ବିଜୁ ଏକ୍ସପ୍ରେସ୍ ୱେ ମରଣଯନ୍ତା: ପ୍ରତିଦିନ ଦୁର୍ଘଟଣା
ନୂଆପଡ଼ା,୧୦ା୨ (ମକାରୁ ବେମାଲ): ନୂଆପଡ଼ା ଜିଲାର ଲାଇଫ୍ଲାଇନ କୁହାଯାଉଥିବା ବିଜୁ ଏକ୍ସପ୍ରେସ୍ ଫୋର ୱେ ଏବେ ମରଣଯନ୍ତା ପାଲଟିଛି। ଏଥିଯୋଗୁ ପ୍ରତିଦିନ ଛୋଟବଡ଼ ଦୁର୍ଘଟଣା ଘଟି ନିରୀହ ଲୋକ ପ୍ରାଣ ହରାଉଛନ୍ତି। ରାଉରକେଲାଠାରୁ ନୂଆପଡ଼ା ଦେଇ କୋରାପୁଟ ଚାନ୍ଦଲି ପର୍ଯ୍ୟନ୍ତ ଯାଇଥିବା…
ଆର୍ଏସ୍ସିସି କପ୍ କ୍ରିକେଟ: ଦେଶୀ ବୟେଜ ସେମିରେ
ନୂଆପଡ଼ା,୭ା୨ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ତରବୋଡ ସମ୍ଭବ ଖେଳପଡିଆରେ ଶନିବାର ରାଇଜିଂ ଷ୍ଟାର ୟୁଥ୍ କ୍ଲବ ଦ୍ୱାରା ଆୟୋଜିତ ୧୯ତମ ଆର୍ଏସ୍ସିସି କପ କ୍ରିକେଟ ଟୁର୍ନାମେଣ୍ଟ ଉଦ୍ଘାଟିତ ହୋଇଯାଇଛି। ପ୍ରଥମ ମ୍ୟାଚ ଖଇରଭାଡି ଓ ଠୋଙ୍ଗୋ ମଧ୍ୟରେ…
ସମସ୍ୟା ଘେରରେ ସାହାଜଟ ଆଶ୍ରମ ବିଦ୍ୟାଳୟ: ବାରଣ୍ଡାରେ ବସି ପାଠ ପଢୁଛନ୍ତି ପିଲା
ନୂଆପଡ଼ା,୬ା୨ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ ଜଟଗଡ ପଞ୍ଚାୟତର ସାହାଜଟ ଆଶ୍ରମ ବିଦ୍ୟାଳୟ ସମସ୍ୟାଘେରରେ ଗତିକରୁଛି। ୧୯୫୫ ମସିହାରେ ସ୍ଥାପିତ ଏହି ବିଦ୍ୟାଳୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ରହିଥିବା ବେଳେ ଶିଶୁ ବାଟିକାକୁ ମିଶାଇ ୯ଟି ଶ୍ରେଣୀ ରହିଛି।…
ଘର ଭାଙ୍ଗି ଧାନ, ଚାଉଳ ଖାଇଲେ ହାତୀପଲ
ନୂଆପଡ଼ା,୫ା୨ (ମକାରୁ ବେମାଲ):ନୂଆପଡ଼ା ଜିଲା ସୁନାବେଡା ଅଭୟାରଣ୍ୟ ଭିତରେ ବସବାସ କରୁଥିବା ଏକ ଗଁାର ୧୦ରୁ ଊର୍ଦ୍ଧ୍ୱ ଘରକୁ ହାତୀ ଭାଙ୍ଗିଥିବା ଅଭିଯୋଗ ହୋଇଛି। ସୂଚନା ଅନୁଯାୟୀ କୋମନା ବ୍ଲକ ସୁନାବେଡା ପଞ୍ଚାୟତ ଦାତୁନାମା ଗାଁରେ ୨୭ ଟିକିଆ ହାତୀପଲ ପଶି…
୯୮ ଥର ରକ୍ତଦାନକରି ଚର୍ଚ୍ଚାରେ କିଶୋର: ଅନେକ ଲୋକଙ୍କ ଜୀବନ…
ନୂଆପଡ଼ା,୩ା୨ (ମକାରୁ ବେମାଲ):ନୂଆପଡ଼ା ସଦର ବ୍ଲକ କୁଲିଆବନ୍ଧା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ କିଶୋର କୁମାର ପରିଡ଼ା ୯୮ ଥର ରକ୍ତଦାନକରି ଚର୍ଚ୍ଚାରେ ଅଛନ୍ତି। ସ୍ବେଚ୍ଛାକୃତ ରକ୍ତଦାନ କରି ସେ ଅନେକ ଲୋକଙ୍କ ଜୀବନ ବଞ୍ଚାଇଛନ୍ତି। କରୋନା ସମୟରେ ମଧ୍ୟ ଖାତିର…
ହିନ୍ଦୁ ସମ୍ମିଳନୀ: ରାଷ୍ଟ୍ରର ସୁରକ୍ଷା ପାଇଁ ଏକତ୍ରିତ ହେବାକୁ ଆହ୍ୱାନ
ଖଡ଼ିଆଳ,୨୯ା୧(ସୁଜିତ କୁମାର ପ୍ରଧାନ): ସନାତନ ଧର୍ମ, ସଂସ୍କୃତି ଓ ସାମାଜିକ ଏକତାର ପ୍ରତୀକ ହିନ୍ଦୁ ସମ୍ମିଳନୀ ଖଡ଼ିଆଳ ଖଣ୍ଡର ଡୁଆଝର ମଣ୍ଡଳରେ ଅନୁଷ୍ଠିତ ହୋଇଯାଇଛି। ସମିତି କୋଷାଧ୍ୟକ୍ଷ ହେରମ ମେହେରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସମ୍ମିଳନୀରେ ବିଶ୍ୱହିନ୍ଦୁ ପରିଷଦ ଖଣ୍ଡ ସମରସତ୍ତା ସଂଯୋଜକ…
ସାଇକେଲ୍କୁ ଧକ୍କା ଦେଇ ହଠାତ୍ ଜଳିଗଲା ବାଇକ୍: ଆଉ ତା’ପରେ…
ନୂଆପଡ଼ା, ୨୯ା୧ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ଥାନା ଉଦ୍ୟାନବନ୍ଧ ନିକଟ ଖଇରଭାଡି ଛକ ଜାତୀୟ ରାଜପଥ ଉପରେ ବୁଧବାର ସାଇକେଲକୁ ଧକ୍କା ଦେଇ ଏକ ବାଇକ୍ ଜଳିଯାଇଛି। ସେଥିରେ ୩ ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନେ ହେଲେ ବାରଣ୍ଡାପାଟ…
ନୂଆପଡ଼ାରେ ପୁଣି ବାଘ ଆତଙ୍କ: ୪ ଛେଳି ମାରିଖାଇଲା
ନୂଆପଡ଼ା,୨୫।୧ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ପୁଣି ବାଘ ଆତଙ୍କ ଦେଖାଦେଇଛି। ଶୁକ୍ରବାର ରାତିରେ ଏକ କଲରାପତରିଆ ବାଘ ନୂଆପଡ଼ା ସଦର ବ୍ଲକ ଧରମବନ୍ଧା ସେକ୍ସନ ଚୂଳାଭାଟ ପଞ୍ଚାୟତ ଭାଲୁପାଣି ଗାଁର ପିତ ମାଝିଙ୍କ ଗୁହାଳରେ ପଶି ୪ ଛେଳିକୁ ମାରି…
ଉନ୍ନୟନ କାର୍ଯ୍ୟର ସମୀକ୍ଷା କଲେ ବିଧାୟକ ସମର୍ପିତ ହୋଇ କାମ କରିବାକୁ ଆହ୍ବାନ
ନୂଆପଡ଼ା,୨୧ା୧ (ମକାରୁ ବେମାଲ): ନୂଆପଡ଼ା ବିଧାନସଭା କ୍ଷେତ୍ର ବିକାଶ ସମିତି ବୈଠକ ସ୍ଥାନୀୟ ସଦ୍ଭାବନା ସଭା ଗୃହଠାରେ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ନୂଆପଡ଼ା ବିଧାୟକ ଜୟ ଢୋଲକିଆ ଅଧ୍ୟକ୍ଷତା କରି ସମର୍ପିତ ଭାବରେ ଜନସାଧାରଣଙ୍କୁ ସେବା ଯୋଗାଇଦେବା ପାଇଁ ଅଧିକାରୀମାନଙ୍କୁ ଆହ୍ବାନ…
ବିଡିଓଙ୍କୁ ଶକ୍ତ ଚାପୁଡା ମାରିଥିଲେ ହେମନାଥ, ବାନ୍ଧିଲା ପୋଲିସ
ନୂଆପଡ଼ା,୨୦ା୧ (ମକାରୁ ବେମାଲ):ନୂଆପଡ଼ା ଜିଲା ସଦର ବ୍ଲକ ବିଡିଓ ରୋହିତ ଭୋଇଙ୍କୁ ସୋମବାର ଜଣେ ଯୁବକ ମାଡ଼ ମାରିଥିବା ସଦର ଥାନାରେ ଅଭିଯୋଗ ହୋଇଛି। ଏ ନେଇ ବିଡିଓ ଭୋଇଙ୍କ ଅଭିଯୋଗ ଆଧାରରେ ପୋଲିସ ଏକ ମାମଲା (ନଂ.୧୧/୨୬) ରୁଜୁକରି ସମ୍ପୃକ୍ତ…
ପଞ୍ଚାୟତ ଗୃହ ନିର୍ମାଣକୁ ନେଇ ବିବାଦ, ସର୍ବସମ୍ମୁଖରେ ନୂଆପଡ଼ା ବିଡିଓଙ୍କୁ ଚାପୁଡା
ନୂଆପଡା, ୧୯/୧ ( ମକାରୁ ବେମାଲ): ନୂଆପଡ଼ା ଜିଲାରେ ସୋମବାର ଏକ ଲଜ୍ଜାଜନକ ଘଟଣା ଦେଖିବାକୁ ମିଳିଛି । ସୋମବାର ସକାଳୁ ନୂଆପଡ଼ା ସଦର ବିଡିଓ ରୋହିତ ଭୋଇ ନିଜ ବାସ ଭବନରୁ ଗାଁ ପ୍ରଶାସନରେ ଯୋଗ ଦେବାପାଇଁ ବାହାରୁ ଥିଲାବେଳେ…
ଜିଲାର ଚାଷୀଙ୍କ ପାଇଁ ଉଦାହରଣ ସାଜିଲେ ମୂକ ବଧିର ୨ ଭଉଣୀ: କୃଷି ବିଭାଗ ପକ୍ଷରୁ…
ନୂଆପଡ଼ା,୧୮ା୧ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆଠାରେ ଆୟୋଜିତ ଜିଲାସ୍ତରୀୟ କୃଷି ମହୋତ୍ସବ ଓ କୃଷି ଯନ୍ତ୍ରପାତି ମେଳାର ଦ୍ୱିତୀୟ ଦିବସରେ ଏକ ନିଆରା ଚାଷୀ ପ୍ରତିଭା ସମ୍ମାନିତ ହେବା ଦେଖିବାକୁ ମିଳିଥିଲା। ୨ ଚାଷୀ ପ୍ରତିଭା ହେଲେ ସାହିପଲା ଗାଁର…

