ନୀଳମାଧବ ଜୀଉଙ୍କ ଚନ୍ଦନ ଲାଗି ଆରମ୍ଭ
ଖଣ୍ଡପଡ଼ା,୧୨ା୩(ସ୍ବ.ପ୍ର.): ଜଗନ୍ନାଥ ସଂସ୍କୃତିର ଆଦି ଦେବତା କଣ୍ଟିଲୋ ଶ୍ରୀନୀଳମାଧବ ଜୀଉଙ୍କ ସର୍ବାଙ୍ଗ ଚନ୍ଦନ ଲାଗି ବେଶ ସୋମବାର ଦୋଳ ପୂର୍ଣ୍ଣମୀଠାରୁ ଆରମ୍ଭ ହୋଇଛି। ମାନବ ସମାଜରେ ଋତୁ ଚକ୍ରର ଯେପରି ପ୍ରଭାବ ପଡ଼ିଥାଏ ସେହିପରି ଦେବଦେବୀଙ୍କ ପାଇଁ ଋତୁ ଅନୁସାରେ ବିଭିନ୍ନ…
ନାବାଳିକା ବିବାହ ରୋକିଲା ଚାଇଲ୍ଡଲାଇନ ଟିମ୍
ଖଣ୍ଡପଡ଼ା,୧୨ା୩(ସ୍ବ.ପ୍ର.): ନୟାଗଡ଼ ଚାଲ୍ଡଲାଇନ ଟିମ୍ ବୁଧବାର ଖଣ୍ଡପଡା ଅଞ୍ଚଳରେ ଏକ ନାବାଳିକା ବିବାହ ବନ୍ଦ କରାଇଛି। ଖଣ୍ଡପଡା ସହରରସ୍ଥିତ ମା’ ଉମାଦେବୀଙ୍କ ମନ୍ଦିର ପରିସରରେ ୧୭ ବର୍ଷର ନାବାଳିକାଙ୍କୁ ବିବାହ ଦେବା ନିମନ୍ତେ ପ୍ରସ୍ତୁତି ଚାଲିଥିଲା। ବିଶେଷ ସୂତ୍ରରୁ ଖବର ପାଇ…
ନବବିବାହିତାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର: ହତ୍ୟା ଅଭିଯୋଗ, ଶାଶୁ, ଶ୍ୱଶୁର, ଦିଅର ଫେରାର
ଓଡଗାଁ, ୧୧।୩(ସ୍ବ.ପ୍ର.): ନୟାଗଡ଼ ଜିଲା ଓଡଗାଁ ଆଦର୍ଶ ଥାନା ଅନ୍ତର୍ଗତ ବାଉଁଶଗାଡ଼ିଆ ଲେଙ୍କାସାହିରେ ମଙ୍ଗଳବାର ବିଳମ୍ବିତ ରାତିରେ ଜଣେ ନବବିବାହିତା ମହିଳାଙ୍କ ଝୁଲନ୍ତା ମୃତଦେହ ପୋଲିସ ଉଦ୍ଧାର କରିଛି। ସେ ହେଲେ ସୁନୀତା ଲେଙ୍କା (୧୯)। ସୁନୀତାଙ୍କ ବାପଘର ଶିଖରପୁର ହୋଇଥିବା…
ସ୍ତ୍ରୀଙ୍କୁ ମରଣାନ୍ତକ ଆକ୍ରମଣ, ସ୍ବାମୀ ଗିରଫ
ନୂଆଗାଁ, ୧୧।୩ (ଡି.ଏନ୍.ଏ.): ନୟାଗଡ଼ ଜିଲା ନୂଆଗାଁ ଥାନା ମହିପୁର କଇଁଆ ସାହିରେ ମଙ୍ଗଳବାର ସ୍ବାମୀଙ୍କ ଆକ୍ରମଣରେ ସ୍ତ୍ରୀ ଗୁରୁତର ହୋଇଛନ୍ତି। ଗୁରୁତର ହେଲେ ଲକ୍ଷ୍ମୀ ନାୟକ। ମିଳିଥିବା ସୂଚନା ଅନୁଯାୟୀ, ମହିପୁର ଗ୍ରାମର ବସନ୍ତ ନାୟକ ମଦ୍ୟପାନକରି ସ୍ତ୍ରୀ ଲକ୍ଷ୍ମୀଙ୍କୁ…
ଓଲଟିଲା ଛତିଶଗଡ଼ରୁ ଆସିଥିବା ତୀର୍ଥଯାତ୍ରୀ ବସ୍, ୩ ଗୁରୁତର
ନୂଆଗାଁ,୧୧।୩ (ଡି.ଏନ୍.ଏ): ନୟାଗଡ଼ ଜିଲା ନୂଆଗାଁ ବ୍ଲକ ଡିମିରିଝରୀ ଗ୍ରାମ ନିକଟ ଖୋର୍ଦ୍ଧା- ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ତୀର୍ଥଯାତ୍ରୀ ବସ୍ ଓଲଟି ପଡ଼ିଛି। ଫଳରେ ବସ୍ରେ ଥିବା ୪୧ ଯାତ୍ରୀଙ୍କ ମଧ୍ୟରୁ ୧୯…
ଦୁଇ ପୃଥକ ଦୁର୍ଘଟଣାରେ ଜଣେ ମୃତ, ନାବାଳିକା ଗୁରୁତର; ରାତିସାରା ଧାରଣାରେ ବସିଲେ ଗ୍ରାମବାସୀ
ଓଡ଼ଗାଁ,୧୦ା୩(ସ୍ବ.ପ୍ର.)- ନୟାଗଡ ଜିଲା ଓଡ଼ଗାଁ ଆଦର୍ଶ ଥାନା ଅନ୍ତର୍ଗତ ରବିଗାଡିଆ ଓ ନନ୍ଦିଘୋରଠାରେ ଦୁଇ ପୃଥକ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ନାବାଳିକା ଗୁରୁତର ହୋଇଥିବା ଜଣାଯାଇଛି। ପୋଲିସଠାରୁ ପ୍ରାପ୍ତ ସୂଚନା ଅନୁସାରେ, ସୋମବାର ଅପରାହ୍ନରେ ଏହି…
ଦୋଳ ମଣ୍ଡପରେ ନୂତନ ପାଞ୍ଜି ପଠନ
ଖଣ୍ଡପଡ଼ା,୯ା୩(ସ୍ବ.ପ୍ର.): ସୋମବାର ଦୋଳ ପୂର୍ଣ୍ଣମୀ ଅବସରରେ ଶ୍ରୀ ନୀଳମାଧବ ଜୀଉଙ୍କ ସିଂହଦ୍ୱାରସ୍ଥିତ ଦୋଳ ମଣ୍ଡପକୁ ଠାକୁରଙ୍କ ଚଳନ୍ତି ପ୍ରତିମା ମଦନମୋହନଙ୍କୁ ହାନ୍ଦୋଳାରେ ବିଜେ କରାଯାଇଥିଲା। ପୂଜକ ସମାଜ ପକ୍ଷରୁ ପୂର୍ଣ୍ଣମୀ ଅବସରରେ ଆରମ୍ଭ ହୋଇଥିବା ଅନନ୍ତମୁଖୀ ଯଜ୍ଞ ପରେ ଗ୍ରାମବାସୀ ଆଣିଥିବା…
ଗୋପାଳ ସମାଜ ପକ୍ଷରୁ ବନ୍ଦାଣ ଉତ୍ସବ ନନ୍ଦ, ଯଶୋଦା, କୃଷ୍ଣ, ବଳରାମ ବେଶରେ ଗ୍ରାମ ପରିକ୍ରମା
ଖଣ୍ଡପଡ଼ା,୯ା୩(ସ୍ବ.ପ୍ର.): ଖଣ୍ଡପଡା ବ୍ଲକ କଣ୍ଟିଲୋ ନିକଟ ପଥରଚକଡା ତଳସାହି ଓ ବଡସାହି ଗୋପାଳ ସମାଜ ପକ୍ଷରୁ ବନ୍ଦାଣ ଉତ୍ସବ ପାଳନ କରାଯାଇଛି । ସମାଜର ବେହେରା କଣ୍ଡୁରୀ ଚରଣ ପ୍ରଧାନଙ୍କ ତତ୍ତ୍ୱାବଧାନରେ ଏହା ଆୟୋଜନ କରାଯାଇଥିଲା। ଅଧିବାସ ଉପଲକ୍ଷେ ଗ୍ରାମର ସମସ୍ତ…
