ନୂଆପଡ଼ା

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି। ଏପରିସ୍ଥଳେ ଶୁକ୍ରବାର କୋମନା ବସ୍‌ଷ୍ଟାଣ୍ଡରୁ ବାହାର ରାଜ୍ୟକୁ ଚାଲାଣ ବେଳେ କୋମନା ପୋଲିସ...

ଯାତ୍ରା ପୂବରୁ ଆଖିବୁଜିଲେ ଖଳନାୟକ, ଛାତିରେ ହେଲା ଯନ୍ତ୍ରଣା…

ନୂଆପଡ଼ା/ଜଗତସିଂହପୁର,୨୬।୧୨(ମକାରୁ ବେମାଲ ): ଯାତ୍ରା ଖଳନାୟକ ନରେନ୍ଦ୍ର ଦାସଙ୍କ ଆକସ୍ମିକ ଦେହାନ୍ତ ହୋଇଛି। ଅଭିନୟ କରିବାକୁ ନୂଆପଡ଼ା ଯାଇଥିବା ବେଳେ ହଠାତ୍‌ ଛାତିରେ ଯନ୍ତ୍ରଣା ହୋଇଥିଲା। ପରେ ହୃଦଘାତରେ ତାଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳୁଛି। ସିନାପାଲି କେନ୍ଦୁମୁଣ୍ଡା ଗାଁ...

ବ୍ଲକ୍‌ସ୍ତରୀୟ ମତ୍ସ୍ୟ, ପ୍ରାଣିସମ୍ପଦ ମେଳା

ନୂଆପଡ଼ା,୨୩ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆଠାରେ ମଙ୍ଗଳବାର ବ୍ଲକ୍‌ସ୍ତରୀୟ ମତ୍ସ୍ୟ ଓ ପ୍ରାଣିସମ୍ପଦ ମେଳା ଅନୁଷ୍ଠିତ ହୋଇଯାଇଛି। ଜିଲା ଉପନିର୍ଦ୍ଦେଶକ ଡା. କୋଟନି ପାର୍ଥସାରଥି ଦୋରାଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ନୂଆପଡ଼ା ବିଧାୟକ ଜୟ ଢୋଲକିଆ ମୁଖ୍ୟ ଅତିଥି,...

ସମସ୍ୟା ଘେରରେ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ, ଶ୍ରେଣୀଗୃହ ଅଭାବ

ନୂଆପଡ଼ା/କୋମନା,୨୪ା୧୨ (ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସିଆଲଲଟି ପଞ୍ଚାୟତ ହଲୁଆପାଲି ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟା ମଧ୍ୟରେ ଗତିକରୁଛି। ଆବଶ୍ୟକ ଶିକ୍ଷକ, ଶ୍ରେଣୀ କୋଠରି, ରୋଷେଇ ଗୃହ ଓ ପାଚେରି ନ ଥିବାରୁ...

କୃଷି ବିଭାଗର ଚଢାଉ: ୧୭୭ ବସ୍ତା ନକଲି ସାର ଜବତ

ନୂଆପଡ଼ା,୨୩ା୧୨ (ମକାରୁ ବେମାଲ):ନୂଆପଡ଼ା ସଦର ବ୍ଲକ ଗୋଡଫୁଲା ଗାଁ ନିକଟ ରାସ୍ତା କଡରେ ବେଆଇନ ଭାବରେ ନକଲି ରାସାୟନିକ ସାର ଓ ଔଷଧ ବିକ୍ରୟ କରାଯାଉଥିବା ଅଭିଯୋଗ ହୋଇଥିଲା ା ସୋମବାର ନୂଆପଡା ଜିଲା କୃଷି ବିଭାଗ ପକ୍ଷରୁ ଚଢାଉ...

ସେବାଶ୍ରମର ପ୍ରଥମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ବାହୁନି ବାହୁନି କାନ୍ଦୁଛି…

ନୂଆପଡ଼ା/କୋମନା,୨୧ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ସୋସେଙ୍ଗ ସେବାଶ୍ରମରେ ଶନିବାର ଜଣେ ପ୍ରଥମଶ୍ରେଣୀ ଛାତ୍ରଙ୍କ ଅସ୍ବାଭାବିକ ମୃତ୍ୟୁ ଘଟିଛି। ସେ ହେଲେ ଅଡାର (କେଚ୍ଛପଖାନ) ଗାଁର ଜଳସିଂ ମାଝୀଙ୍କ ୭ବର୍ଷର ପୁଅ ପବିତ୍ର ମାଝୀ। ପବିତ୍ର ସେବାଶ୍ରମରେ...

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ ଉତ୍ସବରେ ଜିଲା ପରିଷଦ ଅଧ୍ୟକ୍ଷା ଡଲି ମାଝି ମୁଖ୍ୟ ଅତିଥି, ଓଡ଼ିଶା କ୍ରିକେଟ...

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଚାଲିଗଲା ୩ ଜୀବନ, ୪ ଗୁରୁତର

ନୂଆପଡ଼ା/ କୋମନା,୧୭।୧୨ ( ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ଅଧୀନ ତିଖାଲି ଛକଠାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୩ଜଣଙ୍କ ମୃତ୍ୟୁ ଘଟିଛି। ୪ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକମାନେ ହେଲେ ମୁମ୍ବାଇରୁ...

ପର୍ଯ୍ୟଟନ ସ୍ଥଳରେ ପଡୁଛି ପ୍ଲାଷ୍ଟିକ: ପଦକ୍ଷେପ ପାଇଁ…

ନୂଆପଡ଼ା,୧୬।୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାର ପର୍ଯ୍ୟଟନ ସ୍ଥଳୀ ପତୋରା ଡ୍ୟାମ୍‌ଠାରେ ସ୍ଥାନୀୟ ଯୁବ ସଂଗଠନ ଯୁବା କି ଦହାଡ ପକ୍ଷରୁ ପ୍ଲାଷ୍ଟିକ ମୁକ୍ତ ଅଭିଯାନ ଓ ସ୍ବଚ୍ଛତା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଠାକୁ ପ୍ରତିଦିନ ନୂଆପଡ଼ା ସମେତ...

ତୀର୍ଥଯାତ୍ରାରେ ଗଲେ ୭୪ ବରିଷ୍ଠ ନାଗରିକ

ନୂଆପଡ଼ା,୧୫।୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାରୁ ରାଜ୍ୟ ସରକାରଙ୍କ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନାରେ ୭୪ ଜଣ ରାମେଶ୍ୱର ଅଭିମୁଖେ ଯାତ୍ରା କରିଛନ୍ତି। ଜିଲା ପର୍ଯ୍ୟଟନ କାର୍ଯ୍ୟାଳୟଠାରେ ଅତିରିକ୍ତ ଜିଲାପାଳ ସୁବାସ ଚନ୍ଦ୍ର ରଇତ, ଜିଲା କ୍ରୀଡା ଅଧିକାରୀ ରାଜେନ୍ଦ୍ର...

ନିଜ ସର୍ଭିସ ବନ୍ଧୁକରୁ ନିଜକୁ ଗୁଳି କଲେ ଯବାନ

ନୂଆପଡ଼ା,୧୨ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସୁନାବେଡ଼ା ଅଭୟାରଣ୍ୟ ଭିତରେ ଥିବା ଢେକୁନପାଣି ସିଆର୍‌ପିଏଫ୍‌ କ୍ୟାମ୍ପରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ନିଜ ସର୍ଭିସ ବନ୍ଧୁକରୁ ଗୁଳିକରି ଜଣେ ଯବାନ ଆତ୍ମହତ୍ୟା କରିଛନ୍ତି। ସେ...

ମଣ୍ଡିରୁ ଉଠୁନି ଧାନ: ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଚାଷୀଙ୍କ ଧାରଣା

ନୂଆପଡ଼ା,୧୨ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ମଣ୍ଡି ଆରମ୍ଭର ୧୦ ଦିନ ବିତିଯାଇଥିଲେ ମଧ୍ୟ କୌଣସି ମଣ୍ଡିରେ ଧାନ ଉଠା ନ ଯିବା ନେଇ ଶୁକ୍ରବାର ନୂଆପଡା ସଦର ବ୍ଲକର ଶତାଧିକ ଚାଷୀ ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଧାରଣା ଦେଇଥିଲେ।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri