ନୟାଗଡ଼

ନୟାଗଡ଼ରେ ଜାତୀୟ ପତାକା ଉତ୍ତୋଳନ କଲେ ମନ୍ତ୍ରୀ ସୁଦାମ ମାରାଣ୍ଡି

ନୟାଗଡ଼ ଅଫିସ,୧୫ା୮: ନୟାଗଡସ୍ଥିତ ପୋଲିସ ଟ୍ରେନିଂ ସ୍କୁଲ(ପିଟିଏସ୍‌)ଠାରେ ୭୪ତମ ଜିଲାସ୍ତରୀୟ ସ୍ବାଧୀନତା ଦିବସ ଶନିବାର ପାଳିତ ହୋଇଯାଇଛି। ଏଥିରେ ମୁଖ୍ୟଅତିଥି ଭାବେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀ ସୁଦାମ ମାରାଣ୍ଡି ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରଛନ୍ତି।…

ଦଣ୍ଡବତ ଯାତ୍ରାରେ ସନ୍ଥ: ବିଶ୍ୱର ମଙ୍ଗଳ ପାଇଁ ରାଜସ୍ଥାନରୁ ପୁରୀ

ନୟାଗଡ଼ ଅଫିସ,୧୧।୮: ବିଶ୍ୱର ମଙ୍ଗଳ କାମନା ସହ ଭାରତରେ ଶାନ୍ତି ପ୍ରତିଷ୍ଠା ପାଇଁ ରାମସିଂ ଭଗତ ନାମକ ଜଣେ ସନ୍ଥ ରାଜସ୍ଥାନରୁ ଶ୍ରୀକ୍ଷେତ୍ର ଧାମ ପୁରୀକୁ ଦଣ୍ଡବତ ଯାତ୍ରାରେ ବାହାରିଛନ୍ତି। ୧୫ରୁ ୨୦ ଦିନ ଭିତରେ ପୁରୀରେ ପହଞ୍ଚି ଜଗନ୍ନାଥଙ୍କୁ ଦର୍ଶନ…

ଧାନ ବିଲ ଭ୍ରମ ସୃଷ୍ଟି କରୁଛି ସ୍ବାସ୍ଥ୍ୟକେନ୍ଦ୍ର ଛାତ

ଖଣ୍ଡପଡା,୧୦ା୮(ସ୍ବ.ପ୍ର.): ସରକାରୀ ବାସଭବନଗୁଡ଼ିକର ମରାମତି ବାବଦରେ ସରକାର ଲକ୍ଷାଧିକ ଟଙ୍କା ବ୍ୟୟ କରୁଛନ୍ତି। ମାତ୍ର ଏଠାରେ ରହୁଥିବା କର୍ମଚାରୀଙ୍କ ଦାୟିତ୍ୱ ହୀନତା ଯୋଗୁ ଏହି ବାସଭବନଗୁଡ଼ିକର ଅବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ୁଛି। ଯାହାର ଉଦାହରଣ ଖଣ୍ଡପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସର ବାସଭବନ ଛାତକୁ…

ପାହାଡ଼ରେ ଗୁମ୍ଫା ଠାବ

ନୟାଗଡ଼ ଅଫିସ/ରଣପୁର, ୬ା୮(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ବ୍ଲକ ନରେନ୍ଦ୍ରପୁର ପଞ୍ଚାୟତ ବଧିପାଟଣା ନିକଟ ମେଳାତଇଲା ପାହାଡରେ ଏକ ପୁରାତନ ଗୁମ୍ଫା ଠାବ ହୋଇଛି। ଗୁମ୍ଫାଟିରେ ବୈଷ୍ଣବଦେବୀ ପୂଜା ପାଉଛନ୍ତି। ଜଣେ ଛେଳି ଚରାଳି ଗୁମ୍ଫାଟିକୁ ଦେଖିବା ପରେ ଏହା ଲୋକଲୋଚନକୁ…

ଜବରଦଖଲକାରୀଙ୍କୁ ପୋଲିସର ଅନୁକମ୍ପା

ନୟାଗଡ଼ ଅଫିସ/ରଣପୁର, ୩୧।୭(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ଏନ୍‌ଏସିର ସାନଗଡ଼ରେ ଜଣେ ବ୍ୟବସାୟୀ ଶିଶୁ ଉଦ୍ୟାନ ପାଇଁ ଖୋଳାଯାଇଥିବା ନିଅଁ ପୋତିବା ପରେ ଉତ୍ତେଜନା ଦେଖାଦେଇଛି। ରଣପୁର ଥାନା ପୋଲିସ ସମ୍ପୃକ୍ତ ବ୍ୟବସାୟୀଙ୍କୁ ସହଯୋଗ କରିବା ସହ ଗାଁ ଲୋକଙ୍କୁ ମାଡ଼…

ନୟାଗଡ ଜିଲା ଟପ୍ପର କେତେ ମାର୍କ ରଖିଛନ୍ତି ଜାଣନ୍ତୁ

ନୟାଗଡ ଅଫିସ,୨୯।୭-ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ ନୟାଗଡ ଜିଲା ଓଡଗାଁ ରାଧାକାନ୍ତ ଗାଲର୍ସ ହାଇସ୍କୁଲର ଛାତ୍ରୀ ପ୍ରଜ୍ଞାରାଣୀ ମହାପାତ୍ର ସର୍ବାଧିକ ୯୫ ପ୍ରତିଶତ ନମ୍ବର ରଖି ଜିଲାରେ ଟପ୍ପର ହୋଇଛନ୍ତି। ଏଥିସହ ସେ ଜିଲା ପାଇଁ ଗୌରବ ଆଣିଛନ୍ତି। । ପ୍ରଜ୍ଞାରାଣୀ…

ଖଟିଆରେ ବୁହାହେଲେ ରୋଗୀ

ନୟାଗଡ଼ ଅଫିସ,୨୬ା୭: ସବୁ ଦିନିଆ ରାସ୍ତାଟିଏ ନ ଥବାରୁ ୪ କିମି ପର୍ଯ୍ୟନ୍ତ ଖଟିଆରେ ଜଣେ ରୋଗୀଙ୍କୁ ବୋହି ନେବାକୁ ପଡ଼ିଛି। ଆମ୍ବୁଲାନ୍ସ କର୍ମଚାରୀ ଓ ଗାଁ ଲୋକେ ଖଟିଆରେ ନେବା ପରେ ଆମ୍ବୁଲାନ୍ସରେ ଦଶପଲ୍ଲା ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ଏହି ଘଟଣା…

୫୯୦ ହୋମିଓପାଥି ଚିକିତ୍ସାକେନ୍ଦ୍ରରେ ତାଲା

ନୟାଗଡ଼ ଅଫିସ,୯।୭: ଆୟୁଷ ନିର୍ଦ୍ଦେଶାଳୟ ଅଧୀନରେ କାର୍ଯ୍ୟରତ ହୋମିଓପାଥି ଡାକ୍ତରଙ୍କୁ କୋଭିଡ୍‌ ଡ୍ୟୁଟିରେ ପଠାଯିବା ପରେ ରାଜ୍ୟରେ ୫୯୦ ହୋମିଓପାଥି ଚିକିତ୍ସାଳୟରେ ପ୍ରାୟ ୩ମାସ ହେଲା ତାଲା ଝୁଲୁଛି। ଫଳରେ ଗ୍ରାମାଞ୍ଚଳରେ ରୋଗୀ ହନ୍ତସନ୍ତ ହେଉଛନ୍ତି। ରାଜ୍ୟର ବିଭିନ୍ନ ପିଏଚ୍‌ସି ଓ…

ଶିଳରେ ଛେଚି ଚାଷୀଙ୍କୁ ହତ୍ୟାକଲେ ଦୁର୍ବୃତ୍ତ

ନୟାଗଡ଼ ଅଫିସ,୨ା୭: ନୟାଗଡ଼ ଟାଉନ ଥାନା ଡିଆଁପଡ଼ା ଗାଁର ଜଣେ ଚାଷୀଙ୍କୁ କେହି ଦୁର୍ବୃତ୍ତ ଶିଳରେ ଛେଚି ବୁଧବାର ରାତିରେ ହତ୍ୟା କରିଛନ୍ତି। ମୃତକ ଜଣକ ହେଲେ ପ୍ରହଲାଦ ଜେନା(୬୫)। ପ୍ରହଲ୍ଲାଦ ତାଙ୍କ ଜମିରେ ଥିବା କୁଡ଼ିଆରେ ଫସଲ ଜଗି ବୁଧବାର…

ବାହାଘର ଭୋଜି ଚାଲିଥିବା ବେଳେ ନୟାଗଡ଼ ଜିଲାପାଳଙ୍କ ଚଢ଼ାଉ: ଆଦାୟ କଲେ ୨୦ ହଜାର ଜରିମାନା

ନୟାଗଡ଼ ଅଫିସ,୨ା୭: ନୟାଗଡ଼ ଜିଲା ଓଡ଼ଗାଁ ବ୍ଲକର ଗୋଡ଼ିପଲ୍ଲୀ ଗାଁରେ ବୁଧବାର ଏକ ବାହାଘର ଭୋଜି ଚାଲିଥିବା ବେଳେ ଜିଲାପାଳ ପୋମା ଟୁଡୁ ଚଢ଼ାଉ କରିଛନ୍ତି। ବିବାହ ଭୋଜିରେ ୫୦ରୁ ଊର୍ଦ୍ଧ୍ୱ ଲୋକ ଉପସ୍ଥିତ ଥିବା ବେଳେ ସାମାଜିକ ଦୂରତ୍ୱ ନ…

ଓଡ଼ଗାଁ ଏନ୍‌ଏସିକୁ କଣ୍ଟେନ୍‌ମେଣ୍ଟ୍‌ ଜୋନ୍‌ ଘୋଷଣା କଲେ ଜିଲାପାଳ

ଓଡ଼ଗାଁ,୧ା୭(ସ୍ବ.ପ୍ର.): ନୟାଗଡ଼ ଜିଲା ଓଡ଼ଗାଁ ବ୍ଲକ କୁରାଳ ଓ ସୁନାମୁହିଁ ପଞ୍ଚାୟତରୁ ବାହ୍ୟ ଓ ସଙ୍ଗରୋଧ କେନ୍ଦ୍ରରୁ ୧୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ପ୍ରଶାସନର ନିଦ ହଜିଯାଇଥିଲା। ଜିଲା ପ୍ରଶାସନ କେବଳ ନୟାଗଡ଼ ସହରକୁ ଜଗିଥିବା ବେଳେ ଗ୍ରାମାଞ୍ଚଳକୁ…

ଅକ୍ଷୟଙ୍କ କଣ୍ଠଶ୍ୱରକୁ ଜୀବିତ କରିଛନ୍ତି ପ୍ରଦୀପ  

ନୟାଗଡ ଅଫିସ,୨୮ା୬: ଆଧୁନିକ ସଙ୍ଗୀତର ବାଦ୍‌ଶାହା ଅକ୍ଷୟ ମହାନ୍ତି ସିନା ଏ ଦୁନିଆରେ ନାହାନ୍ତି, ହେଲେ ତାଙ୍କର ପ୍ରତ୍ୟେକଟି ଗୀତ ଆଜିବି ଶ୍ରୋତାଙ୍କ ମନରେ ଗୁଞ୍ଜରଣ ସୃଷ୍ଟି କରୁଛି। ଅନେକ କଣ୍ଠଶିଳ୍ପୀ, ଗୀତିକାର ଅକ୍ଷୟଙ୍କ ପଦାଙ୍କ ଅନୁସରଣ କରିଛନ୍ତି ସତ ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?