ନୟାଗଡ଼

୧୨ରେ ରଥକାଠ ପାଇଁ ଗଛକଟା ଅନୁକୂଳ

ଦଶପଲ୍ଲା,୩ା୧(ଡି.ଏନ୍‌.ଏ.): ପୁରୀରେ ଶ୍ରୀଜୀଉମାନଙ୍କ ରଥ ନିର୍ମାଣ ପାଇଁ ଆବଶ୍ୟକ କାଠ ନୟାଗଡ ଜିଲା ଦଶପଲ୍ଲା ବନାଞ୍ଚଳରୁ ଯୋଗାଇ ଦିଆଯିବାର ବିଧି ରହିଛି। ସେଥିପାଇଁ ଶ୍ରୀମନ୍ଦିର ପଞ୍ଜିକାରଙ୍କ ଗଣନା ଆଧାରରେ ଦିନ, ବାର, ସମୟ ସ୍ଥିର ହେବା ପରେ ପ୍ରସ୍ତୁତି ଆରମ୍ଭ ହୁଏ।…

ହସୁଛି ଉଜୁଡ଼ା ଜଙ୍ଗଲ

ନୟାଗଡ଼ ଅଫିସ,୨।୧: ଦିନ ଥିଲା ସେହି ଜଙ୍ଗଲ ଗଛଲତାରେ ପୂରି ରହିଥିଲା । ସୂର୍ଯ୍ୟଙ୍କ କିରଣ ଭୂମିରେ ପଡୁ ନ ଥିଲା । ଆଖପାଖ ଗାଁର ପରିବେଶ ଶୀତଳ ରହୁଥିଲା । ହେଲେ କାଠଚୋରମାନଙ୍କ ଲୋଲୁପ ଦୃଷ୍ଟି ସେହି ଜଙ୍ଗଲ ଉପରେ…

ପରୀ ହତ୍ୟା ମାମଲା: ହାଇକୋର୍ଟରେ ଆଉ ଏକ ମିସ୍‌ କେସ୍‌

ଭୁବନେଶ୍ୱର, ୩୦।୧୨(ବ୍ୟୁରୋ): ବହୁ ଚର୍ଚ୍ଚିତ ନୟାଗଡ଼ ପରୀ ହତ୍ୟା ମାମଲାରେ ହାଇକୋର୍ଟରେ ଆଉ ଏକ ମିସ୍‌ କେସ୍‌ ଦାୟର ହୋଇଛି। ପରୀ ହତ୍ୟା ଘଟଣାରେ ପରିବାର ପକ୍ଷରୁ ଥାନାରେ ଦିଆଯାଇଥିବା ଏତଲାରେ ଯେଉଁମାନଙ୍କ ନାମ ରହିଛି ସେମାନଙ୍କର ପଲିଗ୍ରାଫ ଟେଷ୍ଟ କରିବାକୁ…

ପରୀ ହତ୍ୟାକାଣ୍ଡର ତଦନ୍ତ ତ୍ୱରାନ୍ବିତ

ନୟାଗଡ ଅଫିସ,୩୦।୧୨: କିଛି ଦିନର ନୀରବତା ପରେ ଏସ୍‌ଆଇଟି ପୁଣି ତଦନ୍ତକୁ ତ୍ୱରାନ୍ବିତ କରିଛି। ଏସ୍‌ଆଇଟି ଯଦୁପୁର ଗଁାକୁ ନ ଯାଇ ନୟାଗଡରେ ଯଦୁପୁରର କିଛି ଲୋକଙ୍କୁ ଡକାଇ ଜେରା କରୁଛି। ଏଭଳି ସ୍ଥଳେ ଜେରା କରାଯାଉଥିବା ଲୋକମାନେ ଗଣମାଧ୍ୟମ ସମ୍ମୁଖରେ…

ଅସ୍ତ୍ରୋପଚାର ବେଳେ ରହିଗଲା ଛୁଞ୍ଚି

ନୟାଗଡ଼ ଅଫିସ,୩୦।୧୨: ନିରାପଦ ପ୍ରସବ ପାଇଁ ଜଣେ ମହିଳାଙ୍କୁ ତାଙ୍କ ପରିବାର ଲୋକେ ନୟାଗଡ଼ ଜିଲା ଖଣ୍ଡପଡ଼ା ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ନର୍ମାଲ ଡେଲିଭରି ବି ହେଲା। ହେଲେ ଏହି ପ୍ରସବ ପାଇଁ ମହିଳାଙ୍କ ପରିସ୍ରା ଦ୍ୱାରକୁ ସାମାନ୍ୟ କାଟିବାକୁ ପଡିଥିଲା।…

ପରୀ ହତ୍ୟାକାଣ୍ଡ : ଚାପରେ ଚେପା ଏସ୍‌ଆଇଟି ତଦନ୍ତ

ନୟାଗଡ଼ ଅଫିସ,୨୮ା୧୨: ପୋଲିସ ପରି ଏସ୍‌ଆଇଟି ତଦନ୍ତ ଚାପରେ ଚେପା ହୋଇପଡ଼ିଛି। ପରୀ ମା’ବାପାଙ୍କ ଅଭିଯୋଗକୁ ଏସ୍‌ଆଇଟି ଅଣଦେଖା କରୁଥିବା ଅଭିଯୋଗ ହେଉଛି। ପରୀ ହତ୍ୟାକାଣ୍ଡ ନେଇ ମା’ବାପାଙ୍କ ମନରେ ଉଠୁଥିବା ଅସମାହିତ ପ୍ରଶ୍ନର ଉତ୍ତର ନ ଥିବାରୁ ସେମାନେ ସିବିଆଇ…

ରାସ୍ତା ପାର୍ଶ୍ୱ ଗଛ ପୋଡ଼ି ବାଇକ୍‌ ଛାଡ଼ି ଦୁର୍ବୃତ୍ତ ଚମ୍ପଟ

ଓଡ଼ଗାଁ,୨୭ା୧୨(ଡି.ଏନ୍‌.ଏ.): ଓଡ଼ଗାଁ ଆଦର୍ଶ ଥାନା ଓ ବନାଞ୍ଚଳ ଅନ୍ତର୍ଗତ ଭାଡ଼ିକିଲା-ମହୁଲିଆ ରାସ୍ତାରେ ଜଙ୍ଗଲ ବିଭାଗ ଦ୍ୱାରା ଲଗାଯାଇଥିବା ଗଛ ସହିତ ଅଟେଇ ପୋଡ଼ି ଦେଇଛନ୍ତି ଦୁର୍ବୃତ୍ତ। ସୂଚନାନୁସାରେ, କେତେକ ଯୁବକ ମଦ୍ୟପାନ କରି ଗଛ ପାଖରେ ପାଳ ଏକାଠି କରି ସେଥିରେ…

ପରୀ ହତ୍ୟାକାଣ୍ଡ: ଫ୍ରକ୍‌ରେ ରହିଛି ସିମେନ୍‌ ଦାଗ, ଗ୍ରୁପ୍‌ ଚିହ୍ନଟ ହୋଇପାରୁନି

ନୟାଗଡ ଅଫିସ,୨୭ା୧୨: ନୟାଗଡ଼ର ବହୁଚର୍ଚ୍ଚିତ ପରୀ ହତ୍ୟାକାଣ୍ଡରେ ନୂଆ ତଥ୍ୟ ସାମ୍ନାକୁ ଆସିଛି। ଉଦ୍ଧାର ହୋଇଥିବା ପରୀର ଫ୍ରକ୍‌ରେ ସିମେନ୍‌ର ଦାଗ ରହିଥିବା ଫରେନ୍‌ସିକ୍‌ ରିପୋର୍ଟରୁ ଜଣାପଡ଼ୁଛି। କିନ୍ତୁ ସେହି ସିମେନ୍‌ କାହାର ତାହା ଜଣାପଡ଼ୁନାହିଁ। କାରଣ ତାହା ଏଭଳି ନଷ୍ଟ…

ପର୍ଯ୍ୟଟନ କ୍ଷେତ୍ରର ମାନ୍ୟତା ପରେ ବି ଅବହେଳା

ଖଣ୍ଡପଡ଼ା,୨୬ା୧୨(ଡି.ଏନ.ଏ.): ଗତ ୪ ବର୍ଷ ତଳେ ନୟାଗଡ଼ ଜିଲା କୋସକା ପଞ୍ଚାୟତସ୍ଥିତ ଯୋଗୀଯୋଗିଆଣୀ ବୌଦ୍ଧ ପୀଠକୁ ରାଜ୍ୟ ସରକାର ପର୍ଯ୍ୟଟନ କ୍ଷେତ୍ରର ମାନ୍ୟତା ପ୍ରଦାନ କରିଥିଲେ। ଏହି ପୀଠର ଉନ୍ନତି ତଥା ପର୍ଯ୍ୟଟକଙ୍କ ସୁବିଧା ପାଇଁ ବିଭିନ୍ନ ପଦକ୍ଷେପ ନିଆଯିବ ବୋଲି…

ଜେଲ ଗଲେ ସରୋଜ ସେଠୀ

ଭୁବନେଶ୍ୱର, ୨୪।୧୨(ବ୍ୟୁରୋ): ନୟାଗଡ଼ର ବହୁ ଚର୍ଚ୍ଚିତ ପରୀ ହତ୍ୟା ମାମଲାରେ ଗିରଫ ଅଭିଯୁକ୍ତ ସରୋଜ ସେଠୀ ଗୁରୁବାର ଜେଲ ଯାଇଛନ୍ତି। ୩ ଦିନିଆ ରିମାଣ୍ଡ ଶେଷ ହେବାପରେ ସରୋଜଙ୍କୁ ପକ୍ସୋ କୋର୍ଟରେ ହାଜର କରିଥିଲା ପୋଲିସ। ରିମାଣ୍ଡ ସରିବା ପରେ ବିଚାରବିିଭାଗୀୟ…

ପୁଅ କେବଳ ଫୋନରେ ଭଜନ ଦେଖେ: ସରୋଜଙ୍କ ମା’

ନୟାଗଡ଼ ଅଫିସ,୨୪।୧୨: ମୋ ପୁଅ ନିର୍ଦ୍ଦୋଶ। ତାକୁ ଚାପରେ ପକାଯାଉଛି। ଫୋନ୍‌ରେ ପୁଅ କେବଳ ଭଜନ ଦେଖେ ବୋଲି ଯଦୁପୁରର ଶିଶୁକନ୍ୟା ପରୀ ଅପହରଣ ଓ ହତ୍ୟା ଘଟଣାରେ କହିଛନ୍ତି ଅଭିଯୁକ୍ତ ସରୋଜ ସେଠୀଙ୍କ ମା’। ଗୁରୁବାର ପୋଖରୀ କୂଳରେ କ୍ରାଇମ୍‌…

ମୁଁ ତା ବିଷୟରେ ଯେତିକି ଜାଣିଥିଲି, ତା’ଠାରୁ ବେଶି ସେ ମୋ ବିଷୟରେ ଜାଣିଥିଲା: ବୋଥ୍ରା

ନୟାଗଡ଼ ଅଫିସ,୨୪।୧୨: ଶିଶୁକନ୍ୟା ପରୀ ଅପହରଣ ଓ ହତ୍ୟା ଘଟଣାରେ ଗୁରୁବାର ଅଭିଯୁକ୍ତ ସରୋଜ ସେଠୀଙ୍କୁ ପୋଖରୀ କୂଳକୁ ନେଇ ହତ୍ୟାକାଣ୍ଡର ଡେମୋ କରାଇଛି ଏସ୍‌ଆଇଟି। ଏହି ସମୟରେ ପ୍ରତିକ୍ରିୟା ରଖି ଏସ୍‌ଆଇଟି ମୁଖ୍ୟ ଅରୁଣ ବୋଥ୍ରା କହିଛନ୍ତି, ସରୋଜଙ୍କ ପରିବାରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?