ନୟାଗଡ଼

ଆସିଲା ୬୦ ହଜାର କୁଇଣ୍ଟାଲ ଟାର୍ଗେଟ

ନୟାଗଡ଼ ଅଫିସ,୫।୩: ନୟାଗଡ଼ ଜିଲାରେ ଅଭାବୀ ଧାନ ବିକ୍ରି ବଢ଼ୁଛି। ଜିଲାରେ ସରକାର ଖୋଲିଥିବା ମଣ୍ଡିରେ ଟାର୍ଗେଟ ଶେଷ ହୋଇଯାଇଛି ଦର୍ଶାଇ ଚାଷୀଙ୍କ ଧାନ କିଣାଯାଉ ନ ଥିବାରୁ ଏପରି ପରିସ୍ଥିତି ସୃଷ୍ଟି ହୋଇଛି । ଚାଷୀ ମଣ୍ଡିକୁ ଯାଇ ହଇରାଣ…

ଲୁଟ୍‌ ଜୀବନ ନେଲା

ନୟାଗଡ଼ ଅଫିସ,୨।୩:ସୁନାଚେନ ଲୁଟ୍‌ କରି ସ୍ଥାନୀୟ ଲୋକଙ୍କ ହାବୁଡ଼ରେ ପଡ଼ିଯାଇଥିଲେ ଜଣେ ଯୁବକ। ଲୋକେ ଆଇନ ହାତକୁ ନେଲେ ତାଙ୍କୁ ନିର୍ଦ୍ଧୂମ ପିଟିଥିଲେ। ଏଥିରେ ତାଙ୍କର ମୃତ୍ୟୁ ଘଟିଛି। ନୟାଗଡ଼ ସଦର ଥାନା ବାରବାଟି ଗଁାରେ ସୋମବାର ଘଟିଛି ଏହି ଘଟଣା।…

ଲୋକଙ୍କ ମାଡ଼ରେ ଚାଲିଗଲା ଲୁଟେରାଙ୍କ ଜୀବନ

ନୟାଗଡ଼ ଅଫିସ,୧।୩: ନୟାଗଡ଼ ସଦର ଥାନା ଅନ୍ତର୍ଗତ ବାଲୁଗାଁ ପୋତା ଶଙ୍ଖ ନଦୀଠାରେ ସୋମବାର ସକାଳୁ ମର୍ନିଂଓ୍ବାକ୍‌ କରିବାକୁ ବାରବାଟୀ ଗାଁର ଅରକ୍ଷିତ ଭଟ୍ଟ ଯାଇଥିଲେ। ଏହି ସମୟରେ ଏକ ବାଇକ୍‌ ଯୋଗେ ଶରଣକୁଳ ଥାନା ଡିମିଶର ଗାଁର ଲୁଟେରା ପ୍ରଭାତ…

୫୦ ବର୍ଷର ସ୍ବପ୍ନକୁ ପ୍ରତାରଣା

ନୟାଗଡ଼ ଅଫିସ,୨୬।୨: ନୟାଗଡ ଜିଲାର ଜୀବନରେଖା କୁହାଯାଉଥିବା ବୃତ୍ତଙ୍ଗ ଜଳସେଚନ ପ୍ରକଳ୍ପକୁ କାର୍ଯ୍ୟକାରୀ ଦାବିରେ ଦଶପଲ୍ଲାର ମହାବୀର ମନ୍ଦିରରୁ ଆରମ୍ଭ ହୋଇଥିବା ପଦଯାତ୍ରା ନୟାଗଡରେ ଗୁରୁବାର ଉଦ୍‌ଯାପିତ ହୋଇଛି । ବୃତ୍ତଙ୍ଗ ଜଳସେଚନ ପ୍ରକଳ୍ପ କ୍ରିୟାନୁଷ୍ଠାନ କମିଟି ନେତୃତ୍ୱରେ ଆନ୍ଦୋଳନକାରୀ ୪୦…

