କରୋନା ଆକ୍ରାନ୍ତ ଦମ୍ପତିଙ୍କ ଆତ୍ମହତ୍ୟା ଘଟଣା: ଚିଟ୍ଫଣ୍ଡ ଟଙ୍କା ପରିଶୋଧ ଚିନ୍ତାରୁ ଚରମ ନିଷ୍ପତ୍ତି
ନୟାଗଡ ଅଫିସ/ ରଣପୁର,୧।୫(ସ୍ବ.ପ୍ର.): ଋଣପୁର ଥାନା ଦର୍ପନାରାୟଣପୁର ଫାଣ୍ଡି ଅନ୍ତର୍ଗତ ଗୋଡ଼ିମଡ଼ାର କରୋନା ଆକ୍ରାନ୍ତ ଦମ୍ପତି ଭିକାରୀ ପାତ୍ର(୫୭) ଓ ଜ୍ୟୋତ୍ସ୍ନାରାଣୀ(୫୨) ଗୁରୁବାର ଆତ୍ମହତ୍ୟା କରିଛନ୍ତି। ସେମାନେ ଏଭଳି ଚରମ ନିଷ୍ପତ୍ତି ନେବା ପଛରେ ଚିଟ୍ଫଣ୍ଡ ଟଙ୍କା ପରିଶୋଧ ଚାପ ବୋଲି…
ଖଣ୍ଡପଡ଼ାରେ କାଳବୈଶାଖୀ
ଖଣ୍ଡପଡ଼ା,୨୯ା୪: ନୟାଗଡ଼ ଜିଲା ଖଣ୍ଡପଡ଼ା ବ୍ଲକ ଅଞ୍ଚଳରେ ବୁଧବାର କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ବିଭିନ୍ନ ସ୍ଥାନରେ ବଡ଼ ବଡ଼ ଗଛ ଉପୁଡି ପଡି ରାସ୍ତା ଅବରୋଧ କରିବାରୁ ଯାନବାହନ ଚଳାଚଳ ବାଧାପ୍ରାପ୍ତ ହୋଇଥିଲା। ଖଣ୍ଡପଡ଼ା ଅଗ୍ନିଶମ କର୍ମଚାରୀ ଓ…
୩ ଦିନ ପାଇଁ ଗ୍ରାମ୍ୟ ବ୍ୟାଙ୍କ ବନ୍ଦ
ଖଣ୍ଡପଡ଼ା୨୯ା୪: ନୟାଗଡ଼ ଜିଲା ଖଣ୍ଡପଡ଼ା ବ୍ଲକ ଅଧୀନ ଖଳିସାହି ବଜାରରେ ଥିବା ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କ ଶାଖା ପରିଚାଳକ କରୋନା ସଂକ୍ରମିତ ହୋଇଥିବା ଜଣାପଡିବା ପରେ ବ୍ଲକ ପ୍ରଶାସନ ପକ୍ଷରୁ ସେହି ବ୍ୟାଙ୍କ୍ ଶାଖାକୁ ୩ ଦିନ ପାଇଁ ବନ୍ଦ କରାଯାଇଛି।…
ଟ୍ରକ୍ କଣ୍ଟେନରରେ ମହିଳାଙ୍କୁ ୨୧ ଦିନ ରଖି ବଳାତ୍କାର
ନୟାଗଡ଼ ଅଫିସ,୧୭।୪: ବାଲେଶ୍ୱର ଜିଲା ଜଳେଶ୍ୱର ଥାନା ଅଧୀନ ଖୁଲୁଡା ବଜାରରୁ ଜଣେ ବିବାହିତା ମହିଳାଙ୍କୁ ଅପହରଣ କରାଯାଇ ଏକ ଟ୍ରକ୍ କଣ୍ଟେନରରେ ୨୧ ଦିନ ଧରି ରଖାଯାଇଥିଲା। ଏହି ସମୟ ମଧ୍ୟରେ ତାଙ୍କୁ ୪ ଥର ବଳାତ୍କାର କରାଯାଇଥିବା ନୟାଗଡ଼…
ନୟାଗଡ଼ ଟାଉନ ଷ୍ଟେଶନରେ ବ୍ୟାପକ ପୋଡ଼ାଜଳା: ଷ୍ଟେଶନ ମ୍ୟାନେଜର ଆହତ, ୨ ଅଟକ
ନୟାଗଡ଼ ଅଫିସ,୧୨।୪: ଟାଉନ ଷ୍ଟେଶନରେ ରବିବାର ରାତିରେ ବ୍ୟାପକ ପୋଡ଼ାଜଳା ଓ ଭଙ୍ଗାରୁଜା ହୋଇଛି। ଦୁର୍ବୃତ୍ତଙ୍କ ଆକ୍ରମଣରେ ଷ୍ଟେଶନ ମ୍ୟାନେଜର ଏବଂ ଅନ୍ୟ ଜଣେ କର୍ମଚାରୀ ଆହତ ହୋଇଛନ୍ତି। ଜଣେ ଅଟକ ଅଛନ୍ତି। ଗତକାଲି ରାତିରେ ୧୧ଜଣ ଦୁର୍ବୃତ୍ତ ଟାଉନ ଷ୍ଟେଶନ…
ପେଟ୍ରୋଲ ପମ୍ପରେ ଗ୍ରାହକ ଶୋଷିତ
ନୟାଗଡ଼ ଅଫିସ,୧୨।୪: ନୟାଗଡ଼ ଜିଲାର ଅଧିକାଂଶ ପେଟ୍ରୋଲ ପମ୍ପରେ ଅପମିଶ୍ରିତ ତେଲ ବିକ୍ରି ହେଉଥିଲେ ହେଁ ଧରପଗଡ କରାଯାଉନି। ସେହିପରି ଅନ୍ୟାନ୍ୟ ସୁବିଧା ସୁଯୋଗ ମିଳୁନି ବୋଲି ଅଭିଯୋଗ ରହିଛି। ଜିଲାରେ ପେଟ୍ରୋଲ ପମ୍ପ କର୍ତ୍ତୃପକ୍ଷ ସରକାରୀ ନିୟମକୁ ଫୁ କରି…
ପରୀ ହତ୍ୟା ମାମଲା: ୧୯ରେ ସୁପ୍ରିମକୋର୍ଟରେ ଶୁଣାଣି
ନୟାଗଡ଼(ଅଫିସ୍)/ନୂଆଦିଲ୍ଲୀ, ୬।୪: ନୟାଗଡ଼ର ୫ବର୍ଷୀୟା ଶିଶୁ କନ୍ୟା ପରୀ ହତ୍ୟା ମାମଲାର ଶୁଣାଣି ଆସନ୍ତା ୧୯ରେ ସୁପ୍ରିମକୋର୍ଟରେ ହେବ। ମାମଲାର ସିବିଆଇ ତଦନ୍ତ ଦାବି କରି ପରୀର ମା’ ସୌଦାମିନୀ ସାହୁ ସୁପ୍ରିମକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ। ଏହି ମାମଲାରେ ରାଜ୍ୟ ସରକାର…
ପରୀ ହତ୍ୟା ପ୍ରସଙ୍ଗ: ସରପଞ୍ଚ ସୌମ୍ୟଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ
ନୟାଗଡ଼ ଅଫିସ,୧।୪: ପରୀ ହତ୍ୟା ପ୍ରସଙ୍ଗରେ ମନ୍ତ୍ରୀ ଅରୁଣ ସାହୁଙ୍କ ବିରୋଧରେ ଅଭିଯୋଗ ଆଣିଥିବା ବହୁ ଚର୍ଚ୍ଚିତ ନୟାଗଡ଼ ବ୍ଲକ ଲକ୍ଷ୍ମୀପ୍ରସାଦ ପଞ୍ଚାୟତ ସରପଞ୍ଚ ସୌମ୍ୟ ରଞ୍ଜନ ପ୍ରଧାନଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆସିଛି । ୧୬ ୱାର୍ଡମ୍ବେରଙ୍କ ମଧ୍ୟରୁ ୧୩ଜଣ…
ବସ୍ ଚକ ତଳେ ଜୀବନ ଗଲା
ଖଣ୍ଡପଡ଼ା,୧ା୪: ସାମାନ୍ୟ ଅସାବଧାନତା ଯୋଗୁ ବସ୍ ଚକ ତଳେ ଚାପି ହୋଇ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଗୁରୁବାର ଖଣ୍ଡପଡା-ଖଳିସାହି ରାସ୍ତାର ପେଟ୍ରୋଲ ପମ୍ପ ନିକଟରେ ଏହି ଦୁଃଖଦ ଘଟଣା ଘଟିଛି। ମୃତକ ହେଲେ ଖଣ୍ଡପଡ଼ା ଥାନା ଅଧୀନ ବୋଦସା ନୂଆସାହି…
ପରୀକ୍ଷାମୂଳକ ଭାବେ ଗଡ଼ିଲା ବିଦ୍ୟୁତ୍ ଟ୍ରେନ୍
ନୟାଗଡ଼ ଅଫିସ,୩୧।୩: ଖୋର୍ଦ୍ଧା-ବଲାଙ୍ଗୀର ରେଳପଥରେ ପରୀକ୍ଷାମୂଳକ ଭାବେ ବିଦ୍ୟୁତ୍ ଟ୍ରେନ ଚଳାଚଳ କରିଛି। ମଙ୍ଗଳବାର ପୂର୍ବାହ୍ନ ୯ଟାରେ ଖୋର୍ଦ୍ଧା ରୋଡ଼(ଜଟଣୀ)ରୁ ବାହାରିଥିବା ଏହି ଟ୍ରେନ ନୟାଗଡ଼ରେ ମଧ୍ୟାହ୍ନ ୧୨ଟା ୧୫ରେ ପହଞ୍ଚିଥିଲା। ପରେ ସେହି ଟ୍ରେନ ୧୨.୪୫ଟାରେ ନୟାଗଡ଼ ଟାଉନ ଷ୍ଟେଶନ…
ଗୋଟିଏ ରାସ୍ତା ପାଇଁ ୨୧ଥର ବିଲ୍
ନୟାଗଡ଼ ଅଫିସ,୨୨ା୩: ନୟାଗଡ଼ ଜିଲା ଭାପୁର ବ୍ଲକରେ ମହାମତ୍ା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା(ଏମ୍ଜିଏନ୍ଆର୍ଇଜିଏସ୍)ରେ ଦୁର୍ନୀତି ଚରମ ସୀମାରେ ପହଞ୍ଚିଛି। ଏହି ବ୍ଲକ୍ ଅଧୀନ ବଡ଼ସରା ପଞ୍ଚାୟତ ଗୋପାଳପ୍ରସାଦ ଗଁାର ପ୍ରାୟ ୮୫୦ମିଟର ରାସ୍ତାକୁ ୩ ଆର୍ଥିକ ବର୍ଷରେ…
ଦୁଇ ବାଇକ୍ ମୁହାଁମୁହିଁ ଧକ୍କା: ଚାଲିଗଲା ୩ ଜୀବନ
ନୟାଗଡ଼ ଅଫିସ,୧୯।୩: ନୟାଗଡ଼-ଶରଣକୂଳ ରାସ୍ତାର ଜଗନ୍ନାଥପୁର ଛକରେ ଗୁରୁବାର ରାତିରେ ୨ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା। ଏଥିରେ ୩ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୨ ଜଣ ଆହତ ହୋଇଛନ୍ତି। ମୃତକ ହେଲେ ଶରଣକୁଳ ଥାନା ଜଗନ୍ନାଥପୁର ଗାଁର କୃଷ୍ଣଚନ୍ଦ୍ର…

