ମାଡ଼ିଗଲା ଡମ୍ପର: ୬ ମୃତ
ନୟାଗଡ଼ ଅଫିସ,୨୫ା୧୧: ନୟାଗଡ଼ ଜିଲା ଶରଣକୁଳଠାରେ ମଙ୍ଗଳବାର ଏକ ଡମ୍ପର ପୃଥକ୍ ସ୍ଥାନରେ ଦୁର୍ଘଟଣା ଘଟାଇଛି। ଏଥିରେ ୬ଜଣଙ୍କର ମୃତ୍ୟୁ ଘଟିଛି। ସେମାନେ ହେଲେ ଶରଣକୁଳ ଗୁଡିଆସାହିର ରାଜେଶ ମହାପାତ୍ର (୧୭), ସୁଆରସାହିର ନୀଳକଣ୍ଠ ମହାରଣା (୮୦) ଓ ନାତୁଣୀ କାଜଲ…
ମର୍ମନ୍ତୁଦ ଦୁର୍ଘଟଣା, ୫ ଜୀବନ ଗଲା
ନୟାଗଡ଼ ଅଫିସ,୨୪।୧୧: ନୟାଗଡ଼ ଜିଲା ଶରଣକୁଳ ଥାନା ସରଣକୁଳ ସୁଆରସାହିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଡମ୍ପର ଧକ୍କାରେ ୫ ମୃତ୍ୟୁ ଘଟିଥିବାବେଳେ ଜଣେ ଯୁବତୀ ଗୁରୁତର ଆହତ ହୋଇଛନ୍ତି। ଡମ୍ପର ନୟାଗଡରୁ ଓଡ଼ଗାଁ ଅଭିମୁଖେ ଦ୍ରୁତ ଗତିରେ ଯିବାବେଳେ…
ପରୀ ହତ୍ୟାକାଣ୍ଡ ଘଟଣା: ନ୍ୟାୟ ନ ମିଳିବାରୁ ବିଧାନସଭା ସମ୍ମୁଖରେ ମା’ ବାପାଙ୍କ ଆତ୍ମାହୁତି ଉଦ୍ୟମ
ଭୁବନେଶ୍ୱର/ନୟାଗଡ଼ ଅଫିସ,୨୪।୧୧(ବ୍ୟୁରୋ): ନୟାଗଡ଼ ସଦର ଥାନା ଯଦୁପୁର ଗ୍ରାମରେ ପ୍ରାୟ ୪ମାସ ତଳେ ଘଟିଥିବା ପରୀ (୫) ନାମକ ଶିଶୁକନ୍ୟା ହତ୍ୟା ଘଟଣାରେ ଏଯାଏ ତାଙ୍କ ପରିବାରକୁ ନ୍ୟାୟ ମିଳି ନାହିଁ । ପୋଲିସ ଓ ଜିଲା ପ୍ରଶାସନ ଉପରେ ଅସନ୍ତୋଷ…
ଯୁବତୀଙ୍କୁ କଟୁରିରେ ହାଣି ହତ୍ୟା
ନୟାଗଡ଼ ଅଫିସ,୨୩ା୧୧: ନୟାଗଡ଼ ଜିଲା ଗଣିଆ ଥାନା ବିଜୟନଗର ଗ୍ରାମରେ ଜଣେ ଯୁବତୀଙ୍କୁ କଟୁରିରେ ହାଣି କେହି ଦୁର୍ବୃତ୍ତ ହତ୍ୟା କରିଥିବା ଜଣାପଡ଼ିଛି। ତେବେ କିଏ ହତ୍ୟା କରିଛି କାହିଁକି କରିଛି ତାହା ଏ ପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ପୋଲିସ ଓ…
