ନୟାଗଡ଼

୨୦ ଟଙ୍କାରେ ଦହିବରା ଖାଇଦେବାରୁ ଝିଅକୁ ପିଟିପିଟି ମାରିଦେଲା ମାଆ

ଫତେଗଡ,୨୫।୧୦: ୨୦ ଟଙ୍କାରେ ଦହିବରା ଖାଇଦେବାରୁ ଝିଅକୁ ପିଟିପିଟି ମାରିଦେଲା ମାଆ। ଏପରି ବୀଭତ୍ସ ହତ୍ୟାକାଣ୍ଡ ନୟାଗଡ ଜିଲା ଫତେଗଡ ଥାନା ଅଞ୍ଚଳରେ ଘଟିଛି। ଏନେଇ ଅଭିଯୋଗ ହେବା ପରେ ପୋଲିସ ଶ୍ମଶାନରୁ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇବା…

ପର୍ଯ୍ୟଟକଙ୍କୁ ଟାଣି ଆଣେ କଣ୍ଟିଲୋ ନୀଳମାଧବ

ପର୍ଯ୍ୟଟକଙ୍କୁ ଟାଣି ଆଣିବା ପାଇଁ ନୟାଗଡ଼ ଜିଲାର କଣ୍ଟିଲୋରେ ରହିଛି ମନଲୋଭା ପର୍ଯ୍ୟଟନ ସ୍ଥଳ। ମହାନଦୀର ଦକ୍ଷିଣ ପାର୍ଶ୍ୱରେ ଜଗନ୍ନାଥ ସଂସ୍କୃତିର ଆଦି ପୀଠ କଣ୍ଟିଲୋ ନୀଳମାଧବ ଜୀଉଙ୍କ ମନ୍ଦିର ବ୍ରହ୍ମାଦ୍ରି ଓ ପଦ୍ମାଦ୍ରି ପାହାଡ ଉପରେ ଅବସ୍ଥିତ। ପାହାଡ ତଟଦେଶ…

ଏନ୍‌ଏସି ଅଧ୍ୟକ୍ଷା ଅନାସ୍ଥା ନିର୍ବାଚନ ବାତିଲ: ପୁଣି ଏହି ଦିନ ହେବ ନିର୍ବାଚନ

ନୟାଗଡ଼/ଖଣ୍ଡପଡ଼ା,୧୮ା୯(ଲୋକନାଥ ମିଶ୍ର/ଅଜୟ କୁମାର ମହାରଣା):ନୟାଗଡ଼ ଜିଲା ଖଣ୍ଡପଡ଼ା ଏନ୍‌ଏସି ଅଧ୍ୟକ୍ଷା ଆରତୀ ପ୍ରଧାନଙ୍କ ବିରୋଧରେ ଆସିଥିବା ଅନାସ୍ଥା ପ୍ରସ୍ତାବ ମଙ୍ଗଳବାର ବାତିଲ୍‌ ହୋଇଯାଇଛି। ନିର୍ବାଚନ ଅଧିକାରୀ ତଥା ଅତିରିକ୍ତ ଜିଲାପାଳ ରୋଜିନା ଦାସ ଅନୁପସ୍ଥିତ ରହିବାରୁ ନିର୍ବାଚନ ବନ୍ଦ ରହିଛି। ଭୋଟ…

ଆଜି ଖଣ୍ଡପଡ଼ା ଏନ୍‌ଏସି ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ଭୋଟ

ଖଣ୍ଡପଡ଼ା,୧୭।୯(ଅଜୟ କୁମାର ମହାରଣା): ନିର୍ଦ୍ଧାରିତ ସୂଚନାକ୍ରମେ ଦୀର୍ଘ ୪୫ ଦିନ ପରେ ବିରୋଧୀ ବିଜେଡି କାଉନ୍‌ସିଲରଙ୍କ ଦ୍ୱାରା ଆଗତ ଅନାସ୍ଥା ପ୍ରସ୍ତାବ ଉପରେ ମଙ୍ଗଳବାର ଖଣ୍ଡପଡ଼ା ଏନ୍‌ଏସି ଅଧ୍ୟକ୍ଷା ଆରତୀ ପ୍ରଧାନଙ୍କ ବିରୋଧରେ ଭୋଟ ଗ୍ରହଣ କରାଯିବାର କାର୍ଯ୍ୟକ୍ରମ ରହିଛି। ଏଥି ନିମନ୍ତେ…

ମୋ ଜଙ୍ଗଲ ଜମି ଯୋଜନା ବାଟବଣା

ନୟାଗଡ଼,୧୩।୯(ଲୋକନାଥ ମିଶ୍ର): ମୋ ଜଙ୍ଗଲ ଜମି ଯୋଜନା ନୟାଗଡ଼ ଜିଲାରେ ବାଟବଣା ହୋଇଥିବା ଅଭିଯୋଗ ହୋଇଛି। ଜଙ୍ଗଲ ଅଧିକାର ଆଇନ ୨୦୦୬ ଓ ସଂଶୋଧନ ନିୟମାବଳି ୨୦୧୨ କାର୍ଯ୍ୟକାରୀ ହେଉଥିଲେ ହେଁ ନୟାଗଡ଼ ଜିଲାର ବନବାସୀ କାହିଁକି ଉପେକ୍ଷିତ ହେଉଛନ୍ତି ତାହା…

ଗଣେଶ ପୂଜା ପାଇଁ ଡ୍ରେସ କିଣି ଫେରୁଥିଲେ ପିଟିଲା ବାଇକ୍‌: ଚାଲିଗଲା ୨ ଜୀବନ, ଜଣେ ଗୁରୁତର

ଦଶପଲ୍ଲା,୭।୯(ଳୋକନାଥ ମିଶ୍ର):ନୟାଗଡ ଜିଲା ଦଶପଲ୍ଲା ଥାନା ଡିହଗାଁ ଛକରେ ବାଇକ ଧକ୍କାରେ ଦୁଇଜଣଙ୍କ ମୃତ୍ୟୁ ଘଟିଛି ଓ ଜଣେ ଗୁରୁତର ଆହତ ହୋଇଛନ୍ତି । ଦୁଇ ମୃତକ ହେଲେ ଡିହଗାଁର ଶୁକ୍ର ବାଜୁ ଏବଂ ସୁଦର୍ଶନ ପ୍ରଧାନ। ଗୁରୁତର ବାଇକ ଚାଳକ…

ବିକାଶ ନାଁରେ ୩୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହରିଲୁଟ୍‌

ନୟାଗଡ଼,୬।୯(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଖଣ୍ଡପଡ଼ା ବ୍ଲକ ସିଧାମୂଳ ପଞ୍ଚାୟତ କାନାସିଂ ଗାଁରେ ସୂଚନାଫଳକ ବିକାଶର ବାର୍ତ୍ତା ବାଣ୍ଟୁ ଥିବାବେଳେ ସେହି ପ୍ରକଳ୍ପ ଖୋଜିଲେ ମିଳୁନି। ଅନ୍ୟପକ୍ଷେ କାମ ଅନାବଶ୍ୟକ ସ୍ଥାନରେ କରାଯାଇ ସରକାରୀ ଟଙ୍କାକୁ ଅପବ୍ୟୟ କରାଯାଇଥିବା ଅଭିଯୋଗ ହୋଇଛି।…

ବିବାହିତା ମହିଳାଙ୍କ ସହ ସମ୍ପର୍କ ରଖି ଟଙ୍କା, ସୁନା ଗହଣା ଲୁଟିନେଲେ ଯୁବକ, ଆଉ ତା’ ପରେ…

ଖଣ୍ଡପଡ଼ା,୪ା୯(ଅଜୟ କୁମାର ମହାରଣା): ଜଣେ ବିବାହିତା ମହିଳାଙ୍କ ସହ ସମ୍ପର୍କ ରଖି ଜଣେ ଯୁବକ ସୁନା ଗହଣା ଓ ଟଙ୍କା ଲୁଟ୍‌ କରି ନେଇଛନ୍ତି। ଏନେଇ ଖଣ୍ଡପଡ଼ା ଥାନା ପୋଲିସ ବୁଧବାର ସଂପୃକ୍ତ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

ଶ୍ରୀଜୀଉଙ୍କ ଦାନ୍ତକାଠି ସେବାରେ ୧୬ ବର୍ଷ

ନୟାଗଡ଼,୪।୯(ଲୋକନାଥ ମିଶ୍ର):ଜଗତର ନାଥ ଶ୍ରୀଜଗନ୍ନାଥଙ୍କ ଲୀଳା ଯେପରି ଅପାର ସେପରି ନୀତି ଖଞ୍ଜ(ବ୍ୟବସ୍ଥା) ମଧ୍ୟ ନିଆରା। ଶ୍ରୀଜୀଉଙ୍କ ସେବାରେ ବହୁ ଭକ୍ତ ନିଜକୁ ସମର୍ପି ଅପାର କରୁଣା ଲାଭ କରୁଛନ୍ତି। ସେଭଳି ଜଣେ ଭକ୍ତ ଦାନ୍ତକାଠି ସେବା ପାଇ ନିଜକୁ ଧନ୍ୟ…

ସୁଭଦ୍ରା ଯୋଜନା ଫର୍ମ ପାଇଁ ଅଙ୍ଗନଓ୍ବାଡି କର୍ମୀଙ୍କୁ ମାଡ଼

ରଣପୁର,୩ା୯(ସୁକାନ୍ତ କିଶୋର ଡାକୁଆ): ସୁଭଦ୍ରା ଯୋଜନା ଫର୍ମ ପାଇଁ ଜଣେ ଅଙ୍ଗନଓ୍ବାଡି କର୍ମୀଙ୍କୁ ମାଡ଼ ମରାଯାଇଥିବା ଅଭିଯୋଗ ହୋଇଛି ସମ୍ପୃକ୍ତ ଯୁବକଙ୍କୁ ପୋଲିସ ଥାନାରେ ଅଟକ ରଖି ତଦନ୍ତ ଆରମ୍ଭ କରିଛି। ଏହାକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ଆହତ କର୍ମୀଙ୍କୁ…

ନୟାଗଡ଼ର ୪ ଜେଲ୍‌ରେ ବଡ଼ ଧରଣର ଚଢ଼ାଉ, ଜେଲ୍‌ ଭିତରେ ଯାହା ଚାଲିଥିଲା ପୋଲିସ ଦେଖି…

ନୟାଗଡ଼,୨୫ା୮(ଲୋକନାତ ମିଶ୍ର): ରବିବାର ନୟାଗଡ଼ ଜିଲାର ୪ ଜେଲ୍‌ରେ ବଡ଼ ଧରଣର ଚଢ଼ାଉ କରାଯାଇଛି। ମୁଖ୍ୟ ଜେଲ୍‌ ସମେତ ଜିଲାର ରଣପୁର, ଦଶପଲ୍ଲା, ଖଣ୍ଡପଡ଼ା ସବ୍‌ଜେଲ୍‌ରେ ଆଜି ଭୋର୍‌ ସମୟରୁ ଏହି ଚଢ଼ାଉ ହୋଇଛି। ଜେଲ୍‌ ଭିତରେ ବେଆଇନ କାର୍ଯ୍ୟ ଚାଲୁଥିବା…

ବିଲୁପ୍ତିର ଦ୍ୱାରଦେଶରେ ଭାଗବତ ମୁଣ୍ଡିଆ ପାହାଡ଼

ଖଣ୍ଡପଡ଼ା,୧୨ା୮(ଅଜୟ କୁମାର ମହାରଣା): ବିଲୁପ୍ତିର ଦ୍ୱାରଦେଶରେ ପହଞ୍ଚତ୍ଥିବା ଭାଗବତ ମୁଣ୍ଡିଆର ସୁରକ୍ଷା ଦିଗରେ ପ୍ରଶାସନ ଦୃଷ୍ଟି ଦେଉନାହିଁ । ଏ ସଂକ୍ରାନ୍ତରେ ସ୍ଥାନୀୟ ଅଞ୍ଚଳର ବୁଦ୍ଧିଜୀବି, ବିଶିଷ୍ଟ ପରିବେଶବିତ୍‌ ତଥା ଗଛସାର ଭାବେ ପରିଚିତ ଅନ୍ତର୍ଯ୍ୟାମୀ ସାହୁ ନୟାଗଡ଼ ଜିଲା ପ୍ରଶାସନକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri