ନୟାଗଡ଼

ଓଡ଼ଗାଁରୁ ଗଲା ରୁକୁଣା ରଥ କାଠ

ଓଡ଼ଗାଁ, ୫ା୨ (ସ୍ବ.ପ୍ର.): ନୟାଗଡ଼ ଜିଲା ଓଡ଼ଗାଁ ବନାଞ୍ଚଳ ଓ ବାହାଡ଼ାଝୋଲା ସେକ୍ସନ ଡହଙ୍ଗୀ ଗାଁରୁ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥ ନିମନ୍ତେ କାଠ ସଂଗ୍ରହ କରାଯାଇଛି। ଗଁାରେ ବିଜେ ମା’ ବ୍ରାହ୍ମଣୀ ଦେବୀଙ୍କ ମନ୍ଦିର ପରିସରରେ ଥିବା ଶତାୟୁ ବେଲଗଛ ନିକଟରେ…

ପ୍ରାର୍ଥୀଙ୍କ ବ୍ୟାନର ପୋଡ଼ିଦେଲେ

ନୂଆଗାଁ ୩।୧(ଡି.ଏନ.ଏ.): ଦଶପଲ୍ଲା ନିର୍ବାଚନମଣ୍ଡଳୀ ନୂଆଗାଁ ବ୍ଲକର ବିଭିନ୍ନ ସ୍ଥାନରେ ବିଜେଡି ପ୍ରାର୍ଥୀଙ୍କ ବ୍ୟାନର ପୋଡ଼ାଯିବା ସହିତ ଚିରି ଦିଆଯାଇଥିବା ଅଭିଯୋଗ ହୋଇଛି। ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନକୁ ଆଉ ଅଳ୍ପଦିନ ବାକି ଅଛି । ତେଣୁ ପ୍ରାର୍ଥୀମାନେ ଭୋଟରଙ୍କୁ ମନେଇବା ପାଇଁ…

ରାସ୍ତା ପାର୍ଶ୍ୱରେ ବିପଦ

ଖଣ୍ଡପଡ଼ା,୩ା୨(ସ୍ବ.ପ୍ର.): ଖଣ୍ଡପଡ଼ା ବିଦ୍ୟୁତ୍‌ ଉପଖଣ୍ଡ ଅଧୀନରେ ଥିବା ଏକାଧିକ ଟ୍ରାନ୍ସଫର୍ମର ଓ ସବ୍‌ଷ୍ଟେଶନ ବିପଦସଙ୍କୁଳ ଅବସ୍ଥାରେ ରହିଛି । ଟିପିସିଓଡିଏଲର ଖାମଖିଆଲ ମନୋଭାବ ଯୋଗୁ ଉକ୍ତ ଟ୍ରାନ୍ସଫର୍ମରଗୁଡ଼ିକ ଖୋଲା ପଡ଼ିଛି । ଟ୍ରାନ୍ସଫର୍ମର ଏବଂ ସବ୍‌ଷ୍ଟେଶନ ଚତୁଃପାର୍ଶ୍ୱରେ ସୁରକ୍ଷା ପ୍ରାଚୀର ନିର୍ମାଣ…

ଟିକା ଦେବାକୁ କହି ନବଜାତକକୁ ନେଇଗଲେ ନର୍ସ, ଖୋଜିଖୋଜି ପରିବାର ଲୋକେ ନୟାନ୍ତ

ନୟାଗଡ଼ ଅଫିସ,୨ା୨: ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟ(ଡିଏଚ୍‌ଏଚ୍‌)ରୁ ପିଲା ଚୋରି ଅଭିଯୋଗ ହୋଇଛି। ଗତ ୨୮ ତାରିଖରେ ନୋତର ଗାଁର ରବୀନ୍ଦ୍ର ସ୍ବାଇଁଙ୍କ ସ୍ତ୍ରୀ ପ୍ରସବ ଯନ୍ତ୍ରଣା ପାଇଥିଲେ। ସେଠାରୁ ତାଙ୍କୁ ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟ ଆଣିଥିଲେ। ସେହିଦିନ ସକାଳ…

୭ ହତ୍ୟାକାରୀଙ୍କୁ ଆଜୀବନ ଜେଲ

ନୟାଗଡ଼ ଅଫିସ,୨।୨: ନୟାଗଡ଼ ଜିଲା ଦୌରାଜଜ୍‌ ରୂପଶ୍ରୀ ଚୌଧୁରୀଙ୍କ କୋର୍ଟରେ ଖଇରପଟି ନକୁଳ ବାଣ୍ଠ ହତ୍ୟା ମାମଲାର ରାୟ ପ୍ରକାଶ ପାଇଛି । ଏହି ଘଟଣାରେ ମୁଖ୍ୟ ହତ୍ୟାକାରୀ ଖଇରପଟି ଗଁାର ବସନ୍ତ କୁମାର ସିଠଙ୍କ ସମେତ ଭଗବାନ୍‌ ଦଳବେହେରା, ଶୁକଦେବ…

ଭୋଟ ପ୍ରଚାରରେ ଆସି ବିଧାୟକ ହଟହଟା

ନୟାଗଡ଼ ଅଫିସ,୨୪।୧: ଦଶପଲ୍ଲା ବିଧାୟକ ରମେଶ ବେହେରାଙ୍କୁ ନିଜ ନିର୍ବାଚନମଣ୍ଡଳୀରେ ବିରୋଧ କରାଯାଇଛି। ରବିବାର ପଞ୍ଚାୟତ ନିର୍ବାଚନ ପାଇଁ ସେ ପ୍ରଚାରକୁ ଆସିଥିବା ବେଳେ ଏହି ଘଟଣା ଘଟିଛି। ଗତ ୩ ବର୍ଷ ତଳେ ବୃତ୍ତଙ୍ଗ ପୋଲ ନିର୍ମାଣ କରିବାକୁ ସେ…

