ନୟାଗଡ଼

ପାହାଡ଼ୀ ମଣିଷ ହରିହରଙ୍କ ପରିବାରକୁ ସହାୟତା ପ୍ରଦାନ ଦାବି

ଓଡ଼ଗାଁ,୨୯ା୯(ସ୍ବ.ପ୍ର.): ନୟାଗଡ଼ ଜିଲା ଓଡ଼ଗାଁ ବ୍ଲକ ବାଣ୍ଠପୁର ପଞ୍ଚାୟତ ଅଧୀନ ତୁଲୁବି ଗ୍ରାମକୁ ବିଖ୍ୟାତ ଗ୍ରାମରେ ପରିଣତ କରିଥିବା ପାହାଡ଼ି ମଣିଷ ହରିହର ବେହେରାଙ୍କ ମଙ୍ଗଳବାର ପରଲୋକ ହୋଇଥିଲା ା ତାଙ୍କ ପରିବାରକୁ ସହାୟତା ପ୍ରଦାନ କରିବାକୁ ସବୁ ମହଲରେ ଦାବି…

ବନ ବିଭାଗ ଶୋଇଛି, ପ୍ରତିଦିନ ଚାଲିଛି ଗଛକଟା

ନୂଆଗାଁ,୨୯।୯ (ଡି.ଏନ.ଏ.)-ନୟାଗଡ଼ ବନଖଣ୍ଡ ମହିପୁର ବନାଞ୍ଚଳ ଅଧିନରେ ଥିବା ଜଙ୍ଗଲରୁ ବାରମ୍ବାର ଶାଳ କାଠ ଚୋରି ହେଉଥିଲେ ମଧ୍ୟ ବନ ବିଭାଗ ନୀରବଦ୍ରଷ୍ଟା ସାଜିଛି । ଜାତୀୟ ରାଜପଥ ପାର୍ଶ୍ୱ ପଞ୍ଚୁପାଣ୍ଡବ ଜଙ୍ଗଲରୁ ମଙ୍ଗଳବାର ୨ଟି ଶାଳ ଗଛକୁ କାଟି କାଠ…

ନୟାଗଡ଼ ପାଇଁ ଗର୍ବ ଆଣିଲେ ଚିତ୍ତରଞ୍ଜନ

ନୟାଗଡ଼ ଅଫିସ,୨୯ା୯: ନୟାଗଡ଼ ଜିଲା ପାଇଁ ଗର୍ବ ଆଣିଛନ୍ତି ରାଜ ସୁନାଖଳା ପଞ୍ଚାୟତର ଯୁବ ସରପଞ୍ଚ ଚିତ୍ତରଞ୍ଜନ ପ୍ରଧାନ। ଅକ୍ଟୋବର ୨ ତାରିଖ ଗାନ୍ଧୀ ଜୟନ୍ତୀରେ ନୂଆଦିଲ୍ଲୀର ବିଜ୍ଞାନ ଭବନଠାରେ ଚିତ୍ତରଞ୍ଜନ ଆୟୋଜିତ ସ୍ବଚ୍ଛତା ଦିବସରେ ଯୋଗ ଦେବେ। ଏ ନେଇ…

ଭୂଅର୍ଜନ ଅଧିକାରୀଙ୍କୁ ଝାଡ଼ୁମାଡ଼

ନୟାଗଡ଼ ଅଫିସ,୨୯।୯: ଖୋର୍ଦ୍ଧା-ବଲାଙ୍ଗୀର ରେଳ ପ୍ରକଳ୍ପ ପାଇଁ ଅଧିଗ୍ରହଣ ହୋଇଥିବା ଜମି ବାବଦ ଅର୍ଥ ପ୍ରଦାନ ପାଇଁ ଲାଞ୍ଚ ମାଗିବା ଓ ମହିଳାଙ୍କୁ ଅସଦାଚରଣ କରିବା ଜଣେ ଭୂଅର୍ଜନ ଅଧିକାରୀଙ୍କ ପାଇଁ କାଳ ହୋଇଛି । ଏହାର ବିସ୍ଫୋରକ ରୂପ ବୁଧବାର…

