ଲୋପ ପାଇବ କୋଚିଲାଖାଇ ବଂଶ
ଗଣିଆ,୭ା୨(ଡି.ଏନ୍.ଏ.): ପ୍ରାକୃତିକ ଜଙ୍ଗଲ ଧ୍ୱଂସ, ଅବାଧ ଶିକାର ଓ ଜଳବାୟୁ ପରିବର୍ତ୍ତନ ଯୋଗୁ ପଶୁ ତୁଳନାରେ ପକ୍ଷୀ ବଂଶ ଦ୍ରୁତଗତିରେ ହ୍ରାସ ପାଇବାରେ ଲାଗିଛି। ବାଲିଶୁଆ, ନାହାକା ଶୁଆ, ରାଜବଣୀ ପରି କୋଚିଲାଖାଇ ପକ୍ଷୀଙ୍କୁ ଆଉ ଜଙ୍ଗଲରେ ଦେଖିବାକୁ ମିଳୁନାହିଁ। ଏଠାରେ…
୧ ବନାମ ୧୭ ଗାଁ
ନୟାଗଡ଼ ଅଫିସ,୬।୨: ଜଙ୍ଗଲ ମଧ୍ୟରେ ରାସ୍ତା ନିର୍ମାଣକୁ ନେଇ ସାଢ଼େ ୩ ବର୍ଷରୁ ଲାଗିରହିଥିବା ବିବାଦ ଗୁରୁବାର ବିଳମ୍ବିତ ରାତିରୁ ଉଗ୍ରରୂପ ନେଇଛି। ନୟାଗଡ ସଦରଥାନା ଅନ୍ତର୍ଗତ ମାଳିସାହି, ଢେଙ୍କେଣା ଓ ଖଣ୍ଡୁଗଁା ପଞ୍ଚାୟତର ୧୭ଟି ଗଁାର ଲୋକେ ଗୁଡୁପାଙ୍ଗି-ଦେଉଳି ରାସ୍ତାର…
ଗ୍ରାମବାସୀଙ୍କ ରାସ୍ତା ଅବରୋଧ: ମାଳିସାହି ପଞ୍ଚାୟତରେ ଉତ୍ତେଜନା
ନୟାଗଡ଼ ଅଫିସ,୫।୨: ନୟାଗଡ଼ ସଦର ଥାନା ମାଳିସାହି ପଞ୍ଚାୟତରେ ଉତ୍ତେଜନା ପ୍ରକାଶ ପାଇଛି। ରାସ୍ତାରେ ଗଛ ଓ ପଥର ପକାଇ ହଜାର ହଜାର ଗ୍ରାମବାସୀ ଅବରୋଧ କରିଛନ୍ତି। ୧୭ଟି ଗାଁର ଲୋକଙ୍କୁ ଗୁଡୁପାଙ୍ଗୀ ଗାଁ ରାସ୍ତାରେ ଯିବାକୁ ଦେଇନାହାନ୍ତି। ୯ ମାସ…
ନକଲି ଚାଷୀଙ୍କଠାରୁ ଧାନକିଣା
ନୟାଗଡ଼ ଅଫିସ,୫।୨: ନୟାଗଡ଼ ଜିଲାର ବିଭିନ୍ନ ଧାନମଣ୍ଡିରେ ନକଲି ଚାଷୀ ଧାନ ବିକ୍ରି କରୁଛନ୍ତି। ଏଭଳି ଅଭିଯୋଗ ବହୁ ପୁରୁଣା ହୋଇଥିଲେ ହେଁ ପ୍ରଶାସନର ଲଗାମ ନାହିଁ। ସେଥିପାଇଁ ପ୍ରତିବର୍ଷ ଏପରି ଚାଷୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ପ୍ରକୃତ ଚାଷୀଙ୍କ ଟାର୍ଗେଟ…
ବାଲିଶୁୁଆଙ୍କ ସଂଖ୍ୟା କମୁଛି
ନୟାଗଡ ଅଫିସ,୫।୨: ବିଭିନ୍ନ ପ୍ରଜାତିର ଶୁଆଙ୍କ ମଧ୍ୟରେ ବାଲି ଶୁଆ ଭିନ୍ନ । ସାଧାରଣତଃ ଶୁଆମାନେ ଡାଳକୁ ଡାଳ ଉଡି ବୁଲନ୍ତି । ଗଛରେ ବସା ବାନ୍ଧି ରୁହନ୍ତି । କିନ୍ତୁ ବାଲି ଶୁଆ ବାଲିରେ ସୁଡ଼ଙ୍ଗ କରି ରୁହେ ଓ…
ହାଇକୋର୍ଟରେ ନୟାଗଡ଼ ଚିନିକଳର ଶୁଣାଣି: ସତ୍ୟପାଠ, ସମ୍ପତ୍ତି ଆକଳନ ତାଲିକା ଦାଖଲ
ନୟାଗଡ଼ ଅଫିସ,୫।୨: ହାଇକୋର୍ଟରେ ମୁଖ୍ୟ ବିଚାରପତି ଡକ୍ଟର ଏସ୍. ମୁରଲୀଧର ଓ ବିଚାରପତି ବିଶ୍ୱରଞ୍ଜନ ରଥଙ୍କୁ ନେଇ ଦୁଇଜଣିଆ ଖଣ୍ଡପୀଠ ଗୁରୁବାର ନୟାଗଡ଼ ଚିନିକଳର ଭିଡିଓ କନ୍ଫରେନ୍ସ ମୋଡ୍ରେ ଶୁଣାଣି କରିଛନ୍ତି। ନୟାଗଡ଼ ଜିଲାପାଳ ପୋମା ଟୁଡୁ ଓ ଚିନିଶିଳ୍ପର ପରିଚାଳନା…
ପରୀ ପରିବାରକୁ ମିଳିବ ୯ ଲକ୍ଷ ଟଙ୍କା
ନୟାଗଡ଼ ଅଫିସ,୧।୨: ଭିକ୍ଟିଂ କମ୍ପେନସେସନ୍ ଆକ୍ଟ ଜରିଆରେ ପରୀ ପରିବାରକୁ ଦୁଇ ପର୍ଯ୍ୟାୟରେ ମିଳିବ ୯ ଲକ୍ଷ ଟଙ୍କା । ଏନେଇ ରାଜ୍ୟ ଆଇନ ସେବା ପ୍ରାଧିକରଣ ପକ୍ଷରୁ ସ୍ବୀକୃତି ମିଳିଛି। ସୋମବାର ନୟାଗଡ଼ ଜିଲା ଜଜ୍ ଓ ଦୌରାଜଜ୍ଙ୍କ ସମ୍ମିଳନୀ…
ମୁଠି ଚାଉଳରେ ଜଙ୍ଗଲ ସୁରକ୍ଷା
ନୟାଗଡ଼ ଅଫିସ,୧।୨: ଆଦିବାସୀଙ୍କ ଜଙ୍ଗଲ ସୁରକ୍ଷା ଯୋଗୁ ନୟାଗଡ଼ ଜିଲା ନୂଆଗାଁ ବ୍ଲକ ମାଳିସାହି ପଞ୍ଚାୟତର ସମ୍ପଡ଼ା ଓ ଷଣ୍ଢମରା ଗାଁ ପାଖରେ ପୁଣି ନୂଆ ଜଙ୍ଗଲ ସୃଷ୍ଟି ହୋଇପାରିଛି। ଦୁଇ ଉଜୁଡା ଜଙ୍ଗଲ ଜୀବନ୍ୟାସ ପାଇଛି। ଏବେ ସେହି ଜଙ୍ଗଲ…
ଯୁବକଙ୍କ ଉନ୍ମତ୍ତକାଣ୍ଡ: ଘରେ ପଶି ଶିକ୍ଷୟିତ୍ରୀଙ୍କୁ ଛୁରାମାଡ଼ କରି ନିଜ ଗଳା କାଟିଲେ
ନୟାଗଡ଼ ଅଫିସ,୩୧ା୧: ନୟାଗଡ ଜିଲା ଶରଣକୁଳ ଥାନା ଗୋଡିପଡା ହାଇସ୍କୁଲ ସାହିରେ ଜଣେ ଯୁବକ ଶନିବାର ଉନ୍ମତ୍ତକାଣ୍ଡ ଘଟାଇଛନ୍ତି। ଘରେ ପଶି ସେ ଜଣେ ଶିକ୍ଷୟିତ୍ରୀଙ୍କୁ ଛୁରାମାଡ଼ କରିଛନ୍ତି। ଶିକ୍ଷୟିତ୍ରୀଙ୍କୁ ରକ୍ଷା କରିବାକୁ ଯାଇ ଅନ୍ୟ ୪ ଜଣ ସମ୍ପୃକ୍ତ ଯୁବକଙ୍କ…
ଫାଇଲ ତଳେ ନୀଳମାଧବ ପୀଠକୁ ରୋପ୍ୱେ ବ୍ୟବସ୍ଥା
ଖଣ୍ଡପଡା,୨୯। ୧(ସ୍ବ.ପ୍ର.): ନୟାଗଡ଼ ଜିଲା କଣ୍ଟିଲୋ ଶ୍ରୀନୀଳମାଧବଙ୍କ ପୀଠକୁ ପ୍ରତିଦିନ ଶତାଧିକ ପର୍ଯ୍ୟଟକ ଆସିଥାନ୍ତି। ସେମାନଙ୍କ ମଧ୍ୟରୁ କେତେଜଣ ବୟସାଧିକ୍ୟ ଓ ଭିନ୍ନକ୍ଷମ ଥିବାରୁ ପାହାଡ ଚଢ଼ି ମନ୍ଦିରକୁ ଯିବା କଷ୍ଟସାଧ୍ୟ ହୋଇଥାଏ। ଏଥିପାଇଁ ସେହି ପୀଠକୁ ଏକ ରୋପ୍ୱେ ନିର୍ମାଣ…
ଚିନିକଳ ସମ୍ପତ୍ତିର ପୁନଃ ଆକଳନ ହେଲା
ନୟାଗଡ ଅଫିସ,୨୯।୧: ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ଗୁରୁବାର ଚିନିକଳ ସମ୍ପତ୍ତିର ପୁନଃ ଆକଳନ କରାଯାଇଛି । ମାଜିଷ୍ଟ୍ରେଟ ନୟାଗଡ ଉପଜିଲାପାଳ ଲଗ୍ନଜିତ୍ ରାଉତ ଓ ନୟାଗଡ଼ ତହସିଲଦାର ଭିକାରୀ ସାହୁଙ୍କ ସମେତ ଆକଳନ ଟିମ୍ ଚିନିକଳରେ ପହଞ୍ଚିବା ପରେ ସେମାନଙ୍କୁ ଘେର…
ସ୍ବାଧୀନତା ସଂଗ୍ରାମରେ ନୟାଗଡ଼ର ଅବଦାନ ଅବିସ୍ମରଣୀୟ
ନୟାଗଡ ଅଫିସ,୨୬।୧: ନୟାଗଡ ଜିଲା ସଦର ମହକୁମାସ୍ଥିତ ପିଟିଏସ୍ ପଡ଼ିଆଠାରେ ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ଅନସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ସମ୍ପ୍ରଦାୟ ଓ ପଛୁଆବର୍ଗ କଲ୍ୟାଣ ବିଭାଗ ମନ୍ତ୍ରୀ ଜଗନ୍ନାଥ ସାରକା ମୁଖ୍ୟ ଅତିଥିଭାବେ…
Archives


