ନୂଆପଡ଼ା

ସାନଭାଇଙ୍କ ଠେଙ୍ଗା ମାଡ଼ରେ ବଡ ମୃତ

ନୂଆପଡ଼ା,୧୦ା୫ (ମକାରୁ ବେମାଲ): ନୂଆପଡ଼ା ସଦର ଥାନା ଟାନୱାଟ ଗାଁରେ ଶନିବାର ସାନ ଭାଇଙ୍କ ଠେଙ୍ଗାମାଡରେ ବଡଭାଇଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ପୁନିଚନ ବିଶ୍ୱାଳ (୪୮)।…

8 months ago

ନୂଆପଡ଼ା ଜିଲା ବେଷ୍ଟ କ୍ୟାମ୍ପୋରି ମନୋନୀତ

ଖଡ଼ିଆଳ/ନୂଆପଡ଼ା୧୦।୫ (ସୁଜିତ କୁମାର ପ୍ରଧାନ/ ମକାରୁ ବେମାଲ)- ନୂଆପଡ଼ା ଜିଲା ରାଜ୍ୟର ବେଷ୍ଟ କ୍ୟାମ୍ପୋରି ଭାବେ ମନୋନୀତ ହୋଇଛି। ଭୁବନେଶ୍ୱର ରାଜଭବନଠାରେ ଆୟୋଜିତ କାର୍ଯ୍ୟକ୍ରମରେ ରାଜ୍ୟପାଳ ହରିବାବୁ…

8 months ago

ସର୍ବସାଧାରଣ ପୋଖରୀ ଜବରଦଖଲ

ନୂଆପଡ଼ା,୬ା୫(ମକାରୁ ବେମାଲ): ନୂଆପଡ଼ା ସଦର ବ୍ଲକ ଚୂଳାଭାଟ ପଞ୍ଚାୟତ ଭଏଁଷାଦାଦର ଗାଁରେ ଥିବା ସର୍ବସାଧାରଣ ପୋଖରୀକୁ କେତେଜଣ ବ୍ୟକ୍ତି ଜବରଦଖଲ କରିଥିବାରୁ ଗ୍ରାମବାସୀ ଏହାକୁ ବିରୋଧ କରିଛନ୍ତି।…

8 months ago

କଲ୍ୟାଣପୁର-ପଟପରପାଲି ରାସ୍ତା ଶୋଚନୀୟ

ନୂଆପଡ଼ା,୭ା୫ (ମକାରୁ ବେମାଲ): ନୂଆପଡ଼ା ସଦର ବ୍ଲକ୍‌ ଆମସେନା ପଞ୍ଚାୟତର କଲ୍ୟାଣପୁର-ପଟପରପାଲି ରାସ୍ତା ଶୋଚନୀୟ ହୋଇପଡିଛି। ଫଳରେ କଲ୍ୟାଣପୁର ସମେତ ଆଖପାଖ ୫ଖଣ୍ଡ ଗ୍ରାମର ଲୋକେ ଯାତାୟାତରେ…

8 months ago

ଅଭିଯୋଗ ଶୁଣିଲେ ଜିଲାପାଳ: ସମସ୍ୟା ସମାଧାନ ଲାଗିଦେଲେ ପ୍ରତିଶ୍ରୁତି

ନୂଆପଡ଼ା,୫ା୫ (ମକାରୁ ବେମାଲ): ସ୍ଥାନୀୟ ସଦ୍‌ଭାବନା ସଭାଗୃହଠାରେ ସୋମବାର ଜିଲାପାଳ ଓ ଜିଲା ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ମଧୁସୂଦନ…

8 months ago

ବୁଦାମୂଳେ ଲୁଚି ରହି ଚଳାଇଲେ ଗୁଳି ପରେ…

ନୂଆପଡ଼ା/ଖଡିଆଳ,୬ା୫(ମକାରୁ ବେମାଲ/ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ସହର ଶାନ୍ତିନଗର ପଡ଼ାରେ ସୋମବାର ଜଣେ ଯୁବକଙ୍କୁ ଗୁଳିମାଡ଼ ହୋଇଥିବାବେଳେ ସେ ଏଥିରୁ ବର୍ତ୍ତି ଯାଇଛନ୍ତି। ସୂଚନା…

8 months ago

ଘର ଭିତରେ ପଶିଗଲା ନାଗ, ହାତରେ ଧରି ବାହାରକୁ ନେବାବେଳେ …

ନୂଆପଡ଼ା,୪ା୫ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନ ଥାନା ତରବୋଡ ଗାଁରେ ସାପ କାମୁଡ଼ାରେ ଜଣେ ରାଜମିସ୍ତ୍ରିଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ତରବୋଡ କଲୋନିପଡାର ସହଦେବ…

8 months ago

ନୂଆପଡା ରେଳ ଫାଟକରେ ୨୩୮ କୋଟି ବ୍ୟୟରେ  ନର୍ମାଣ ହେବ ଓଭର ବ୍ରିଜ୍‌

ନୂଆପଡା,୪।୫(ମକାରୁ ବେମାଲ): ନୂଆପଡା ସହରର ପ୍ରବେଶ ଦ୍ୱାରରେ ଅବସ୍ଥିତ ଥିବା ରେଳ ଫାଟକରେ ଖୁବ ଶୀଘ୍ର ନିର୍ମିତ ହେବ ଓଭର୍‌ ବ୍ରିଜ।  ଜିଲାପାଳ ମଧୁସୂଦନ ଦାଶଙ୍କ ଅଧ୍ୟକ୍ଷତାରେ…

8 months ago

ଚରାଉଥିଲେ ଛେଳି: ମାଡି ଆସିଲା ଭାଲୁ

ନୂଆପଡ଼ା,୩ା୫ (ମକାରୁ ବେମାଲ): ନୂଆପଡ଼ା ଜିଲା ଖଡିଆଳ ବ୍ଲକ କିକିଟା ଗାଁରେ ଭାଲୁ କାମୁଡାରେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି…

8 months ago

କୃତୀ ଛାତ୍ରୀଙ୍କୁ ସମ୍ବର୍ଦ୍ଧିତ କଲେ ଜିଲାପାଳ

ନୂଆପଡ଼ା,୩ା୫ (ମକାରୁ ବେମାଲ): ଓଡ଼ିଶା ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷାରେ ନୂଆପଡ଼ା ଜିଲାରେ କୃତିତ୍ୱ ଅର୍ଜନ କରିଥିବା ୨ ଛାତ୍ରୀଙ୍କୁ ଶନିବାର ଜିଲାପାଳ…

8 months ago