ନୟାଗଡ଼

ନୟାଗଡରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା: ମୋବାଇଲ୍‌ ଟର୍ଚ୍ଚରେ ଆଟେଣ୍ଡାଣ୍ଟ କଲେ ଗୁରୁତର ରୋଗୀଙ୍କ ଷ୍ଟିଚିଂ

ନୟାଗଡ଼ ଅଫିସ,୩।୬: ମୋବାଇଲ ଟର୍ଚ୍ଚ ଆଲୋକରେ କରାଯାଉଛି ଷ୍ଟିଚ୍‌। ତାହା ପୁଣି ଦୁର୍ଘଟଣାର ଶିକାର ହୋଇ ଗୁରୁତର ଥିବା ରୋଗୀଙ୍କୁ। ନୟାଗଡ ଜିଲା ରଣପୁର ବ୍ଲକ ରାଜ ସୁନାଖଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏଭଳି ଅଭାବନୀୟ ଘଟଣା ଘଟିଥିବା ବୁଧବାର ସୂଚନା ମିଳିଛି।…

ବଜ୍ରପାତରେ ୨ ଯୁବକ ଗୁରୁତର, ଜଳିଗଲେ ୬ ଛେଳି, ମେଣ୍ଢା

ନୟାଗଡ଼ ଅଫିସ,୧ା୬: ସୋମବାର ଅପରାହ୍ନରେ ନୟାଗଡ଼ରେ ବର୍ଷାପବନ ସାଙ୍ଗକୁ ବଜ୍ରପାତ ହୋଇଥିଲା। ଏହା ପ୍ରଭାବରେ ନୟାଗଡ ବ୍ଲକ ଚଣ୍ଡିବସ୍ତ ପୋଖରୀ ନିକଟରେ ୫ ମେଣ୍ଢା ଓ ୧ ଛେଳି ଜୀବନ୍ତ ଦଗ୍ଧ ହୋଇଛନ୍ତି। ସେହିପରି ଛେଳି ଓ ମେଣ୍ଢା ଚରାଉଥିବା ଅଜୟ…

ଝିଆରୀ ହତ୍ୟାକାରୀ ଦାଦା ଗିରଫ

ନୟାଗଡ଼ ଅଫିସ/ଦଶପଲ୍ଲା,୧ା୬(ଡି.ଏନ୍‌.ଏ.): ଝିଆରୀ ହତ୍ୟା ଅଭିଯୋଗରେ ନୟାଗଡ଼ ଜିଲା ଦଶପଲ୍ଲା ପୋଲିସ ସୋମବାର ଦାଦା ବିପିନ ବିହାରୀ ଦାସ(୩୮)ଙ୍କୁ ଗିରଫ କରିଛି । ଏଥିସହ ହତ୍ୟାରେ ବ୍ୟବହୃତ ଠେଙ୍ଗାକୁ ମଧ୍ୟ ଜବତ କରିଛି । ପ୍ରକାଶ ଯେ, ଦଶପଲ୍ଲା ସହର ମାଳିସାହିରେ…

ମୂଲ୍ୟବାନ କାଠ ପଟା, କରତ ଜବତ

ଓଡ଼ଗାଁ,୩୧ା୫(ସ୍ବ.ପ୍ର.): ନୟାଗଡ଼ ଜିଲା ଓଡ଼ଗାଁ ବନ ବିଭାଗ ରବିବାର ସକାଳୁ ବାହାଡ଼ାଝୋଲା ସେକ୍ସନ କଇଁଠପଲି ଗାଁରେ ଚଢ଼ାଉ କରି ବହୁ ମୂଲ୍ୟବାନ କାଠ ପଟା ଜବତ କରିଛି। ଜନୈକ ବ୍ୟକ୍ତିଙ୍କ ବାଡ଼ିରେ ପାଳ ଘୋଡ଼ା ହୋଇ କେତେକ ପଟା ରହିଥିବା ବିଭାଗ…

ଭିଜିଲାନ୍ସ ହାତରେ ଢିପିସାହି ସମବାୟ ସମିତି ସମ୍ପାଦକ

ନୟାଗଡ ଅଫିସ,୨୮।୫-ବିହନ ଦେବା ପାଇଁ ଜଣେ ଚାଷୀଙ୍କଠାରୁ ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଗୁରୁବାର ନୟାଗଡ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ଢିପିସାହି ସମବାୟ ସମିତି ସମ୍ପାଦକ ପ୍ରମୋଦ କୁମାର ଦେହୁରୀ। ଚାଷୀ ନିରଞ୍ଜନ ପ୍ରଧାନଙ୍କଠାରୁ ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ଅଧିକାରୀମାନେ…

କେନ୍ଦ୍ରାଞ୍ଚଳ ଆର୍‌ଡିସିଙ୍କ ଚାନ୍ଦପୁର କୋଭିଡ ମେଡିକାଲ ପରିଦର୍ଶନ

ରଣପୁର,୨୭।୫(ସ୍ବ.ପ୍ର)-ନୟାଗଡ ଜିଲା ଚାନ୍ଦପୁରରେ ୧୦୦ ଶଯ୍ୟା ବିଶିଷ୍ଟ କୋଭିଡ ହସ୍ପିଟାଲକୁ ବୁଧବାର କେନ୍ଦ୍ରାଞ୍ଚଳ ଆରଡିସି ଅନିଲ କୁମାର ସାମଲ ଅଚାନକ ଗସ୍ତରେ ଆସି ପରିଦର୍ଶନ କରିଛନ୍ତି। ପ୍ରଥମେ ଆର୍‌ଡିସି ସାମଲ ଟାଙ୍ଗି ପୂର୍ତ୍ତବିଭାଗ ଡାକ ବଙ୍ଗଳାରେ ପହଞ୍ଚି ଜିଲାର ବରିଷ୍ଠ ଅଧିକାରୀଙ୍କ…

ଚାଷୀଙ୍କ ଘରୁ ୧୦ ଫୁଟ୍‌ ଅହିରାଜ ଉଦ୍ଧାର

ରଣପୁର,୨୭।୫(ସ୍ବ.ପ୍ର)-ନୟାଗଡ ଜିଲା ରଣପୁର ବ୍ଲକ ଦର୍ପନାରାୟଣପୁର କାକଲମା ଗ୍ରାମର ଚାଷୀ ରମେଶ ପ୍ରଧାନଙ୍କ ଘରୁ ବୁଧବାର ଏକ ୧୦ ଫୁଟ ଅହିରାଜ ସାପ ଉଦ୍ଧାର କରାଯାଇଛି। ଭୋର ୪ ଟାରେ ରମେଶଙ୍କ ରୋଷେଇ ଘର ମଞ୍ଚା ଉପରେ ଅହିରାଜଟି ଏକ ଗୋଧିକୁ…

ନୟାଗଡ ଜିଲାରେ ସକାଳ ୭ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଖୋଲିବ ଦୋକାନ ବଜାର

ନୟାଗଡ ଅଫିସ, ୨୬।୫: ନୟାଗଡ ଜିଲାରେ ସକାଳ ୭ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଦୋକାନ ବଜାର ଖୋଲା ରହିବ। ଏନେଇ ଜିଲା ପ୍ରଶାସନ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। ତେବେ ଔଷଧ ଦୋକାନ ଓ ସ୍ବାସ୍ଥ୍ୟସେବା ୨୪ ଘଣ୍ଟା ଚାଲୁ…

ଖାତରୁ ମିଳିଲା ଯୁବକଙ୍କ ମୃତଦେହ: ହତ୍ୟା ସନ୍ଦେହ

ନୟାଗଡ ଅଫିସ/ରଣପୁର,୨୬।୫(ସ୍ବ.ପ୍ର.):ନୟାଗଡ଼ ଜିଲା ରଣପୁର ଥାନାର ବିରୁଡ଼ା ଅଞ୍ଚଳରେ ଏକ ମୃତଦେହ ଖାଲରେ ପଡିରହିଛି। ମୃତକ ହେଲେ ରାଇପଡାର ଆଦିତ୍ୟ ବେହେରା। ତେବେ ଆଦିତ୍ୟଙ୍କୁ ପୋଲିସ ହତ୍ୟା କରି ଫୋପାଡି ଦେଇଥିବା ଅଭିଯୋଗ ହେବା ସହ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ…

କାର ତଳେ ଚାପି ହୋଇ ଶ୍ୱଶୁର ମୃତ, ଅଳ୍ପକେ ବର୍ତିଲେ ଜ୍ୱାଇଁ

ଓଡଗାଁ,୨୪।୫(ସ୍ବ.ପ୍ର.)-ନୟାଗଡ ଜିଲା ଓଡ଼ଗାଁ ଆଦର୍ଶ ଥାନା ପଥରାପିଚୁ ଫାକ୍ଟ୍ରି ନିକଟରେ ରବିବାର ଅପରାହ୍ନରେ ଏକ କାର ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ କାର ତଳେ ଚାପି ହୋଇ ଜଗତସିଂହପୁର ଜିଲା ରାହାମା ଅଞ୍ଚଳର ରଞ୍ଜନ କୁମାର ସାହୁ(୬୦)ଙ୍କ ମୃତ୍ୟୁ ଘଟିଛି। ହେଲେ କାର…

କଣ୍ଟିଲୋ ପିଇଓ ନିଲମ୍ବିତ

ନୟାଗଡ଼ ଅଫିସ,୨୩ା୫: ନୟାଗଡ଼ ଜିଲା ଖଣ୍ଡପଡା ବ୍ଲକ କଣ୍ଟିଲୋ ପଞ୍ଚାୟତର ଏକ୍‌ଜିକ୍ୟୁଟିଭ ଅଫିସର (ପିଇଓ) ବିଜୟ କୁମାର ନନ୍ଦଙ୍କୁ ଜିଲାପାଳ ପୋମା ଟୁଡୁ ଗତ ୨୦ ତାରିିଖରେ ନିଲମ୍ବିତ କରିଛନ୍ତି। ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଅନିୟମିତତା ଅଭିଯୋଗରେ ତାଙ୍କ ବିରୋଧରେ ଏଭଳି…

କୁରାଳ ପଞ୍ଚାୟତକୁ ଶଟ୍‌ଡାଉନ୍‌ ଘୋଷଣା କଲେ ସରପଞ୍ଚ

ଓଡ଼ଗାଁ,୨୨ା୫(ସ୍ବ.ପ୍ର.): ନୟାଗଡ଼ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟାରେ ସର୍ବାଗ୍ରେ କୁରାଳ ପଞ୍ଚାୟତ ରହିଛି। ଲଗାତାର ଦୁଇ ଦିନରେ ଏହି ପଞ୍ଚାୟତ ଅଧୀନରେ ଥିବା ସଙ୍ଗରୋଧ କେନ୍ଦ୍ରରୁ ୧୬ ସୁରଟ ଫେରନ୍ତା କରୋନା ଆକ୍ରାନ୍ତ ଚି଼ହ୍ନଟ ହୋଇଛନ୍ତି। ଫଳରେ ସରପଞ୍ଚ ପଞ୍ଚାୟତରେ ଶୁକ୍ରବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?