ନୂଆପଡ଼ା

ମାନବିକତାର ପରିଚୟ ଦେଲେ ଜିଲାପାଳ: ବଢୁଛି ଚର୍ଚ୍ଚା

ନୂଆପଡ଼ା,୧୧ା୯ (ମକାରୁ ବେମାଲ):ଦୁର୍ଘଟଣାରେ ଆହତ ଜଣେ ଯୁବକଙ୍କୁ ମେଡିକାଲ ପଠାଇ ମାନବିକତାର ପରିଚୟ ଦେଇଛନ୍ତି ନୂଆପଡ଼ା ଜିଲାପାଳ ମଧୁସୂଦନ ଦାଶ। ଗୁରୁବାର ଅପରାହ୍ନରେ ଜିଲା ଅଦାଲତ ନିକଟ ୩୫୩ନଂ. ଜାତୀୟ ରାଜପଥ ଉପରେ ଜଣେ ଯୁବକ ଭାରସାମ୍ୟ ହରାଇ ବାଇକ୍‌ରୁ ଛିଟିକି…

ଗାଧୋଇବାକୁ ଯାଇଥିଲେ, ମିଳିଲା ମୃତଦେହ

ନୂଆପଡ଼ା,୧୦ା୯(ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ଥାନା ଅଧୀନ ମିଛାପାଲି ପଞ୍ଚାୟତ ଗରେଲ ବାହାଲିପଡ଼ାରେ ଏକ ଅଘଟଣ ଘଟିଛି। ଚହଲା ପାଣିରେ ବୁଡ଼ି ଜଣେ ବ୍ୟକ୍ତି ପ୍ରାଣ ହରାଇଛନ୍ତି। ସେ ହେଲେ ଦିଗମ୍ବର ଠେଲା (୫୦)। ମିଳିଥିବା ସୂଚନା ମୁତାବକ, ଦିଗମ୍ବର…

ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଚାଉଳଧୁଆ ଜଳପ୍ରପାତ: ନୀରବତା ଭିତରେ ଝରଣାର କୁଳୁକୁଳୁ ନାଦ..

ନୂଆପଡ଼ା,୮ା୯ (ମକାରୁ ବେମାଲ):ବଣପାହାଡ଼ ଘେରା ପ୍ରାକୃତିକ ପରିବେଶରେ ରହିଛି ନୂଆପଡ଼ାର ପ୍ରସିଦ୍ଧ ଚାଉଳଧୁଆ ଜଳପ୍ରପାତ। ପାହାଡ଼ର ଛାତି ଚିରି ଝରିପଡ଼ୁଥିବା ଜଳଧାରାର ମନୋରମ ଦୃଶ୍ୟ ପର୍ଯ୍ୟଟକଙ୍କ ଆକୃଷ୍ଟ କରୁଛି। ସୁନାବେଡା ଅଭୟାରଣ୍ୟ ଭିତରେ ଖରଳଧସ, ବେନିଆଧସ, ଗୋଧସ ଭଳି ଅନେକ ଜଳପ୍ରପାତ…

୨୦ ବର୍ଷ ସଶ୍ରମ କାରାଦଣ୍ଡ ଭୋଗୁଥିବା କଏଦୀ ଫେରାର୍‌: ସୁରକ୍ଷାକର୍ମୀଙ୍କୁ ଚକ୍‌ମା ଦେଖାଇ…

ନୂଆପଡ଼ା,୭ା୯ (ମକାରୁ ବେମାଲ):ନୂଆପଡ଼ା ଉପକାରାଗାରରୁ ସୋମବାର ଜଣେ କଏଦୀ ଫେରାର ହୋଇଯାଇଛନ୍ତି। ସେ ହେଲେ ସିନାପାଲି ଥାନା କେନ୍ଦୁମୁଣ୍ଡା ପଞ୍ଚାୟତ କାନ୍ଦୁଲକୋନା ଗଁାର ବିଶ୍ୱବିହାରୀ ମାଝି (୩୦)। ସୂଚନାକ୍ରମେ ୨୦୨୧ ମସିହାରେ ଏକ ବଳାତ୍କାର ମାମଲାରେ ବିଶ୍ୱବିହାରୀ ଦୋଷୀ ସାବ୍ୟସ୍ତ ହୋଇ…

ଶିକ୍ଷାଦାନକୁ ବ୍ରତ କରିଥିବା ନିଆରା ମଣିଷ ମହେଶ୍ୱର

ଖଡ଼ିଆଳ,୭ା୯(ସୁଜିତ କୁମାର ପ୍ରଧାନ): ଶିକ୍ଷାଦାନକୁ ଜୀବନର ବ୍ରତ ଭାବେ ଗ୍ରହଣ କରିଥିବା ଜଣେ ନିଆରା ମଣିଷ ହେଉଛନ୍ତି ମହେଶ୍ୱର ରାଉତରାଏ। ଖଡ଼ିଆଳ ବ୍ଲକ ଡୁଆଝର ଗ୍ରାମର ମହେଶ୍ୱର ବିନା ପାରିଶ୍ରମିକରେ ଦୀର୍ଘ ବର୍ଷ ଧରି ଭୀମାଖୋଲ ଗାଁର ପିଲାମାନଙ୍କୁ ପଢାଇ ଆସୁଛନ୍ତି।…

ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଖେଳାଳି, କାହିଁକି ଜାଣନ୍ତୁ…

ନୂଆପଡ଼ା,୪ା୯(ମକାରୁ ବେମାଲ): ନୂଆପଡ଼ା ଜିଲାରେ ଦିବ୍ୟାଙ୍ଗ କ୍ରିକେଟ ଖେଳର ବିକାଶ ପାଇଁ ଗୁରୁବାର ଜନସଂଘର୍ଷ ଦିବ୍ୟାଙ୍ଗ କ୍ରିକେଟ ଆସୋସିଏଶନ (ଜେଏସ୍‌ଡିସିଏ) ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛି। କୋଚ୍‌ କପିଳଦେବ ରାଉତଙ୍କ ନେତୃତ୍ୱରେ ଜିଲାର ସମସ୍ତ ଦିବ୍ୟାଙ୍ଗ କ୍ରିକେଟ ଖେଳାଳି ଅତିରିକ୍ତ ଜିଲାପାଳ ସୁବାସ…

୧୮ଦିନ ହେଲା ଘରକୁ ଫେରିନାହାନ୍ତି ଜୟଲାଲ: ଦଲାଲଙ୍କ ମାଧ୍ୟମରେ ଚିକିତ୍ସା ପାଇଁ ଯାଇଥିଲେ ଛତିଶଗଡ଼

ନୂଆପଡ଼ା,୪ା୯ (ମକାରୁ ବେମାଲ):ଜଣେ ଦଲାଲଙ୍କ ମାଧ୍ୟମରେ ଚିକିତ୍ସା ପାଇଁ ଛତିଶଗଡ଼ର ଦୁର୍ଗ ଅଞ୍ଚଳକୁ ଯାଇଥିବା ନୂଆପଡା ଜିଲାର ଜଣେ ଯୁବକ ୧୮ଦିନ ହେଲା ଘରକୁ ଫେରିନାହାନ୍ତି। ଏହାକୁ ନେଇ ପରିବାର ଲୋକେ ପୋଲିସ ନିକଟରେ ଅଭିଯୋଗ କରି ସୁଫଳ ନ ପାଇବାରୁ…

ଦାଦନ ଖଟିବାକୁ ପୁଣେ ଯାଇଥିଲେ ରୂପଧର: ହଠାତ୍‌ ଘଟିଲା…

ନୂଆପଡ଼ା,୨ା୯ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ଥାନା ତରବୋଡ ଗଁାର ଜଣେ ଶ୍ରମିକ ମହାରାଷ୍ଟ୍ରର ପୁଣେକୁ ଦାଦନ ଖଟିବାକୁ ଯାଇଥିବାବେଳେ ସେଠାରେ ତାଙ୍କର ମୃତ୍ୟୁ ଘଟିଛି। ସେ ହେଲେ ଗଁାର ରୁପଧର ନାଗ (୩୨)। ସୂଚନା ଅନୁଯାୟୀ ରୂପଧର ନାଗ ଅନ୍ୟ…

୬ ମାସର ପାରିଶ୍ରମିକ ଦାବିରେ ଆଶା କର୍ମୀଙ୍କ ଆନ୍ଦୋଳନ

ଖଡ଼ିଆଳ, ୩୧।୮ (ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ଉପଖଣ୍ଡ ସ୍ୱାସ୍ଥ୍ୟକେନ୍ଦ୍ର ଅଧୀନରେ କାର୍ଯ୍ୟରତ ସମସ୍ତ ଆଶା କର୍ମୀଙ୍କ ୬ ମାସର ଆର୍ଥିକ ସହାୟତା ପ୍ରଦାନ ଦାବିରେ ଆନ୍ଦୋଳନ ଆରମ୍ଭ ହୋଇଛି। ଏଥିସହ ସେମାନେ କାର୍ଯ୍ୟବନ୍ଦ ଡାକରା ଦେଇଛନ୍ତି। ଆଶା…

ବିଧାୟକଙ୍କ ବଦାନ୍ୟତା: ଦୁଇ ମହିଳାଙ୍କୁ ପ୍ରତିମାସରେ ନିଜ ଆକାଉଣ୍ଟରୁ ପଠାଇବେ ଟଙ୍କା, ଜାଣନ୍ତୁ କେତେ…

ଖଡ଼ିଆଳ,୩୧।୮(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ କିରିକିଟା ଗ୍ରାମ ପଞ୍ଚାୟତର ଜଙ୍ଗଲ ପାହାଡ଼ ପରିବେଷ୍ଟିତ ଅପହଞ୍ଚ ଇଲାକା କପରଗଡ଼ରେ ଆଦିବାସୀ କଲ୍ୟାଣ ମହାସଂଘ ତରଫରୁ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଖଡ଼ିଆଳ ବିଧାୟକ ଅଧିରାଜ ମୋହନ ପାଣିଗ୍ରାହୀ ଯୋଗଦାନ କରି…

ସ୍ବାବଲମ୍ବୀ ହୋଇ ଅନ୍ୟକୁ ରୋଜଗାରର ପଥ ଦେଖାଇଛନ୍ତି ମହିଳା, କଦଳୀ ଚାଷ କରିି ବବି ଲକ୍ଷପତି

ନୂଆପଡା,୩୧।୮ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସୁନାବେଡା ଅଭୟାରଣ୍ୟର ପାଦଦେଶରେ ଥିବା ବିଶିବାହାଲ ଗାଁ ମାଟି ଲେଖୁଛି ସଫଳତାର ନୂଆ କାହାଣୀ। ବିଶିବାହାଲ ଗାଁର ବବି ନାଏକ(୩୫) କଦଳୀ ଚାଷ କରି ନିଜେ ସ୍ବାବଲମ୍ବୀ ହେବା ସହ…

ଖଡ଼ିଆଳରେ ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ

ଖଡ଼ିଆଳ,୨୯ା୮(ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ରାଜଦରବାର ହଲଠାରେ ପଣ୍ଡିତ ମଣ୍ଡଳୀ ନବାନ୍ନ ଲଗ୍ନ ଧାର୍ଯ୍ୟ କରିଛନ୍ତି। ପରମ୍ପରାନୁସାରେ ଆସନ୍ତା ୧୫ ତାରିଖ ମଙ୍ଗଳବାର ଘ.୯.୦୫ମି.ରୁ ଘ.୧୦. ୦୦ ମି. ମଧ୍ୟେ ନବାନ୍ନ ଲାଗି ସମୟ ଧାର୍ଯ୍ୟ ହୋଇଛି। ରାଜାରାଜୁଡା ଅମଳରୁ ପ୍ରତିବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?