ନୟାଗଡ଼

ପୋଖରୀ କୂଳରେ ହତ୍ୟାକାଣ୍ଡର ଡେମୋ ଦେଖାଇଲେ ଅଭିଯୁକ୍ତ ସରୋଜ

ନୟାଗଡ଼ ଅଫିସ,୨୪।୧୨: ପରୀ ଅପହରଣ ଓ ହତ୍ୟା ଘଟଣାରେ ଗୁରୁବାର ଅଭିଯୁକ୍ତ ସରୋଜ ସେଠୀଙ୍କୁ ଯଦୁପୁର ଆଣି ସିନ୍‌ ରିକ୍ରିଏସନ କରିଛି ଏସ୍‌ଆଇଟି। ପରୀର ମୃତଦେହ ଜବତ କରାଯାଇଥିବା ପୋଖରୀ କୂଳରେ ହତ୍ୟାକାଣ୍ଡର ଡେମୋ ଦେଖାଇଛନ୍ତି ଅଭିଯୁକ୍ତ । ସେଠାରେ ତାକୁ…

ପରୀର କୌଣସି ହାଡ଼ ନିଖୋଜ ନାହିଁ, ସରୋଜର ଗାମୁଛା ବଡ଼ ପ୍ରମାଣ ଦେବ: ବୋଥ୍ରା

ଭୁବନେଶ୍ୱର,୨୪।୧୨(ବ୍ୟୁରୋ): ନୟାଗଡ଼ ଜିଲା ସଦର ଥାନା ଅଧୀନ ଯଦୁପୁର ଗାଁର ପରୀ ଅପହରଣ ଓ ହତ୍ୟା ଘଟଣା ଦିନକୁ ଦିନ ନୂଆ ମୋଡ ନେବାରେ ଲାଗିଛି। ଏହି ମାମଲାରେ ଏସ୍‌ଆଇଟି ମୁଖ୍ୟ ଅରୁଣ ବୋଥ୍ରା ଗୁରୁବାର ବଡ଼ ସୂଚନା ଦେଇଛନ୍ତି। ଗଣମାଧ୍ୟମର…

ଅଭିଯୁକ୍ତଙ୍କ ମା’ଙ୍କ ବୟାନ ବଦଳିଲା

ନୟାଗଡ଼ ଅଫିସ,୨୪ା୧୨:ପରୀ ଅପହରଣ ଓ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ନୟାଗଡ଼ ଜିଲା ସଦର ଥାନା ଅଧୀନ ଯଦୁପୁର ଗାଁର ଜଣେ କଲେଜ ଛାତ୍ରଙ୍କୁ ଏସ୍‌ଆଇଟି ଗିରଫ କରିବା ପରେ କୋର୍ଟ ଚାଲାଣ କରିଥିଲା। ଏବେ ଏସ୍‌ଆଇଟି ତାଙ୍କୁ ୩…

ଅଭିଯୁକ୍ତ ଛାତ୍ରଙ୍କୁ ୩ ଦିନ ରିମାଣ୍ଡ

ନୟାଗଡ଼ ଅଫିସ,୨୩ା୧୨: ଏସ୍‌ଆଇଟି ସୋମବାର ଗିରଫ କରିଥିବା କଲେଜ ଛାତ୍ରଙ୍କୁ କୋର୍ଟରେ ହାଜର କରିବା ସହ ରିମାଣ୍ଡ ପାଇଁ ଆବେଦନ କରିଥିଲା। ଏଥିପାଇଁ କୋର୍ଟ ୩ ଦିନ ଅନୁମତି ପ୍ରଦାନ କରିଛନ୍ତି। ୨୨, ୨୩ ଓ ୨୪ ତାରିଖ ଯାଏ ଗିରଫ…

ପରୀ ମୃତଦେହ ସହ ଯୌନ ସମ୍ପର୍କ ରଖିଥିଲେ ଅଭିଯୁକ୍ତ

ଭୁବନେଶ୍ୱର, ୨୨।୧୨(ବ୍ୟୁରୋ): ନୟାଗଡ଼ ଯଦୁପୁରର ପରୀ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ସରୋଜ ସେଠୀଙ୍କୁ ରିମାଣ୍ଡରେ ନେଇଛି କ୍ରାଇମବ୍ରାଞ୍ଚ ଏସ୍‌ଆଇଟି। ଏ ନେଇ ମଙ୍ଗଳବାର ଏସ୍‌ଆଇଟି ମୁଖ୍ୟ ଅରୁଣ ବୋଥ୍ରା ପ୍ରେସ୍‌ମିଟ୍‌ ଜରିଆରେ ସୂଚନା ଦେଇଛନ୍ତି। ସରୋଜ ସେଠୀ ମୁଖ୍ୟ ଅଭିଯୁକ୍ତ…

ପରୀ ହତ୍ୟାକାଣ୍ଡ: ପୋଖରୀରୁ ପ୍ରମାଣ ଖୋଜୁଛି ଏସ୍‌ଆଇଟି, ନିଷ୍କାସନ ହେଉଛି ପାଣି

ନୟାଗଡ଼ ଅଫିସ, ୨୨।୧୨: ବହୁ ଚର୍ଚ୍ଚିତ ‘ପରୀ’ ହତ୍ୟାକାଣ୍ଡ ମାମଲାରେ ଏସ୍‌ଆଇଟି ଅଭିଯୁକ୍ତକୁ ଗିରଫ କରିଥିବା ବେଳେ ତାଙ୍କ ଗାଁ ଯଦୁପୁରରେ ଥିବା ଏକ ପୋଖରୀରୁ ମଙ୍ଗଳବାର ସକାଳୁ ଜଳ ନିଷ୍କାସନ କରାଯାଉଛି। ଅଧିକ ପ୍ରମାଣ ଲାଗି ପୋଖରୀରୁ ଜଳ ନିଷ୍କାସନ…

ଏସ୍‌ଆଇଟିର ଗିରଫଦାରି ପରେ ଅନେକ ପ୍ରଶ୍ନ

ନୟାଗଡ଼ ଅଫିସ,୨୨।୧୨: ପରୀ ଅପହରଣ ଓ ହତ୍ୟା ଘଟଣାରେ ଏସ୍‌ଆଇଟି ଜଣେ ଛାତ୍ରଙ୍କୁ ଗିରଫ କରିବା ପରେ ସାଧାରଣରେ ନାନା ପ୍ରଶ୍ନ ଉଠିଛି। ସାଢ଼େ ୪ ମାସର ତଦନ୍ତ ପରେ ପୋଲିସ ଅଭିଯୁକ୍ତଙ୍କୁ ଧରିବାରେ ଫେଲ୍‌ ମାରିଥିଲା। ହେଲେ ୨୦ ଦିନରେ…

ପରୀ ହତ୍ୟାକାଣ୍ଡ: ମୁଖ୍ୟ ଅଭିଯୁକ୍ତ କୋର୍ଟଚାଲାଣ

ନୟାଗଡ ଅଫିସ,୨୨।୧୨: ନୟାଗଡ଼ ସଦର ଥାନା ଅନ୍ତର୍ଗତ ଯଦୁପୁରର ଶିଶୁକନ୍ୟା ପରୀକୁ ଅପହରଣ ଓ ହତ୍ୟା ମାମଲାରେ ସେହି ଗ୍ରାମର ଜଣେ କଲେଜ ଛାତ୍ରଙ୍କୁ ମୁଖ୍ୟ ଅଭିଯୁକ୍ତ ଭାବେ ଦର୍ଶାଇଛି କ୍ରାଇମ୍‌ବ୍ରାଞ୍ଚ ଏସ୍‌ଆଇଟି। ଶନିବାରଠାରୁ ଅଟକ ଥିବା ଉକ୍ତ ଛାତ୍ରଙ୍କୁ ଏସ୍‌ଆଇଟି…

ପରୀ ହତ୍ୟା ମାମଲାର ପ୍ରମାଣ ପାଇଁ ଶୁଖାଯିବ ପୋଖରୀ: ଏସ୍‌ଆଇଟି

ନୟାଗଡ଼ ଅଫିସ, ୨୧।୧୨: ପରୀ ହତ୍ୟା ମାମଲାର ପ୍ରମାଣ ପାଇବା ପାଇ ଶୁଖାଯିବ ପୋଖରୀ। ପରୀ ମୃତଦେହର କିଛି ଅଂଶ ପୋଖରୀରେ ପଡ଼ିଥିବା ସନ୍ଦେହ କରୁଛି କ୍ରାଇମ୍‌ ବ୍ରାଞ୍ଚ। ତେଣୁ ଏପରି ପଦକ୍ଷେପ ନେବାକୁ ଯୋଜନା କରାଯାଉଥିବା ସୂଚନା ମିଳିଛି। ସୂଚନାନୁସାରେ,…

ପରୀ ହତ୍ୟାକାଣ୍ଡ ମାମଲା: ସରୋଜଙ୍କ ଘରେ ଏସ୍‌ଆଇଟି ଟିମ୍‌

ନୟାଗଡ଼ ଅଫିସ,୨୧ା୧୨: ପରୀ ହତ୍ୟାକାଣ୍ଡର ତଦନ୍ତ ପାଇଁ ଏସ୍‌ଆଇଟିର ଦୁଇ ଜଣିଆ ଟିମ୍‌ ଯଦୁପୁର ଗାଁରେ ପହଞ୍ଚିଛନ୍ତି। ମହିଳା ଇନ୍ସପେକ୍ଟର ପ୍ରଥମେ ସରୋଜଙ୍କ ମା’ ଓ ପରେ ଗାଁ ସଭାପତିଙ୍କ ପଚରାଉଚରା କରିଛନ୍ତି। ତେବେ ଅଭିଯୁକ୍ତଙ୍କୁ ତାଙ୍କ ସାଙ୍ଗରେ ଆଣି ନ…

ବ୍ରାଉନସୁଗାର କାରବାର ବେଲଗାମ

ନୟାଗଡ ଅଫିସ,୨୧।୧୨: ବ୍ରାଉନସୁଗାର କାରବାର ଉପରେ ଲଗାମ ନ ଥିବାରୁ ଏହାର ବ୍ୟବସାୟ ନୟାଗଡ଼ ଜିଲାରେ ବଢ଼ିବାରେ ଲାଗିଛି। ଜିଲାର ବିଭିନ୍ନ ଥାନା, ଫାଣ୍ଡି, ମନ୍ଦିର, ବଜାର, ଶିକ୍ଷାନୁଷ୍ଠାନ ସମ୍ମୁଖରେ ବ୍ରାଉନସୁଗାର ବିକ୍ରି ହେଉଛି। କାରବାରକୁ ବଢ଼ାଇବା ପାଇଁ ବେକାର ଯୁବକ,…

ସରୋଜଙ୍କ ଲାଏ ଡିଟେକ୍‌ଶନ ଟେଷ୍ଟ କଲା ଏସ୍‌ଆଇଟି: ମା’ ଓ ଭଉଣୀଙ୍କୁ ଛାଡ଼ିଲା

ନୟାଗଡ଼ ଅଫିସ,୨୦ା୧୨: ପରୀ ହତ୍ୟା ଘଟଣାର ତଦନ୍ତ କରୁଥିବା ବରିଷ୍ଠ ଆଇପିଏସ୍‌ ଅଧିକାରୀ ଅରୁଣ ବୋଥ୍ରାଙ୍କ ନେତୃତ୍ୱାଧୀନ ସ୍ବତନ୍ତ୍ର ତଦନ୍ତକାରୀ ଦଳ (ଏସ୍‌ଆଇଟି) ଯଦୁପୁର ଗାଁର ସରୋଜ ସେଠୀଙ୍କ ସମେତ ମା’ ଶୈଳବାଳା ଓ ବଡ଼ଭଉଣୀଙ୍କୁ ଶନିବାର ଭୋର ସମୟରେ ଉଠାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?