ନୂଆପଡ଼ା

ରାତି ପାହିଲେ ନୂଆପଡ଼ାରେ ଭୋଟ: ୧୪ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ୨,୫୪,୪୯୭ ଭୋଟର

ନୂଆପଡ଼ା,୧୦ା୧୧ (ମକାରୁ ବେମାଲ) : ରାତି ପାହିଲେ ନୂଆପଡ଼ାରେ ଉପନିର୍ବାଚନ ଅନୁଷ୍ଠିତ ହେବ। ନିର୍ବାଚନ ମଇଦାନରେ ପ୍ରମୁଖ ଭାଜପା, ବିଜେଡି, କଂଗ୍ରେସ ଦଳର ପ୍ରାର୍ଥୀଙ୍କ ସମେତ ମୋଟ ୧୪ ପ୍ରାର୍ଥୀ ଅବତୀର୍ଣ୍ଣ ହୋଇଛନ୍ତି। ଏମାନଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ନିର୍ବାଚନମଣ୍ଡଳୀର ୨…

ନୂଆପଡ଼ା ଉପନିର୍ବାଚନ: ଆସନ୍ତାକାଲି ନିର୍ଦ୍ଧାରଣ ହେବ ୧୪ ପ୍ରାର୍ଥୀଙ୍କ ଭାଗ୍ୟ

ନୂଆପଡ଼ା,୧୦।୧୧: ଓଡ଼ିଶାର ଗୁରୁତ୍ୱପୂର୍ଣ୍ଣ ନୂଆପଡ଼ା ବିଧାନସଭା ଉପନିର୍ବାଚନ ପାଇଁ ଆସନ୍ତାକାଲି ନଭେମ୍ବର ୧୧ (ମଙ୍ଗଳବାର) ଭୋଟ୍ ଗ୍ରହଣ କରାଯିବ। ନିର୍ବାଚନକୁ ସୁରୁଖୁରୁରେ ସମ୍ପନ୍ନ କରିବା ପାଇଁ ସମସ୍ତ ପ୍ରସ୍ତୁତି କରାଯାଇଛି। ମୋଟ୍ ୮ ଜଣ ସ୍ୱାଧୀନ ପ୍ରାର୍ଥୀଙ୍କ ସମେତ ୧୪ ଜଣ…

ନୂଆପଡ଼ା ଉପନିର୍ବାଚନ: ସକାଳ ୭ରୁ ମତଦାନ ଆରମ୍ଭ, ରହିଛି ୧୦୧ ଗୁରୁତ୍ୱପୂର୍ଣ୍ଣ ବୁଥ୍‌

ନୂଆପଡ଼ା,୧୦।୧୧(ମକାରୁ ବେମାଲ): ନୂଆପଡ଼ା ବିଧାନସଭା ଉପନିର୍ବାଚନ ଲାଗି ମଙ୍ଗଳବାର ସକାଳେ ମତଦାନ ଆରମ୍ଭ ହେବ। ଏହି ନିର୍ବାଚନମଣ୍ଡଳୀରେ ମୋଟ ୩୫୮ଟି ବୁଥ ରହିଥିବାବେଳେ ସେଥିମଧ୍ୟରୁ ୧୦୧ ଗୁରୁତ୍ୱପୂର୍ଣ୍ଣ ବୁଥ୍‌। ଏହି ୧୦୧ ବୁଥ୍‌ ମଧ୍ୟରୁ ୪୭ ମାଓବାଦୀ ପ୍ରଭାବିତ ଅଞ୍ଚଳରେ, ୫୪ଟି…

ହେଲିକପ୍ଟରରେ ନୂଆପଡ଼ା ଯିବେ ପୋଲିଂ ପାର୍ଟି

ନୂଆପଡ଼ା,୧୦ା୧୧(ମକାରୁ ବେମାଲ): ଆସନ୍ତାକାଲି ଅର୍ଥାତ୍‌ ମଙ୍ଗଳବାର ଅନୁଷ୍ଠିତ ହେବ ନୂଆପଡ଼ା ଉପନିର୍ବାଚନ। ଏନେଇ ପୋଲିଂ ପାର୍ଟି ହେଲିକପ୍ଟରରେ ନୂଆପଡ଼ା ଯିବେ ବୋଲି ବ୍ୟବସ୍ଥା କରାଯାଇଛି। ସୁନାବେଡ଼ା ପୋଲିଂ ପାର୍ଟି ପାଇଁ ୨ଟି ସ୍ବତନ୍ତ୍ର ହେଲିକପ୍ଟର ବ୍ୟବସ୍ଥା କରାଯାଇଛି। ଏହି ହେଲିକପ୍ଟର ଗୋତମା…

ସରିଲା ପ୍ରଚାର, ଏବେ ଗାଁ ନେତା ଭରସା

ନୂଆପଡ଼ା,୧୦ା୧୧(ସୁନିତ୍‌ ମିଶ୍ର):ନୂଆପଡ଼ା ଉପନିର୍ବାଚନ ଲାଗି ଚାଲିଥିବା ପ୍ରଚାର ରବିବାର ସନ୍ଧ୍ୟା ୬ଟାରେ ଶେଷ ହୋଇଛି। ମଙ୍ଗଳବାର ସକାଳେ ମତଦାନ ଆରମ୍ଭ ହେବାକୁ ଥିବାରୁ ରାଜ୍ୟ ନିର୍ବାଚନ କମିଶନଙ୍କ ପକ୍ଷରୁ ଲଗାଯାଇଥିବା କଟକଣା ମୁତାବକ ସବୁ ଦଳ ସେମାନଙ୍କ ପ୍ରଚାର ବନ୍ଦ କରିଛନ୍ତି।…

ନୂଆପଡ଼ା ଉପନିର୍ବାଚନକୁ ନେଇ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ବଡ଼ ସୂଚନା

ଭୁବନେଶ୍ୱର,୯।୧୧: ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଆର୍‌.ଏସ୍‌. ଗୋପାଳନ ରବିବାର ନୂଆପଡ଼ା ଉପନିର୍ବାଚନକୁ ନେଇ ବଡ଼ ସୂଚନା ଦେଇଛନ୍ତି। ନୂଆପଡ଼ାରେ ଅପରାହ୍ନ ୪ରୁ ନୀରବ ଅବଧି ଆରମ୍ଭ ହୋଇଯାଇଥିବା CEO ଗଣମାଧ୍ୟମକୁ ପ୍ରକାଶ କରିଛନ୍ତି। ଏପରିକି ଅପରାହ୍ନ ୪ଟା ସୁଦ୍ଧା ଅନ୍ୟ…

ନୂଆପଡ଼ାରେ ‘ଡବଲ ଇଞ୍ଜିନ ସରକାର’ ଉପରେ ବର୍ଷିଲେ ଅଖିଳେଶ ଯାଦବ

ନୂଆପଡ଼ା,୯।୧୧: ଓଡ଼ିଶାର ନୂଆପଡ଼ା ଉପନିର୍ବାଚନ ପାଇଁ ସମାଜବାଦୀ ପାର୍ଟିର (ସପା) ସଭାପତି ତଥା ବରିଷ୍ଠ ନେତା ଅଖିଳେଶ ସିଂ ଯାଦବ ରବିବାର ଅପରାହ୍ଣରେ ଦଳୀୟ ପ୍ରାର୍ଥୀ ରମାକାନ୍ତ ହାତୀଙ୍କ ପାଇଁ ଜନସଭାରେ ପ୍ରଚାର କରିଛନ୍ତି। ସ୍ଥାନୀୟ ପୋଲିସ ପଡ଼ିଆରେ ‘ଜୟ ଜଗନ୍ନାଥ’…

ମୁଖ୍ୟମନ୍ତ୍ରୀଙ୍କ ଗସ୍ତ: ଅଟକିଲା ଆମ୍ବୁଲାନ୍ସ, ଗାଡି ପାଉ ନ ଥିଲେ ଲୋକେ

ନୂଆପଡ଼ା,୮ା୧୧ (ମକାରୁ ବେମାଲ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ରୋଡ୍‌ ଶୋରେ ନୂଆପଡ଼ା ସହରର ଏକତା ଛକ ଓ ଖରିଆର ରୋଡ୍‌ ଏନ୍‌ଏସରେ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଥିଲା। ଏହା ମଧ୍ୟରେ ଯେଉଁପଟେ ଦେଖିଲେ ଜୟ ଶ୍ରୀରାମ ଓ ମୋହନ ଦାଦା…

ବିଜେଡି, ଭାଜପାର ରୋଡ୍‌ ଶୋ’କୁ ନେଇ ଚର୍ଚ୍ଚା

ନୂଆପଡ଼ା,୯ା୧୧(ପୀତାମ୍ବର ସାହୁ): ନୂଆପଡ଼ା ଉପନିର୍ବାଚନ ପ୍ରଚାର ଶେଷ ପର୍ଯ୍ୟାୟରେ। ରବିବାର ପ୍ରଚାର ଶେଷ ହୋଇଯିବ। ଅପରାହ୍ନ ୪ଟା ସୁଦ୍ଧା ନୂଆପଡ଼ା ଛାଡ଼ି ଚାଲିଯିବାକୁ ବାହାର ନେତା ଓ କର୍ମୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏହାକୁ ଦୃଷ୍ଟିରେ ରଖି ଉଭୟ ଭାଜପା ଓ ବିଜେଡି…

ନୂଆପଡ଼ା ଉପନିର୍ବାଚନ ବିଜୟ ପାଇଁ ପ୍ରମୁଖ ଦଳର କସରତ୍‌

ନୂଆପଡ଼ା,୯ା୧୧ (ପୀତାମ୍ବର ସାହୁ): ନୂଆପଡ଼ା ଉପନିର୍ବାଚନ ପ୍ରଚାର ଏବେ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ନିର୍ବାଚନ ତାରିଖ ଯେତେ ପାଖେଇ ଆସୁଛି ଏହାକୁ ନେଇ ଆଲୋଚନା ସେତେ ଜୋର ଧରୁଛି। କିଏ ବିଜୟୀ ହେବ, କାହାକୁ କେତେ ଭୋଟ ମିଳିବ ଏସବୁ କଥା…

ଘାସିରାମ ନିଷ୍କଳଙ୍କ: ଚେୟାରମ୍ୟାନ ଥାଇ ନିଜ ବିଡିଓଙ୍କୁ ଧରାଇଥିଲେ ଭିଜିଲାନ୍ସ ହାତରେ

ନୂଆପଡ଼ା,୯ା୧୧ (ମକାରୁ ବେମାଲ): କଂଗ୍ରେସ ହେଉଛି ଏକମାତ୍ର ଦଳ ଯିଏ ଏହି ମାଟିର ମଣିଷ, ନିଷ୍କଳଙ୍କ ବ୍ୟକ୍ତି ଘାସିରାମ ମାଝୀଙ୍କୁ ପ୍ରାର୍ଥୀ କରିଛି। କଂଗ୍ରେସ ପ୍ରାର୍ଥୀ ଖୋଲାଖାତା ଭଳି ଯାହା ଆମେ ନିଜ ଇସ୍ତାହାରରେ ପ୍ରକାଶ କରିସାରିଛୁ ବୋଲି ଶନିବାର ନୂଆପଡ଼ାସ୍ଥିତ…

ଉପନିର୍ବାଚନ ପ୍ରଚାରର ଶେଷଦିନ: ୪ଟାରୁ ନୂଆପଡ଼ା ଛାଡ଼

ନୂଆପଡ଼ା,୯।୧୧(ମକାରୁ ବେମାଲ): ନୂଆପଡ଼ା ଉପନିର୍ବାଚନ ପାଇଁ ଆଜି ପ୍ରଚାରର ଶେଷଦିନ। ରବିବାର ଅପରାହ୍ନ ୪ଟାରୁ ସାଇଲେନ୍ସ ପିରିୟଡ ଲାଗୁ ହେବ। ସାଇଲେନ୍ସ ପିରିୟଡ ପୂର୍ବରୁ ସମସ୍ତ ପ୍ରଚାର ଶେଷ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ନିର୍ବାଚନ କମିଶନର। ବାହାର ଲୋକଙ୍କୁ ନୂଆପଡ଼ା ଛାଡ଼ିବାକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri