ନୟାଗଡ଼

ଆବାସ ଯୋଜନାରେ ମିଳୁନି ଘର

ନୟାଗଡ଼ ଅଫିସ,୧୨ା୧୦: ସରକାର ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଓ ବିଜୁ ପକ୍କାଘର ଯୋଜନାରେ ଗରିବ ପରିବାରଙ୍କୁ ମାଗଣାରେ ଘର ଯୋଗାଇ ଦେଉଛନ୍ତି। ହେଲେ ଅନେକ ଯୋଗ୍ୟ ପରିବାର ଏହି ତାଲିକାରେ ସାମିଲ ହୋଇପାରୁ ନାହାନ୍ତି। ଗଣିଆ ବ୍ଲକ ଆଡକଟା ପଞ୍ଚାୟତ ଜଗନ୍ନାଥପ୍ରସାଦର…

ଲୁଟେରାଙ୍କ କବ୍‌ଜାରେ ସୁନାମୁହିଁ ପର୍ଯ୍ୟଟନସ୍ଥଳୀ

ଖଣ୍ଡପଡ଼ା,୧୨।୧୦(ସ୍ବ.ପ୍ର.): ଖଣ୍ଡପଡ଼ା ସହର ଉପକଣ୍ଠରେ ଅବସ୍ଥିତ ସୁନାମୁହିଁ ପରିବେଶ ପର୍ଯ୍ୟଟନସ୍ଥଳୀ ଏବେ ଲୁଟେରାଙ୍କ କବ୍‌ଜାରେ ଥିବା ଦେଖିବାକୁ ମିଳିଛି। ୨ ବର୍ଷ ତଳେ ଉକ୍ତ ସ୍ଥାନରେ ଅନେକ ଉନ୍ନୟନମୂଳକ କାର୍ଯ୍ୟ କରାଯାଇଥିଲା। ଶାରୀରିକ ବ୍ୟାୟାମ ନିମନ୍ତେ ଅନେକ ଉପକରଣ ସ୍ଥାପନ କରାଯାଇଥିଲା।…

ଅଧାରେ ଅଟକିଛି ମଣିଭଦ୍ରା ପତୁରିଆ ନଦୀବନ୍ଧ

ନୟାଗଡ଼ ଅଫିସ,୯।୧୦: ଜମି ଅଧିଗ୍ରହଣ ସମସ୍ୟା ଯୋଗୁ ନୟାଗଡ଼ ଜିଲା ଗଣିଆର ମଣିଭଦ୍ରା ପତୁରିଆ ନଦୀବନ୍ଧ ଅଧାରେ ଅଟକିଛି। ବନ୍ୟା ସମସ୍ୟାରୁ ମୁକୁଳିବା ପାଇଁ ଅଞ୍ଚଳବାସୀଙ୍କ ବାରମ୍ବାର ଦାବି ପରେ ଏହି ପ୍ରକଳ୍ପ କାର୍ଯ୍ୟକାରୀ କରିବାକୁ ସ୍ଥିର ହୋଇଥିଲା। ହେଲେ ୨୦୧୩ରୁ…

ଏନ୍‌ଏଚ୍‌ ଡାଇଭର୍ସନ ରୋଡ୍‌ରେ ଘାଇ

ନୟାଗଡ଼ ଅଫିସ,୫।୧୦: ବଲାଙ୍ଗୀର-ଖୋର୍ଦ୍ଧା ୫୭ନଂ. ଜାତୀୟ ରାଜପଥ (ଏନ୍‌ଏଚ୍‌)ର ନୟାଗଡ ସତ୍‌ସଙ୍ଗବିହାର ନିକଟବର୍ତ୍ତି ମଜୁରିଆପଲ୍ଲୀ କ୍ଷୁଦ୍ର ପୋଲ ନିର୍ମାଣ କାର୍ଯ୍ୟ ଶେଷ ହୋଇଥିଲେ ମଧ୍ୟ ସଂଯୋଗ ରାସ୍ତା କରାଯାଇ ନ ଥିଲା। ଫଳରେ ଡାଇଭର୍ସନ ରୋଡ୍‌ରେ ଯାନାବାହନ ଯାତାୟାତ କରୁଥିଲା। ଅନ୍ୟପଟେ…

ଧାର ଟଙ୍କା ମାଗିବାରୁ ମହିଳାଙ୍କୁ ହତ୍ୟା ଅଭିଯୋଗ

ନୟାଗଡ ଅଫିସ,୨୫ା୯: ଧାର ଟଙ୍କା ମାଗିବାରୁ ନୟାଗଡ଼ ଜିଲା ଶରଣକୁଳ ଥାନା ଅଧୀନ ଧୁଷୁମାରେ ବୁଧବାର ରାତିରେ ଜଣେ ମହିଳାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତକହେଲେ ମାୟା ଭୂୟାଁ(୬୦)। ଗୁରୁବାର ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ କରାଇ ପରିବାର…

ଶ୍ୱଶୁର ଘରେ ଜ୍ୱାଇଁଙ୍କୁ ହତ୍ୟା ଅଭିଯୋଗ

ନୟାଗଡ଼ ଅଫିସ,୧୯ା୯: ନୟାଗଡ଼ ସଦର ଥାନା ବାଲୁଗାଁ ସଅର ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ଶ୍ୱଶୁର ଘରେ ଜ୍ୱାଇଁଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତକ କାଳିଆ ନାୟକ(୪୫)ଙ୍କ ଭାଇ ଏପରି ଅଭିଯୋଗ ପରେ ପୋଲିସ ଘଟଣାର ତଦନ୍ତ…

ପାର୍କର ଭ୍ରମ ସୃଷ୍ଟି କରୁଛି ଶ୍ମଶାନ

ନୟାଗଡ଼ ଅଫିସ/ରଣପୁର, ୧୮ା୯(ସ୍ବ.ପ୍ର.): ରଙ୍ଗବେରଙ୍ଗର ଫୁଲ ଗଛ ସହ ବିଭିନ୍ନ ଔଷଧିୟ ଗଛରେ ଝଲଶୁଛି ଶ୍ମଶାନ। ଯାହାକି ପାର୍କର ଭ୍ରମ ସୃଷ୍ଟି କରୁଛି। ନୟାଗଡ଼ ଜିଲା ରଣପୁର ଏନଏସି ଅଞ୍ଚଳରେ ରହିଛି ଏହି ଶ୍ମଶାନ। ଏହା ମୋ ଜନ୍ମଭୂମି ମୋ ସ୍ବର୍ଗଦ୍ୱାର…

ଡିଏଫଓଙ୍କ କ୍ୱାର୍ଟର ମରାମତିରେ ଅର୍ଥ ଅପବ୍ୟୟ ଅଭିଯୋଗ: ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଦାବି

ନୟାଗଡ ଅଫିସ,୧୪।୯: ନୟାଗଡ଼ ଡିଏଫଓଙ୍କ କ୍ୱାର୍ଟର ମରାମତି ଓ ନୟାଗଡ଼ ରେଞ୍ଜରଙ୍କ ପୁରୁଣା କାର୍ଯ୍ୟାଳୟ ସଫେଇରେ ଅର୍ଥ ଅପବ୍ୟୟ ହୋଇଥିବା ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଅଭିଯୋଗ ହୋଇଛି। ସରକାରୀ ଅନୁଦାନ ଖର୍ଚ୍ଚର ଠିକ୍‌ ସମୀକ୍ଷା ହେଉ ନ ଥିବାରୁ ଅପବ୍ୟୟକୁ ରୋକା ଯାଇ…

ଦାଦନ ଖଟିବାକୁ ତାମିଲନାଡୁ ଗଲେ ୩୦ ଶ୍ରମିକ

ନୟାଗଡ ଅଫିସ,୧୧ା୯: କରୋନା ଯୋଗୁ ଗାଁକୁ ଫେରିଥିବା ଶ୍ରମିକ ଏବେ ପୁଣି ଦାଦନ ମୁହାଁ ହେଲେଣି। ବୁଧବାର ରାତିରେ ନୟାଗଡ଼ ବ୍ଲକ କାଳିକାପ୍ରସାଦ ପଞ୍ଚାୟତର ୩୦ ଶ୍ରମିକ ବସ ଯୋଗେ ତାମିଲନାଡୁ ଯାଇଛନ୍ତି। ଗାଁରେ କାମ ନ ମିଳିବାରୁ ଏହି ଶ୍ରମିକ…

ଗାଁ ଦାଣ୍ଡରେ ଗୋଡ଼ାଇ ଗୋଡ଼ାଇ ହାଣିଲେ

ନୟାଗଡ଼ ଅଫିସ, ୯।୯: ନୟାଗଡ଼ ଜିଲା ଇଟାମାଟି ଥାନା ବାଉଁଶିଆପଡ଼ା ମାଳିସାହି ଗାଁରେ ମଙ୍ଗଳବାର ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। କିଛି ଲୋକ ଗାଁ ଦାଣ୍ଡରେ ଗୋଡାଇ ଗୋଡାଇ ଜଣେ ବ୍ୟକ୍ତିଙ୍କୁ ହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତ ବ୍ୟକ୍ତି ହେଲେ…

ପ୍ରଶାସନକୁ ନ ଜଣାଇ କରୋନା ରୋଗୀଙ୍କୁ ପୋଡ଼ିିଦେଲେ

ନୟାଗଡ ଅଫିସ,୭ା୯: ନୟାଗଡ ସହର ନୀଳାଦ୍ରିବିହାରରେ ଜଣେ କରୋନା ପଜିଟିଭ୍‌ ରୋଗୀଙ୍କ ମୃତ୍ୟୁ ପରେ ପରିବାର ଲୋକ ପ୍ରଶାସନକୁ ନଜଣାଇ ପୋଡ଼ି ଦେଇଛନ୍ତି। ଖବର ଜଣାପଡ଼ିବା ପରେ ନୟାଗଡ ମ୍ୟୁନିସିପାଲିଟି ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି। ଜିଲା ପ୍ରଶାସନ ଘଟଣାର ତଦନ୍ତ…

ନୟାଗଡ଼ରେ ୭୧ ଗାଁ  ଜଳବନ୍ଦୀ

ନୟାଗଡ ଅଫିସ/ଗଣିଆ/ଭାପୁର,୩୧। ୮(ଡି.ଏନ.ଏ.): ପ୍ରଳୟଙ୍କରୀ ବନ୍ୟା ଯୋଗୁ ନୟାଗଡ଼ ଜିଲାର ୭୧ଟି ଗ୍ରାମ ଜଳବନ୍ଦୀରେ ରହିଛି। ଏଥିରେ ଗଣିଆ ବ୍ଲକର ୬୮ ଓ ଭାପୁର ବ୍ଲକ ଫତେଗଡ ପଞ୍ଚାୟତର ୩ ଗାଁ  ରହିଛି। ଫଳରେ ଏସବୁ ପଞ୍ଚାୟତରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇପଡ଼ିଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri