ନୂଆପଡ଼ା

ମୃତ୍ୟୁର ୪ବର୍ଷ ପରେ ମଧ୍ୟ ସହାୟତା ମିଳୁନି: ହଇରାଣ ହେଉଛନ୍ତି ହିତାଧିକାରୀ

ନୂଆପଡ଼ା,୩୦।୧୨(ମକାରୁ ବେମାଲ):ନୂଆପଡ଼ା ଜିଲାରେ ଶ୍ରମକାର୍ଡ ଧାରୀଙ୍କ ମୃତ୍ୟୁର ୪ବର୍ଷ ପରେ ମଧ୍ୟ ସହାୟତା ମିଳୁନି। ବିଭାଗୀୟ ଅଧିକାରୀ ଓ କର୍ମଚାରୀମାନଙ୍କ ଅବହେଳା ଯୋଗୁ ଯୋଜନାଗୁଡିକ ଗରିବ ହିତାଧିକାରୀମାନଙ୍କ…

7 months ago

ସୁନାବେଡ଼ା ଅଞ୍ଚଳରେ ବାଘ ଆତଙ୍କ: ଲୋକେ ଆତଙ୍କିତ

ନୂଆପଡ଼ା,୨୯ା୧୨(ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସୁନାବେଡ଼ା ଅଭୟାରଣ୍ୟ ଦେଇ ଛତିଶଗଡ଼ ରାଜ୍ୟକୁ ସଂଯୋଗ କରୁଥିବା ସୁନାବେଡ଼ା-ଦାତୁନାମା ରାସ୍ତାରେ ଏକ କଲରାପତରିଆ ବାଘ ବୁଲୁଥିବା ଭିଡିଓ…

7 months ago

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ ଉକ୍ତ…

7 months ago

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି। ଏପରିସ୍ଥଳେ…

7 months ago

ଯାତ୍ରା ପୂବରୁ ଆଖିବୁଜିଲେ ଖଳନାୟକ, ଛାତିରେ ହେଲା ଯନ୍ତ୍ରଣା…

ନୂଆପଡ଼ା/ଜଗତସିଂହପୁର,୨୬।୧୨(ମକାରୁ ବେମାଲ ): ଯାତ୍ରା ଖଳନାୟକ ନରେନ୍ଦ୍ର ଦାସଙ୍କ ଆକସ୍ମିକ ଦେହାନ୍ତ ହୋଇଛି। ଅଭିନୟ କରିବାକୁ ନୂଆପଡ଼ା ଯାଇଥିବା ବେଳେ ହଠାତ୍‌ ଛାତିରେ ଯନ୍ତ୍ରଣା ହୋଇଥିଲା। ପରେ…

7 months ago

ବ୍ଲକ୍‌ସ୍ତରୀୟ ମତ୍ସ୍ୟ, ପ୍ରାଣିସମ୍ପଦ ମେଳା

ନୂଆପଡ଼ା,୨୩ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆଠାରେ ମଙ୍ଗଳବାର ବ୍ଲକ୍‌ସ୍ତରୀୟ ମତ୍ସ୍ୟ ଓ ପ୍ରାଣିସମ୍ପଦ ମେଳା ଅନୁଷ୍ଠିତ ହୋଇଯାଇଛି। ଜିଲା ଉପନିର୍ଦ୍ଦେଶକ ଡା. କୋଟନି ପାର୍ଥସାରଥି ଦୋରାଙ୍କ…

7 months ago

ସମସ୍ୟା ଘେରରେ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ, ଶ୍ରେଣୀଗୃହ ଅଭାବ

ନୂଆପଡ଼ା/କୋମନା,୨୪ା୧୨ (ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସିଆଲଲଟି ପଞ୍ଚାୟତ ହଲୁଆପାଲି ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟା ମଧ୍ୟରେ ଗତିକରୁଛି। ଆବଶ୍ୟକ…

7 months ago

କୃଷି ବିଭାଗର ଚଢାଉ: ୧୭୭ ବସ୍ତା ନକଲି ସାର ଜବତ

ନୂଆପଡ଼ା,୨୩ା୧୨ (ମକାରୁ ବେମାଲ):ନୂଆପଡ଼ା ସଦର ବ୍ଲକ ଗୋଡଫୁଲା ଗାଁ ନିକଟ ରାସ୍ତା କଡରେ ବେଆଇନ ଭାବରେ ନକଲି ରାସାୟନିକ ସାର ଓ ଔଷଧ ବିକ୍ରୟ କରାଯାଉଥିବା ଅଭିଯୋଗ…

7 months ago

ସେବାଶ୍ରମର ପ୍ରଥମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ବାହୁନି ବାହୁନି କାନ୍ଦୁଛି…

ନୂଆପଡ଼ା/କୋମନା,୨୧ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ସୋସେଙ୍ଗ ସେବାଶ୍ରମରେ ଶନିବାର ଜଣେ ପ୍ରଥମଶ୍ରେଣୀ ଛାତ୍ରଙ୍କ ଅସ୍ବାଭାବିକ ମୃତ୍ୟୁ ଘଟିଛି। ସେ ହେଲେ ଅଡାର (କେଚ୍ଛପଖାନ)…

7 months ago

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ ଉତ୍ସବରେ…

7 months ago