ନୟାଗଡ଼

ଭାସିଗଲା ଡାଇଭର୍ସନ ରୋଡ

ନୂଆଗାଁ,୨୩।୫ (ଡି.ଏନ.ଏ.): ନୟାଗଡ଼ ଜିଲା ନୂଆଗାଁ ବ୍ଲକ ୫୭ ନଂ. ଜାତୀୟ ରାଜପଥ ସୋରଡାଠାରୁ ଗୌଡ ଚାଞ୍ଚେରାପଲୀ ଦେଇ ଯାଇଥିବା ଆର.ଡି. ରାସ୍ତାର ନିର୍ମାଣ କାର୍ଯ୍ୟ ଚାଲିଛି। ହେଲେ ଡାହୁକା ନଦୀରେ ଶନିବାର ସାମାନ୍ୟ ପାଣି ଆସିବା ଫଳରେ ଡାଇଭର୍ସନ ରୋଡ…

ନଳକୂପରୁ ବାହାରୁଛି କମ୍‌ ପାଣି, ବାଲି ଅଧିକ

ନୟାଗଡ଼ ଅଫିସ,୧୯ା୫: ନୟାଗଡ଼ ବ୍ଲକ ନଛିପୁର ପଞ୍ଚାୟତର ଗମ୍ଭାରିଖୋଲ ଗଁାରେ ଏକମାତ୍ର ନଳକୂପ ରହିଛି। ଏହି ନଳକୂପରୁ ପାଣି କମ୍‌ ବାହାରୁଥିବାବେଳେ ଅଧିକ ବାଲି ବାହାରୁଛି। ଯେଉଁ ପାଣି ବାହାରୁଛି ତାହା ପାନୀୟ ଉପଯୋଗୀ ନୁହେଁ। ଗୀଷ୍ମଋତୁରେ ଗମ୍ଭାରିଖୋଲରେ ଜଳକଷ୍ଟ ଉତ୍କଟ…

ବାଟ ହୁଡ଼ିଛି ଏମ୍‌ଜିଏନ୍‌ଆର୍‌ଇଜିଏସ୍‌

ନୟାଗଡ଼ ଅଫିସ,୧୯ା୫: ନୟାଗଡ଼ ଜିଲାରେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆର୍‌ଇଜିଏସ୍‌) ବାଟ ହୁଡ଼ିଛି। ବାବୁ ଜାଣି ଯନ୍ତ୍ର କାମ କରୁଥିବାବେଳେ ଫଲ୍‌ସ ବିଲ୍‌ ବି ହେଉଥିବା ପ୍ରମାଣ ମିଳିଛି, ଯାହାର ନଜିର ଭାପୁର ବ୍ଲକର ଖଇରିଗାଡିଆ…

ଜଙ୍ଗଲ ପରେ ରାସ୍ତାପାର୍ଶ୍ୱ ବୃକ୍ଷ ଉପରେ ମାଫିଆଙ୍କ ନଜର

ଓଡ଼ଗାଁ,୧୯ା୫(ସ୍ବ.ପ୍ର.): ନୟାଗଡ଼ ବନଖଣ୍ଡ ଓଡ଼ଗାଁ ବନାଞ୍ଚଳ ଅନ୍ତର୍ଗତ ବିଭିନ୍ନ ସଂରକ୍ଷଣ ଜଙ୍ଗଲ କାଠ ମାଫିଆ ସଫା କରିବା ପରେ ଏବେ ରାସ୍ତା ପାର୍ଶ୍ୱ ବୃକ୍ଷ ଉପରେ ସେମାନଙ୍କ ନଜର ପଡିଛି। ମାଫିଆମାନେ ଅଭିନବ ଉପାୟରେ ଗଛ କାଟୁଥିବା ବେଳେ ବନ ବିଭାଗ…

୧୪ ଗ୍ରାମ ବ୍ରାଉନ ସୁଗାର ଜବତ: ଜେଲ୍‌ ଗଲେ ପ୍ରଭାତ

ନୟାଗଡ଼ ଅଫିସ,୧୫।୫: ନୟାଗଡ଼ ଜିଲା ଶରଣକୁଳ ପୋଲିସ ଶନିବାର ସନ୍ଧ୍ୟାରେ ୧୪ ଗ୍ରାମରୁ ଅଧିକ ବ୍ରାଉନ ସୁଗାର ଜବତ କରିଛି। ଘଟଣାରେ ସମ୍ପୃକ୍ତ ଜଣଙ୍କୁ ଗିରଫ କରାଯାଇଛି। ସେ ହେଲେ ହରିହରପୁର ଗାଁର ପ୍ରଭାତ କୁମାର ସ୍ବାଇଁଁ (୪୭)। ନୂଆ ଜଗନ୍ନାଥ…

ଘାତକ ସାଜିଛି କିଡ୍‌ନୀ ରୋଗ: ୫ ବର୍ଷରେ ୧୦ ମୃତ

ନୟାଗଡ଼ ଅଫିସ,୧୫।୫: ନୟାଗଡ଼ ଜିଲା ଦଶପଲ୍ଲା ବ୍ଳକ ଚଢ଼େୟାପଲ୍ଲୀ ପଞ୍ଚାୟତର ଚଢ଼େୟାପଲ୍ଲୀ ଏବଂ ଓଷାମସ୍କା ଗାଁ ଦଳିତସାହିରେ କିଡ୍‌ନୀ ଜନିତ ରୋଗ ଘାତକ ସାଜିଛି। ୫ ବର୍ଷରେ ୧୦ଜଣଙ୍କ ମୃତ୍ୟୁ ଘଟିଛି । ଏବେ ବି ୪ରୋଗୀ ମୃତ୍ୟୁ ସହ ସଂଗ୍ରାମ…

ବୁରୁଦେଇ ଗ୍ରାମବାସୀଙ୍କ ଭରସା ଚୁଆପାଣି

ନୂଆଗାଁ,୧୨ା୫ (ଡି.ଏନ.ଏ.): ନୟାଗଡ଼ ଜିଲା ନୂଆଗାଁ ବ୍ଲକ ବିଭିନ୍ନ ଗ୍ରାମରେ ପାନୀୟ ଜଳ ସମସ୍ୟା ଲାଗି ରହିଛି । ଏ ନେଇ ବାରମ୍ବାର ଅଭିଯୋଗ ହୋଇ ଆସୁଥିଲେ ମଧ୍ୟ ଜିଲା ପ୍ରଶାସନ ପକ୍ଷରୁ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇନି। ପ୍ରତି ଘରକୁ…

ଅନାହାରରେ ବୃଦ୍ଧ ସୁଦର୍ଶନ

ନୟାଗଡ଼ ଅଫିସ,୯।୫: ନୟାଗଡ଼ ବ୍ଲକ ସୁନାଲଟି ଗାଁର ସୁଦର୍ଶନ ଲେଙ୍କା(୭୦) ଅନାହାରରେ ଦିନ କାଟୁଛନ୍ତି। ଖଣ୍ଡପଡା ବ୍ଲକ ଯୋଗିଆପଲ୍ଲୀ ଘାଟିର ଠାକୁରାଣୀ ପୀଠରେ ଠାକୁରଙ୍କ ଭୋଗ ଖାଇ ୫ଦିନ ହେଲା ଜୀବନ ବଞ୍ଚାଇଛନ୍ତି। ଆଉ ମନ୍ଦିର ଚଟାଣ ଆଶ୍ରୟ ପାଲଟିଛି। ସୁଦର୍ଶନଙ୍କର…

୪୯୧ ପାନୀୟ ଜଳ ପ୍ରକଳ୍ପରୁ ୨୭୨ ଅଚଳ

ନୟାଗଡ଼ ଅଫିସ,୯।୫: ନୟାଗଡ଼ ଜିଲାରେ ପାନୀୟ ଜଳ ପ୍ରକଳ୍ପ କାହିଁକି ଫେଲ୍‌ ହେଉଛି ତା’ର କାରଣ ଖୋଜାଯାଉନି। ପ୍ରକଳ୍ପ ପରେ ପ୍ରକଳ୍ପ କରାଯାଇ ସରକାରୀ ଅନୁଦାନକୁ ବିକାଶ ନାଁରେ ହଡ଼ପ କରାଯାଉଛି। ଏବେ ବୃହତ୍‌ ପାନୀୟ ଜଳ ପ୍ରକଳ୍ପ ପାଇଁ ୧୫୦୪…

ଅଙ୍ଗାରକାମ୍ଳ ଗ୍ୟାସ୍‌ ଲିକ୍‌: ଲୋକେ ଅଣନିଃଶ୍ୱାସୀ

ନୟାଗଡ଼ ଅଫିସ/ରଣପୁର,୬ା୫(ସ୍ବ.ପ୍ର.): ବଲାଙ୍ଗୀର-ଖୋର୍ଦ୍ଧା ୫୭ନଂ. ଜାତୀୟ ରାଜପଥର ନୟାଗଡ଼ ଜିଲା ରଣପୁର ଥାନା ଅନ୍ତର୍ଗତ ରାଜସୁନାଖଳା ନିକଟ ବିନୋଦପଡ଼ା ଛକରେ ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଏକ ଅଙ୍ଗାରକାମ୍ଳ ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଫଳରେ ଟ୍ୟାଙ୍କରରୁ ବହୁ…

ସଞ୍ଜୟଙ୍କ ‘ଧରିତ୍ରୀ’ କାର୍ଟୁନ ସଂଗ୍ରହ ନିଶା, ୯ ବର୍ଷ ହେଲା ସାଇତି ରଖିଛନ୍ତି…

ନୟାଗଡ଼ ଅଫିସ,୫।୫: ଦୈନିକ ଧରିତ୍ରୀରେ ପ୍ରକାଶ ପାଉଥିବା କାର୍ଟୁନ ଦିନକୁ ଦିନ ଲୋକପ୍ରିୟ ହେବାରେ ଲାଗିଛି। ସାମ୍ପ୍ରତିକ ପରିସ୍ଥିତିକୁ ନେଇ କାର୍ଟୁନିଷ୍ଟ ଉତ୍କଳ ଗୌରବଙ୍କ ପ୍ରତି କାର୍ଟୁନ ବିଭିନ୍ନ ମହଲରେ ସଚେତନତା ସୃଷ୍ଟି କରିଚାଲିଛି। ଗତ ୯ ବର୍ଷ ହେଲା ସେହି…

୧ କୁଇଣ୍ଟାଲ ହରିଣ ମାଂସ ଜବତ

ନୟାଗଡ଼ ଅଫିସ,୪।୫: ନୟାଗଡ଼ ବନଖଣ୍ଡ ପଞ୍ଚାରିଡା ରେଞ୍ଜର ବଡ଼ପୁଟଠାରେ ବୁଧବାର ୧୧ କୁଇଣ୍ଟାଲ ହରିଣ ମାଂସ ଜବତ ହୋଇଛି। ତବେ ମାଂସ ନେବା ପାଇଁ ଆସିଥିବା ଜଣେ ଦଲାଲଙ୍କୁ ଅଟକ ରଖାଯାଇଛି। ହରିଣ ଶିକାର ଖବରପାଇ ବନ ବିଭାଗ କର୍ମଚାରୀ ଚଢ଼ାଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?