ନୟାଗଡ଼

ପରୀ ହତ୍ୟା ପ୍ରସଙ୍ଗ: ସରପଞ୍ଚ ସୌମ୍ୟଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ

ନୟାଗଡ଼ ଅଫିସ,୧।୪: ପରୀ ହତ୍ୟା ପ୍ରସଙ୍ଗରେ ମନ୍ତ୍ରୀ ଅରୁଣ ସାହୁଙ୍କ ବିରୋଧରେ ଅଭିଯୋଗ ଆଣିଥିବା ବହୁ ଚର୍ଚ୍ଚିତ ନୟାଗଡ଼ ବ୍ଲକ ଲକ୍ଷ୍ମୀପ୍ରସାଦ ପଞ୍ଚାୟତ ସରପଞ୍ଚ ସୌମ୍ୟ ରଞ୍ଜନ ପ୍ରଧାନଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆସିଛି । ୧୬ ୱାର୍ଡମ୍ବେରଙ୍କ ମଧ୍ୟରୁ ୧୩ଜଣ…

ବସ୍‌ ଚକ ତଳେ ଜୀବନ ଗଲା

ଖଣ୍ଡପଡ଼ା,୧ା୪: ସାମାନ୍ୟ ଅସାବଧାନତା ଯୋଗୁ ବସ୍‌ ଚକ ତଳେ ଚାପି ହୋଇ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଗୁରୁବାର ଖଣ୍ଡପଡା-ଖଳିସାହି ରାସ୍ତାର ପେଟ୍ରୋଲ ପମ୍ପ ନିକଟରେ ଏହି ଦୁଃଖଦ ଘଟଣା ଘଟିଛି। ମୃତକ ହେଲେ ଖଣ୍ଡପଡ଼ା ଥାନା ଅଧୀନ ବୋଦସା ନୂଆସାହି…

ପରୀକ୍ଷାମୂଳକ ଭାବେ ଗଡ଼ିଲା ବିଦ୍ୟୁତ୍‌ ଟ୍ରେନ୍‌

ନୟାଗଡ଼ ଅଫିସ,୩୧।୩: ଖୋର୍ଦ୍ଧା-ବଲାଙ୍ଗୀର ରେଳପଥରେ ପରୀକ୍ଷାମୂଳକ ଭାବେ ବିଦ୍ୟୁତ୍‌ ଟ୍ରେନ ଚଳାଚଳ କରିଛି। ମଙ୍ଗଳବାର ପୂର୍ବାହ୍ନ ୯ଟାରେ ଖୋର୍ଦ୍ଧା ରୋଡ଼(ଜଟଣୀ)ରୁ ବାହାରିଥିବା ଏହି ଟ୍ରେନ ନୟାଗଡ଼ରେ ମଧ୍ୟାହ୍ନ ୧୨ଟା ୧୫ରେ ପହଞ୍ଚିଥିଲା। ପରେ ସେହି ଟ୍ରେନ ୧୨.୪୫ଟାରେ ନୟାଗଡ଼ ଟାଉନ ଷ୍ଟେଶନ…

ଗୋଟିଏ ରାସ୍ତା ପାଇଁ ୨୧ଥର ବିଲ୍‌

ନୟାଗଡ଼ ଅଫିସ,୨୨ା୩: ନୟାଗଡ଼ ଜିଲା ଭାପୁର ବ୍ଲକରେ ମହାମତ୍ା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା(ଏମ୍‌ଜିଏନ୍‌ଆର୍‌ଇଜିଏସ୍‌)ରେ ଦୁର୍ନୀତି ଚରମ ସୀମାରେ ପହଞ୍ଚିଛି। ଏହି ବ୍ଲକ୍‌ ଅଧୀନ ବଡ଼ସରା ପଞ୍ଚାୟତ ଗୋପାଳପ୍ରସାଦ ଗଁାର ପ୍ରାୟ ୮୫୦ମିଟର ରାସ୍ତାକୁ ୩ ଆର୍ଥିକ ବର୍ଷରେ…

ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା: ଚାଲିଗଲା ୩ ଜୀବନ

ନୟାଗଡ଼ ଅଫିସ,୧୯।୩: ନୟାଗଡ଼-ଶରଣକୂଳ ରାସ୍ତାର ଜଗନ୍ନାଥପୁର ଛକରେ ଗୁରୁବାର ରାତିରେ ୨ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା। ଏଥିରେ ୩ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୨ ଜଣ ଆହତ ହୋଇଛନ୍ତି। ମୃତକ ହେଲେ ଶରଣକୁଳ ଥାନା ଜଗନ୍ନାଥପୁର ଗାଁର କୃଷ୍ଣଚନ୍ଦ୍ର…

ଗାଈ ଫସଲ ଖାଇଦେବାରୁ ମହିଳାଙ୍କୁ ହତ୍ୟା କଲେ ମହିଳା

ଓଡ଼ଗାଁ,୧୦।୩: ନୟାଗଡ଼ ଜିଲା ଓଡ଼ଗାଁ ଆଦର୍ଶ ଥାନା ଓ ବାହାଡ଼ାଝୋଲା ଫାଣ୍ଡି ଅଧୀନ ବଧୁଲିପୁର ଗ୍ରାମରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି। ସାମାନ୍ୟ କଥାକୁ କେନ୍ଦ୍ର କରି ଦୁଇ ମହିଳାଙ୍କ ମଧ୍ୟରେ ହାତାହାତି ହେବାରୁ ଜଣଙ୍କ ମୃତ୍ୟୁ ଘଟିଛି। ମୃତକ…

ଜଙ୍ଗଲ ଗିଳି ଚାଲିଛି ନିଆଁ

ଭୁବନେଶ୍ୱର (ବ୍ୟୁରୋ)/ ନୟାଗଡ ଅଫିସ/ସଜନାଗଡ଼/ ବୁଗୁଡ଼ା, (ଡି.ଏନ.ଏ.)୮।୩: ହୁ ହୁ ମାଡ଼ିଚାଲିଛି ନିଆଁ। ଓଡ଼ିଶାର ବିଭିନ୍ନ ଜଙ୍ଗଲକୁ ଚାଟିଯାଉଛି ବିପର୍ଯ୍ୟୟର ଲହ ଲହ ଜିହ୍ବା। ସବୁଠୁ ବଡ଼ ଚିନ୍ତା ହେଉଛି ୨,୭୫୦ ବର୍ଗ କି.ମି. ଅଞ୍ଚଳ ପରିମିତ ଏସିଆ ମହାଦେଶର ଦ୍ୱିତୀୟ…

କୁକୁର ମୁହଁରେ ଶିଶୁକନ୍ୟା

ଭାପୁର, ୬।୩: ନୟାଗଡ଼ ଜିଲା ଫତେଗଡ଼ ଥାନା ଅଧୀନ ବଡ଼ସହରା ଗ୍ରାମ ତେଲି ସାହିରେ ଶନିବାର ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଥିଲା। ଗାଁ ଦାଣ୍ଡରେ ବୁଲୁଥିବା ଏକ କୁକୁର ଶିଶୁକନ୍ୟାର ମୁଣ୍ଡ ନ ଥିବା ମୃତଦେହକୁ ଦାନ୍ତରେ କାମୁଡ଼ି ଧରିଥିଲା।…

ଆସିଲା ୬୦ ହଜାର କୁଇଣ୍ଟାଲ ଟାର୍ଗେଟ

ନୟାଗଡ଼ ଅଫିସ,୫।୩: ନୟାଗଡ଼ ଜିଲାରେ ଅଭାବୀ ଧାନ ବିକ୍ରି ବଢ଼ୁଛି। ଜିଲାରେ ସରକାର ଖୋଲିଥିବା ମଣ୍ଡିରେ ଟାର୍ଗେଟ ଶେଷ ହୋଇଯାଇଛି ଦର୍ଶାଇ ଚାଷୀଙ୍କ ଧାନ କିଣାଯାଉ ନ ଥିବାରୁ ଏପରି ପରିସ୍ଥିତି ସୃଷ୍ଟି ହୋଇଛି । ଚାଷୀ ମଣ୍ଡିକୁ ଯାଇ ହଇରାଣ…

ଲୁଟ୍‌ ଜୀବନ ନେଲା

ନୟାଗଡ଼ ଅଫିସ,୨।୩:ସୁନାଚେନ ଲୁଟ୍‌ କରି ସ୍ଥାନୀୟ ଲୋକଙ୍କ ହାବୁଡ଼ରେ ପଡ଼ିଯାଇଥିଲେ ଜଣେ ଯୁବକ। ଲୋକେ ଆଇନ ହାତକୁ ନେଲେ ତାଙ୍କୁ ନିର୍ଦ୍ଧୂମ ପିଟିଥିଲେ। ଏଥିରେ ତାଙ୍କର ମୃତ୍ୟୁ ଘଟିଛି। ନୟାଗଡ଼ ସଦର ଥାନା ବାରବାଟି ଗଁାରେ ସୋମବାର ଘଟିଛି ଏହି ଘଟଣା।…

ଲୋକଙ୍କ ମାଡ଼ରେ ଚାଲିଗଲା ଲୁଟେରାଙ୍କ ଜୀବନ

ନୟାଗଡ଼ ଅଫିସ,୧।୩: ନୟାଗଡ଼ ସଦର ଥାନା ଅନ୍ତର୍ଗତ ବାଲୁଗାଁ ପୋତା ଶଙ୍ଖ ନଦୀଠାରେ ସୋମବାର ସକାଳୁ ମର୍ନିଂଓ୍ବାକ୍‌ କରିବାକୁ ବାରବାଟୀ ଗାଁର ଅରକ୍ଷିତ ଭଟ୍ଟ ଯାଇଥିଲେ। ଏହି ସମୟରେ ଏକ ବାଇକ୍‌ ଯୋଗେ ଶରଣକୁଳ ଥାନା ଡିମିଶର ଗାଁର ଲୁଟେରା ପ୍ରଭାତ…

୫୦ ବର୍ଷର ସ୍ବପ୍ନକୁ ପ୍ରତାରଣା

ନୟାଗଡ଼ ଅଫିସ,୨୬।୨: ନୟାଗଡ ଜିଲାର ଜୀବନରେଖା କୁହାଯାଉଥିବା ବୃତ୍ତଙ୍ଗ ଜଳସେଚନ ପ୍ରକଳ୍ପକୁ କାର୍ଯ୍ୟକାରୀ ଦାବିରେ ଦଶପଲ୍ଲାର ମହାବୀର ମନ୍ଦିରରୁ ଆରମ୍ଭ ହୋଇଥିବା ପଦଯାତ୍ରା ନୟାଗଡରେ ଗୁରୁବାର ଉଦ୍‌ଯାପିତ ହୋଇଛି । ବୃତ୍ତଙ୍ଗ ଜଳସେଚନ ପ୍ରକଳ୍ପ କ୍ରିୟାନୁଷ୍ଠାନ କମିଟି ନେତୃତ୍ୱରେ ଆନ୍ଦୋଳନକାରୀ ୪୦…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri