ନୟାଗଡ଼

ବାଘ ଶିକାରୀଙ୍କୁ ଧରାଇଦେଲା ଫଟୋ

ନୟାଗଡ଼ ଅଫିସ,୧୩ା୮: ୪ ବର୍ଷ ତଳେ ୪ଜଣ ବ୍ୟକ୍ତି କଲରାପତରିଆ ବାଘ ଶିକାର କରିଥିଲେ। ଜଣେ ଶିକାରୀ ମୃତ ବାଘ ସହ ଫଟୋ ଉଠାଇଥିଲେ। ଏବେ ସେହି ଫଟୋ ସେମାନଙ୍କୁ ଧରାଇଦେଇଛି। ଏହି ଘଟଣାରେ ନୟାଗଡ଼ ବନଖଣ୍ଡ ପଞ୍ଚରିଡ଼ା ରେଞ୍ଜ ବନ…

ପୋଲ ପାର୍ଶ୍ୱରୁ ଧୋଇଗଲା ମାଟି

ନୂଆଗାଁ,୧୩।୮ (ଡି.ଏନ.ଏ.) ନୟାଗଡ଼ ଜିଲା ନୂଆଗାଁ ବ୍ଲକ ବାଲଣ୍ଡାଠାରୁ ବରକୋଳାକୁ ସଂଯୋଗ କରୁଥିବା ପ୍ରଧାନମନ୍ତ୍ରୀ ସଡ଼କ ଯୋଜନାରେ ନିର୍ମାଣଧୀନ ପୋଲ ପାର୍ଶ୍ୱରୁ ମାଟି ଧୋଇ ହୋଇଯାଇଛି । ଏହାପରେ ଉକ୍ତ ରାସ୍ତାରେ ଯାନବାହନ ଯାତାୟତ ଏକ ପ୍ରକାର ବନ୍ଦ ହୋଇଯାଇଛି। କାଳେ…

‘ଜଳ ଉତ୍ସ ଅଛି, ସଂରକ୍ଷଣ ପାଇଁ ଚିନ୍ତା ନାହିଁ’

ଜଳ ସଂରକ୍ଷଣ ବ୍ୟବସ୍ଥା ହେଉ କଣ୍ଟିଲୋ-ଭୁବନେଶ୍ୱର ରାଜପଥର କାଳିଗିରି ପୋଲଠାରୁ ମାତ୍ର ୨ କି.ମି. ଦୂର ଭାପୁର ବ୍ଲକ୍‌ ଅଧୀନ ମହାନଦୀ କୂଳରେ ରହିଛି ମଣିପୁର ଗାଁ। ମହାନଦୀରେ ସାମାନ୍ୟ ବନ୍ୟା ଆସିଲେ ମଣିପୁର ଗାଁ ପାଣି ଘେରରେ ରୁହେ। ଏହି…

ପାଇଖାନା ନିର୍ମାଣ ନାମରେ ହରିଲୁଟ୍‌

ଭାପୁର,୪ା ୮(ଡି.ଏନ.ଏ.): ନୟାଗଡ଼ ଜିଲା ଭାପୁର ବ୍ଲକରେ ଫେଲ ମାରିଛି କେନ୍ଦ୍ର ସରକାରଙ୍କ ସ୍ବଚ୍ଛ ପରିମଳ ଯୋଜନା। ପାଇଖାନା ନିର୍ମାଣ ନାମରେ ହୋଇଛି ଲକ୍ଷାଧିକ ଟଙ୍କା ହରିଲୁଟ । ପାଇଖାନା ନ ଥାଇ ବାହ୍ୟ ମଳମୁକ୍ତ ଅଞ୍ଚଳ ବୋଲି ଘୋଷଣା କରାଯାଇ…

ଶିଶୁଙ୍କୁ ବଣ୍ଟନ ହେଉଥିବା ଛତୁଆରେ ବାଲି, ଗୁଣବତ୍ତାକୁ ନେଇ ଉଠିଲା ପ୍ରଶ୍ନ

ନୟାଗଡ଼ ଅଫିସ,୪।୮: ନୟାଗଡ଼ ଜିଲାର ବିଭିନ୍ନ ଅଙ୍ଗନୱାଡି କେନ୍ଦ୍ରକୁ ଯୋଗାଣ ହେଉଥିବା ଛତୁଆର ଗୁଣବତ୍ତା ଉପରେ ପ୍ରଶ୍ନ ଉଠିଛି। ଏହାର ମାନ ଭଲ ନ ଥିଲେ ମଧ୍ୟ ଏହାକୁ ଛୋଟ ଛୋଟ ଶିଶୁ ଓ ଗର୍ଭବତୀଙ୍କୁ ଦିଆଯାଉଛି। ମାଙ୍କପଲ୍ଲୀ ଅଙ୍ଗନୱାଡି କେନ୍ଦ୍ର…

ହାତରେ ବିଷ ବୋତଲ ଧରି ଚାଷୀଙ୍କ ବିକ୍ଷୋଭ

ନୟାଗଡ଼ ଅଫିସ,୨୮।୭: ନୟାଗଡ଼ ଜିଲା ଦଶପଲ୍ଲା ବ୍ଲକ ଚଢେୟାପଲ୍ଲୀ ସମବାୟ ସମିତିରେ ଚାଷୀ ଧାନ ବିକ୍ରି କରିବାର ୬ ମାସ ପରେ ବି ପ୍ରାପ୍ୟ ପାଇ ନାହିଁ । ଏଠାର ସମିତିରେ ୧୯ ଚାଷୀଙ୍କ ୧୭ ଲକ୍ଷ ଟଙ୍କା ଧାନ ବିକ୍ରି…

ବିପଦସଙ୍କୁଳ କେନ୍ଦ୍ରରେ ଅଙ୍ଗନୱାଡି ଶିଶୁ

ନୟାଗଡ଼ ଅଫିସ,୨୨।୭: ବିପଦସଙ୍କୁଳ ଅଙ୍ଗନଓ୍ବାଡି କେନ୍ଦ୍ରରେ ପାଠ ପଢ଼ୁଛନ୍ତି କୁନି କୁନି ପିଲା। ହେଲେ ଏଥିପ୍ରତି ପ୍ରଶାସନର ନଜର ନାହିଁ ।ଏଭଳି ଅଭିଯୋଗ ନୟାଗଡ଼ ଜିଲାରେ ଗତ ୨୦ ବର୍ଷ ହେଲା ହୋଇ ଆସୁଛି। ତଥାପି ଧିମେଇ ଚାଲିଛି ଅଙ୍ଗନଓ୍ବାଡି କେନ୍ଦ୍ରର…

ବୋମା ପକାଇ ସୁନା ଦୋକାନରୁ ଲୁଟ୍‌

ନୟାଗଡ଼ ଅଫିସ,୧୯।୭: ନୟାଗଡ଼ ଜିଲା ଗୋଡ଼ିପଡ଼ା ବଜାରର ନୂଆ ଜଗନ୍ନାଥ ସଡ଼କର ରଣପୁର ରାସ୍ତାରେ ଥିବା ହରିହର ସାହୁଙ୍କ ସୁନା ଦୋକାନରୁ ମଙ୍ଗଳବାର ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ଲୁଟ ହୋଇଛି॥ଲୁଟେରା ମାନେ ବୋମା ପକାଇ ଗୁଳି ଫୁଟାଇ ଦୋକାନୀ ଓ…

ମାଳବନ୍ଧରେ ୭୫ ଫୁଟର ଘାଇ

ନୟାଗଡ଼ ଅଫିସ,୧୮ା୭: ଲଘୁଚାପଜନିତ ବର୍ଷାରେ ନୟାଗଡ଼ ଜିଲାର ବିଭିନ୍ନ ସ୍ଥାନରେ ବନ୍ୟା ପରିସ୍ଥିତି ସୃଷ୍ଟି କରିଛି। ଶନିବାର ରାତିରୁ ଆରମ୍ଭ ହୋଇଥିବା ଲଗାଣ ବର୍ଷାରେ ଲୁଣିଝରା, କୁସୁମୀ ପରୀ ନଦୀରେ ବନ୍ୟା ଆସିଛି। ନୟାଗଡ଼ ବ୍ଲକର ବାଲିକୁଦିଆରେ ଲୁଣିଝରା ନଦୀ ମାଳବନ୍ଧରେ…

ଓଡ଼ିଶାର ବିସ୍ମୟ ପ୍ରତିଭା ଦାସିଆ ଅଜା

ନୟାଗଡ଼ ଅଫିସ,୧୩।୭: ପାଠାଗାର ଆନ୍ଦୋଳନର ପ୍ରବାଦ ପୁରୁଷ, ସାରସ୍ବତ ସାଧକ, ନିଷ୍ଠାପର ସାମାଜିକ କର୍ମୀ ଦାସିଆ ଅଜା ଭାବେ ପରିଚିତ ଦାଶରଥି ପଟ୍ଟନାୟକ ଥିଲେ ଓଡ଼ିଶାର ବିସ୍ମୟ ପ୍ରତିଭା। ୯୦ ବର୍ଷ ବୟସରେ ବି ସେ ଖବରକାଗଜ ପଢ଼ୁଥିବା ବେଳେ ନିଜର…

ଅସରାଏ ବର୍ଷାରେ ସ୍କୁଲ ପରିସର ଜଳମଗ୍ନ

ଖଣ୍ଡପଡ଼ା,୨୪ା୬ (ସ୍ବ.ପ୍ର.): ଖଣ୍ଡପଡ଼ା ରାମଚନ୍ଦ୍ର ଉଚ୍ଚ ବିଦ୍ୟାଳୟର ପ୍ଳାଟିନମ ଜୁବୁଲି ଉତ୍ସବ କିଛିଦିନ ତଳେ ପାଳନ କରାଯାଇଥିଲା। ମୋ ସ୍କୁଲ କମିଟି ଏବଂ ପୂର୍ତ୍ତ ବିଭାଗ ପକ୍ଷରୁ ବିଦ୍ୟାଳୟରେ ଅନେକ ଉନ୍ନୟନ ମୂଳକ କାମ ହୋଇଥିଲା। ହେଲେ ଜଳ ନିଷ୍କାସନ ପାଇଁ…

୩ ଦିନରେ ବିବାଦୀୟ ରାସ୍ତା ନିର୍ମାଣ ଶେଷ

ନୟାଗଡ଼ ଅଫିସ,୨୪।୬: ରାସ୍ତା ନିର୍ମାଣ ପାଇଁ ଜାତୀୟ ଗ୍ରୀନ୍‌ ଟ୍ରିବ୍ୟୁନାଲର ସବୁଜ ସଙ୍କେତ ପାଇବା ପରେ ନୟାଗଡ଼ ଜିଲା ପ୍ରଶାସନ ୧ ବନାମ ୧୭ ଖଣ୍ଡ ଗାଁ ମଧ୍ୟରେ ଲାଗି ରହିଥିବା ବିବାଦୀୟ ବଳଭଦ୍ରପୁର ଓ ଢ଼ିପମାଳ ୩ କି.ମି. ରାସ୍ତାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?