ଖୁଦୁରୁକୁଣୀ ଓଷା କରିବାକୁ ଯାଇ ନଦୀରେ ଭାସିଗଲେ ଯୁବତୀ
ନୟାଗଡ଼ ଅଫିସ,୩୦ା୮: ବୃତ୍ତଙ୍ଗ ନଦୀରେ ଭାସି ଯାଇ ଜଣେ ଯୁବତୀଙ୍କ ମୃତ୍ୟୁ ଘଟିଛି। ୩ ଜଣଙ୍କ ଅବସ୍ଥା ଗୁରୁତର ହୋଇଥିଲେ ହେଁ ସେମାନେ ମୃତ୍ୟୁମୁଖରୁ ବଞ୍ଚି ଯାଇଛନ୍ତି। ସୂଚନାଯୋଗ୍ୟ, ଟାକେରା ବରୁସାହିର କିଛି ଯୁବତୀ ଖୁଦୁରୁକୁଣୀ ଓଷା କରିଥିଲେ। ଆଜି ସକାଳେ…
କୁତୁରୀ, ମଣିପୁର ବାହ୍ୟଜଗତରୁ ବିଚ୍ଛିନ୍ନ
ନୟାଗଡ଼ ଅଫିସ/ଭାପୁର (ଡି.ଏନ.ଏ.),୨୮।୮: ମହାନଦୀରେ ଜଳସ୍ତର ବଢ଼ିବାରୁ ନୟାଗଡ଼ ଜିଲାର ଗଣିଆ ଓ ଭାପୁର ବ୍ଲକ ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖାଦେଇଛି। ଗୁରୁବାର ରାସ୍ତାରେ ମହାନଦୀର ବନ୍ୟାଜଳ ଲହଡି ମାରିଥିଲା। ବଡମୂଳ-କୁତୁରୀ ରାସ୍ତାରେ ୩ରୁ ୬ ଫୁଟ ଓ ଭାପୁର ବ୍ଲକର…
ନୟାଗଡ଼ ଜିଲା: ସଙ୍କଟରେ ଚାଷୀ ଓ ଚାଷ
ନୟାଗଡ଼ ଅଫିସ,୧୫ା୮: କୃଷିପ୍ରଧାନ ନୟାଗଡ଼ ଜିଲାରେ ଚାଷୀ ଓ ଚାଷ ସଙ୍କଟରେ। ପ୍ରତିକାର ନ ଥିବାରୁ ଚାଷୀ ଚାଷ ପ୍ରତି ବୀତସ୍ପୃହ ହୋଇପଡୁଛି। ଏହାର ସମାଧାନ ପାଇଁ ଜିଲାର କେତେଜଣ ଚାଷୀ ମୁଖ୍ୟମନ୍ତ୍ରୀ ଓ ଜିଲାପାଳଙ୍କୁ ଫେରାଦ ହୋଇଛନ୍ତି। ଭାଜପା କୃଷକ…
ନୟାଗଡରେ କରୋନା ମୃତ୍ୟୁ ସଂଖ୍ୟା ୯ ଛୁଇଁଲା
ନୟାଗଡ଼ ଅଫିସ,୧୫ା୮-ନୟାଗଡ଼ ଜିଲାରେ ଶନିବାର ୪ କରୋନା ଆକ୍ରାନ୍ତ ଚିହ୍ନଟ ପରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩୪୧ରେ ପହଞ୍ଚିଛି। ଅନ୍ୟପକ୍ଷେ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ରଣପୁର ବ୍ଲକ ରାଜସୁନାଖଳା ଗୋପୀନାଥ ସାହି ଅଞ୍ଚଳର ୭୫ ବର୍ଷିୟ ପୁରୁଷ…
ଭୁଜାଲି ଦେଖାଇ ନେଇଗଲେ ୪୫ ହଜାର ଟଙ୍କା
ନୟାଗଡ଼ ଅଫିସ/ଓଡଗଁା,୧୫ା୮(ସ୍ବ.ପ୍ର.): ନୟାଗଡ଼ ଜିଲା ଦରପଦା-ଓଡଗଁା ରାସ୍ତାର ଆମ୍ବେରାପୁର ପୋଲ ନିକଟରେ ଶନିବାର ଜଣେ ମହିଳା ଜିଆରଏସ୍ଙ୍କୁ ଭୁଜାଲି ଦେଖାଇ ଦୁର୍ବୃତ୍ତମାନେ ୪୫ହଜାର ଟଙ୍କା ଲୁଟିନେଇଛନ୍ତି। ଏ ନେଇ ଓଡଗଁା ଥାନାରେ ଅଭିଯୋଗ ପରେ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।…
ନୟାଗଡ଼ରେ ଜାତୀୟ ପତାକା ଉତ୍ତୋଳନ କଲେ ମନ୍ତ୍ରୀ ସୁଦାମ ମାରାଣ୍ଡି
ନୟାଗଡ଼ ଅଫିସ,୧୫ା୮: ନୟାଗଡସ୍ଥିତ ପୋଲିସ ଟ୍ରେନିଂ ସ୍କୁଲ(ପିଟିଏସ୍)ଠାରେ ୭୪ତମ ଜିଲାସ୍ତରୀୟ ସ୍ବାଧୀନତା ଦିବସ ଶନିବାର ପାଳିତ ହୋଇଯାଇଛି। ଏଥିରେ ମୁଖ୍ୟଅତିଥି ଭାବେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀ ସୁଦାମ ମାରାଣ୍ଡି ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରଛନ୍ତି।…
ଦଣ୍ଡବତ ଯାତ୍ରାରେ ସନ୍ଥ: ବିଶ୍ୱର ମଙ୍ଗଳ ପାଇଁ ରାଜସ୍ଥାନରୁ ପୁରୀ
ନୟାଗଡ଼ ଅଫିସ,୧୧।୮: ବିଶ୍ୱର ମଙ୍ଗଳ କାମନା ସହ ଭାରତରେ ଶାନ୍ତି ପ୍ରତିଷ୍ଠା ପାଇଁ ରାମସିଂ ଭଗତ ନାମକ ଜଣେ ସନ୍ଥ ରାଜସ୍ଥାନରୁ ଶ୍ରୀକ୍ଷେତ୍ର ଧାମ ପୁରୀକୁ ଦଣ୍ଡବତ ଯାତ୍ରାରେ ବାହାରିଛନ୍ତି। ୧୫ରୁ ୨୦ ଦିନ ଭିତରେ ପୁରୀରେ ପହଞ୍ଚି ଜଗନ୍ନାଥଙ୍କୁ ଦର୍ଶନ କରି…
ଧାନ ବିଲ ଭ୍ରମ ସୃଷ୍ଟି କରୁଛି ସ୍ବାସ୍ଥ୍ୟକେନ୍ଦ୍ର ଛାତ
ଖଣ୍ଡପଡା,୧୦ା୮(ସ୍ବ.ପ୍ର.): ସରକାରୀ ବାସଭବନଗୁଡ଼ିକର ମରାମତି ବାବଦରେ ସରକାର ଲକ୍ଷାଧିକ ଟଙ୍କା ବ୍ୟୟ କରୁଛନ୍ତି। ମାତ୍ର ଏଠାରେ ରହୁଥିବା କର୍ମଚାରୀଙ୍କ ଦାୟିତ୍ୱ ହୀନତା ଯୋଗୁ ଏହି ବାସଭବନଗୁଡ଼ିକର ଅବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ୁଛି। ଯାହାର ଉଦାହରଣ ଖଣ୍ଡପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସର ବାସଭବନ ଛାତକୁ…
ପାହାଡ଼ରେ ଗୁମ୍ଫା ଠାବ
ନୟାଗଡ଼ ଅଫିସ/ରଣପୁର, ୬ା୮(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ବ୍ଲକ ନରେନ୍ଦ୍ରପୁର ପଞ୍ଚାୟତ ବଧିପାଟଣା ନିକଟ ମେଳାତଇଲା ପାହାଡରେ ଏକ ପୁରାତନ ଗୁମ୍ଫା ଠାବ ହୋଇଛି। ଗୁମ୍ଫାଟିରେ ବୈଷ୍ଣବଦେବୀ ପୂଜା ପାଉଛନ୍ତି। ଜଣେ ଛେଳି ଚରାଳି ଗୁମ୍ଫାଟିକୁ ଦେଖିବା ପରେ ଏହା ଲୋକଲୋଚନକୁ…
ଜବରଦଖଲକାରୀଙ୍କୁ ପୋଲିସର ଅନୁକମ୍ପା
ନୟାଗଡ଼ ଅଫିସ/ରଣପୁର, ୩୧।୭(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ଏନ୍ଏସିର ସାନଗଡ଼ରେ ଜଣେ ବ୍ୟବସାୟୀ ଶିଶୁ ଉଦ୍ୟାନ ପାଇଁ ଖୋଳାଯାଇଥିବା ନିଅଁ ପୋତିବା ପରେ ଉତ୍ତେଜନା ଦେଖାଦେଇଛି। ରଣପୁର ଥାନା ପୋଲିସ ସମ୍ପୃକ୍ତ ବ୍ୟବସାୟୀଙ୍କୁ ସହଯୋଗ କରିବା ସହ ଗାଁ ଲୋକଙ୍କୁ ମାଡ଼…
ନୟାଗଡ ଜିଲା ଟପ୍ପର କେତେ ମାର୍କ ରଖିଛନ୍ତି ଜାଣନ୍ତୁ
ନୟାଗଡ ଅଫିସ,୨୯।୭-ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ ନୟାଗଡ ଜିଲା ଓଡଗାଁ ରାଧାକାନ୍ତ ଗାଲର୍ସ ହାଇସ୍କୁଲର ଛାତ୍ରୀ ପ୍ରଜ୍ଞାରାଣୀ ମହାପାତ୍ର ସର୍ବାଧିକ ୯୫ ପ୍ରତିଶତ ନମ୍ବର ରଖି ଜିଲାରେ ଟପ୍ପର ହୋଇଛନ୍ତି। ଏଥିସହ ସେ ଜିଲା ପାଇଁ ଗୌରବ ଆଣିଛନ୍ତି। । ପ୍ରଜ୍ଞାରାଣୀ…
ଖଟିଆରେ ବୁହାହେଲେ ରୋଗୀ
ନୟାଗଡ଼ ଅଫିସ,୨୬ା୭: ସବୁ ଦିନିଆ ରାସ୍ତାଟିଏ ନ ଥବାରୁ ୪ କିମି ପର୍ଯ୍ୟନ୍ତ ଖଟିଆରେ ଜଣେ ରୋଗୀଙ୍କୁ ବୋହି ନେବାକୁ ପଡ଼ିଛି। ଆମ୍ବୁଲାନ୍ସ କର୍ମଚାରୀ ଓ ଗାଁ ଲୋକେ ଖଟିଆରେ ନେବା ପରେ ଆମ୍ବୁଲାନ୍ସରେ ଦଶପଲ୍ଲା ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ଏହି ଘଟଣା…
Archives