ପରୀ ହତ୍ୟାକାଣ୍ଡ: ଏଲ୍‌ଭିଏ ଟେଷ୍ଟ ଆବେଦନ ପ୍ରତ୍ୟାହାର କଲା ଏସ୍‌ଆଇଟି

ନୟାଗଡ ଅଫିସ,୨୦।୨: ବହୁଚର୍ଚ୍ଚିତ ନୟାଗଡ଼ ସଦର ଥାନା ଯଦୁପୁରର ୫ ବର୍ଷର ଶିଶୁକନ୍ୟା ପରୀ ହତ୍ୟା ମାମଲାରେ କଲେଜ ଛାତ୍ରଙ୍କ ସ୍ବରର ସ୍ତର ନିରୀକ୍ଷଣ ବା ଲେୟର୍‌ଡ ଭଏସ୍‌ ଆନାଲିସିସ୍‌ (ଏଲ୍‌ଭିଏ) ହୋଇପାରିଲା ନାହିଁ। ଏଲ୍‌ଭିଏ ଟେଷ୍ଟ ପାଇଁ ଏସ୍‌ଆଇଟି କରିଥିବା…

ଭାଇରାଲ ଭିଡିଓରେ ପରୀ ହତ୍ୟା

ନୟାଗଡ଼ ଅଫିସ,୧୯।୨:ବହୁଚର୍ଚ୍ଚିତ ପରୀ ହତ୍ୟା ଘଟଣାରେ ନାବାଳକ କଲେଜ ଛାତ୍ରଙ୍କ ସହ ଜଣେ ବ୍ୟକ୍ତିିଙ୍କ କଥୋପକଥନର ଭିଡିଓ ଭାଇରାଲ ହୋଇଛି। ଏହି ଭିଡିଓରେ କଲେଜ ଛାତ୍ର ପରୀକୁ ତଳେ ପକାଇ ତଣ୍ଟିଚିପି ହତ୍ୟା କରିଥିବା ସ୍ବୀକାର କରିଛନ୍ତି। ଏ ସଂକ୍ରାନ୍ତରେ ଲିଖିତ…

ମୃତଦେହରେ କେମିକାଲ ବ୍ୟବହାର ପ୍ରମାଣ ମିଳିନି

ନୟାଗଡ଼ ଅଫିସ,୧୭।୨:ବହୁଚର୍ଚ୍ଚିତ ନୟାଗଡ଼ ଯଦୁପୁରର ୫ବର୍ଷୀୟା ଶିଶୁ ପରୀ ହତ୍ୟା ମାମଲାରେ ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ କ୍ରାଇମବ୍ରାଞ୍ଚର ଏସ୍‌ଆଇଟି (ସ୍ବତନ୍ତ୍ର ତଦନ୍ତକାରୀ ଟିମ୍‌) ସୋମବାର ୪୮୨ପୃଷ୍ଠାର ଚାର୍ଜଶିଟ୍‌ ସ୍ଥାନୀୟ ଚିଲ୍‌ଡ୍ରେନ କୋର୍ଟରେ ଦାଖଲ କରିଛି। ଏଥିରେ ଏସ୍‌ଆଇଟି ୭୨ଜଣଙ୍କୁ ସାକ୍ଷୀ ଭାବେ ନେଇଛି।…

ପରୀ ହତ୍ୟା ମାମଲା: ଦାଖଲ ହେଲା ଚାର୍ଜସିଟ୍‌

ନୟାଗଡ଼ ଅଫିସ,୧୬।୨: ନୟାଗଡ଼ ସଦର ଥାନା ଅନ୍ତର୍ଗତ ବହୁଚର୍ଚ୍ଚିତ ପରୀ ହତ୍ୟା ମାମଲାରେ ସୋମବାର ଏସ୍‌ଆଇଟି ପକ୍ଷରୁ ଚାର୍ଜସିଟ ଦାଖଲ କରାଯାଇଛି। ନୟାଗଡ଼ ଚିଲଡ୍ରେନ କୋର୍ଟରେ ଏହି ଚାର୍ଜସିଟ ଦାଖଲ ହୋଇଛି। ତେବେ ନିର୍ଦ୍ଦିଷ୍ଟ ସମୟ ମଧ୍ୟରେ ଚାର୍ଜସିଟ ଦାଖଲ ପାଇଁ…

ପ୍ରେମିକା ପାଇଁ ସ୍ତ୍ରୀଙ୍କୁ ହତ୍ୟା

ନୟାଗଡ ଅଫିସ,୧୫।୨: ନୟାଗଡ଼ ଜିଲା ଶରଣକୁଳ ଥାନା ସସ୍ମିତା ମହାପାତ୍ରଙ୍କୁ ହତ୍ୟା ପାଇଁ ତାଙ୍କ ସ୍ବାମୀ ଅକ୍ଷୟ ମହାପାତ୍ର ଓରଫ ଅଖିଳ (୩୯) ୫ଜଣ ସୁପାରିକିଲରଙ୍କ ସହାୟତା ନେଇଥିବାବେଳେ ପୋଲିସ ହତ୍ୟାର ରହସ୍ୟ ପର୍ଦ୍ଦାଫାଶ କରିଛି। ପ୍ରେମିକାଙ୍କୁ ବିବାହ ଲାଳସାରେ ଅକ୍ଷୟ…

ସ୍ତ୍ରୀ ହତ୍ୟା ଲାଗି ସୁପାରି

ନୟାଗଡ ଅଫିସ,୧୩।୨: ହତ୍ୟାର ୧୫ ଦିନ ପରେ ନୟାଗଡ ଜିଲା ଶରଣକୁଳ ଥାନା ସୁଆରସାହିର ସସ୍ମିତା ମହାପାତ୍ର ହତ୍ୟା ଘଟଣାର ଗୁମର ଫିଟିଛି । ସ୍ତ୍ରୀଙ୍କୁ ହତ୍ୟା କରିବାକୁ ସ୍ବାମୀ ୪ ସୁପାରିକିଲରଙ୍କୁ ନିୟୋଜିତ କରିଥିଲେ । ହତ୍ୟାକାଣ୍ଡ ପରେ ସେହି…

ନିଅଁ ଖୋଳିବା ବେଳେ ବାହାରିଲା ୧୦ ଝୁଡ଼ି କଉଡ଼ି

ନୟାଗଡ଼ ଅଫିସ/ ରଣପୁର, ୧୩।୨ (ସ୍ବ.ପ୍ର.): ଘର ତିଆରି ପାଇଁ ନିଅଁ ଖୋଳା ଯାଉଥିବାବେଳେ ମାଟିତଳୁ ପ୍ରାୟ ୧୦ ଝୁଡ଼ି କଉଡ଼ି ବାହାରିଛି। ଶୁକ୍ରବାର ନୟାଗଡ଼ ଜିଲା ରଣପୁର ବ୍ଲକ ତାଳକଣି ପଞ୍ଚାୟତ ନଛିପୁର ଗଁାରେ ଏହି ଘଟଣା ସାମ୍‌ନାକୁ ଆସିବା…

ଏଲ୍‌ଭିଏ ଟେଷ୍ଟର ଶୁଣାଣି ହେଲା, ରାୟ ସଂରକ୍ଷିତ

ନୟାଗଡ଼ ଅଫିସ,୧୩।୨: ବହୁଚର୍ଚ୍ଚିତ ନୟାଗଡ଼ ସଦର ଥାନା ଯଦୁପୁରର ୫ ବର୍ଷୀୟା ଶିଶୁକନ୍ୟା ପରୀ ହତ୍ୟା ମାମଲାରେ କଲେଜ ଛାତ୍ରଙ୍କ ସ୍ବରର ସ୍ତର ନିରୀକ୍ଷଣ (ଏଲ୍‌ଭିଏ) (ଲୟାର ଭଏସ୍‌ ଆନାଲେସିସ୍‌) ପାଇଁ ଏସ୍‌ଆଇଟି କରିଥିବା ଆବେଦନ ଚିଲ୍‌ଡ୍ରେନ କୋର୍ଟରେ ଶୁକ୍ରବାର ଶୁଣାଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?