ବୋହୂଙ୍କୁ ନିର୍ଯାତନା: ପୋଲିସ ନିଷ୍କ୍ରିୟତା ପ୍ରତିବାଦରେ ମହିଳାଙ୍କ ଥାନା ଘେରାଉ
ରଣପୁର, ୯ା୩(ସ୍ବ.ପ୍ର.): ଦେଶବ୍ୟାପୀ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ କରାଯାଇ ନାରୀ ସୁରକ୍ଷା ଓ ଅଧିକାର ଉପରେ ସଚେତନତା କାର୍ଯ୍ୟକ୍ରମ କରାଯାଉଥିବା ବେଳେ ନୟାଗଡ଼ ଜିଲା ରଣପୁର ଅଞ୍ଚଳରେ ସୋମବାର ଏହାର ବିପରୀତ ଘଟଣା ଦେଖିବାକୁ ମିଳିଛି l ଜଣେ ବୋହୂଙ୍କୁ…
ଓଡ଼ଗାଁ ଏନ୍ଏସିକୁ ପୁଣି ଫେରିଲା ଗୁଟ୍ଖା, ପଲିଥିନ
ଓଡ଼ଗାଁ,୯ା୩(ସ୍ବ.ପ୍ର.): କିଛିଦିନର ବ୍ୟବଧାନ ପରେ ଓଡଗାଁ ଏନ୍ଏସି ସମେତ ନିକଟ ବଜାରକୁ ପୁଣି ଥରେ ଗୁଟ୍ଖା ଓ ପଲିଥିନ ଫେରିଥିବା ନେଇ ଚର୍ଚ୍ଚା ହେଉଛି। ପଲିଥିନ ପୂର୍ବପରି ବ୍ୟବହାର ହେଉଥିବା ବେଳେ ଦୋକାନ ବଜାର ଏପରି କି ଶିକ୍ଷାନୁଷ୍ଠାନ ଓ ସରକାରୀ…
ପୋକରା ଚାଉଳ ବଣ୍ଟନକୁ ବିରୋଧ: ଧାରଣା ପରେ ବଦଳାଗଲା
ନୟାଗଡ଼ ଅଫିସ,୯ା୩: ନୟାଗଡ଼ ବ୍ଲକ ଖୁଣ୍ଟୁବନ୍ଧ ପଞ୍ଚାୟତରେ ରବିବାର ପୋକରା ଚାଉଳ ବଣ୍ଟନକୁ ରାଶନ କାର୍ଡ ହିତାଧିକାରୀ ବିରୋଧ କରିଥିଲେ। ପରେ ସେମାନେ ପୋକଡା ଚାଉଳ ଧରି ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେଇଥିଲେ । ଖବର ପାଇ ଅତିରିକ୍ତ ଯୋଗାଣ…
ମହିଳା ଶ୍ରମିକଙ୍କୁ ଅଣଦେଖା: ମିଳୁନି ନିର୍ମାଣ ଶ୍ରମିକର ପରିଚୟ
ନୟାଗଡ଼ ଅଫିସ,୯ା୩: ନୟାଗଡ଼ ଜିଲାରେ ମହିଳା ଶ୍ରମିକମାନଙ୍କୁ ନିର୍ମାଣ ଶ୍ରମିକର ପରିଚୟ ମିଳୁନି। ଏଥିରେ ବାଧକ ସାଜୁଛି ଜିଲା ଶ୍ରମ କାର୍ଯ୍ୟାଳୟ। କୃଷି ଶ୍ରମିକ କହି ଅଧିକାଂଶ ମହିଳାଙ୍କୁ ପଞ୍ଜୀକୃତ ନ କରି ଫେରାଇ ଦିଆଯାଉଛି ବୋଲି ଅଭିଯୋଗ ହୋଇ ଆସୁଛି।…
Archives