ଟିକା ନେବାର ୩ଘଣ୍ଟା ପରେ ଚାଲିଗଲା ଜୀବନ

ନୟାଗଡ଼ ଅଫିସ,୨୩।୧: କରୋନା ଟିକା ନେବାର ୩ଘଣ୍ଟା ପରେ ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି । ମୃତକ ହେଲେ ନୟାଗଡ଼ ଜିଲା ଓଡ଼ଗାଁ ବ୍ଳକ ଗୋତିସାହି ପଞ୍ଚାୟତ ଗମ୍ଭାରିଡିହି ଗାଁର ମାଟିଆଣି ଦେଇ (୭୫)। ମାଟିଆଣି ଗୋତିସାହି ପଞ୍ଚାୟତ କାର୍ଯ୍ୟାଳୟରେ କରୋନାର…

ଗୋଟିଏ ପଦବୀ ପାଇଁ ଲଢ଼ିବେ ସ୍ବାମୀ,ସ୍ତ୍ରୀ

ନୂଆଗାଁ,୨୩।୧(ଡି.ଏନ.ଏ.): ରାଜନୀତିରେ ନାହିଁ ପାରିବାରିକ ସମ୍ପର୍କ। ଦଶପଲ୍ଲା ନିର୍ବାଚନ ମଣ୍ଡଳୀ ନୂଆଗାଁ ବ୍ଲକ୍‌ ପାରାଢିପି ପଞ୍ଚାୟତରେ ଏକ ଦମ୍ପତି ଗୋଟିଏ ପଦବୀ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇବା ଘଟଣା ଏଠାରେ ଚର୍ଚ୍ଚାର ବିଷୟ ହୋଇଛି। ନୂଆଗାଁ ବ୍ଲକର ୨୨ ପଞ୍ଚାୟତ ମଧ୍ୟରୁ…

ଶାସକ ଦଳରେ ଅସନ୍ତୋଷ

ନୟାଗଡ଼ ଅଫିସ,୨୩।୧: ନୟାଗଡ଼ ଜିଲାର ରଣପୁର ନିର୍ବାଚନ ମଣ୍ଡଳୀରେ ଭାଜପା ଓ ବିଜେଡି ଦଖଲରେ ଥିବା ଜିଲାପରିଷଦ ଜୋନ୍‌କୁ ପୁଣି ଅକ୍ତିଆର କରିବା ଉଭୟ ଦଳ ପାଇଁ ସମ୍ମାନର ପ୍ରଶ୍ନ ହୋଇଛି । ପଞ୍ଚାୟତ ନିର୍ବାଚନ ପାଇଁ ପ୍ରଶାସନିକସ୍ତରରେ ପ୍ରସ୍ତୁତି ଚାଲିଥିବା…

ଉଜୁଡୁଛି କୁସୁମୀ କାଜୁ ବଗିଚା

ଖଣ୍ଡପଡ଼ା,୧୯।୧(ସ୍ବ.ପ୍ର.) – ସ୍ଥାନୀୟ କୁସୁମୀ ନଦୀ ପଠାରୁ ବନ୍ୟା ସମୟରେ ମାଟି କ୍ଷୟ ରୋକିବାକୁ ଖଣ୍ଡପଡ଼ା ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ହଜାରରୁ ଊର୍ଦ୍ଧ୍ୱ କାଜୁ ଚାରା ରୋପଣ କରାଯାଇଥିଲା । ମାତ୍ର ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ସେହି କାଜୁ ବଗିଚା…

ମିଲର ଫେରାଉଛି ଧାନ,ଚିନ୍ତାରେ ଚାଷୀ

ନୟାଗଡ଼ ଅଫିସ,୧୯।୧ – ନୟାଗଡ଼ ଜିଲାରେ ୧୫୩ ଧାନମଣ୍ଡି ଓ ୧୪ ସଂଲଗ୍ନ ମଣ୍ଡି ଖୋଲିବାକୁ ପ୍ରଶାସନ ନିଷ୍ପତ୍ତି ନେଇଥିଲା । ଗତ ୭ ତାରିଖରେ ନୟାଗଡ଼ ଜିଲା ସଦର ମହକୁମାରୁ ଧାନକିଣା ଆରମ୍ଭ ହୋଇଥିଲା । ତେବେ ଜିଲାର ସବୁ…

ଓଡ଼ଗାଁରେ ଆରମ୍ଭ, ଭାପୁରରେ ଶେଷ

ନୟାଗଡ଼ ଅଫିସ,୧୩।୧: କରୋନାର ତୃତୀୟ ଲହର ସମୟରେ ପଞ୍ଚାୟତ ନିର୍ବାଚନ ଭୋଟରଙ୍କ ଭୟ ବଢ଼ାଇଛି। ତଥାପି ନିର୍ବାଚନ ବିଗୁଲ୍‌ ବାଜିବା ପରେ ନେତା ଓ ଆଶାୟଙ୍କ ଉତ୍କଣ୍ଠା ବଢ଼ିଛି । ବିଶେଷ କରି ଶାସକ ଦଳର କର୍ମୀ, ନେତା ଓ ସମର୍ଥକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?