡ଼ ଜିଲା ଖଣ୍ଡପଡା ସହରାଞ୍ଚଳ ନିକଟ ଖଣ୍ଡପଡା-ନୟାଗଡ ମୁଖ୍ୟ ପୂର୍ତ୍ତ ବିଭାଗ ପାର୍ଶ୍ୱରେ ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୁର ଥିବା ସୁନାମୁହିଁ ପର୍ଯ୍ୟଟନ ସ୍ଥଳଟି ଉପଯୁକ୍ତ ରକ୍ଷଣା ବେକ୍ଷଣ ଅଭାବରୁ ଏବେ ଶ୍ରୀହୀନ ହେବାରେ ଲାଗିଛି। ଏକ ତ୍ରିକୋଣ ପାହାଡକୁ ବନ୍ଧ…

କଣ୍ଟିଲୋ ମାଘମେଳା ପଡ଼ିଆ ବିକ୍ରି ପାଇଁ ମସୁଧା, ଆଖପାଖ ଅଞ୍ଚଳରେ ବିରୋଧ

ନୟାଗଡ଼ ଅଫିସ,୧୫ା୧୨: ଶ୍ରୀଜଗନ୍ନାଥ ସଂସ୍କୃତିର ଆଦିପୀଠ ତଥା ପ୍ରମୁଖ ପର୍ଯ୍ୟଟନ କେନ୍ଦ୍ର ଭାବେ ପରିଚିତ ନୟାଗଡ଼ ଜଲା ଖଣ୍ଡପଡ଼ା ବ୍ଲକ ଅଧନ ପ୍ରଭୁ ଶ୍ରୀନୀଳମାଧବ ଜୀଉଙ୍କ ବିଜେ କଣ୍ଟିଲୋଙ୍କ ପୀଠ। ଏଠାରେ ହଜାର ବର୍ଷ ତଳୁ ପୁରାତନ ଭୈମୀ ଏକାଦଶୀ ମାଘ…

ସେବା ଦେବାକୁ ଅନିଚ୍ଛୁକ ନର୍ସିଂ ଅଫିସର, ଦେଖାଉଛନ୍ତି ଖରାପ ବ୍ୟବହାର

ନୟାଗଡ଼ ଅଫିସ,୧୫।୧୨: ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟର ସ୍ତ୍ରୀ ଓ ପ୍ରସୂତି ବିଭାଗ, ଶିଶୁ, ଶଲ୍ୟ ଓ ମେଡିସିନ ୱାର୍ଡଗୁଡିକରେ ନର୍ସିଂ ଅଫିସରଙ୍କ ଉପତ୍ାତ ବଢ଼ିବାରେ ଲାଗିଥିବା ଅଭିଯୋଗ ହୋଇଆସୁଛି। କେତେଜଣ ନର୍ସିଂ ଅଫିସର ମାଗଣା ସେବା ଯୋଗାଇବାକୁ ଅନିଚ୍ଛୁକ ହେଉଛନ୍ତି।…

ନୟାଗଡ଼ ଜିଲା ଯୋଗାଣ ଅଧିକାରୀ ନିଲମ୍ବିତ

ନୟାଗଡ଼ ଅଫିସ,୧୪।୧୨: ଚାଉଳ ନ ଫେରାଇ ୨ ମିଲରଙ୍କୁ ସିକ୍ୟୁରିଟି ଟଙ୍କା ଉଠାଣ କରିବା ପାଇଁ ସୁଯୋଗ ଦେବା ଘଟଣାରେ ନୟାଗଡ଼ ଜିଲା ଯୋଗାଣ ଅଧିକାରୀ (ସିଏସ୍‌ଓ) ବ୍ରଜବନ୍ଧୁ ନାୟକ ମଙ୍ଗଳବାର ନିଲମ୍ବିତ ହୋଇଛନ୍ତି । ଖାଦ୍ୟ ଯୋଗାଣ ଓ ଖାଉଟି…

ଏକ୍ସପାଏରି ଔଷଧରେ ମୁଭି ପୋଷ୍ଟର

ନୟାଗଡ଼ ଅଫିସ,୧୪।୧୨: ଏକ୍ସପାଏରି ଇଞ୍ଜେକଶନ, ଟାବ୍‌ଲେଟ୍‌, ଟାବ୍‌ଲେଟ ଖୋଳ ଓ କ୍ୟାପ୍‌ସୁଲରେ ତିଆରି ହୋଇଛି ଓଡିଆ ଚଳଚ୍ଚିତ୍ର ଦମନର ପୋଷ୍ଟର । ୧୦ ଫୁଟ ଲମ୍ବ ଓ ୬ଫୁଟ ଓସାରର ଏହି ପୋଷ୍ଟର ତିଆରି କରିଛନ୍ତି ନୟାଗଡ଼ ଜିଲା ଗଣିଆ ବ୍ଲକ…

ମୁଖ୍ୟ ଅଭିଯୁକ୍ତଙ୍କ ସ୍ତ୍ରୀ ଖୋଲିଲେ ଗୁମର

ନୟାଗଡ଼ ଅଫିସ/ନୂଆଗଁା, ୧୩।୧୨(ଡି.ଏନ.ଏ.): ନୟାଗଡ଼ ଜିଲା ନୂଆଗଁା ଥାନା ମହିପୁର ଫାଣ୍ଡି ଅନ୍ତର୍ଗତ ପଥରପାଟଣା ଗଁାରେ ଘଟିଥିବା ହତ୍ୟାକାଣ୍ଡର ଗୁମର ଫିଟିଛି। ପରକୀୟାରୁ କଟକ ଜିଲା ଲାଲବାଗ୍‌ ଥାନା ସତୀଚଉରା ମହାନ୍ତିପଡ଼ାର ଶୈଳେନ୍ଦ୍ରନାଥ ଜେନାଙ୍କୁ ଅପହରଣ କରାଯାଇ ହତ୍ୟା କରାଯାଇଥିବା ପ୍ରମାଣ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri