ଗୋଟିଏ ପଦବୀ ପାଇଁ ଲଢ଼ିବେ ସ୍ବାମୀ,ସ୍ତ୍ରୀ
ନୂଆଗାଁ,୨୩।୧(ଡି.ଏନ.ଏ.): ରାଜନୀତିରେ ନାହିଁ ପାରିବାରିକ ସମ୍ପର୍କ। ଦଶପଲ୍ଲା ନିର୍ବାଚନ ମଣ୍ଡଳୀ ନୂଆଗାଁ ବ୍ଲକ୍ ପାରାଢିପି ପଞ୍ଚାୟତରେ ଏକ ଦମ୍ପତି ଗୋଟିଏ ପଦବୀ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇବା ଘଟଣା ଏଠାରେ ଚର୍ଚ୍ଚାର ବିଷୟ ହୋଇଛି। ନୂଆଗାଁ ବ୍ଲକର ୨୨ ପଞ୍ଚାୟତ ମଧ୍ୟରୁ…
ଶାସକ ଦଳରେ ଅସନ୍ତୋଷ
ନୟାଗଡ଼ ଅଫିସ,୨୩।୧: ନୟାଗଡ଼ ଜିଲାର ରଣପୁର ନିର୍ବାଚନ ମଣ୍ଡଳୀରେ ଭାଜପା ଓ ବିଜେଡି ଦଖଲରେ ଥିବା ଜିଲାପରିଷଦ ଜୋନ୍କୁ ପୁଣି ଅକ୍ତିଆର କରିବା ଉଭୟ ଦଳ ପାଇଁ ସମ୍ମାନର ପ୍ରଶ୍ନ ହୋଇଛି । ପଞ୍ଚାୟତ ନିର୍ବାଚନ ପାଇଁ ପ୍ରଶାସନିକସ୍ତରରେ ପ୍ରସ୍ତୁତି ଚାଲିଥିବା…
ଉଜୁଡୁଛି କୁସୁମୀ କାଜୁ ବଗିଚା
ଖଣ୍ଡପଡ଼ା,୧୯।୧(ସ୍ବ.ପ୍ର.) – ସ୍ଥାନୀୟ କୁସୁମୀ ନଦୀ ପଠାରୁ ବନ୍ୟା ସମୟରେ ମାଟି କ୍ଷୟ ରୋକିବାକୁ ଖଣ୍ଡପଡ଼ା ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ହଜାରରୁ ଊର୍ଦ୍ଧ୍ୱ କାଜୁ ଚାରା ରୋପଣ କରାଯାଇଥିଲା । ମାତ୍ର ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ସେହି କାଜୁ ବଗିଚା…
ମିଲର ଫେରାଉଛି ଧାନ,ଚିନ୍ତାରେ ଚାଷୀ
ନୟାଗଡ଼ ଅଫିସ,୧୯।୧ – ନୟାଗଡ଼ ଜିଲାରେ ୧୫୩ ଧାନମଣ୍ଡି ଓ ୧୪ ସଂଲଗ୍ନ ମଣ୍ଡି ଖୋଲିବାକୁ ପ୍ରଶାସନ ନିଷ୍ପତ୍ତି ନେଇଥିଲା । ଗତ ୭ ତାରିଖରେ ନୟାଗଡ଼ ଜିଲା ସଦର ମହକୁମାରୁ ଧାନକିଣା ଆରମ୍ଭ ହୋଇଥିଲା । ତେବେ ଜିଲାର ସବୁ…
ଓଡ଼ଗାଁରେ ଆରମ୍ଭ, ଭାପୁରରେ ଶେଷ
ନୟାଗଡ଼ ଅଫିସ,୧୩।୧: କରୋନାର ତୃତୀୟ ଲହର ସମୟରେ ପଞ୍ଚାୟତ ନିର୍ବାଚନ ଭୋଟରଙ୍କ ଭୟ ବଢ଼ାଇଛି। ତଥାପି ନିର୍ବାଚନ ବିଗୁଲ୍ ବାଜିବା ପରେ ନେତା ଓ ଆଶାୟଙ୍କ ଉତ୍କଣ୍ଠା ବଢ଼ିଛି । ବିଶେଷ କରି ଶାସକ ଦଳର କର୍ମୀ, ନେତା ଓ ସମର୍ଥକ…
ଗାଁ ଲୋକେ ଜଗୁଛନ୍ତି ଜଙ୍ଗଲ
ନୟାଗଡ଼ ଅଫିସ,୨।୧: ଚୋରଙ୍କ କବଳରୁ ଗ୍ରାମବାସୀ ଜବତ କରିଥିବା ଶାଗୁଆନ କାଠ ବନବିଭାଗ ନେଇ ଯିବା ପରେ ନୟାଗଡ଼ ଜିଲା ରଣପୁର ବ୍ଲକ୍ ଗୁଣ୍ଡୁରାବାରୀ ଗାଁରେ ଉତ୍ତେଜନା ପ୍ରକାଶ ପାଇଛି । ଗ୍ରାମବାସୀ ଏହାର ପ୍ରତିବାଦ କରି ଶନିବାର ନୂଆବର୍ଷରେ ସୁନାଖଳା-ଦର୍ପନାରାୟଣପୁର…
ଦବିଲା ପୋଲ
ନୟାଗଡ଼ ଅଫିସ,୨୮।୧୨: ନୟାଗଡ଼ ଜିଲା ଶରଣକୁଳରୁ ପୁରୀକୁ ପଡିଥିବା ନୂଆ ଜଗନ୍ନାଥ ସଡକର ଡିମିସର ଦୁଆଣ୍ଟ ପୋଲ ବୁଧବାର ଦବି ଯାଇଛି। ୪୦ ବର୍ଷର ଏହି ପୋଲ ଧୀରେ ଧୀରେ ଏହା ଭୁଶୁଡିବା ଆରମ୍ଭ ହୋଇ ୟୁ ଆକାର ଧାରଣ କରିଛି।…
ସରକାରୀ ବସ୍ ଚଳାଇଲେ ଉଚ୍ଚଶିକ୍ଷା ମନ୍ତ୍ରୀ
ନୟାଗଡ଼ ଅଫିସ,୨୩।୧୨: ନୟାଗଡ଼ ଜିଲା ସଦର ମହକୁମାର ନୂଆ ବସ୍ଷ୍ଟାଣ୍ଡର ନବୀକରଣ ଓ ମାର୍କେଟ କମ୍ପ୍ଲେକ୍ସର ଉଦ୍ଘାଟନୀ ଉତ୍ସବ ବୁଧବାର ଅନୁଷ୍ଠିତ ହୋଇଥିଲା। ଏଥିରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ଯୋଗ ଦେଇ ନୂଆ ବସ୍ଷ୍ଟାଣ୍ଡକୁ ଉଦ୍ଘାଟନ କରିବା…
ଭିଜିଲାନ୍ସ ଜାଲରେ ସହକାରୀ ଯୋଗାଣ ଅଧିକାରୀ
ନୟାଗଡ଼ ଅଫିସ,୪ା୧୨: ନୟାଗଡ଼ ଜିଲା ସହକାରୀ ଯୋଗାଣ ଅଧିକାରୀ ଜୟନ୍ତ ଦାସଙ୍କ ଘରେ ଶନିବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ଜୟନ୍ତଙ୍କ ନୟାଗଡ ବ୍ଲକର ବିରୁଡା, ନୟାଗଡ଼, ଓଡ଼ଗାଁ ସମେତ ଏକକାଳୀନ ୬ଟି ସ୍ଥାନରେ ଏହି ଚଢ଼ାଉ ଚାଲିଛି। ଆୟ…
ଛାତ୍ରୀଙ୍କୁ ଅପହରଣ
ଗଣିଆ,୧।୧୨(ଡି.ଏନ୍.ଏ.): କଲେଜ ଗେଟ୍ର ଅନତି ଦୂରରେ ଘଟିଛି ଅପହରଣ। ଏହାକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ଏମିତି ଘଟଣା ଘଟିଛି ନୟାଗଡ଼ ଜିଲା ଗଣିଆ କଲେଜ ଗେଟଠାରୁ ଅନତି ଦୂରରେ। ଦୁଇ ଜଣ ଛାତ୍ରୀ ଅପହରଣ ହୋଇଥିବା ନେଇ ପ୍ରଚାରିତ ହେବା…
ଜାଗା ମିଶନରୁ ବଢୁଛି ଜବରଦଖଲ
ନୟାଗଡ଼ ଅଫିସ,୨୮।୧୧: ଜବରଦଖଲକୁ ଜାଗା ମିଶନ ଯୋଜନା ପ୍ରୋତ୍ସାହିତ କରିଛି। ଏହି ଯୋଜନାରେ ୫ ଥର ପଟ୍ଟା ମିଳିବା ପରେ ନୟାଗଡ଼ ସଦର ମହକୁମାରେ ଜବରଦଖଲ ବଢ଼ି ଚାଲିଛି। ମ୍ୟୁନିସିପାଲିଟି ପକ୍ଷରୁ ଯଦିଓ ଉଚ୍ଛେଦ କରାଯାଉଛି ତେବେ ଜବରଦଖଲକୁ ରୋକା ଯାଇ…
ସ୍ମାର୍ଟ ବିଦ୍ୟାଳୟରେ ବି ଅବ୍ୟବସ୍ଥା
ନୂଆଗାଁ,୨୮।୧୧(ଡି.ଏନ୍.ଏ.): ଅତ୍ୟାଧୁନିକ ଶିକ୍ଷା ବ୍ୟବସ୍ଥା ସହିତ ସ୍କୁଲ ଢାଞ୍ଚାର ପରିବର୍ତ୍ତନ ପାଇଁ ରାଜ୍ୟ ସରକାର ଅଣ୍ଟା ଭିଡିଛନ୍ତି। ଏଥିପାଇଁ ବିଭିନ୍ନ ଅଞ୍ଚଳରେ ଥିବା ପୁରାତନ ସ୍କୁଲକୁ ନୂଆ ରୂପ ଦିଆଯାଇ ସ୍ମାର୍ଟ ବିଦ୍ୟାଳୟରେ ପରିଣତ କରାଯାଉଛି। ସେହି ସ୍କୁଲକୁ ରୂପାନ୍ତରଣ ସ୍କୁଲ…
Archives


