ନୟାଗଡ଼

କଲଭର୍ଟରେ ଗର୍ତ୍ତ: ୨ ମାସରେ ୩୪ ଦୁର୍ଘଟଣା

ରଣପୁର,୨୦ା୧(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ଏନ୍‌ଏସିର ୧୩ନଂ. ୱାର୍ଡ ରଘୁନାଥପୁର ଗଁା ମୁଣ୍ଡରେ ଥିବା କଲଭର୍ଟରେ ଗର୍ତ୍ତ ସୃଷ୍ଟି ହୋଇ ଦୁର୍ଘଟଣାକୁ ଆମନ୍ତ୍ରଣ କରୁଛି। ଗତ ୨ମାସ ମଧ୍ୟରେ ଏଠାରେ ୩୪ଟି ଦୁର୍ଘଟଣା ଘଟିସାରିଲାଣି। ସେହିପରି ୧୨ ଗୃହପାଳିତ ପ୍ରାଣୀ...

ବିଚାରାଧୀନ କଏଦୀ ମୃତ

ନୟାଗଡ଼,୧୯।୧(ଡି.ଏନ୍‌.ଏ.): ନୟାଗଡ଼ ଜିଲା ଦଶପଲ୍ଲା ସବ୍‌ଜେଲ୍‌ରେ ବିଚାରାଧୀନ ଥିବା ଜଣେ କଏଦୀଙ୍କ ଶନିବାର ମୃତ୍ୟୁ ଘଟିଛି। ସେ ହେଲେ କୃଷ୍ଣଚନ୍ଦ୍ର ପାତ୍ର (୪୫)। ସୂଚନାଯୋଗ୍ୟ, ଏକ ଗଣ୍ଡଗୋଳ ଘଟଣାରେ ଜେଲ୍‌ରେ ଥିବା କୃଷ୍ଣଚନ୍ଦ୍ର ପୂର୍ବରୁ ପେଟ ରୋଗଜନିତ ସମସ୍ୟାରେ ଆକ୍ରାନ୍ତ...

ଚିଲିକାରେ ଡଲଫିନ୍‌ ଗଣନା ଆଜି, ଗଠନ ହୋଇଛି ୧୮ ଦଳ

ବାଲୁଗାଁ,୧୯ା୧(ଡି.ଏନ୍‌.ଏ.): ସମଗ୍ର ଚିଲିକାରେ ରବିବାର ବିରଳ ‘ଇରାଓ୍ବାଡି’ ପ୍ରଜାତିର ଡଲଫିନ୍‌ ଗଣନା କରାଯିବ। ଚିଲିକା ବନ୍ୟପ୍ରାଣୀ ବିଭାଗ ଓ ସିଡିଏର ମିଳିତ ଆନୁକୂଲ୍ୟରେ ଏହି ଗଣନା କାର୍ଯ୍ୟ ହେଉଛି। ଏଥିପାଇଁ ବିଭାଗ ପକ୍ଷରୁ ଶନିବାର ବାଲୁଗାଁ ନିକଟ ଚନ୍ଦ୍ରାପୁଟସ୍ଥିତ ସିଡିଏ...

ସଡ଼କ ସୁରକ୍ଷା ସପ୍ତାହ ଉଦ୍‌ଯାପିତ: ଦୁର୍ଘଟଣାଗ୍ରସ୍ତଙ୍କୁ ସହାୟତା କରିଥିବା ୫ ପୁରସ୍କୃତ

ନୟାଗଡ଼ ଅଫିସ,୧୮।୧: ଗତ ୧୧ ତାରିଖଠାରୁ ଆରମ୍ଭ ହୋଇଥିବା ଜାତୀୟ ସଡ଼କ ସୁରକ୍ଷା ସପ୍ତାହ ଶୁକ୍ରବାର ଉଦ୍‌ଯାପିତ ହୋଇଯାଇଛି। ଉଦ୍‌ଯାପନୀ କାର୍ଯ୍ୟକ୍ରମ ପଠାଣି ସାମନ୍ତ ଅଡ଼ିଟୋରିୟମଠାରେ ଅନୁଷ୍ଠିତ ହୋଇଥିଲା। ଉପଜିଲାପାଳ ତଥା ଆରଟିଓ ଦାୟିତ୍ୱରେ ଥିବା ଲଗ୍ନଜିତ ରାଉତଙ୍କ ଅଧ୍ୟକ୍ଷତାରେ...

ଗଣିଆ ପଞ୍ଚାୟତ ସମିତିର ୭ମ ଅଧିବେଶନ: ଶିକ୍ଷା, ସ୍ବାସ୍ଥ୍ୟ, କୃଷି ସମସ୍ୟାକୁ ଗୁରୁତ୍ୱ

ଗଣିଆ,୧୮ା୧(ଡି.ଏନ୍‌.ଏ.): ଗଣିଆ ବ୍ଲକ ସଦ୍‌ଭାବନା ଗୃହଠାରେ ଶୁକ୍ରବାର ପଞ୍ଚାୟତ ସମିତିର ୭ମ ଅଧିବେଶନ ଅନୁଷ୍ଠିତ ହୋଇଯାଇଛି। ବ୍ଲକ ଅଧ୍ୟକ୍ଷ ଶେଷଦେବ ସ୍ବାଇଁଙ୍କ ସଭାପତିତ୍ୱରେ ଆୟୋଜିତ ବୈଠକରେ ବିଡିଓ ମାନସ ରଞ୍ଜନ ସାମଲ, ଏବିଡିଓ ସରୋଜ କୁମାର ନାୟକ, ଜିଲା ପରିଷଦ...

ଜିଲାସ୍ତରୀୟ ପାଣି ପଞ୍ଚାୟତ ପକ୍ଷ: ଜଳର ସର୍ବୋତ୍କୃଷ୍ଟ ବିନିଯୋଗ କରିବାକୁ ପରାମର୍ଶ

ରଣପୁର,୧୮ା୧(ସ୍ବ.ପ୍ର.): ଚାଷୀମାନଙ୍କୁ ସଙ୍ଗଠିତ କରିବା ସହ ପାଣିପଞ୍ଚାୟତ ମାଧ୍ୟମରେ ସେମାନେ ଜଳସେଚନ ସୁବିଧା ପାଇ ଯେଭଳି ସ୍ବାବଲମ୍ବୀ ହୋଇପାରିବେ ସେଥିପାଇଁ ସରକାରଙ୍କ ପକ୍ଷରୁ ବ୍ୟବସ୍ଥା କରାଯାଉଛି। ଏ ଦିଗରେ ସଚେତନତା ସୃଷ୍ଟି ପାଇଁ ରାଜ୍ୟ ସରକାରଙ୍କ କ୍ଷୁଦ୍ର ଜଳସେଚନ ବିଭାଗ...

ମହାନଦୀ ଜଳରେ ଭାସୁଛି ନବଜାତ ଶିଶୁପୁତ୍ରର ମୃତଦେହ

ଭାପୁର,୧୭।୧(ଡି.ଏନ୍‌.ଏ.): ନୟାଗଡ଼ ଜିଲା ଫତେଗଡ଼ ଥାନା କରବର ପଞ୍ଚାୟତ ନଣ୍ଡାବର ଗ୍ରାମ ନିକଟ ମହାନଦୀର ଘାଟତୁଠରେ ଶୁକ୍ରବାର ଏକ ନବଜାତ ଶିଶୁପୁତ୍ରର ମୃତଦେହ ଭାସୁଥିବା ଦେଖାଯାଇଛି। ଏହା ଦେଖି ଗ୍ରାମବାସୀ ପୋଲିସକୁ ଖବର ଦେଇଥିଲେ। ଫତେଗଡ଼ ଥାନା ଏସ୍‌ଆଇ ନିରଞ୍ଜନ...

ମଣ୍ଡିରେ ଧାନ ବିକିପାରୁ ନାହାନ୍ତି ଚାଷୀ: ସମିତି କାର୍ଯ୍ୟାଳୟରେ ତାଲା ପକାଇଲେ

ଖଣ୍ଡପଡ଼ା,୧୭ା୧(ସ୍ବ.ପ୍ର.): ଖଣ୍ଡପଡା ବ୍ଲକ ଅଞ୍ଚଳର ଜଣେ ଚାଷୀ ଟୋକନ୍‌ ପାଇ ନ ଥିବାରୁ ମଣ୍ଡିରେ ଧାନ ବିକିପାରୁ ନାହାନ୍ତି। ଏହାର ସମାଧାନ ଦାବିରେ ଗୁରୁବାର ସେ ବିଭାଗୀୟ ଅଧିକାରୀଙ୍କୁ ଜଣାଇ ସମିତି କାର୍ଯ୍ୟାଳୟରେ ତାଲା ପକାଇଥିଲେ। ରାଜ୍ୟ ସରକାର ସେବା...

ଆର୍‌ଡି ବିଭାଗର କାର୍ଯ୍ୟକୁ ନେଇ ବଢୁଛି ଜନ ଅସନ୍ତୋଷ: ରାସ୍ତାକାର୍ଯ୍ୟ ନିମ୍ନମାନର, ହେଉନି ରକ୍ଷଣାବେକ୍ଷଣ

ନୂଆଗାଁ,୧୭ା୧ (ଡି.ଏନ.ଏ.): ନୟାଗଡ଼ ଜିଲା ନୂଆଗାଁ ବ୍ଲକରେ ଗ୍ରାମ୍ୟ ଉନ୍ନୟନ (ଆର୍‌ଡି) ବିଭାଗର କାର୍ଯ୍ୟକୁ ନେଇ ଜନ ଅସନ୍ତୋଷ ବଢିବାରେ ଲାଗିଛି। ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନାରେ ବିଭାଗ ଦ୍ୱାରା ନିର୍ମାଣ କରାଯାଉଥିବା ରାସ୍ତାଗୁଡିକ ଅତି ନିମ୍ନମାନର ହେଉଥିବାରୁ ତାହା...

୩ଟି ପର୍ଯ୍ୟାୟରେ ହେବ ବିଦ୍ୟୁତ୍‌ କାଟ: ୪୪ ହଜାର ଉପଭୋକ୍ତାଙ୍କ ୫୨ କୋଟି ଟଙ୍କା ବକେୟା

ନୟାଗଡ଼ ଅଫିସ,୧୬।୧: ନୟାଗଡ଼ ଜିଲା ସେସୁ ପକ୍ଷରୁ ଗୁରୁବାରଠାରୁ ବକେୟା ବିଲ୍‌ ଥିବା ବିଦ୍ୟୁତ୍‌ ଉପଭୋକ୍ତାଙ୍କର ବିଦ୍ୟୁତ୍‌ କାଟ କରାଯିବ। ୩ଟି ପର୍ଯ୍ୟାୟରେ ବିଦ୍ୟୁତ୍‌ କାଟ ହେବ। ପ୍ରଥମ ପର୍ଯ୍ୟାୟରେ ବିଦ୍ୟୁତ୍‌ ବିଲ୍‌ର ବକେୟା ଟଙ୍କା ଦେଇ ନ ଥିବା...

ନୟାଗଡ଼ ସ୍ବୟଂଶାସିତ ମହାବିଦ୍ୟାଳୟର ବାର୍ଷିକ ଉତ୍ସବ: ପାଠ୍ୟ ପୁସ୍ତକ ସହ ଅନ୍ୟ ବହି ପଢ଼ିବାକୁ ପରାର୍ମଶ

ନୟାଗଡ଼ ଅଫିସ,୧୫।୧-ନୟାଗଡ଼ ସ୍ବୟଂଶାସିତ ଓ ଯୁକ୍ତ ୨ କନିଷ୍ଠ ମହାବିଦ୍ୟାଳୟର ୫୯ତମ ବାର୍ଷିକ ଉତ୍ସବ ଅଟୋ ପେଷ୍ଟ-୨୦୨୦ ମଙ୍ଗଳବାର ମହାବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ଛାତ୍ର ସଙ୍ଗଠକ ମନୋରଞ୍ଜନ ଗୌଡ଼ଙ୍କ ସଭାପତିତ୍ୱରେ ହୋଇଥିବା ଏହି କାର୍ଯ୍ୟକ୍ରମରେ ସ୍ଥାନୀୟ ବିଧାୟକ...

ଶିକ୍ଷାନୁଷ୍ଠାନ ଶିକ୍ଷାର୍ଥୀଙ୍କ ସାଧନାର ତପୋବନ: ରାଜ୍ୟପାଳ

ନିରାକାରପୁର,୧୫ା୧(ଡି.ଏନ୍‌.ଏ.): ନିଜ ଦୀପ୍ତି ଓ ପ୍ରତିଭାକୁ ଚିହ୍ନିବାର ଅବକାଶ ଦେଇଥାଏ ଶିକ୍ଷାନୁଷ୍ଠାନ ଏବଂ ଏହି ଶିକ୍ଷାନୁଷ୍ଠାନ ହିଁ ଶିକ୍ଷାର୍ଥୀଙ୍କ ସାଧନାର ତପୋବନ। ଖୋର୍ଦ୍ଧା ଜିଲା ନିରାକାରପୁରସ୍ଥିତ କ୍ଷେତ୍ରବାସୀ ଡିଏଭି ମହାବିଦ୍ୟାଳୟ ହୀରକ ଜୟନ୍ତୀ ଉତ୍ସବ ଉଦ୍‌ଘାଟନ କରି ରାଜ୍ୟପାଳ ପ୍ରଫେସର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri