ନୟାଗଡ଼

ପରୀ ହତ୍ୟାକାଣ୍ଡ: ଏଲ୍‌ଭିଏ ଟେଷ୍ଟ ଆବେଦନ ପ୍ରତ୍ୟାହାର କଲା ଏସ୍‌ଆଇଟି

ନୟାଗଡ ଅଫିସ,୨୦।୨: ବହୁଚର୍ଚ୍ଚିତ ନୟାଗଡ଼ ସଦର ଥାନା ଯଦୁପୁରର ୫ ବର୍ଷର ଶିଶୁକନ୍ୟା ପରୀ ହତ୍ୟା ମାମଲାରେ କଲେଜ ଛାତ୍ରଙ୍କ ସ୍ବରର ସ୍ତର ନିରୀକ୍ଷଣ ବା ଲେୟର୍‌ଡ ଭଏସ୍‌ ଆନାଲିସିସ୍‌ (ଏଲ୍‌ଭିଏ) ହୋଇପାରିଲା ନାହିଁ। ଏଲ୍‌ଭିଏ ଟେଷ୍ଟ ପାଇଁ ଏସ୍‌ଆଇଟି କରିଥିବା…

ଭାଇରାଲ ଭିଡିଓରେ ପରୀ ହତ୍ୟା

ନୟାଗଡ଼ ଅଫିସ,୧୯।୨:ବହୁଚର୍ଚ୍ଚିତ ପରୀ ହତ୍ୟା ଘଟଣାରେ ନାବାଳକ କଲେଜ ଛାତ୍ରଙ୍କ ସହ ଜଣେ ବ୍ୟକ୍ତିିଙ୍କ କଥୋପକଥନର ଭିଡିଓ ଭାଇରାଲ ହୋଇଛି। ଏହି ଭିଡିଓରେ କଲେଜ ଛାତ୍ର ପରୀକୁ ତଳେ ପକାଇ ତଣ୍ଟିଚିପି ହତ୍ୟା କରିଥିବା ସ୍ବୀକାର କରିଛନ୍ତି। ଏ ସଂକ୍ରାନ୍ତରେ ଲିଖିତ…

ମୃତଦେହରେ କେମିକାଲ ବ୍ୟବହାର ପ୍ରମାଣ ମିଳିନି

ନୟାଗଡ଼ ଅଫିସ,୧୭।୨:ବହୁଚର୍ଚ୍ଚିତ ନୟାଗଡ଼ ଯଦୁପୁରର ୫ବର୍ଷୀୟା ଶିଶୁ ପରୀ ହତ୍ୟା ମାମଲାରେ ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ କ୍ରାଇମବ୍ରାଞ୍ଚର ଏସ୍‌ଆଇଟି (ସ୍ବତନ୍ତ୍ର ତଦନ୍ତକାରୀ ଟିମ୍‌) ସୋମବାର ୪୮୨ପୃଷ୍ଠାର ଚାର୍ଜଶିଟ୍‌ ସ୍ଥାନୀୟ ଚିଲ୍‌ଡ୍ରେନ କୋର୍ଟରେ ଦାଖଲ କରିଛି। ଏଥିରେ ଏସ୍‌ଆଇଟି ୭୨ଜଣଙ୍କୁ ସାକ୍ଷୀ ଭାବେ ନେଇଛି।…

ପରୀ ହତ୍ୟା ମାମଲା: ଦାଖଲ ହେଲା ଚାର୍ଜସିଟ୍‌

ନୟାଗଡ଼ ଅଫିସ,୧୬।୨: ନୟାଗଡ଼ ସଦର ଥାନା ଅନ୍ତର୍ଗତ ବହୁଚର୍ଚ୍ଚିତ ପରୀ ହତ୍ୟା ମାମଲାରେ ସୋମବାର ଏସ୍‌ଆଇଟି ପକ୍ଷରୁ ଚାର୍ଜସିଟ ଦାଖଲ କରାଯାଇଛି। ନୟାଗଡ଼ ଚିଲଡ୍ରେନ କୋର୍ଟରେ ଏହି ଚାର୍ଜସିଟ ଦାଖଲ ହୋଇଛି। ତେବେ ନିର୍ଦ୍ଦିଷ୍ଟ ସମୟ ମଧ୍ୟରେ ଚାର୍ଜସିଟ ଦାଖଲ ପାଇଁ…

ପ୍ରେମିକା ପାଇଁ ସ୍ତ୍ରୀଙ୍କୁ ହତ୍ୟା

ନୟାଗଡ ଅଫିସ,୧୫।୨: ନୟାଗଡ଼ ଜିଲା ଶରଣକୁଳ ଥାନା ସସ୍ମିତା ମହାପାତ୍ରଙ୍କୁ ହତ୍ୟା ପାଇଁ ତାଙ୍କ ସ୍ବାମୀ ଅକ୍ଷୟ ମହାପାତ୍ର ଓରଫ ଅଖିଳ (୩୯) ୫ଜଣ ସୁପାରିକିଲରଙ୍କ ସହାୟତା ନେଇଥିବାବେଳେ ପୋଲିସ ହତ୍ୟାର ରହସ୍ୟ ପର୍ଦ୍ଦାଫାଶ କରିଛି। ପ୍ରେମିକାଙ୍କୁ ବିବାହ ଲାଳସାରେ ଅକ୍ଷୟ…

ସ୍ତ୍ରୀ ହତ୍ୟା ଲାଗି ସୁପାରି

ନୟାଗଡ ଅଫିସ,୧୩।୨: ହତ୍ୟାର ୧୫ ଦିନ ପରେ ନୟାଗଡ ଜିଲା ଶରଣକୁଳ ଥାନା ସୁଆରସାହିର ସସ୍ମିତା ମହାପାତ୍ର ହତ୍ୟା ଘଟଣାର ଗୁମର ଫିଟିଛି । ସ୍ତ୍ରୀଙ୍କୁ ହତ୍ୟା କରିବାକୁ ସ୍ବାମୀ ୪ ସୁପାରିକିଲରଙ୍କୁ ନିୟୋଜିତ କରିଥିଲେ । ହତ୍ୟାକାଣ୍ଡ ପରେ ସେହି…

ନିଅଁ ଖୋଳିବା ବେଳେ ବାହାରିଲା ୧୦ ଝୁଡ଼ି କଉଡ଼ି

ନୟାଗଡ଼ ଅଫିସ/ ରଣପୁର, ୧୩।୨ (ସ୍ବ.ପ୍ର.): ଘର ତିଆରି ପାଇଁ ନିଅଁ ଖୋଳା ଯାଉଥିବାବେଳେ ମାଟିତଳୁ ପ୍ରାୟ ୧୦ ଝୁଡ଼ି କଉଡ଼ି ବାହାରିଛି। ଶୁକ୍ରବାର ନୟାଗଡ଼ ଜିଲା ରଣପୁର ବ୍ଲକ ତାଳକଣି ପଞ୍ଚାୟତ ନଛିପୁର ଗଁାରେ ଏହି ଘଟଣା ସାମ୍‌ନାକୁ ଆସିବା…

ଏଲ୍‌ଭିଏ ଟେଷ୍ଟର ଶୁଣାଣି ହେଲା, ରାୟ ସଂରକ୍ଷିତ

ନୟାଗଡ଼ ଅଫିସ,୧୩।୨: ବହୁଚର୍ଚ୍ଚିତ ନୟାଗଡ଼ ସଦର ଥାନା ଯଦୁପୁରର ୫ ବର୍ଷୀୟା ଶିଶୁକନ୍ୟା ପରୀ ହତ୍ୟା ମାମଲାରେ କଲେଜ ଛାତ୍ରଙ୍କ ସ୍ବରର ସ୍ତର ନିରୀକ୍ଷଣ (ଏଲ୍‌ଭିଏ) (ଲୟାର ଭଏସ୍‌ ଆନାଲେସିସ୍‌) ପାଇଁ ଏସ୍‌ଆଇଟି କରିଥିବା ଆବେଦନ ଚିଲ୍‌ଡ୍ରେନ କୋର୍ଟରେ ଶୁକ୍ରବାର ଶୁଣାଣି…

ମହାଜନଙ୍କ ପରିବାର ଲୋକେ ଆଖି ତାଡ଼ି ଦେଲେ

ନୟାଗଡ ଅଫିସ,୧୩।୨: ସୁଧ ବାବଦରେ ୫ ହଜାର ଟଙ୍କା କମ୍‌ ଦେବାକୁ କହିବାରୁ ମହାନଜଙ୍କ ପରିବାର ଲୋକେ ଜଣେ ବ୍ୟକ୍ତିଙ୍କ ଆଖି ତାଡି ଦେଇଛନ୍ତି। ନୟାଗଡ ସଦର ଥାନା ଷଠିଆପଲ୍ଲୀ ଗଁାରେ ଗୁରୁବାର ରାତିରେ ଏହି ଅମାନୁଷିକ ଘଟଣା ଘଟିଛି। ଆହତ…

ବାଇଗଣ ଗଛରେ ଫଳୁଛି ଲଙ୍କା, ଟମାଟୋ

ନୟାଗଡ ଅଫିସ,୧୩।୨: ଗୋଟିଏ ଗଛରେ ଫୁଟୁଛି ୫ କିସମର ଫୁଲ । ବାଇଗଣ ଗଛରେ ଫଳୁଛି ଲଙ୍କା ଓ ଟମାଟୋ । ପୁଣି ବିନା ମାଟିରେ ବଢୁଛି ବିଭିନ୍ନ ଗଛ । ଏହି ସବୁ କରିସ୍ମା କରି ଦେଖାଇଛନ୍ତି ନୟାଗଡ ସହର…

ପୁରୀରେ ପହଞ୍ଚିଲା ରଥ କାଠ

ନୟାଗଡ଼ ଅଫିସ/ଦଶପଲ୍ଲା,୧୨।୨: ଶୁକ୍ରବାର ନୟାଗଡ଼ ଜିଲା ଦଶପଲ୍ଲା ବନାଞ୍ଚଳରୁ ୪୯ଖଣ୍ଡ ରଥ କାଠ ୨ଟି ଟ୍ରକରେ ପୁରୀ ପହଞ୍ଚିଛି। ଦଶପଲ୍ଲାର ପ୍ରସିଦ୍ଧ ମହାବୀର ମନ୍ଦିର ସମ୍ମୁଖରେ ପାରମ୍ପରିକ ରୀତିରେ ପୂଜାର୍ଚ୍ଚନା ପରେ କାଠ ବୋଝେଇ ୨ ଟ୍ରକ ପୁରି ଅଭିମୁଖେ ବାହାରିଥିଲା।…

ଭିଜିଲାନ୍ସ ଜାଲରେ ମ୍ୟୁନିସିପାଲିଟି କ୍ୟାସିୟର

ନୟାଗଡ ଅଫିସ,୯।୨: ନୟାଗଡ଼ ଜିଲା ମ୍ୟୁନିସିପାଲିଟି କ୍ୟାସିୟର ସାଥୁଆ ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି। ବିଲ୍‌ ପାସ୍‌ କରାଇ ଦେବା ପାଇଁ ସେ ଠିକାଦାରଙ୍କ ଠାରୁ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ବିଭାଗ ତାଙ୍କୁ ଗିରଫ କରିଛି।

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri