ମଧ୍ୟାହ୍ନଭୋଜନରେ ଆଳୁ ନାହିଁ
ନୟାଗଡ଼,୧୦।୮(ଲୋକନାଥ ମିଶ୍ର): ଆଳୁର ଦରବୃଦ୍ଧି ପରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରୀଛାତ୍ରଙ୍କୁ ଦିଆଯାଉଥିବା ମଧ୍ୟାହ୍ନ ଭୋଜନ ଓ ତରକାରୀରୁ ଏହା ଗାଏବ ହୋଇଯାଇଛି। ସେହିପରି ଚାଟ୍, ଆଳୁଚପ, ସିଙ୍ଗଡା ପରି ଜଳଖିଆରୁ ମଧ୍ୟ ପରିମାଣ ମଧ୍ୟ ହ୍ରାସ ପାଇଛି। ତରକାରୀ, ଡାଲମା,…
ଗୋଟିଏ ଦିନରେ ଏକ ହଜାରରୁ ଉର୍ଦ୍ଧ ବୃକ୍ଷ ଲଗାଇଲେ ପ୍ରବାସୀ ଭାରତୀୟ
ରଣପୁର,୫।୮: ବୃକ୍ଷ ହିଁ ଜୀବନ ବୁକ୍ଷ ବଞ୍ଚିଲେ ମଣିଷ ସମାଜ ବଞ୍ଚିବ ଏହାର ମୂଲ୍ୟ ବୋଧକୁ ହୃଦବୋଧ କରି ବିଦେଶରେ ରହୁଥିବା ଜଣେ ପ୍ରବାସୀ ଭାରତୀୟ ବୈଜ୍ଞାନିକ ଗୋଟିଏ ଦିନରେ ଏକ ହଜାରରୁ ଉର୍ଦ୍ଧ ବୃକ୍ଷ ରୋପଣ କରିଛନ୍ତି। ଏଥିରେ ତାଙ୍କୁ…
ଶ୍ରେଣୀଗୃହରୁ ଭିଡ଼ିଆଣି ୨ ଛାତ୍ରଙ୍କୁ ମାଡ଼
ନୟାଗଡ଼,୩।୮(ଲୋକନାଥ ମିଶ୍ର): ଛୁଁଆ ଅଛୁଁଆ ଭେଦଭାବକୁ ନେଇ ନୟାଗଡ଼ ସଦର ଥାନା ଅନ୍ତର୍ଗତ ମାଛିପଡ଼ାସ୍ଥିତ ଗୋଟିଏ କ୍ୟାମ୍ପସରେ ଥିବା ଚନ୍ଦ୍ରଶେଖର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଓ ଶ୍ୟାମବନ୍ଧୁ ଉଚ୍ଚ ବିଦ୍ୟାଳୟ ପରିସର କିଛିଦିନ ହେଲା ଅଶାନ୍ତ ହୋଇପଡ଼ିଛି। କେତେଜଣ ସବର୍ଣ୍ଣ ଏବଂ…
୫ବର୍ଷର ଝିଅକୁ ମାରି ଆତ୍ମହତ୍ୟା କଲେ ବାପା, ବନ୍ଦ ଘର ଭିତରୁ ମିଳିଲା ମୃତଦେହ
ନୟାଗଡ଼,୨୫।୭(ଲୋକନାଥ ମିଶ୍ର): ବନ୍ଦ ଘର ଭିତରୁ ମିଳିଛି ବାପା-ଝିଅଙ୍କ ମୃତଦେହ। ୫ବର୍ଷର ଝିଅଙ୍କୁ ମାରି ନିଜେ ଝୁଲି ପଡିଲେ ବାପା। ଏପରି ଘଟଣା ଦେଖିବାକୁ ମିଳିଛି ନୟାଗଡ଼ ଟାଉନ ଥାନା ନୟାଗଡ଼ ସହରର ଦେବୋତ୍ତର ଲେନ ୪/୧ ରେ। ସେହି ଲେନ୍ର…
ଛୁଆଁ ଅଛୁଆଁ ଭେଦଦ୍ଭାବକୁ ନେଇ ପ୍ରାର୍ଥନା କ୍ଲାସରେ ଦଳିତ ଛାତ୍ରୀଛାତ୍ରଙ୍କୁ ମାଡ଼
ନୟାଗଡ଼,୨୪।୭(ଲୋକନାଥ ମିଶ୍ର): ଛୁଆଁ ଅଛୁଆଁ ଭେଦଦ୍ଭାବକୁ ନେଇ ପ୍ରାର୍ଥନା କ୍ଲାସରେ ଦଳିତ ଛାତ୍ରୀଛାତ୍ରଙ୍କୁ ମାଡ଼। ଏଥିରେ ନୟାଗଡ଼ ବ୍ଲକ ମାଛିପଡା ଚନ୍ଦ୍ରଶେଖର ସରକାରୀ ପ୍ରାଥମିକ ପ୍ରାଥମିକ ବିଦ୍ୟାଳୟ ଓ ଶ୍ୟାମ ବନ୍ଧୁ ଉଚ୍ଚ ବିଦ୍ୟାଳୟର ୧୦ ଜଣ ଦଳିତ ଛାତ୍ର ଆହତ…
୨ ପଞ୍ଚାୟତରେ ୫୭ ଜାଲ୍ ଭତ୍ତା ହିତାଧିକାରୀ
ନୂଆଗାଁ,୧୮।୭(ଧନେଶ୍ୱର ସାହୁ)ନୟାଗଡ଼ ଜିଲା ନୂଆଗାଁ ବ୍ଲକରେ ଭତ୍ତା ପ୍ରଦାନରେ ଅନିୟମିତତା ଅଭିଯୋଗ ପରେ ନୟାଗଡ଼ ଉପ ଜିଲାପାଳଙ୍କ ଦ୍ୱାରା ୩ ଜଣିଆ କମିଟି ଗଠନ କରାଯାଇ ତଦନ୍ତ କରାଯାଇଥିଲା। ତଦନ୍ତରେ ନୂଆଗାଁ ବ୍ଲକର ୨ ପଞ୍ଚାୟତରେ ୫୭ ଜଣ ଜାଲ ଭତ୍ତା…
ଦୁଇ ସାଙ୍ଗଙ୍କ ଉପରେ ମାଡ଼ିଗଲା ଅଜଣା ଗାଡ଼ି
ନୟାଗଡ଼,୧୨ା୭: ଦୁଇ ସାଙ୍ଗଙ୍କ ଉପରେ ଏକ ଅଜଣା ଗାଡ଼ି ମାଡ଼ିଯିବାରୁ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଆଉ ଜଣେ ଗୁରୁତର ହୋଇଛନ୍ତି। ନୟାଗଡ଼ ଜିଲା ଦଶପଲ୍ଲା ଥାନା ଡମାହାଣ୍ଡି ଛକ ନିକଟରେ ଶୁକ୍ରବାର ଏହି ଦୁର୍ଘଟଣା ଘଟିଥିବା ଜଣାପଡ଼ିଛି। ମୃତ ଯୁବକ…
ଖବରଦାତାଙ୍କୁ ବାନ୍ଧିବେ, ପିଟିବେ, କେସ୍ କରିବେ କହିଲେ ଏସ୍ପି
ନୟାଗଡ଼,୮ା୭ (ଲୋକନାଥ ମିଶ୍ର):ରଥଯାତ୍ରା ସମ୍ପର୍କରେ ସୂଚନା ଦିଆଯିବା ନିମନ୍ତେ ନୟାଗଡ଼ ଏସ୍ପି ରାହୁଲ ଜୈନଙ୍କ ପକ୍ଷରୁ ସ୍ଥାନୀୟ ଜିଲା ପୋଲିସ କାର୍ଯ୍ୟାଳୟରେ ଶନିବାର ଅପରାହ୍ନ ୪ଟାରେ ଖବରଦାତାମାନଙ୍କୁ ଡକାଯାଇଥିଲା। ଏନେଇ ପୋଲିସ ଓ ସାମ୍ବାଦିକ ହ୍ବାଟ୍ସଆପ୍ ଗ୍ରୁପ୍ରେ ଇ-ଇନ୍ଭିଟେଶନ ପୋଷ୍ଟ କରାଯାଇଥିଲା।…
ରୂପାନ୍ତରୀକରଣ ପାଇଁ ଅନେକ ଲକ୍ଷ ଟଙ୍କା ବରବାଦ
ଖଣ୍ଡପଡ଼ା,୫ା୭(ଅଜୟ କୁମାର ମହାରଣା): କଣ୍ଟିଲୋ କୁଞ୍ଜ ବିହାରୀ ବାଳିକା ଉଚ୍ଚ ବିଦ୍ୟାଳୟକୁ ଅସୁରକ୍ଷିତ ଘୋଷଣା କରାଯାଇଛି। ଆବଶ୍ୟକ ଶ୍ରେଣୀଗୃହ ଅଭାବ ଯୋଗୁ ଛାତ୍ରୀମାନଙ୍କୁ ସେକ୍ସନରେ ବିଭକ୍ତ କରା ନ ଯାଇ ଏକାଠି ଗୋଟିଏ ଶ୍ରେଣୀରେ ବସାଇ ପାଠ ପଢ଼ା ଯାଉଥିବାରୁ ନାନା…
ନିଲମ୍ବିତ ହେଲେ ୩ ପୋଲିସ
ନୟାଗଡ଼,୩ା୭(ଲୋକନାଥ ମିଶ୍ର): ନୟାଗଡ଼ ସଦରଥାନା ଅନ୍ତର୍ଗତ ଗୋଳଗୋଳା ଗାଁରେ ସିରିଜ ଚୋରି ଘଟଣାରେ ଅଭିଯୋଗକାରୀଙ୍କୁ ଅସହଯୋଗ ନେଇ ୩ ପୋଲିସ କର୍ମଚାରୀ ନିଲମ୍ବିତ ହୋଇଛନ୍ତି। କର୍ତ୍ତବ୍ୟରେ ଅବହେଳା ଅଭିଯୋଗରେ ଏସ୍ଆଇ ହସିନା ପ୍ରଧାନ, ଏଏସ୍ଆଇ ରାଜେଶ୍ବରୀ ନାୟକ ଏବଂ କନଷ୍ଟେବଳ ପୂର୍ଣ୍ଣଚନ୍ଦ୍ର…
ତହସିଲଦାରଙ୍କ ଘରେ ଭିଜିଲାନ୍ସ ଚଢାଉ, ଲାଞ୍ଚ ନେବାବେଳେ ପଡ଼ିଲେ ଧରା
ନୟାଗଡ଼,୩।୭(ଲୋକନାଥ ମିଶ୍ର):ଭିଜିଲାନ୍ସ ଜାଲରେ ଖଣ୍ଡପଡା ତହସିଲଦାର ଧୋବେଇ ନାୟକ ଛନ୍ଦି ହୋଇ ପଡିଛନ୍ତି। ବାଲିଗାଡି ଛାଡିବା ପାଇଁ ଦଲାଲ ମାଧ୍ୟମରେ ୨୦ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଦଲାଲ ମୋହରି ପ୍ରସନ୍ନ ସାହୁଙ୍କୁ ନୟାଗଡ଼ ଭିଜିଲାନ୍ସ ଗିରଫ କରିଛି। ତେବେ ଧୋବେଇଙ୍କ ଭାପୁର…
କଲେଜରେ ଟ୍ୟୁଟୋରିଆଲ, ପ୍ରାକ୍ଟିକାଲ କ୍ଲାସ୍ କରାଯାଉନି; ଟ୍ୟୁଶନ ନ କଲେ କଟୁଛି ନମ୍ବର
ନୟାଗଡ଼,୨୪ା୬(ଲୋକନାଥ ମିଶ୍ର): କୋଚିଂ ଓ ଟ୍ୟୁଶନ ଉପରେ ସରକାରୀ କଟକଣା ରହିଛି। ପ୍ରାଇଭେଟ କୋଚିଂ ଅଧ୍ୟାପକଙ୍କ ପାଇଁ ମନା। ପ୍ରତିବର୍ଷ ଅଗଷ୍ଟରେ ଅଧ୍ୟାପକମାନେ ଅଧ୍ୟକ୍ଷଙ୍କୁ ଏକ ଅଣ୍ଡରଟେକିଂ ଦିଅନ୍ତି। ମୁଁ ପ୍ରାଇଭେଟ କୋଚିଂ କରୁନାହିଁ। ମୋ ବିରୋଧରେ ପ୍ରମାଣ ମିଳିଲେ କାର୍ଯ୍ୟାନଷ୍ଠାନ…
Archives


