ନୟାଗଡ଼

ହାଇକୋର୍ଟରେ ନୟାଗଡ଼ ଚିନିକଳର ଶୁଣାଣି: ସତ୍ୟପାଠ, ସମ୍ପତ୍ତି ଆକଳନ ତାଲିକା ଦାଖଲ

ନୟାଗଡ଼ ଅଫିସ,୫।୨: ହାଇକୋର୍ଟରେ ମୁଖ୍ୟ ବିଚାରପତି ଡକ୍ଟର ଏସ୍‌. ମୁରଲୀଧର ଓ ବିଚାରପତି ବିଶ୍ୱରଞ୍ଜନ ରଥଙ୍କୁ ନେଇ ଦୁଇଜଣିଆ ଖଣ୍ଡପୀଠ ଗୁରୁବାର ନୟାଗଡ଼ ଚିନିକଳର ଭିଡିଓ କନ୍‌ଫରେନ୍ସ ମୋଡ୍‌ରେ ଶୁଣାଣି କରିଛନ୍ତି। ନୟାଗଡ଼ ଜିଲାପାଳ ପୋମା ଟୁଡୁ ଓ ଚିନିଶିଳ୍ପର ପରିଚାଳନା…

ପରୀ ପରିବାରକୁ ମିଳିବ ୯ ଲକ୍ଷ ଟଙ୍କା

ନୟାଗଡ଼ ଅଫିସ,୧।୨: ଭିକ୍ଟିଂ କମ୍ପେନସେସନ୍‌ ଆକ୍ଟ ଜରିଆରେ ପରୀ ପରିବାରକୁ ଦୁଇ ପର୍ଯ୍ୟାୟରେ ମିଳିବ ୯ ଲକ୍ଷ ଟଙ୍କା । ଏନେଇ ରାଜ୍ୟ ଆଇନ ସେବା ପ୍ରାଧିକରଣ ପକ୍ଷରୁ ସ୍ବୀକୃତି ମିଳିଛି। ସୋମବାର ନୟାଗଡ଼ ଜିଲା ଜଜ୍‌ ଓ ଦୌରାଜଜ୍‌ଙ୍କ ସମ୍ମିଳନୀ…

ମୁଠି ଚାଉଳରେ ଜଙ୍ଗଲ ସୁରକ୍ଷା

ନୟାଗଡ଼ ଅଫିସ,୧।୨: ଆଦିବାସୀଙ୍କ ଜଙ୍ଗଲ ସୁରକ୍ଷା ଯୋଗୁ ନୟାଗଡ଼ ଜିଲା ନୂଆଗାଁ ବ୍ଲକ ମାଳିସାହି ପଞ୍ଚାୟତର ସମ୍ପଡ଼ା ଓ ଷଣ୍ଢମରା ଗାଁ ପାଖରେ ପୁଣି ନୂଆ ଜଙ୍ଗଲ ସୃଷ୍ଟି ହୋଇପାରିଛି। ଦୁଇ ଉଜୁଡା ଜଙ୍ଗଲ ଜୀବନ୍ୟାସ ପାଇଛି। ଏବେ ସେହି ଜଙ୍ଗଲ…

ଯୁବକଙ୍କ ଉନ୍ମତ୍ତକାଣ୍ଡ: ଘରେ ପଶି ଶିକ୍ଷୟିତ୍ରୀଙ୍କୁ ଛୁରାମାଡ଼ କରି ନିଜ ଗଳା କାଟିଲେ

ନୟାଗଡ଼ ଅଫିସ,୩୧ା୧: ନୟାଗଡ ଜିଲା ଶରଣକୁଳ ଥାନା ଗୋଡିପଡା ହାଇସ୍କୁଲ ସାହିରେ ଜଣେ ଯୁବକ ଶନିବାର ଉନ୍ମତ୍ତକାଣ୍ଡ ଘଟାଇଛନ୍ତି। ଘରେ ପଶି ସେ ଜଣେ ଶିକ୍ଷୟିତ୍ରୀଙ୍କୁ ଛୁରାମାଡ଼ କରିଛନ୍ତି। ଶିକ୍ଷୟିତ୍ରୀଙ୍କୁ ରକ୍ଷା କରିବାକୁ ଯାଇ ଅନ୍ୟ ୪ ଜଣ ସମ୍ପୃକ୍ତ ଯୁବକଙ୍କ…

