ନୟାଗଡ଼

‘ପରୀ’ ଶୁଣାଣି ଘୁଞ୍ଚିଲା

ଭୁବନେଶ୍ୱର,୧୫ା୭(ବ୍ୟୁରୋ): ଗୁରୁବାର ସୁପ୍ରିମକୋର୍ଟରେ ବହୁ ଚର୍ଚ୍ଚିତ ପରୀ ମାମଲାର ଶୁଣାଣି କରାଯାଇଛି। ତେବେ ପରୀ ମା’ଙ୍କ ପକ୍ଷର ଓକିଲଙ୍କ ଯୁକ୍ତି ଶୁଣି ସାରିବା ପରେ ସୁପ୍ରିମକୋର୍ଟ ଏହି ମାମଲାର ଶୁଣାଣିକୁ ଆସନ୍ତାକାଲି ପର୍ଯ୍ୟନ୍ତ ଘୁଞ୍ଚାଇ ଦେଇଛନ୍ତି। ପରୀ ମା’ଙ୍କ ପକ୍ଷରୁ ଓକିଲ…

ରାସ୍ତା ଅବରୋଧ ବେଳେ ଆମ୍ବୁଲାନ୍ସକୁ ବି ଛାଡିଲେନି

ନୟାଗଡ଼ ଅଫିସ, ୮।୭: ନୟାଗଡ ଜିଲା ନୂଆଗାଁ ବ୍ଲକ ଗୁଡୁପାଙ୍ଗି ଓ ୧୭ ଖଣ୍ଡ ଗାଁ ମଧ୍ୟରେ ଗତ କିଛି ଦିନରୁ ଲାଗିରହିଥିବା ବିବାଦ ଏବେ ଉଗ୍ର ରୁପ ନେଇଛି। ବଳଭଦ୍ରପୁର ଢ଼ିପମାଳ ରାସ୍ତା ନିର୍ମାଣ ଦାବିରେ ନୟାଗଡ ଜିଲାର ହାଟଦ୍ୱାରଠାରେ…

ଗର୍ଭବତୀଙ୍କୁ ରେଫର ମନା

ନୟାଗଡ଼ ଅଫିସ,୧।୭: ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟ(ଡିଏଚ୍‌ଏଚ୍‌)ରେ ଭର୍ତ୍ତି ହେଉଥିବା ଗର୍ଭବତୀଙ୍କୁ ଆଉ ରେଫର ନ କରିବାକୁ ଜିଲା ମୁଖ୍ୟ ଚିକିତ୍ସାଧିକାରୀ(ସିଡିଏମ୍‌ଓ) ନିର୍ଦ୍ଦେଶ ଦେଇଛନ୍ତି। ଆଉ ଜଣେ ଆନାସ୍ଥେସିଆ ବିଶେଷଜ୍ଞ କାର୍ଯ୍ୟରେ ଯୋଗ ଦେବା ପରେ ଡିଏଚ୍‌ଏଚ୍‌ରେ ୨୪ ଘଣ୍ଟିଆ ସେବା…

ଗାଡ଼ି ଧକ୍କାରେ କଲରାପତରିଆ ବାଘ ମୃତ

ଦଶପଲ୍ଲା,୧।୭(ଡି.ଏନ.ଏ.): ବୁଧବାର ରାତି ପ୍ରାୟ ୧୧ଟା ସମୟରେ ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥର ଦଶପଲ୍ଲା ବ୍ଲକ୍‌ ଅଧୀନ ବୁଗୁଡ଼ା ନିକଟ ପଶ୍ଚିମ ବନ୍ୟପ୍ରାଣୀ ଅଞ୍ଚଳ ଶାଳଭଙ୍ଗା ଜଙ୍ଗଲରେ କୌଣସି ଗାଡ଼ି ଧକ୍କାରେ ଏକ କଲରାପତରିଆ ବାଘର ମୃତ୍ୟୁ ଘଟିଛି। ମୃତ…

କୁକୁର ଆକ୍ରମଣରୁ ବର୍ତ୍ତିଲା, ଗ୍ରୀଲ୍‌ ମାଡ଼ରେ ଗଲା ଜୀବନ

ନୟାଗଡ଼ ଅଫିସ,୩୦।୬: ଖାଦ୍ୟ ଅନ୍ବେଷଣରେ ନୟାଗଡ଼ ସହରମୁହାଁ ହୋଇଥିବା ଏକ କୁଟୁରାର ବୁଧବାର ମୃତ୍ୟୁ ଘଟିଛି । କୁକୁର ଆକ୍ରମଣରୁ ରକ୍ଷା ପାଇବାକୁ କୁଟୁରାଟି ଦ୍ରୁତଗତିରେ ଦୌଡି ଯାଉଥିବା ବେଳେ ଜଣେ ବ୍ୟକ୍ତିଙ୍କ ଘରର ଲୁହା ଗ୍ରୀଲରେ ପିଟି ହୋଇ ପ୍ରାଣ…

ବଳାତ୍କାର ପରେ ଅଚେତ ହୋଇଗଲା, ଭୟରେ ତଣ୍ଟି ଚିପିଦେଲି

ନୟାଗଡ଼ ଅଫିସ,୨୦।୬: ନୟାଗଡ଼ ଜିଲା ଦଶପଲ୍ଲା ବ୍ଲକ ନୂଆଗାଁ ପଞ୍ଚାୟତ ଧୁନ୍ଦୁଗାଡିଆ ଅଞ୍ଚଳର ଜଣେ ୫ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର ପରେ ହତ୍ୟା କରାଯାଇଥିଲା । ଅଭିଯୁକ୍ତ ସାଗର ଦଳେଇ(୨୨)ଙ୍କୁ ବାଣିଗୋଛା ଥାନା ପୋଲିସ ୩ ଦିନିଆ ରିମାଣ୍ଡରେ ନେବା ପରେ…

ପରୀ ପରେ ବେବିନାଙ୍କୁ ହତ୍ୟା

ନୟାଗଡ଼ ଅଫିସ/ଦଶପଲ୍ଲା, ୧୭ା୬(ଡି.ଏନ୍‌.ଏ.): ନୟାଗଡ଼ ଜିଲା ଦଶପଲ୍ଲା ବ୍ଲକ ବାଣିଗୋଛା ଥାନା ନୂଆଗଁା ପଞ୍ଚାୟତ ଧୁନ୍ଦୁଗାଡିଆ ଗଁାର ୫ ବର୍ଷୀୟା ଶିଶୁକନ୍ୟା ବେବିନା ନାୟକଙ୍କୁ ହତ୍ୟା କରାଯାଇଛି। ବେବିନାଙ୍କ ହତ୍ୟା ପରୀ ହତ୍ୟାକାଣ୍ଡକୁ ମନେ ପକାଇ ଦେଇଛି। ଏହି ଘଟଣାରେ ପୋଲିସ…

ଚିନ୍ତା ଘାରିଲେ ବି ପ୍ରତିକାର ଶୂନ

ନୟାଗଡ଼ ଅଫିସ,୫।୬: ବଣପାହାଡ଼ ଘେରା ନୟାଗଡ଼ ଜିଲାରେ ଜଙ୍ଗଲିଆ ଅଞ୍ଚଳ ଧୀରେ ଧୀରେ ପଦା ହେଉଛି। ଜଙ୍ଗଲ ପରିମାଣ କମି ଚାଲିଥିବାବେଳେ କଂକ୍ରିଟ କୋଠାବାଡି ଓ ରାସ୍ତା ନିର୍ମାଣ ବୃଦ୍ଧି ପାଇଛି। ସଚେତନତାର ଅଭାବ ଓ ବିକାଶ ନାଁରେ ବିନାଶ ଚାଲିଥିବାରୁ…

ଏକ ଘରୁ ଯୁବକଙ୍କ ମୃତଦେହ ଜବତ: ହତ୍ୟା ସନ୍ଦେହ, ରାସ୍ତାରୋକୋ କଲେ ଲୋକେ

ନୟାଗଡ଼ ଅଫିସ,୩୧ା୫: ନୟାଗଡ଼ ଟାଉନ ଥାନା ଘଡୁଆଳ ଛକରୁ ଜଣେ ଯୁବକଙ୍କ ମୃତଦେହ ଜବତ ହୋଇଛି। ମୃତକ ଜଣକ ହେଲେ କଇଥଗାଡ଼ିଆ ଗାଁ ସଭାପତି ବିଜୟ ନାୟକ ଓରଫ୍‌ ଆଲେଖ। ବିଜୟ ଜଣେ ଘରୋଇ ଅର୍ଥ ଲଗାଣକାରୀ ସଂସ୍ଥାରେ ରିକୋଭରି କର୍ମଚାରୀ…

ଦମ୍ପତିଙ୍କୁ ମାଡ଼ ମାରି ଲୁଟିନେଲେ ଟଙ୍କା, ଚେନ

ନୟାଗଡ ଅଫିସ,୧୨।୫: ନୟାଗଡ଼ ଜିଲା ରଣପୁର ଥାନା କୋଟଗଡ଼ ଘାଟିରେ ବୁଧବାର ଲୁଟ ହୋଇଛି। ଦମ୍ପତିଙ୍କୁ ମାଡ଼ ମାରି ୯ ହଜାର ଟଙ୍କା ସହିତ ସୁନା ଚେନ ଲୁଟି ନେଇଛନ୍ତି ୩ ଦୁର୍ବୃତ୍ତ। ଗୁରୁତର ଅବସ୍ଥାରେ ଦମ୍ପତିଙ୍କୁ ରାଜସୁନାଖେଳା ମେଡିକାଲରେ ଭର୍ତ୍ତି…

କୋଭିଡ ଡ୍ୟୁଟି ପାଇଁ ଯିବା ବେଳେ ଡାକ୍ତରୀ ଛାତ୍ରଙ୍କ ବସ୍‌ ଦୁର୍ଘଟଣାଗ୍ରସ୍ତ

ନୟାଗଡ଼ ଅଫିସ/ଦଶପଲ୍ଲା, ୮।୫,(ଡି.ଏନ୍‌. ଏ.): କୋଭିଡ ଡ୍ୟୁଟି ପାଇଁ କଟକ ଏସ୍‌ସିବିରୁ ଡାକ୍ତରୀ ଛାତ୍ରୀଛାତ୍ରଙ୍କୁ ନେଇ ବଲାଙ୍ଗୀର ଅଭିମୁଖେ ଯାଉଥିବା ଏକ ବସ ଶୁକ୍ରବାର ବିଳମ୍ବତ ରାତିରେ ନୟାଗଡ଼ ଜିଲାରେ ଦୁର୍ଘଟଣା ଘଟିଛି। କଟକରୁ କେତେକ ମେଡିକାଲ ଛାତ୍ରୀଛାତ୍ରଙ୍କୁ ନେଇ ରାଜ୍ୟ…

ବାହାଘର ଭୋଜି ଖାଇ ୩୦ରୁ ଊର୍ଦ୍ଧ୍ୱ ଗୁରୁତର, ଜଣେ ମୃତ

ଓଡଗାଁ,୧।୫(ସ୍ବ.ପ୍ର.)- କରୋନା ମହାମାରୀ କାରଣରୁ ବାହାଘର ନିମନ୍ତେ କଟକଣା ରହିଛି। ହେଲେ ଏନେଇ କୌଣସି ପ୍ରଶାସନିକ ଲଗାମ ନାହିଁ। ଫଳରେ ଲୋକେ ବେଧଡକ ଭୋଜିଭାତରେ ସମାଗମ କରୁଥିବା ଦେଖିବାକୁ ମିକିଛ। ଏହିପରି ଏକ ଘଟଣାକ୍ରମରେ ନୟାଗଡ଼ ଜିଲା ଓଡ଼ଗାଁ ଆଦର୍ଶ ଥାନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?