ପଥରରେ ଛେଚି ନାବାଳକଙ୍କୁ ହତ୍ୟା
ନିରାକାରପୁର, ୨।୧୦(ଡି.ଏନ୍.ଏ.): ନୟାଗଡ଼ ଜିଲା ରଣପୁର ଥାନା ଅଞ୍ଚଳରେ ଜଣେ ନାବାଳକଙ୍କୁ ଗୁରୁବାର ରାତିରେ ପଥରରେ ଛେଚି ହତ୍ୟା କରାଯାଇଛି। ମୃତକ ହେଲେ ଏହି ଥାନା ଅଧୀନ ବେରୁଆଁପଡ଼ା ଗ୍ରାମର ସୌମ୍ୟରଞ୍ଜନ ସାମନ୍ତରାୟ ଓରଫ ରଞ୍ଜନ(୧୭)। ଏହି ଘଟଣାରେ ଖୋର୍ଦ୍ଧା ଜିଲା…
ପରକୀୟା ପ୍ରୀତିରୁ ହୋଇଥିଲା ହତ୍ୟା: ନୟାଗଡ଼ରୁ ଅଭିଯୁକ୍ତ ପ୍ରେମିକ ଗିରଫ
ଭୁବନେଶ୍ୱର,୧।୧୦(ବ୍ୟୁରୋ): ଭରତପୁର ଥାନା ଅନ୍ତର୍ଗତ ରୁଚିକା ମାର୍କେଟ ମହାବୀର ବସ୍ତିର ଏକ ବନ୍ଦ ଘରୁ ଗତ ୭ ତାରିଖରେ ଜଣେ ମହିଳାଙ୍କ ଗଳିତ ମୃତଦେହକୁ ପୋଲିସ ଜବତ କରିଥିଲା। ମୃତା ଜଣକ ନୟାଗଡ଼ର ବୋହୂ ତଥା ବୋଲଗଡ଼ର ଝିଅ ସନ୍ଧ୍ୟାରାଣୀ ସେଠୀ…
୮୨ ଗ୍ରାମରୁ ଊର୍ଦ୍ଧ୍ୱ ବ୍ରାଉନସୁଗାର ଜବତ, ୫ ଗିରଫ
ନୟାଗଡ଼ ଅଫିସ,୧୯ା୯: ଟାଉନଥାନା ପୋଲିସ ନୟାଗଡ଼ ହାଉସିଂବୋର୍ଡ ନିକଟରୁ ୫ ଜଣ ବ୍ରାଉନସୁଗାର ବେପାରୀଙ୍କୁ ଗିରଫ କରିବା ସହ ସେମାନଙ୍କ ନିକଟରୁ ୮୨ ଗ୍ରାମ ୪୬୦ ମିଲିଗ୍ରାମ ବ୍ରାଉନସୁଗାର ଜବତ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ ନୟାଗଡ଼ ଭାଟସାହିର ବୈକୁଣ୍ଠ…
କ୍ଲିନିକ୍ ସିଲ୍ କରି ଚୁପ୍ ବସିଛି ପ୍ରଶାସନ
ନୟାଗଡ଼ ଅଫିସ,୬।୯: ପଞ୍ଜୀକରଣ ନ ଥାଇ ନୟାଗଡ଼ ଜିଲା ଖଣ୍ଡପଡ଼ା ସହରର ସ୍ବାସ୍ଥ୍ୟକେନ୍ଦ୍ର ଛକ ନିକଟରେ ବାଲାଜୀ କ୍ଲିନିକ୍ ପ୍ରାୟ ୮ମାସ ହେଲା ବେଆଇନ ଭାବେ ଚାଲୁ ଥିଲା । ହେଲେ ସେହି କ୍ଲିନିକ୍ ଉପରେ ଚଢ଼ାଉ କରାଯାଉ ନ ଥିଲା…
ଭ୍ରୂଣହତ୍ୟା ତଦନ୍ତରେ ଫସିଲେ ନକଲି ଡାକ୍ତର: ଡାକ୍ତରୀ ପାଠ ନ ପଢ଼ି…
ନୟାଗଡ଼ ଅଫିସ,୫।୯: ନୟାଗଡ଼ ଜିଲାରେ ଭ୍ରୂଣହତ୍ୟା ଘଟଣା ୨ୟ ଥର ସାମ୍ନାକୁ ଆସିବା ପରେ ପ୍ରଶାସନର ନିଦ ହଜିଯାଇଛି । ଏହି ଘଟଣାରେ ପ୍ରଶାସନର ପ୍ରାଥମିକ ତଦନ୍ତରେ ଅଟକ ଥିବା ଅପାଠୁଆ ନକଲି ଡାକ୍ତର ବିଶ୍ୱନାଥ ଘଡ଼େଇଙ୍କୁ ଶନିବାର ନୟାଗଡ଼ ଟାଉନ…
ରୋଷେଇ କଲା ସମୟରେ ଭୟାବହ ଅଗ୍ନିକାଣ୍ଡ: ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର
ନୟାଗଡ଼ ଅଫିସ, ୩୧।୮: ରୋଷେଇ ସମୟରେ ଭୟାବହ ଅଗ୍ନିକାଣ୍ଡ ଘଟି ସ୍ତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ସ୍ବାମୀ ଗୁରୁତର ହୋଇଛନ୍ତି। ଏଭଳି ଅଭାନୀୟ ଘଟଣା ଘଟିଛି ନୟାଗଡ଼ ଜିଲା ଭାପୁର ବ୍ଲକ ବିରିଡି ଗାଁରେ। ମୃତା ସ୍ତ୍ରୀ ହେଲେ ହରପ୍ରିୟା ପାଟ୍ଟଯୋଶୀ।…
ହାଇକୋର୍ଟ ଯିବାକୁ କହିଲେ ସୁପ୍ରିମକୋର୍ଟ
ନୟାଗଡ଼ ଅଫିସ୍,୨୪।୮: ବହୁଚର୍ଚ୍ଚିତ ପରୀ ହତ୍ୟା ଘଟଣାର ସିବିଆଇ ତଦନ୍ତ କରାଯାଇ ଅଭିଯୁକ୍ତଙ୍କୁ ଉପଯୁକ୍ତ ଦଣ୍ଡ ମିଳୁ। ଏହି ମର୍ମରେ ସୁପ୍ରିମ୍କୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ ପରୀଙ୍କ ମା’ ସୌଦାମିନୀ ସାହୁ। ଏଥିପାଇଁ ସେ ପ୍ରଥମେ ରିଟ୍ ପିଟିଶନ ଦାଖଲ କରିଥିଲେ। ହେଲେ…
ଜଳ ଭଣ୍ଡାରରେ ପାଣି ଭର୍ତ୍ତି, କେନାଲରେ ନାହିଁ
ଖଣ୍ଡପଡ଼ା,୨୩ା୮(ସ୍ବ.ପ୍ର.): ସୁନାମୁହିଁ ଜଳ ଭଣ୍ଡାରରେ ପର୍ଯ୍ୟାପ୍ତ ପରିମାଣର ଜଳ ମହଜୁଦ ଅଛି। ହେଲେ କେନାଲରେ ପାଣି ଆସୁ ନ ଥିବାରୁ ଚାଷଜମି ଶୁଖିଲା ପଡିଛି। ଏହାକୁ ନେଇ ଚାଷୀମାନେ ମୁଣ୍ଡରେ ହାତଦେଇ ବସିଛନ୍ତି। ବିଭାଗୀୟ ଅଧିକାରୀମାନେ ଏ ସଂକ୍ରାନ୍ତରେ ତୁରନ୍ତ ଦୃଷ୍ଟି…
କାଉଣ୍ଟର ଦସ୍ତଖତ ଜାଲ୍ ଥିଲା
ନୟାଗଡ଼ ଅଫିସ,୨୧।୮: ଜାଲ୍ ଦସ୍ତଖତରେ ୮୦କୋଟି ଟଙ୍କା ଆତ୍ମସାତ୍ ହୋଇଥିବା ତତ୍କାଳୀନ ଭାପୁର ବ୍ଲକ୍ ଅଧ୍ୟକ୍ଷା ଶାନ୍ତିଲତା ବେହେରା ଅଭିଯୋଗ କରିଥିଲେ ା ଯାହାକୁ ନେଇ ଅନାସ୍ଥା ପ୍ରସ୍ତାବରେ ଅଧ୍ୟକ୍ଷା ବେହେରାଙ୍କୁ ପଦଚ୍ୟୁତ କରାଯାଇଥିଲା। ହେଲେ ଯାଞ୍ଚ ପରେ ଶାନ୍ତିଲତାଙ୍କ ସେହି…
ପରୀ ହତ୍ୟାକାଣ୍ଡ: ଚିଲ୍ଡ୍ରେନ୍ କୋର୍ଟରେ ଚାର୍ଜଫ୍ରେମ୍
ନୟାଗଡ ଅଫିସ,୨୦।୮: ବହୁଚର୍ଚ୍ଚିତ ପରୀ ହତ୍ୟାକାଣ୍ଡର ଶୁଣାଣି ଆରମ୍ଭ ହେବା ପାଇଁ ଅତିରିକ୍ତ ଜିଲା ଦୌରାଜଜ୍ ତଥା ଚିଲଡ୍ରେନ୍ କୋର୍ଟର ବିଚାରପତି ଇତିଶ୍ରୀ ମହାପାତ୍ର ଗୁରୁବାର ଚାର୍ଜଫ୍ରେମ କରିଛନ୍ତି। ଆଇପିସି ଦଫା ୩୭୬(ଏ), ୩୭୬(ଏବି), ୩୬୪, ୩୦୨, ୨୦୧, ପୋକ୍ସୋ ଆଇନର…
ବେବିନା ହତ୍ୟା ଅଭିଯୁକ୍ତ ନାବାଳକ
ନୟାଗଡ଼ ଅଫିସ,୨୦।୭: ନୟାଗଡ଼ ଜିଲା ଦଶପଲ୍ଲା ବ୍ଲକ ବାଣିଗୋଛା ଥାନା ନୂଆଗଁା ପଞ୍ଚାୟତ ଧୁନ୍ଦୁଗାଡିଆ ଅଞ୍ଚଳରେ ୫ ବର୍ଷର ଶିଶୁକନ୍ୟାଙ୍କୁ ବଳାକତ୍ାର ପରେ ହତ୍ୟା ମାମଲାରେ ଗିରଫ ହତ୍ୟାକାରୀ ସାବାଳକ ନୁହେଁ ନାବାଳକ ବୋଲି ଜଣାପଡିଛି। ଜନ୍ମ ତାରିଖର ସତ୍ୟତା ପରଖିବା…
ମା’ସହ ୩ ବର୍ଷର ପୁଅକୁ ହତ୍ୟା
ନୟାଗଡ଼ ଅଫିସ,୨୦।୭: ନୟାଗଡ଼ ଜିଲା ଇଟାମାଟି ଥାନା ଶଙ୍ଖେଇ ଗାଁରେ ସୋମବାର ଜଣେ ମହିଳା ଓ ତାଙ୍କ ୩ ବର୍ଷର ପୁଅକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଏକ ମାମଲା(ନଂ.୧୦୭/୨୧) ରୁଜୁ କରି ମୃତ ମହିଳା ମିଲିମଣି ସାହୁ(୨୪) ଓ…