ଜମି ନ ଥାଇ ମୋ ପୋଖରୀ ନାଁରେ ଅର୍ଥ ଆତ୍ମସାତ୍‌

ଭାପୁର,୨୮ା୯(ଡି.ଏନ.ଏ.): ନୟାଗଡ଼ ଜିଲା ଭାପୁର ବ୍ଲକରେ ପ୍ରାୟ ଦେଢବର୍ଷ ହେବ ବିଭିନ୍ନ ଦୁର୍ନୀତି ହୋଇଛି ା ଏକାଧିକ ଦୁର୍ନୀତି ସାମ୍ନାକୁ ଆସୁଥିଲେ ମଧ୍ୟ ଜିଲା ପ୍ରଶାସନ ଆଖି ବୁଜି ଦେଇଥିବା ଅଭିଯୋଗ ହୋଇଛି ା ଏଥର ସମସ୍ତଙ୍କୁ ଆଚମ୍ବିତ କରିବା ଭଳି…

ମଧ୍ୟାହ୍ନଭୋଜନ ଚାଉଳ ଯୋଗାଣରେ ହେରଫେର

ଓଡ଼ଗାଁ,୨୮ା୯(ସ୍ବ.ପ.): ଓଡ଼ଗାଁ ବ୍ଲକ ଅଧୀନ ବିଭିନ୍ନ ସ୍କୁଲ ଓ ଅଙ୍ଗନଓ୍ବାଡ଼ି କେନ୍ଦ୍ରକୁ ଚାଉଳ ଯୋଗାଣରେ ବ୍ୟାପକ ଦୁର୍ନୀତି ହୋଇଛି ା ଯୋଗାଣକାରୀ ସଂସ୍ଥା ବିଭିନ୍ନ ବିଦ୍ୟାଳୟକୁ ମଧ୍ୟାହ୍ନ ଭୋଜନ ଚାଉଳ ଯୋଗାଇ ଆସୁଥିଲେ ମଧ୍ୟ ଓଡ଼ଗାଁ ବ୍ଲକ ସୁନାମୁହିଁ ପଞ୍ଚାୟତ ବାଲିସିଂସା…

ଚାଷୀଙ୍କୁ ସହଯୋଗ କରୁନି ବୀମା କମ୍ପାନୀ

ନୟାଗଡ଼ ଅଫିସ,୨୮।୯: ଜିଲା ପରିଷଦର ସମ୍ମିଳନୀ କକ୍ଷ ସୃଜନରେ ମଙ୍ଗଳବାର ଜିଲା ଉନ୍ନୟନ କୋର୍ଡିନେଶନ ଆଣ୍ଡ ମନିଟରିଂ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି । କମିଟିର ଅଧ୍ୟକ୍ଷ କଟକ ଏମ୍‌ପି ଭର୍ତ୍ତୃହରି ମହତାବ ଏଥିରେ ଅଧ୍ୟକ୍ଷତା କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଖଣ୍ଡପଡ଼ା…

ଟ୍ରାକ୍ଟର ଡ୍ରାଇଭରକୁ ଗୁଳି କରି ହତ୍ୟା, କାରଣ ଅସ୍ପଷ୍ଟ

ନୟାଗଡ଼ ଅଫିସ,୨୨।୯: ନୟାଗଡ଼ ଜିଲା ଗଣିଆ ଥାନାର ରାସଙ୍ଗ ଜଙ୍ଗଲରେ ଗୁରୁବାର ଜଣେ ଟ୍ରାକ୍ଟର ଡ୍ରାଇଭରକୁ ଗୁଳି କରି ହତ୍ୟା କରାଯାଇଛି। ସେ ହେଲେ ରାସଙ୍ଗ ଗ୍ରାମର ରଜତ କୁମାର ରାଉତ(୨୬)। ତେବେ ରାଜତଙ୍କୁ କିଏ ଓ କାହିଁକି ହତ୍ୟା କରିଛି…

ଚାଉଳ ଫେରାଉ ନାହାନ୍ତି ମିଲର

ନୟାଗଡ଼ ଅଫିସ,୨୨।୯: ମଣ୍ଡିରୁ ଧାନ କିଣିବାକୁ ମିଲର ଆଗ୍ରହୀ ଥିବାବେଳେ ଚାଉଳ ଫେରାଇବାକୁ ପଛଘୁଞ୍ଚା ହେଉଛନ୍ତି। ଅବଧି ଶେଷ ହେବାକୁ ୯ ଦିନ ଥିବାବେଳେ ମିଲର ମାନେ ଏଯାବତ ୮୧.୬୧ ପ୍ରତିଶତ ଚାଉଳ ଫେରାଇଛନ୍ତି । ତେବେ ଯୋଗାଣ ବିଭାଗ ମିଲରଙ୍କୁ…

ଭୁଷୁଡ଼ିଲା ସ୍କୁଲ ପାଚେରି, ଆଖିବୁଜିଲେ ପଞ୍ଚମ ଶ୍ରେଣୀ ଛାତ୍ରୀ

ରାୟଗଡ଼ା ଅଫିସ/ଗୁଣୁପୁର,୧୬।୯(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ପଦ୍ମପୁର ବ୍ଲକ ବିଚିକଟ ସରକାରି ଉଚ ପ୍ରାଥମିକ ବିଦ୍ୟାଳୟରେ ଏକ ଅଘଟଣ ଘଟିଛି। ନିର୍ମାଣଧୀନ ପାଚେରି କାନ୍ଥ ଭୁଷୁଡ଼ି ଜଣେ ଛାତ୍ରୀଙ୍କ ମୃତ୍ୟୁ ଘଟିଛି। ମୃତ ପଞ୍ଚମ ଶ୍ରେଣୀ ଛାତ୍ରୀ ହେଲେ ଆହୁତି ଶବର (୧୧…

ପାନୀୟଜଳ, ଆଲୋକ ବ୍ୟବସ୍ଥା ନାହିଁ

ବୋଲଗଡ଼,୧୬ା୯(ଡି.ଏନ୍‌.ଏ.): ପୂର୍ବତଟ ରେଳପଥ ଅଧୀନ ବୋଲଗଡ଼ ରେଲଓ୍ବେ ଷ୍ଟେଶନରେ ପାନୀୟଜଳ ଏବଂ ଆଲୋକୀକରଣ ବ୍ୟବସ୍ଥା ନ ଥିବାରୁ ଯାତ୍ରୀ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଯାହାକୁ ନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ଏହି ଷ୍ଟେଶନ ପୂର୍ବରୁ ବୋଲଗଡ଼…

ବିଳମ୍ବରେ ସ୍କୁଲ ଖୋଲିବାକୁ ନେଇ ଉତ୍ତେଜନା

ନୟାଗଡ଼ ଅଫିସ,୧୩।୯:ନୟାଗଡ଼ ଏନଏସି ହାଇସ୍କୁଲ ପୂର୍ବାହ୍ନ ୧୦ଟାରେ ବି ଖୋଲୁନାହିଁ। ଶିକ୍ଷୟତ୍ରୀଶିକ୍ଷକଙ୍କ ସଠିକ ସମୟରେ ସ୍କୁଲକୁ ଆସୁନାହାନ୍ତି। ମଙ୍ଗଳବାର ମଧ୍ୟ ସମାନ ଦୃଶ୍ୟ ଦେଖିବାକୁ ମିଳିଥିଲା। ଛାତ୍ରୀଛାତ୍ର ସ୍କୁଲ ସମୟାନୁସାରେ ଆସିଥିଲେ ମଧ୍ୟ ସ୍କୁଲ ଗେଟ୍‌ ଖୋଲାଯାଇ ନ ଥିଲା। କେହି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri