ନୟାଗଡ଼

ସର୍ଭେ ନାହିଁ, ଚାଲିଛି ପ୍ରକଳ୍ପ ନିର୍ମାଣ

ନୟାଗଡ଼ ଅଫିସ,୨୭।୧୧: ନୟାଗଡ଼ ବ୍ଲକର ସୁନାଲଟି ଗଁା ନିକଟରେ କୁସୁମୀ ନଦୀ ଉପରେ ନିର୍ମାଣଧୀନ କୁସୁମୀ ବ୍ୟାରେଜକୁ ବିରୋଧ କରାଯାଇଛି। ବୁଡ଼ି ଅଞ୍ଚଳର ସର୍ଭେ କରା ନ ଯାଇ ବ୍ୟାରେଜ ନିର୍ମାଣ କରାଯାଉଥିବାରୁ ଗ୍ରାମବାସୀ ତାତିଛନ୍ତି।  ବ୍ୟାରେଜ ପ୍ରଭାବରେ ଉପର ମୁଣ୍ଡରେ…

ଦୁର୍ଘଟଣାର ୧୮ ଦିନ ପରେ ବି ଚେତା ଫେରୁନି

ନୂଆଗାଁ,୨୭।୧୧(ଡି.ଏନ.ଏ.): ୨ ସାଙ୍ଗଙ୍କ ସହ ବାଇକ୍‌ରେ ଘରକୁ ଫେରୁଥିବା ସମୟରେ ଏକ ପିକଅପ୍‌ ଭ୍ୟାନ ଦୁର୍ଘଟଣାରେ ଗୁରୁତର ହୋଇଥିବା ଲିଙ୍କୁନ୍‌ ଏବେ ଡାକ୍ତରଖାନାରେ ଚିକିତ୍ସାଧୀନ ଅଛନ୍ତି । ଇତିମଧ୍ୟରେ ୧୮ ଦିନ ବିତି ଥିଲେ ମଧ୍ୟ ଏଯାବତ ତାଙ୍କ ଚେତା ଫେରୁନି।…

ମହିଳା ଗ୍ରୁପ ଟଙ୍କା ଲୁଟ ଘଟଣାର ପର୍ଦ୍ଦାଫାଶ

ଓଡ଼ଗାଁ, ୨୫ା୧୧(ସ୍ବ.ପ୍ର.): ନୟାଗଡ଼ ଜିଲା ଓଡ଼ଗାଁ ଆଦର୍ଶ ଥାନା ଅଧୀନ ବନ୍ଧ ସାହି ମହିଳା ଗ୍ରୁପଙ୍କ ଉଠାଣ କରାଯାଇଥିବା ୪ ଲକ୍ଷ ୧୪ ହଜାର ଟଙ୍କା ଲୁଟ ଘଟଣାର ପର୍ଦ୍ଦାଫାଶ ହୋଇଛି। ଏହି ଘଟଣାରେ ଜଡିତ ଥିବା ମହିଳା ସ୍ବୟଂ ସହାୟିକା…

ଫଳକରେ ଅଟକିଛି ୨ ପ୍ରକଳ୍ପ

ଖଣ୍ଡପଡ଼ା,୨୫ା୧୧(ସ୍ବ.ପ୍ର.): ଖଣ୍ଡପଡ଼ା ସହରର ବିଭିନ୍ନ ସ୍ଥାନରେ ନୂତନ ପ୍ରକଳ୍ପ ନିର୍ମାଣ ନିମନ୍ତେ ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଥିଲେ ମଧ୍ୟ ଅଦ୍ୟାବଧି ନୂତନ ପ୍ରକଳ୍ପ ନିର୍ମାଣ ହୋଇପାରୁନାହିଁ। ଅନୁଦାନ ଅର୍ଥ ମଞ୍ଜୁର ପରେ ବି ରାଜନୈତିକ ଇଚ୍ଛାଶକ୍ତିର ଅଭାବ ଓ ପ୍ରଶାସନିକ ସ୍ଥାଣୁତା ଯୋଗୁ…

ପ୍ରଶଂସା ସାଉଁଟିଲା ଅଲିଭା ରେଜିଷ୍ଟର

ନୟାଗଡ଼ ଅଫିସ,୨୪ା୧୧: ନୟାଗଡ଼ ଜିଲାର ଅଲିଭା ରେଜିଷ୍ଟର ରାଜ୍ୟସ୍ତରରେ ପ୍ରଶଂସା ସାଉଁଟିଛି । ବାଲ୍ୟ ବିବାହ ବନ୍ଦ ନିମନ୍ତେ ନୟାଗଡ଼ ଜିଲା ପ୍ରଶାସନର ଏହି ଅଭିନବ କାର୍ଯ୍ୟକୁ ରାଜ୍ୟ ସରକାର ଆପଣେଇ ଅନ୍ୟ ଜିଲାମାନେ ଏହାକୂୁ ରୋଲ ମଡେଲ ଭାବେ ନେବାକୁ…

ମାଣିକାଗୋଡା ରେଳ ଷ୍ଟେଶନ ରାସ୍ତା ଶୋଚନୀୟ

ବୋଲଗଡ଼,୧୮ା୧୧(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକ ଅନ୍ତର୍ଗତ ମଣିକାଗୋଡ଼ା ରେଳ ଷ୍ଟେଶନ (ବୋଲଗଡ ରୋଡ୍‌) ପଶ୍ଚିମ ପାର୍ଶ୍ୱ ରାସ୍ତା ଶୋଚନୀୟ ହୋଇପଡ଼ିଛି। ରେଲଓ୍ବେ ବିଭାଗ ପକ୍ଷରୁ ମାଟି ରାସ୍ତା ନିର୍ମାଣ ଯୋଗୁ ବର୍ଷା ଋତୁ ପରେ ରାସ୍ତାରେ ମେଣ୍ଟାଲ ଉଠି ଖାଲଖମା…

ସୂତାଖିଅରେ ଝୁଲିଲା ଆଉଟ୍‌ସୋର୍ସିଂ ଚାକିରି

ନୟାଗଡ଼ ଅଫିସ,୧୭।୧୧: ଆଉଟ୍‌ସୋର୍ସିଂ ମାଧ୍ୟମରେ ନିୟୋଜିତ କର୍ମଚାରୀଙ୍କ ଚାକିରି ନିୟମିତ ହେବା ନେଇ ସରକାରୀ ବ୍ୟବସ୍ଥା ନ ଥିବା ସିଡିଏମ୍‌ଓ ପ୍ରଭାଗୀୟ ଶ୍ରମ ଆୟୁକ୍ତ(ଡିଏଲସି)ଙ୍କୁ ଜଣାଇବା ପରେ ସୂତାଖିଅରେ ଝୁଲିଛି ଚାକିରି। ଆଉଟ୍‌ସୋର୍ସିଂ ମାଧ୍ୟମରେ ନିୟୋଜିତ ଅସ୍ଥାୟୀ କର୍ମଚାରୀଙ୍କ ନିୟମିତ ହେବାର…

ଭାପୁର ମନରେଗା କାର୍ଯ୍ୟକ୍ରମ ଦୁର୍ନୀତି: ଜେଇଙ୍କ ପରେ ଭାରପ୍ରାପ୍ତ ଏଇଇ ନିଲମ୍ବିତ

ନୟାଗଡ଼ ଅଫିସ/ଭାପୁର,୧୭ା୧୧(ଡି.ଏନ୍‌.ଏ.): ଭାପୁର ମନରେଗା କାର୍ଯ୍ୟକ୍ରମ ଦୁର୍ନୀତି ଅଭିଯୋଗରେ ଛନ୍ଦି ହୋଇଥିବା ତତ୍କାଳୀନ ଭାପୁର ବ୍ଲକ ଜେଇ ଅର୍ଦ୍ଧେନ୍ଦୁ ଶେଖର ଷଡ଼ଙ୍ଗୀ ନିଲମ୍ବନ ପରେ ପୁଣି ଓଡ଼ିଶା ସରକାର ଆଉ ଜଣେ ବରିଷ୍ଠ ଅଧିକାରୀଙ୍କୁ ଜିଲାପାଳ ସୁପାରିସ ଆଧାରରେ ନିଲମ୍ବନ କରିଛନ୍ତି।…

ଇରାନୀ, ପ୍ରତ୍ୟୁଷାଙ୍କ ବଳ କଷାକଷି

ନୟାଗଡ଼ ଅଫିସ,୧୪।୧୧: ନୟାଗଡ଼ ନିର୍ବାଚନମଣ୍ଡଳୀରେ ଭାଜପା ନାରୀନେତ୍ରୀ ଇରାନୀ ରାୟଙ୍କ ସହ କଡା ଟକ୍କର ଦେଇ ପୂର୍ବତନ କନ୍ଧମାଳ ଏମ୍‌ପି ପ୍ରତ୍ୟୁଷା ରାଜେଶ୍ୱରୀ ସିଂ ସଭା ସମିତି କରିବା ପରେ ନୟାଗଡ଼ ରାଜନୀତି ଚଳଚଞ୍ଚଳ ହୋଇଉଠିଛି । ପ୍ରତ୍ୟୁଷାଙ୍କ ମିଶ୍ରଣ ପର୍ବକୁ…

ବନ କର୍ମଚାରୀଙ୍କ ମାଡ଼ରେ ଡ୍ରାଇଭର ଲହୁଲୁହାଣ

ନୂଆଗାଁ,୧୧।୧୧(ଡି.ଏନ.ଏ.):ନୟାଗଡ଼ ବନଖଣ୍ଡ ମହିପୁର ବନ କର୍ମଚାରୀଙ୍କ ମାଡ଼ରେ ଜଣେ ଡ୍ରାଇଭର ଲହୁଲୁହାଣ ହୋଇଛନ୍ତି। ମଙ୍ଗଳବାର ରାତିରେ ଏହି ଘଟଣା ଘଟିଛି। ନୟାଗଡ଼ ଜିଲା ନୂଆଗାଁ ବ୍ଲକ୍‌ ସିଙ୍ଗାରପଲି ପଞ୍ଚାୟତ ଶୁଣ୍ଢିଝୋଲା ନୂଆସାହିର ଅମୂଲ୍ୟ ବେହେରା ଓ ତାଙ୍କ ସ୍ତ୍ରୀ ମିତା ବେହେରାଙ୍କ…

ପାହାଡ଼ ପାଣିରେ ଧୋଇଗଲା ୪ କୋଟି ଟଙ୍କାର ପିଚୁରାସ୍ତା

ରଣପୁର,୧୦ା୧୧(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁରରେ ରହିଛି ମା’ମଣିନାଗଙ୍କ ପୀଠ। ସେହି ପୀଠକୁ ଆସୁଥିବା ପର୍ଯ୍ୟଟକଙ୍କ ସୁରକ୍ଷା ପାଇଁ ପାହାଡ଼ କାଟି ୪ କୋଟି ଟଙ୍କା ବ୍ୟୟରେ ତଳ ମଣିନାଗରୁ ଉପର ମଣିନାଗକୁ ନିର୍ମିତ ହୋଇଥିବା ୫ କିଲୋମିଟର ପିଚୁ ରାସ୍ତା ପାହାଡ଼…

୧୯ ଘଣ୍ଟାରେ ୩୦୦ କି.ମି. ସାଇକେଲ ଯାତ୍ରା ଲକ୍ଷ୍ୟ

ରାସୋଳ, ୭।୧୧(ଡି.ଏନ୍‌.ଏ.):ଭୁବନେଶ୍ୱର ସାଇକେଲ ଏବଂ ଆଡ୍‌ଭେଞ୍ଚର କ୍ଲବ ପକ୍ଷରୁ ଏକ ଦୁଃସାହସିକ ସାଇକେଲ ଯାତ୍ରା ଅନୁଷ୍ଠିତ ହୋଇଯାଇଛି। ୩୭ ଜଣିଆ ଅଭିଯାତ୍ରୀ ଦଳ ୧୯ ଘଣ୍ଟାରେ ୩୦୦ କିଲୋମିଟର ପଥ ଅତିକ୍ରମ କରିବାକୁ ଲକ୍ଷ୍ୟ ରଖିଛନ୍ତି। ଅତିରିକ୍ତ ପୋଲିସ ମହାନିର୍ଦ୍ଦେଶକ ସଞ୍ଜୀବ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri