ରାଜ୍ୟ ସରକାର ପ୍ରସ୍ତାବ ଦେଲେ ମହାନଦୀ ଉପରେ ବ୍ୟାରେଜ ହେବ: ବିଶ୍ୱେଶ୍ୱର
ରାୟଗଡ଼ା ଅଫିସ/ ଜୟପୁର,୧।୫(ନି.ପ୍ର.): ପଡ଼ୋଶୀ ଛତିଶଗଡ଼ ଓ ଆନ୍ଧ୍ର ସରକାର ନିଜ ରାଜ୍ୟର ନଦୀଗୁଡ଼ିକ ଉପରେ ବ୍ୟାରେଜ ନିର୍ମାଣ କରି ଚାଷ, ଶିଳ୍ପ ସହ ଲୋକଙ୍କୁ ପାନୀୟ ଜଳ ଯୋଗାଉଛନ୍ତି। ଓଡ଼ିଶା ଦେଇ ପ୍ରବାହିତ ମହାନଦୀ ଉପରେ ବ୍ୟାରେଜ ନିର୍ମାଣ ପାଇଁ…
ଅଂଶୁଘାତ ନେଲା ବୃଦ୍ଧଙ୍କ ଜୀବନ, ସହାୟତା ପାଇଁ ଦାବି
ନୟାଗଡ଼ ଅଫିସ,୩୦।୪: ଅଂଶୁଘାତରେ ଚାଲିଗଲା ବୃଦ୍ଧଙ୍କ ଜୀବନ। ଏଭଳି ଅଭାବନୀୟ ଘଟଣା ଘଟିଛି ଖୋର୍ଦ୍ଧା ଜିଲା ରଣପୁର ବ୍ଲକ୍ ବଳଭଦ୍ରପୁର ପଞ୍ଚାୟତ ଲେଖପଡ଼ା ଗାଁରେ। ଗାଁର ୬୪ ବର୍ଷୀୟ ଗୋବିନ୍ଦ ଜେନା ଗତ ୨୫ ତାରିଖରେ ଲେଖପଡ଼ା ବାଇଢଙ୍କ ଜଙ୍ଗଲକୁ କାଠ…
ବଦଳିବ ଆଦ୍ୟ ଶ୍ରୀକ୍ଷେତ୍ରର ରୂପ, ନୟାଗଡ଼ ଜିଲାରେ ଖୁସିର ପରିବେଶ
ନୟାଗଡ଼ ଅଫିସ/କଣ୍ଟିଲୋ,(ସ୍ବ.ପ୍ର.)୨୮।୪: ସମନ୍ବିତ, ଐତିହ୍ୟ ଓ କୀର୍ତ୍ତିରାଜି ବିକାଶ ଯୋଜନାରେ ଆଦ୍ୟ ଶ୍ରୀକ୍ଷେତ୍ର କଣ୍ଟିଲୋ ନୀଳମାଧବ ପୀଠ ପାଇଁ ୧୦୦ କୋଟି ଟଙ୍କା ରାଜ୍ୟ ସରକାର ମଞ୍ଜୁର କରିବା ପରେ ନୟାଗଡ଼ ଜିଲାରେ ଖୁସିର ପରିବେଶ ସୃଷ୍ଟି ହୋଇଛି । ପୁରୀର…
ଉଦ୍ଘାଟନ ପୂର୍ବରୁ ଦୁର୍ବୃତ୍ତ ଭାଙ୍ଗିଲେ ଫଳକ
ନୂଆଗାଁ, ୨୫।୪ (ଡି.ଏନ୍.ଏ.): ନୟାଗଡ଼ ଜିଲା ଦଶପଲ୍ଲା ନିର୍ବାଚନମଣ୍ଡଳୀ ନୂଆଗାଁ ବ୍ଲକରେ ଶାସକ ଦଳର ଗୋଷ୍ଠୀକନ୍ଦଳ ଦିନକୁଦିନ ବଢ଼ିବାରେ ଲାଗିଛି। ଏହାର ପରିଣାମ ସ୍ବରୂପ ଉଦ୍ଘାଟନ ପୂର୍ବରୁ ଶାସକ ଦଳର ଅସନ୍ତୁଷ୍ଟ ଗୋଷ୍ଠୀର ଲୋକ ପ୍ରତିନିଧିଙ୍କ ନାମ ଲେଖା ଯାଇଥିବା ଫଳକକୁ…