ଥମିଲା ଭାଲିଆଡିହି ଶ୍ମଶାନ ବିବାଦ: ୨୫ ଘଣ୍ଟା ପରେ ଦାହହେଲା ମୃତଦେହ
ନୟାଗଡ଼ ଅଫିସ,୨୨।୧୧: ନୟାଗଡ଼ ଜିଲା ଗୋଡିପଡା ଫାଣ୍ଡି ଭାଲିଆଡିହି ଶ୍ମଶାନରେ ମୃତଦେହ ଦାହକୁ ନେଇ ଉପରସାହି ଓ ପାଇକସାହି ମଧ୍ୟରେ ଶୁକ୍ରବାର ଅପରାହ୍ନରୁ ଲାଗିରହିଥିବା ଉତ୍ତେଜନା ଶନିବାର ସନ୍ଧ୍ୟାରେ ଥମିଛି। ଉପରସାହି ଲୋକ ମୃତଦେହ ଦାହ କରିବାକୁ ଦାବି କରୁଥିବାବେଳେ ପାଇକସାହି…
ନୟାଗଡ଼ ମ୍ୟୁନିସିପାଲିଟିରେ ନାହିଁ ସ୍ମାର୍ଟ ଶ୍ମଶାନ
ନୟାଗଡ଼ ଅଫିସ,୨୨।୧୧: ନୟାଗଡ ମ୍ୟୁନିସିପାଲିଟିରେ ସ୍ମାର୍ଟ ଶ୍ମଶାନ ନାହିଁ। ପୂର୍ବରୁ ଯେଉଁ ଦୁଇ ଶ୍ମଶାନ ରହିଛି ସେଠାରେ ଶବଦାହ କରିବା ସମ୍ଭବ ନୁହେଁ। ତେଣୁ ସହରବାସୀ ହଇରାଣ ହେଉଛନ୍ତି। କେହି ଖର୍ଚ୍ଚାନ୍ତ ହୋଇ ପୁରୀ ସ୍ବର୍ଗଦ୍ୱାରକୁ ଯାଉଛନ୍ତି ଆଉ କିଏ ନିଜ…
ଦଳିତ, ଆଦିବାସୀଙ୍କୁ ମିଳୁନି ଘରଡିହ ପଟ୍ଟା
ନୟାଗଡ଼ ଅଫିସ,୨୦।୧୧: ସରକାର ଦଳିତ ଓ ଆଦିବାସୀଙ୍କ ପାଇଁ ବିଭିନ୍ନ ଯୋଜନା କରିଛନ୍ତି। ହେଲେ ଏହା ସେମାନଙ୍କ ପାଇଁ ଅପହଞ୍ଚ ହୋଇରହିଛି। ରଣପୁର ତହସିଲର ବିଭିନ୍ନ ପଞ୍ଚାୟତରେ ୫୦୦ରୁ ଊର୍ଦ୍ଧ୍ୱ ଦଳିତ ଓ ଆଦିବାସୀ ପରିବାର ସରକାରୀ ଜମିରେ କାହିଁ କେଉଁ…
ଧାନ କିଣାବିକାରେ ରହୁନି ସ୍ବଚ୍ଛତା
ନୟାଗଡ଼ ଅଫିସ,୧୪ା୧୧: ନୟାଗଡ଼ ଜିଲାରେ ଧାନ କିଣାବିକାରେ ସ୍ବଚ୍ଛତା ରହୁନାହିଁ। ୨୦୧୯-୨୦ ଆର୍ଥିକ ବର୍ଷର ସ୍ଥିତି ଅନୁଧ୍ୟାନ କଲେ ଏହା ସ୍ପଷ୍ଟ ହେବ। ଚଳିତବର୍ଷ ଏହି ଅନିୟମିତତା ରୋକା ନ ଗଲେ କଂଗ୍ରେସ ଓ ଭାଜପା ଆନ୍ଦୋଳନ କରିବାକୁ ଧମକ ଦେଇସାରିଲେଣି।…
ଅଦାଲତ ଆଦେଶ ମାନିଲାନି ବ୍ୟାଙ୍କ: ଅପିଲ ପରେ ମିଲିଲା କ୍ଷତିପୂରଣ
ନୟାଗଡ଼ ଅଫିସ,୧୪ା୧୧-ଖାଉଟି ଅଦାଲତଙ୍କ ଆଦେଶ କାର୍ଯ୍ୟକାରୀ ନ ହେବାରୁ ଆଦେନକାରୀ ଅପିଲ କରି ନ୍ୟାୟ ପାଇଛନ୍ତି। ଓଡ଼ଗାଁ ବ୍ଲକ ନନ୍ଦିଘୋର ଗ୍ରାମର ମାଗୁଣି ସେଠୀ ନାମକ ଜଣେ ଗ୍ରାହକ ନୟାଗଡ଼ସ୍ଥିତ ଏକ ବ୍ୟାଙ୍କରୁ ବ୍ୟକ୍ତିଗତ ଋଣ ନେଇଥିଲେ। ଏ ବାବଦରେ ସେ…
ପରିବେଶ ପର୍ଯ୍ୟଟନସ୍ଥଳୀରୁ ମୁହଁ ଫେରାଉଛନ୍ତି ପର୍ଯ୍ୟଟକ
ଖଣ୍ଡପଡ଼ା,୧୪ା୧୧(ସ୍ବ.ପ୍ର.): ଖଣ୍ଡପଡ଼ା ସହର ଉପକଣ୍ଠରେ ରହିଛି ସୁନାମୁହିଁ ପରିବେଶ ପର୍ଯ୍ୟଟନ ସ୍ଥଳୀ। ୨ବର୍ଷ ତଳେ ଏହା ଲୋକାରଣ୍ୟ ହୋଇଉଠୁଥିଲା। ରାଜ୍ୟ ତଥା ରାଜ୍ୟ ବାହାରରୁ ଏଠାକୁ ପର୍ଯ୍ୟଟକଙ୍କ ସୁଅ ଛୁଟୁଥିଲା। ଏବେ ପର୍ଯ୍ୟଟନ ଋତୁ ଆରମ୍ଭ ହୋଇଥିଲେ ହେଁ ଆଉ ପୂର୍ବପରି…
ମଞ୍ଚରୁ ଆଉ ଶୁଭିବନି ‘ମୁଁ ଅନ୍ଧ ଭିକାରି’ ଗୀତ
ଖଣ୍ଡପଡ଼ା,୬ା୧୧(ସ୍ବ.ପ୍ର.): ଭଜନ ମଣ୍ଡପରୁ ଆଉ ଶୁଭିବନି ‘ମୁଁ ଅନ୍ଧ ଭିକାରି, ହାତ ଧରି ମୋତେ କରିଦେ ପାରି..’ ଗୀତ। ଜୀବନବ୍ୟାପୀ ଜଗନ୍ନାଥ ସଙ୍ଗୀତର ସଫଳ ସାଧକ କଣ୍ଠଶିଳ୍ପୀ ଭିକାରୀ ମହମ୍ମଦ ଆଉ ନାହାନ୍ତି। ଗୁରୁବାର ଭୋର ସମୟରେ ୭୧ ବର୍ଷ ବୟସରେ…
ପରୀ ହତ୍ୟାକାଣ୍ଡ ଘଟଣା: ମା’ ବାପାଙ୍କୁ ଆକ୍ରମଣ କରି ୧୪ ଗିରଫ
ନୟାଗଡ଼ ଅଫିସ,୨୬।୧୦: ନୟାଗଡ଼ ସଦର ଥାନା ଅଧୀନ ଯଦୁପୁର ଗାଁରେ ଘଟିଥିବା ପରୀ ହତ୍ୟାକାଣ୍ଡ ଧୀରେଧୀରେ ବିବାଦୀୟ ହୋଇଚାଲିଛି। ଏଭଳିସ୍ଥଳେ ମୃତ ପରୀଙ୍କ ମା’ ବାପାଙ୍କୁ ଆକ୍ରମଣ କରିଥିବା ୧୪ ଆକ୍ରମଣକାରୀ ଗିରଫ ହୋଇଛନ୍ତି। ନୟାଗଡ଼ ସଦର ଥାନା ପୋଲିସ ୧୨…