ଫାଇଲ ତଳେ ନୀଳମାଧବ ପୀଠକୁ ରୋପ୍‌ୱେ ବ୍ୟବସ୍ଥା

ଖଣ୍ଡପଡା,୨୯। ୧(ସ୍ବ.ପ୍ର.): ନୟାଗଡ଼ ଜିଲା କଣ୍ଟିଲୋ ଶ୍ରୀନୀଳମାଧବଙ୍କ ପୀଠକୁ ପ୍ରତିଦିନ ଶତାଧିକ ପର୍ଯ୍ୟଟକ ଆସିଥାନ୍ତି। ସେମାନଙ୍କ ମଧ୍ୟରୁ କେତେଜଣ ବୟସାଧିକ୍ୟ ଓ ଭିନ୍ନକ୍ଷମ ଥିବାରୁ ପାହାଡ ଚଢ଼ି ମନ୍ଦିରକୁ ଯିବା କଷ୍ଟସାଧ୍ୟ ହୋଇଥାଏ। ଏଥିପାଇଁ ସେହି ପୀଠକୁ ଏକ ରୋପ୍‌ୱେ ନିର୍ମାଣ…

ଚିନିକଳ ସମ୍ପତ୍ତିର ପୁନଃ ଆକଳନ ହେଲା

ନୟାଗଡ ଅଫିସ,୨୯।୧: ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ଗୁରୁବାର ଚିନିକଳ ସମ୍ପତ୍ତିର ପୁନଃ ଆକଳନ କରାଯାଇଛି । ମାଜିଷ୍ଟ୍ରେଟ ନୟାଗଡ ଉପଜିଲାପାଳ ଲଗ୍ନଜିତ୍‌ ରାଉତ ଓ ନୟାଗଡ଼ ତହସିଲଦାର ଭିକାରୀ ସାହୁଙ୍କ ସମେତ ଆକଳନ ଟିମ୍‌ ଚିନିକଳରେ ପହଞ୍ଚିବା ପରେ ସେମାନଙ୍କୁ ଘେର…

ସ୍ବାଧୀନତା ସଂଗ୍ରାମରେ ନୟାଗଡ଼ର ଅବଦାନ ଅବିସ୍ମରଣୀୟ

ନୟାଗଡ ଅଫିସ,୨୬।୧: ନୟାଗଡ ଜିଲା ସଦର ମହକୁମାସ୍ଥିତ ପିଟିଏସ୍‌ ପଡ଼ିଆଠାରେ ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ଅନସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ସମ୍ପ୍ରଦାୟ ଓ ପଛୁଆବର୍ଗ କଲ୍ୟାଣ ବିଭାଗ ମନ୍ତ୍ରୀ ଜଗନ୍ନାଥ ସାରକା ମୁଖ୍ୟ ଅତିଥିଭାବେ…

ଜବରଦଖଲ ଉଚ୍ଛେଦ କଲା ପୌର ପ୍ରଶାସନ

ନୟାଗଡ଼ ଅଫିସ,୨୫।୧: ନୟାଗଡ଼ ପୌର ପ୍ରଶାସନ ପକ୍ଷରୁ ଏମ୍‌ଆଇ କଲୋନୀ ନିକଟସ୍ଥ ୬ ନଂ ଓ୍ବାର୍ଡର ବଳରାମ ପାହାଡ଼ ପାଦଦେଶରେ ଗଢ଼ି ଉଠିଥିବା ଜବରଦଖଲ ଉଚ୍ଛେଦ ସୋମବାର ଆରମ୍ଭ ହୋଇଛି। ଏଠାରେ ୨୦ଟି ବେଆଇନ ଘର ଗଢ଼ି ଉଠିଥିଲା। ପୌର ପଶାସନର…

ଫ୍ଲୋରୋସିସ୍‌ ରୋଗ ଯୋଗୁ ଅକାଳ ବାର୍ଦ୍ଧକ୍ୟ

ନୟାଗଡ଼ ଅଫିସ,୨୫।୧: ନୟାଗଡ଼ ଜିଲା ଦଶପଲ୍ଲା ବ୍ଲକ ଭୋଗବାଡି ପଞ୍ଚାୟତ ପୁଟୁବାରୀ ଗାଁର ଦଳିତ ଲୋକେ ବିକଳ୍ପ ନ ଥିବାରୁ ଫ୍ଲୋରାଇଡ୍‌ ଯୁକ୍ତ ପାଣି ପିଇ ଦନ୍ତ ଓ ଅସ୍ଥି ଫ୍ଲୋରୋସିସ୍‌ ରୋଗରେ ଆକ୍ରାନ୍ତ ହେଉଛନ୍ତି। ଫ୍ଲୋରୋସିସ ରୋଗ ଯୋଗୁ ଅକାଳ…

ପୂର୍ବତନ ବିଧାୟକ ସୁରେନ୍ଦ୍ର ନାଥ ମିଶ୍ରଙ୍କ ଦେହାନ୍ତ

ବୋଲଗଡ/ବେଗୁନିଆ,୨୫। ୧ (ଡି.ଏନ୍‌.ଏ.): ବୋଲଗଡ଼-ବେଗୁନିଆର ପୂର୍ବତନ ବିଧାୟକ ସୁରେନ୍ଦ୍ର ନାଥ ମିଶ୍ରଙ୍କର ରବିବାର ସନ୍ଧ୍ୟାରେ ଭୁବନେଶ୍ୱରସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ହୋଇଯାଇଛି। ମୃତ୍ୟ ବେଳକୁ ତାଙ୍କୁ ୬୮ ବର୍ଷ ହୋଇଥିଲା। ତାଙ୍କ ମୃତ୍ୟୁ ଖବର ପ୍ରଚାରିତ ହେବା…

ଟାଙ୍କି ଅଛି, ପାଇଖାନା ନାହିଁ

ନୟାଗଡ଼ ଅଫିସ,୨୨।୧: ନୟାଗଡ଼ ଜିଲାରେ ସ୍ବଚ୍ଛ ଭାରତ ମିଶନ ଯୋଜନା ଏକପ୍ରକାର ଦିଗହରା ହୋଇଛି। ଏହି ଜିଲାର ଅଧିକାଂଶ ଗାଁରେ ପାଇଖାନା ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇନାହିଁ। ତଥାପି ବାହ୍ୟ ମଳମୁକ୍ତ ଗାଁ ଦର୍ଶାଇ ଅର୍ଥ ହଡ଼ପ କରାଯାଇଛି। ଏହାର ତଦାରଖ…

ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ତତ୍ପରତା

ନୟାଗଡ଼ ଅଫିସ,୨୨।୧: ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ଚେଇଁ ଶୋଇଥିବା ନୟାଗଡ଼ ଜିଲା ପ୍ରଶାସନ ତତ୍ପର ହୋଇଛି। ଗୁରୁବାର ସନ୍ଧ୍ୟାରେ ପାଣିପୋଇଲାସ୍ଥିତ ଚିନିକଳକୁ ଜିଲାପାଳ ପୋମା ଟୁଡୁ, ଏସ୍‌ପି ସିଦ୍ଧାର୍ଥ କଟାରିଆ ଓ ଡିଏଫ୍‌ଓ ଏଚ୍‌.ଡି. ଧନରାଜ ଅଚାନକ ପରିଦର୍ଶନ କରି ଫେରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?