ଜାଗା ମିଶନ ବଢ଼ାଉଛି ଜବରଦଖଲ
ନୟାଗଡ଼ ଅଫିସ,୧୮।୪: ଜବରଦଖଲକୁ ଜାଗା ମିଶନ ଯୋଜନା ପ୍ରୋତ୍ସାହିତ କରୁଛି। ଏହି ଯୋଜନାରେ ୮୦୨ରୁ ୪୯୬ ହିତାଧିକାରୀଙ୍କୁ ଭୂମି ଯୋଗ୍ୟତା ପ୍ରମାଣପତ୍ର (ପଟ୍ଟା) ମିଳିବା ପରେ ନୟାଗଡ଼ ସଦର ମହକୁମାରେ ଜବରଦଖଲକାରୀଙ୍କ ସଂଖ୍ୟା ବଢ଼ି ଚାଲିଛି। ଜାଗା ମିଶନର ସରକାରୀ ସୁବିଧା…
୨୧ଜଣଙ୍କ ନାମରେ ମାମଲା, ଜଣେ ଗିରଫ
ଖଣ୍ଡପଡ଼ା,୧୬ା୪(ସ୍ବ.ପ୍ର.): ଖଣ୍ଡପଡ଼ା ଥାନା ଅଧୀନ ଗଡ଼ିଆସାହି ପଞ୍ଚାୟତର ପଥରଖଣ୍ଡ ଗାଁରେ ଗତ ୧୨ତାରିଖ ରାତିରେ ନିର୍ବାଚନ ପରବର୍ତ୍ତୀ ହିଂସା ଘଟିଥିଲା। ଏହି ଘଟଣାରେ ପୋଲିସ ଉଭୟ ପକ୍ଷର ଏତଲାକ୍ରମେ ୨୧ ଜଣଙ୍କ ନାମରେ ମାମଲା ରୁଜୁ କରିଛି। ତନ୍ମଧ୍ୟରୁ ଘଟଣାରେ ଲିପ୍ତ…
ନୟାଗଡ଼ରେ ଭୂକମ୍ପ ଝଟକା
ନୟାଗଡ଼ ଅଫିସ,୧୫।୪: ନୟାଗଡ଼ ଜିଲା ଦଶପଲ୍ଲା ଏବଂ ଆଖପାଖ ଅଞ୍ଚଳରେ ଗୁରୁବାର ପୂର୍ବାହ୍ନରେ ମୃଦୁ ଭୂକମ୍ପ ଅନୁଭୂତ ହୋଇଛି। ପୂର୍ବାହ୍ନ ୧୧ଟାରୁ ୧୧ଟା ୫ ମିନିଟ ମଧ୍ୟରେ ୬ ସେକେଣ୍ଟ ଲେଖାଏ ୨ ଥର ଭୂକମ୍ପ ଝଟକା ଲାଗିଥିବା ସ୍ଥାନୀୟ ଲୋକେ…
ଗୋଷ୍ଠୀ ସଂଘର୍ଷରୁ ଯୁବ ଇଞ୍ଜିନିୟରଙ୍କୁ ହତ୍ୟା
ନୟାଗଡ଼ ଅଫିସ,୧୪।୪: ନୟାଗଡ଼ ସହରରେ ଦଣ୍ଡପବର୍ର୍ ବୁଧବାର ରାତିରେ ଶୋଭାଯାତ୍ରା ଚାଲିଥିବା ବେଳେ ଗୋଷ୍ଠୀ ସଂଘର୍ଷ ଘଟିଛି। ଏହି ଘଟଣାରେ ନୟାଗଡ଼ ଟାଉନ ଥାନା ଅଧୀନ ଦୁର୍ଗାପ୍ରସାଦ ଗାଁର ଯୁବ ଇଞ୍ଜିନିୟର ନବୀନ ପରିଡ଼ା(୨୬)ଙ୍କୁ ହତ୍ୟା କରାଯାଇଛି। ଦେଉଳପଲ୍ଲୀ ଗାଁଲୋକ ନବୀନଙ୍କୁ…
ବଢୁଛି ବିଦ୍ୟୁତ୍ ବିଭାଗର ମନମାନି
ନୟାଗଡ଼ ଅଫିସ,୧୧।୪: ଟାଟା ବିଦ୍ୟୁତ୍ ବଣ୍ଟନ ଦାୟିତ୍ୱ ନେବା ପରେ ଗ୍ରାହକଙ୍କ ଉପରେ ଅତ୍ୟଧିକ ବିଦ୍ୟୁତ୍ ବିଲ୍ ଲଦି ଦିଆଯାଉଥିବା ଅଭିଯୋଗ ଆସୁଛି। ଏହି ମନମାନି ବିରୋଧରେ ଅଭିଯୋଗ କଲେ ସୁଫଳ ମିଳୁନି । ଏ ସଂକ୍ରାନ୍ତରେ ଭାପୁର ଅଞ୍ଚଳର ଜଣେ…
ନିର୍ମାଣର ୨ମାସ ପରେ ଡ୍ରେନ୍ ଭୁଶୁଡ଼ିଲା
ନୟାଗଡ଼ ଅଫିସ,୧୧।୪: ନୟାଗଡ଼ ମ୍ୟୁନିସିପାଲିଟି ଦେବୋତ୍ତର କଲୋନୀର ୧ନଂ. ଲେନ୍ ରାସ୍ତାପାର୍ଶ୍ୱରେ ଥିବା ଡ୍ରେନ ଭୁଶୁଡ଼ି ପଡ଼ିଛି। ବର୍ଷା ନ ହୋଇ ଡ୍ରେନ ଭୁଶୁଡି ପଡିବା ନିମ୍ନମାନର କାମକୁ ପ୍ରମାଣିତ କରୁଛି । ଆଗକୁ ବର୍ଷାଋତୁ ଥିବାରୁ ରାସ୍ତା ଓ ଡ୍ରେନର…
ସାଙ୍ଗ ଆଗରେ ଚାଲିଗଲା ସାଙ୍ଗର ଜୀବନ
ଓଡ଼ଗାଁ,୯।୪(ସ୍ବ.ପ୍ର.): ନୟାଗଡ଼ ଜିଲା ଓଡ଼ଗାଁ କଲେଜ ରୋଡ଼ରେ ଶନିବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ ଧକ୍କାରେ ଜଣେ କଲେଜ ଛାତ୍ରଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟଜଣେ ଗୁରୁତର ଆହତ ହୋଇଛନ୍ତି। ମୃତକ ହେଲେ ଫୁଲବାଣୀର ରାଜ କୁମାର ସାହୁ (୨୦)।…
୪.୪୨ କୋଟି ଟଙ୍କାର ନୂଆ ବସ୍ଷ୍ଟାଣ୍ଡ ଅଲୋଡ଼ା
ନୟାଗଡ଼ ଅଫିସ,୭।୪: ପୁଣି ଅଲୋଡ଼ା ହୋଇଛି ନୂଆ ବସ୍ଷ୍ଟାଣ୍ଡ। ନୟାଗଡ଼ ନୂଆ ବସ୍ଷ୍ଟାଣ୍ଡକୁ ବସ୍ ଯିବା ବନ୍ଦ ହେବା ପରେ ଏପରି ପରିସ୍ଥିତି ସୃଷ୍ଟି ହୋଇଛି । ପୁଣି ବସ୍ଷ୍ଟାଣ୍ଡରେ ଥିବା ମାର୍କେଟ କମ୍ପ୍ଲେକ୍ସ ବନ୍ଦ ହୋଇ ପଡ଼ିଛି। ପୂର୍ବପରି ନୟାଗଡ଼…

