ଖାତା ଖୋଲିପାରିଲେନି ଭାଜପା, କଂଗ୍ରେସ
ନୟାଗଡ଼ ଅଫିସ,୧।୩ – ନୟାଗଡ଼ ଜିଲାର ୮ଟି ବ୍ଲକରେ ଥିବା ୨୪ ଜିଲା ପରିଷଦ ଜୋନ୍ରୁ ୧୫ ଜୋନ୍ର ଫଳାଫଳ ପ୍ରକାଶ ପାଇସାରିଛି। ଏଥିରୁ ୧୪ ଜୋନ୍ରେ ବିଜେଡି ବିଜୟୀ ହୋଇଛି। ତେବେ ଖଣ୍ଡପଡ଼ା ବ୍ଲକର ୬ନଂ. ଜୋନ୍ରେ ୨ୟ ଦିବସ…
ମହାଶିବରାତ୍ରି ଆଜି: ୨ ବର୍ଷ ପରେ ହେବ ଯାତ୍ରା
ନୟାଗଡ଼ ଅଫିସ,୧।୩ – ରାତି ପାହିଲେ ମହାଶିବରାତ୍ରି। କରୋନା ଯୋଗୁ ୨ ବର୍ଷ ହେଲା ଜାଗର ଯାତ୍ରା ବନ୍ଦ ହୋଇଯାଇଥିଲା। ଏଣୁ ଚଳିତବର୍ଷ ଜାଗର ଯାତ୍ରା ଅବସରରେ ନୟାଗଡ଼ ଜିଲାର ଶରଣକୁଳସ୍ଥିତ ଲଡୁବାବାଙ୍କ ପୀଠ ଉତ୍ସବ ମୁଖର ହୋଇଉଠିଛି। ଶରଣକୁଳର ଲଡ଼ୁବାବାଙ୍କ…
ଭୋଟ ଗଣତି: ନୟାଗଡ଼ ବ୍ଲକରେ ବିଜେଡି-ଭାଜପା ମଧ୍ୟରେ କଡ଼ା ଟକ୍କର
ନୟାଗଡ଼ ଅଫିସ,୨୬।୨: ଶନିବାର ଆରମ୍ଭ ହୋଇଯାଇଛି ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଭୋଟ ଗଣତି। ଇତିମଧ୍ୟରେ ଫଳାଫଳ ଆସିବା ଆରମ୍ଭ ହୋଇଯାଇଛି। ଗଣିଆ ବ୍ଲକର ୮ ନମ୍ବନ ଜୋନରେ ଭାଜପା ଆଗୁଆ, ନୟାଗଡ଼ ବ୍ଲକର ୧୬ ନମ୍ବର ଜୋନରେ ବିଜେଡି ଆଗୁଆ, ଓଡ଼ଗାଁ…
ଭାଜପା ପ୍ରାର୍ଥୀ ୧୦୦ ଭୋଟରେ ଆଗୁଆ
ନୟାଗଡ଼ ଅଫିସ,୨୬।୨: ନୟାଗଡ଼ ନିର୍ବାଚନ ମଣ୍ଡଳୀ ନୟାଗଡ଼ ସଦର ବ୍ଲକ ଗଦାଧର ପ୍ରସାଦ ପଞ୍ଚାୟତର ୧ ନମ୍ବର ୱାର୍ଡ଼ମେମ୍ବର ପ୍ରାର୍ଥୀ ସରୋଜିନୀ ପ୍ରଧାନ ବିଜୟୀ ହୋଇଛନ୍ତି। ଦଶପଲା ନିର୍ବାଚନ ମଣ୍ଡଳୀ ନୂଆଗାଁ ବ୍ଲକର ୧୬ ନମ୍ବର ଜିଲା ପରିଷଦ ଜୋନ୍ରେ ଭାଜପା…
ଘରୋଇକରଣ ପରେ ବି ସୁଧାର ନାହିଁ
ନୟାଗଡ଼ ଅଫିସ,୨୫।୨: ନୟାଗଡ଼ ମ୍ୟୁନିସିପାଲିଟିର ପରିମଳ ବ୍ୟବସ୍ଥା ଘରୋଇକରଣ ହେଲା ପରେ ବି ଉପଯୁକ୍ତ ସେବା ମିଳୁନାହିଁ। ପରିମଳ ବ୍ୟବସ୍ଥାରେ ଯେଉଁ ସୁଧାର ଆସିବ ବୋଲି କୁହାଯାଉଥିଲା ତାହା ଫଳପ୍ରଦ ହୋଇନାହିଁ। ୧୪ ଓ ୧୫ ନଂ. ୱାର୍ଡରେ ଆବର୍ଜନା ପାଇଁ…
ପଦା ହେଲାଣି ମୟୂରଝାଲିଆ କାଜୁ ଜଙ୍ଗଲ
ନୟାଗଡ଼ ଅଫିସ/ରଣପୁର,୨୫।୨(ସ୍ବ.ପ୍ର.): କାଜୁ ନିଗମ ଅଧୀନରେ ଥିବା ନୟାଗଡ଼ ଜିଲା ରଣପୁର ତହସିଲ ମୟୁରଝାଲିଆ ଗାଁରେ ଗୋଚର ଓ କାଜୁ ଜଙ୍ଗଲରୁ ବେଆଇନ ଭାବେ ମାଙ୍କଡା ପଥର ଓ ମୋରମ ଖନନ ଚାଲିଛି । ପ୍ରାୟ ଦେଢ଼ ବର୍ଷ ଭିତରେ କାଜୁ…
ସହର ତାଲିକାରେ ଗାଁ ଭୋଟରଙ୍କ ନାମ
ନୟାଗଡ଼ ଅଫିସ,୨୫।୨: ନୟାଗଡ଼ ମ୍ୟୁନିସିପାଲିଟିର ଡ୍ରାଫ୍ଟ ଭୋଟର ତାଲିକାରେ ଚଞ୍ଚକତା କରାଯାଇଥିବା ଅଭିଯୋଗ ହୋଇଛି । ଏଥିରେ ୨ହଜାର ଭୋଟରଙ୍କ ନାମ ଗାଁ ଓ ସହରରେ ରହିବା, ପୁଣି ଚଞ୍ଚକତା କରାଯାଇ ନୂଆ ୮୬୮ ଭୋଟରଙ୍କ ନାମ ନୟାଗଡ଼ ପୌରାଞ୍ଚଳ ତାଲିକାରେ…
ବିନା ମେଶିନରେ ଧାନର ମାନ ପରୀକ୍ଷା
ନୟାଗଡ଼ ଅଫିସ,୨୪ା୨: ଧାନକିଣାରେ ମିଲରଙ୍କ କଟ୍ନୀଛଟ୍ନୀକୁ ରୋକିବାରେ ପ୍ରଶାସନ ବ୍ୟର୍ଥ ହୋଇଛି। କୁଇଣ୍ଟାଲ ପିଛା ୧୦ରୁ୧୫ କେଜି ଧାନ କାଟି ମିଲରଙ୍କୁ ଚାଷୀ ବିକ୍ରି କରିବାକୁ ବାଧ୍ୟ ହେଉଛି। ଧାନ ମଣ୍ଡିରେ ଧାନ ସଫେଇ ମେଶିନ୍ ଓ ମଶ୍ଚର ଡିଟେକଶନ ମେଶିନ୍…
ବୁଥ୍ ଜବରଦଖଲ ଅଭିଯୋଗ
ନୟାଗଡ଼ ଅଫିସ,୨୦ା୨: ନୟାଗଡ଼ ବ୍ଲକର ୪ ଜିଲା ପରିଷଦ ଜୋନର ୨୯ ପଞ୍ଚାୟତରେ ଭୋଟଗ୍ରହଣ ଚାଲିଛି। ଏହାର ହରିପୁରର ୧୨ ନଂ ବୁଥ୍ରେ ଜବରଦଖଲ କରାଯାଇ ମତଦାନ ଚାଲିଥିବା ଅଭିଯୋଗ ହୋଇଛି। ବିରୋଧୀ ଦଳର ଏଜେଣ୍ଟ ବୁଥରୁ କାଢ଼ିଦେବା ସହ ଗଣମାଧ୍ୟମର…
ଭୋଟରେ ପରୀ ହତ୍ୟା,ଚିନିକଳ ତାତି
ନୟାଗଡ଼ ଅଫିସ,୨୦।୨: ନୟାଗଡ଼ ନିର୍ବାଚନମଣ୍ଡଳୀ ଅଧୀନ ନୟାଗଡ଼ ବ୍ଲକର ୧୨,୧୩,୧୪ ଓ ୧୫ ନଂ.ଜୋନ୍ ଏବଂ ଓଡ଼ଗାଁ ବ୍ଲକର ୧ ଓ ୨ ନଂ. ଆଦି ୬ ଜୋନ୍ ରହିଛି । ସେଥିମଧ୍ୟରୁ ଓଡ଼ଗାଁ ବ୍ଲକର ୧ ଓ ୨ ନଂ.ଜୋନ୍ରେ…
ନେତା ବଦଳୁଛନ୍ତି, ବଦଳୁ ନାହିଁ ଗାଁର ଚିତ୍ର
ନୟାଗଡ଼ ଅଫିସ,୨୦।୨: ଆଦିବାସୀ ଓ ଦଳିତ ବହୁଳ ଦଶପଲ୍ଲା ବ୍ଲକରେ ନେତା ବଦଳି ଚାଲିଥିଲେ ମଧ୍ୟ ଗାଁର ରୂପରେଖ ବଦଳି ପାରୁନି । ଏଣୁ ନେତା ,ପ୍ରଶାସନ ଓ ସରକାରଙ୍କ ଉପରେ ବିଭିନ୍ନ ସମୟରେ ସ୍ଥାନୀୟ ଜନ ସାଧାରଣ ଅସନ୍ତୋଷ ବ୍ୟକ୍ତ…
ବୁଥ୍ ଜବରଦଖଲକୁ ନେଇ ଉତ୍ତେଜନା
ନୟାଗଡ଼ ଅଫିସ,୧୬।୨: ନୟାଗଡ଼ ଜିଲା ଓଡ଼ଗାଁ ବ୍ଲକରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ବୁଧବାର ସକାଳୁ ଆରମ୍ଭ ହୋଇଛି। ବ୍ଲକ ର ୧,୨,୩ ଓ ୪ ଜୋନ୍ର ୩୬ ପଞ୍ଚାୟତରେ ନିର୍ବାଚନ ଚାଲିଛି। ଶରଣକୁଳ ଜୋନ୍ର…
Archives


