ନୟାଗଡ଼

ବୋମା ପକାଇ ସୁନା ଦୋକାନରୁ ଲୁଟ୍‌

ନୟାଗଡ଼ ଅଫିସ,୧୯।୭: ନୟାଗଡ଼ ଜିଲା ଗୋଡ଼ିପଡ଼ା ବଜାରର ନୂଆ ଜଗନ୍ନାଥ ସଡ଼କର ରଣପୁର ରାସ୍ତାରେ ଥିବା ହରିହର ସାହୁଙ୍କ ସୁନା ଦୋକାନରୁ ମଙ୍ଗଳବାର ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ଲୁଟ ହୋଇଛି॥ଲୁଟେରା ମାନେ ବୋମା ପକାଇ ଗୁଳି ଫୁଟାଇ ଦୋକାନୀ ଓ…

ମାଳବନ୍ଧରେ ୭୫ ଫୁଟର ଘାଇ

ନୟାଗଡ଼ ଅଫିସ,୧୮ା୭: ଲଘୁଚାପଜନିତ ବର୍ଷାରେ ନୟାଗଡ଼ ଜିଲାର ବିଭିନ୍ନ ସ୍ଥାନରେ ବନ୍ୟା ପରିସ୍ଥିତି ସୃଷ୍ଟି କରିଛି। ଶନିବାର ରାତିରୁ ଆରମ୍ଭ ହୋଇଥିବା ଲଗାଣ ବର୍ଷାରେ ଲୁଣିଝରା, କୁସୁମୀ ପରୀ ନଦୀରେ ବନ୍ୟା ଆସିଛି। ନୟାଗଡ଼ ବ୍ଲକର ବାଲିକୁଦିଆରେ ଲୁଣିଝରା ନଦୀ ମାଳବନ୍ଧରେ…

ଓଡ଼ିଶାର ବିସ୍ମୟ ପ୍ରତିଭା ଦାସିଆ ଅଜା

ନୟାଗଡ଼ ଅଫିସ,୧୩।୭: ପାଠାଗାର ଆନ୍ଦୋଳନର ପ୍ରବାଦ ପୁରୁଷ, ସାରସ୍ବତ ସାଧକ, ନିଷ୍ଠାପର ସାମାଜିକ କର୍ମୀ ଦାସିଆ ଅଜା ଭାବେ ପରିଚିତ ଦାଶରଥି ପଟ୍ଟନାୟକ ଥିଲେ ଓଡ଼ିଶାର ବିସ୍ମୟ ପ୍ରତିଭା। ୯୦ ବର୍ଷ ବୟସରେ ବି ସେ ଖବରକାଗଜ ପଢ଼ୁଥିବା ବେଳେ ନିଜର…

ଅସରାଏ ବର୍ଷାରେ ସ୍କୁଲ ପରିସର ଜଳମଗ୍ନ

ଖଣ୍ଡପଡ଼ା,୨୪ା୬ (ସ୍ବ.ପ୍ର.):  ଖଣ୍ଡପଡ଼ା ରାମଚନ୍ଦ୍ର ଉଚ୍ଚ ବିଦ୍ୟାଳୟର ପ୍ଳାଟିନମ ଜୁବୁଲି ଉତ୍ସବ କିଛିଦିନ ତଳେ ପାଳନ କରାଯାଇଥିଲା। ମୋ ସ୍କୁଲ କମିଟି ଏବଂ ପୂର୍ତ୍ତ ବିଭାଗ ପକ୍ଷରୁ ବିଦ୍ୟାଳୟରେ ଅନେକ ଉନ୍ନୟନ ମୂଳକ କାମ ହୋଇଥିଲା। ହେଲେ ଜଳ ନିଷ୍କାସନ ପାଇଁ…

୩ ଦିନରେ ବିବାଦୀୟ ରାସ୍ତା ନିର୍ମାଣ ଶେଷ

ନୟାଗଡ଼ ଅଫିସ,୨୪।୬: ରାସ୍ତା ନିର୍ମାଣ ପାଇଁ ଜାତୀୟ ଗ୍ରୀନ୍‌ ଟ୍ରିବ୍ୟୁନାଲର ସବୁଜ ସଙ୍କେତ ପାଇବା ପରେ ନୟାଗଡ଼ ଜିଲା ପ୍ରଶାସନ ୧ ବନାମ ୧୭ ଖଣ୍ଡ ଗାଁ ମଧ୍ୟରେ ଲାଗି ରହିଥିବା ବିବାଦୀୟ ବଳଭଦ୍ରପୁର ଓ ଢ଼ିପମାଳ ୩ କି.ମି. ରାସ୍ତାକୁ…

ପୁଣି ଥରେ ଧୋଇଗଲା ଡାଇଭର୍ସନ ରୋଡ୍‌

ନୂଆଗାଁ,୨୩।୬(ଡି.ଏନ.ଏ.): ନୟାଗଡ଼ ଜିଲା ନୂଆଗାଁ ବ୍ଲକ ୫୭ନଂ. ଜାତୀୟ ରାଜପଥ ସୋରଡ଼ାଠାରୁ ଗୌଡ଼ ଚାଞ୍ଚେରାପଲୀ ଦେଇ ଯାଇଥିବା ଆର.ଡି. ରାସ୍ତାର ନିର୍ମାଣ କାର୍ଯ୍ୟ ଅଧାପନ୍ତରିଆ ଅବସ୍ଥାରେ ପଡିରହିଛି ା ଗତ ମାସରେ ସାମାନ୍ୟ ବର୍ଷାରେ ଡାହୁକା ନଦୀରେ ଡାଇଭର୍ସନ ରୋଡ଼ ଧୋଇ…

ଉତ୍ପାଦିତ ଚାରାକୁ ଜଙ୍ଗଲରେ ଫୋପାଡ଼ି ଦେଲେ

ନୂଆଗାଁ,୧୭।୬ (ଡି.ଏନ.ଏ.): ନୟାଗଡ଼ ବନଖଣ୍ଡ ମହୀପୁର ବନ ବିଭାଗର ପ୍ରତି କ୍ଷେତ୍ରରେ ଦୁର୍ନୀତି ହେଉଥିବା ଅଭିଯୋଗ ହେଉଛି। ସେହିଭଳି ଚାରା ଉତ୍ପାଦନ କ୍ଷେତ୍ରରେ ମଧ୍ୟ ଦୁର୍ନୀତି ହେଉଥିବା ଅଭିଯୋଗ ଆସୁଛି। ମହୀପୁର ବନାଞ୍ଚଳର ବିଭିନ୍ନ ସ୍ଥାନରେ ଚାରା ଉତ୍ପାଦନ କରିବା ନାଁରେ…

୫ ଏକର ଜଙ୍ଗଲ କାଟିଦେଲା ବନ ବିଭାଗ

ନୟାଗଡ଼ ଅଫିସ,୧୭।୬: ନୟାଗଡ଼ ବନଖଣ୍ଡ ନୟାଗଡ଼ ରେଞ୍ଜ ପକ୍ଷରୁ ଖେଡପଡ଼ା ସେକ୍ସନ କୋସକା ବିଟ୍‌ର ରାଜଗିରି ଡୁବୁରି ମୁଣ୍ଡିଆରୁ ୨ ଏକର ଓ ମାଳିସାହି ଜାଆଡା ଜଙ୍ଗଲରୁ ୩ ଏକର ଏପରି ମୋଟରେ ୫ ଏକାର ଜଙ୍ଗଲ ସଫା କରାଯାଇଛି। ସିଭିଲି…

ବ୍ରିଜ୍‌ରେ ପିଟି ହୋଇ ତଳକୁ ଖସିଲା ଟ୍ୟାଙ୍କର, ୪ ଜୀବନ୍ତ ଦଗ୍ଧ

ନୟାଗଡ଼ ଅଫିସ,୧୧।୬: ଗତକାଲି ବିଳମ୍ବିତ ରାତିରେ ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥର ନୟାଗଡ଼ ବଡ଼ପଣ୍ଡୁସର ବ୍ରିଜରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ତେଲ ବୋଝେଇ ଟ୍ୟାଙ୍କର ବ୍ରିଜ୍‌ରେ ପିଟି ହୋଇ ତଳକୁ ଖସି ପଡ଼ିଥିଲା। ଫଳରେ ନିଆଁ…

ବଡ଼ପୁଟରେ କଙ୍ଗାରୁ କୋର୍ଟ

ନୟାଗଡ଼ ଅଫିସ,୧୦।୬: ନୟାଗଡ଼ ଜିଲା ଶରଣକୂଳ ଥାନା ବଡ଼ପୁଟ ଗାଁରେ ବ୍ୟକ୍ତିଗତ ଜମିରେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆର୍‌ଇଜିଏସ୍‌)ରେ ରାସ୍ତା ନିର୍ମାଣକୁ ବିରୋଧ କରିବାରୁ ଏକ ପରିବାରକୁ କଙ୍ଗାରୁ କୋର୍ଟରେ ଦଣ୍ଡିତ କରାଯାଇଛି ।…

ନବ କଳେବର ହେଉଛି ନୟାଗଡ଼ ଖେଳପଡ଼ିଆ

ନୟାଗଡ଼ ଅଫିସ,୩୦।୫: ନୟାଗଡ଼ ଟାଉନ ଥାନା ପାଖ ନୟାଗଡ଼ ଖେଳପଡ଼ିଆର ନବକଳେବର ଚାଲିଛି। ଖେଳ ପଡ଼ିଆ ପାର୍ଶ୍ୱରେ ରହିଥିବା ପେଣ୍ଡାଲକୁ ଆଧୁନିକ ଯନ୍ତ୍ରପାତି ଦ୍ୱାରା ୫ ଫୁଟ ଉପରକୁ ଉଠାଯାଇ ୨୦ ଫୁଟ ଉଚ୍ଚତା କରାଯିବ । ଏ କାର୍ଯ୍ୟ ଚାଲୁ…

ବିପଦସଙ୍କୁଳ ସେବା ସମବାୟ ସମିତି କାର୍ଯ୍ୟାଳୟ

ଖଣ୍ଡପଡ଼ା,୨୭ା୫(ସ୍ବ.ପ୍ର.): ରାଜ୍ୟ ସରକାର କୃଷି ଓ କୃଷକମାନଙ୍କ ଉନ୍ନତି ପାଇଁ ବିଭିନ୍ନ କଲ୍ୟାଣକାରୀ ଯୋଜନା ପ୍ରଣୟନ କରିଛନ୍ତି। ଏ ବାବଦରେ ଅନେକ କୋଟି ଟଙ୍କା ବ୍ୟୟ କରାଯାଉଛି। ହେଲେ ବହୁଦିନରୁ ଏକ ଭଙ୍ଗା ଦଦରା, ବିପଦଶଙ୍କୁଳ ଗୃହରେ ଚାଲିଛି ସେବା ସମବାୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri