ନୂଆପଡ଼ା

ମିଲର୍ସ ଆନ୍ଦୋଳନ: ମଣ୍ଡିରେ ପଡି ରହିଛି ୩ ଲକ୍ଷରୁ ଊର୍ଦ୍ଧ୍ୱ ବସ୍ତା ଧାନ

ନୂଆପଡ଼ା,୬ା୧ (ମକାରୁ ବେମାଲ): ନୂଆପଡ଼ା ଜିଲାର ସମସ୍ତ ମିଲର୍ସ ବିଭିନ୍ନ ଦାବି ନେଇ ସୋମବାରଠାରୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଫଳରେ ମଣ୍ଡିରେ ଅଚଳାବସ୍ଥା ଦେଖାଦେଇଛି। ଦୀର୍ଘ ବର୍ଷରୁ ମିଲର୍ସମାନେ ମିଲିଂ ଚାର୍ଜ ବୃଦ୍ଧି କରାଯାଉ ବୋଲି ଦାବି କରିଆସୁଛନ୍ତି।…

ଟ୍ରାକ୍ଟର ଚକ ତଳେ ଗଲା ଜୀବନ, ୨ ଗୁରୁତର

ନୂଆପଡ଼ା,୬ା୧ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ଥାନା ବୃଦ୍ଧିକୋମନା ପଞ୍ଚାୟତ ପଣ୍ଡରାପଥର ଗାଁରେ ସୋମବାର ଟ୍ରାକ୍ଟର ଚାପିଦେବାରୁ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି। ମୃତକ ହେଲେ ପଣ୍ଡରାପଥର ଗାଁର ସଞ୍ଜୁ ମାଝି (୨୩) ଓ…

ପଞ୍ଚଭୂତରେ ଲୀନ ହେଲା ରାଜାଙ୍କ ପାର୍ଥିବ ଶରୀର, ଯୁବରାଜ ଦେବଦେବ ସିଂଦେଓଙ୍କ ରାଜାଭିଷେକ

ଖଡ଼ିଆଳ,୬ା୧(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ରାଜା ସ୍ବର୍ଗତ ଡ. ଜିତାମିତ୍ର ପ୍ରସାଦ ସିଂଦେଓଙ୍କ ପାର୍ଥିବ ଶରୀର ସୋମବାର ନେହେନା ସୁନ୍ଦର ନଦୀ ରାଣୀଘାଟରେ ପଞ୍ଚଭୂତରେ ଲୀନ ହୋଇଛି। ଏହାପରେ ଖଡିଆଳର ୧୯ତମ ରାଜାଭାବେ ଯୁବରାଜ ଦେବଦେବ ସିଂଦେଓଙ୍କ ନାମ…

ମହାବିଦ୍ୟାଳୟରେ ସ୍ବର୍ଗତ ରାଜାସାହେବଙ୍କ ନିମନ୍ତେ ଶୋକ ସଭା

ଖଡ଼ିଆଳ,୫।୧(ସୁଜିତ କୁମାର ପ୍ରଧାନ ): ନୂଆପଡା ଜିଲା ଖଡ଼ିଆଳ ସ୍ବୟଂ ଶାସିତ ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଶାନ୍ତ କୁମାର ପଣ୍ଡାଙ୍କ ତତ୍ତ୍ୱାବାଧାନରେ ଖଡ଼ିଆଳର ଗଡ଼ଜାତ ରାଜାସାହେବ ସ୍ବର୍ଗତ ଡ଼ ଜିତାମିତ୍ର ସିଂ ଦେଓଙ୍କ ଅକାଳ ବିୟୋଗରେ ଶୋକାକୁଳ ସମସ୍ତ ଅଧ୍ୟାପକ, ଅଧ୍ୟାପିକା, ଛାତ୍ରୀଛାତ୍ରଙ୍କୁ…

୮୦ ବର୍ଷ ବୟସରେ ଖଡିଆଳ ରାଜାଙ୍କ ପରଲୋକ, ସୁନ୍ଦର ନଦୀ ଘାଟରେ ଶେଷକୃତ୍ୟ ସମ୍ପନ୍ନ

ଖଡ଼ିଆଳ,୪।୧(ସୁଜିତ କୁମାର ପ୍ରଧାନ): ନୂଆପଡା ଜିଲା ଖଡିଆଳ ରାଜା ଜିତାମିତ୍ର ପ୍ରସାଦ ସିଂ ଦେଓଙ୍କ ୮୦ ବର୍ଷ ବୟସରେ ପରଲୋକ ହୋଇଛି । ରବିବାର ସକାଳରେ ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଠିକ୍ ଥିବା ବେଳେ ୧ ଟା ୩୫ ସମୟରେ ତାଙ୍କର…

ଧୁମଧାମରେ ପାଳନହେଲା ପୁଷ୍‌ପୁନି

ନୂଆପଡ଼ା,୪ା୧(ମକାରୁ ବେମାଲ): ପଶ୍ଚିମ ଓଡ଼ିଶାର କୃଷିଭିତ୍ତିକ ଗଣପର୍ବ ପୁଷ୍‌ପୁନି ଶନିବାର ଜିଲାରେ ଧୁମଧାମରେ ପାଳିତ ହୋଇଯାଇଛି। ଏଥିପାଇଁ ସହରଠୁ ଗ୍ରାମ ଉତ୍ସବମୁଖର ହୋଇଉଠିଥିଲା। ଛୋଟ ପିଲାଠାରୁ ନେଇ ବୃଦ୍ଧା ପର୍ଯ୍ୟନ୍ତ ସମସ୍ତେ ହାତରେ ବ୍ୟାଗ୍‌ ଧରି ଘରକୁ ଘର ବୁଲି ଛେରଛେରରା…

ଚଢା ଦରରେ ବିକ୍ରି ହେଉଛି ବିଦେଶୀ ମଦ: ବୋତଲ ପିଛା…

ନୂଆପଡ଼ା/କୋମନା,୩ା୧(ମକାରୁ ବେମାଲ/ମହେଶ ବାଗ):ଇଂରାଜୀ ନବବର୍ଷକୁ ସ୍ବାଗତ ଜଣାଇ ଚାରିଆଡେ ଉତ୍ସାହର ମାହୋଲ ଦେଖାଦେଇଥିଲା। ଏହାର ସୁଯୋଗ ନେଇ କୋମନାଠାରେ ଥିବା ବିଦେଶୀ ମଦ ଦୋକାନ ଚଢାଦରରେ ବିକ୍ରୟ କରୁଥିବା ଅଭିଯୋଗ ହୋଇଛି। ନୂତନ ବର୍ଷ ପାଳନ ଓ ଭୋଜିଭାତର ଆସର ଜମାଇବା…

କଲରାପତରିଆ ସହ ସମ୍ବର ଶିଙ୍ଘ ଜବତ ମାମଲା: ୬ଜଣଙ୍କୁ କୋର୍ଟ ଚାଲାଣ କଲା ଖଡ଼ିଆଳ ବନଖଣ୍ଡ

ଖଡ଼ିଆଳ,୨।୧(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ବନଖଣ୍ଡ ପକ୍ଷରୁ କଲରାପତରିଆ ବାଘ ଛାଲ ଏବଂ ଦୁଇଟି ସମ୍ବର ଶିଙ୍ଘ ଜବତ ମାମଲାରେ ଛଅଜଣ କୋର୍ଟ ଚାଲାଣ ହୋଇଛନ୍ତି। ଗୁରୁବାର ନୂଆପଡା ରେଞ୍ଜ ଅଞ୍ଚଳର ପତାଳଘୁଟକୁରି ଗ୍ରାମର ମହେଶ ସାହୁ (୬୨)…

ନାଟ୍ୟ ନର୍ତ୍ତନ ଡ୍ୟାନ୍ସ ଫେଷ୍ଟିଭାଲ: ସଫଳତା ଆଣିଲେ….

ଖଡ଼ିଆଳ,୨ା୧ (ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ସହରର ଲାଲ ସାହେବ ପଡ଼ାରେ ଥିବା ଧର୍ମେଶ ଡ୍ୟାନ୍ସ ଏକାଡେମୀ ପୁଣି ଏକ ସଫଳତା ହାସଲ କରିଛି। ଦୁର୍ଗ ରାୟପୁରରେ ଆୟୋଜିତ ନାଟ୍ୟ ନର୍ତ୍ତନ ଡ୍ୟାନ୍ସ ଫେଷ୍ଟିଭାଲରେ ଏକାଡେମୀର ଛାତ୍ର ଭୂମରାଜ…

ମୌଳିକ ସୁବିଧାରୁ ବଞ୍ଚିତ ଗାଁ ଭୂର୍ଷିପଡ଼ା: ଅନ୍ଧାର ଘେରରେ ୩୦ ଆଦିବାସୀ ପରିବାର

ନୂଆପଡ଼ା,୨ା୧ (ମକାରୁ ବେମାଲ):ଲୋକଙ୍କୁ ସର୍ବନିମ୍ନ ସୁବିଧା ଯୋଗାଇଦେବା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ବିଭିନ୍ନ ଯୋଜନା ପ୍ରଣୟନ କରିଛନ୍ତି। ହେଲେ ବିଭାଗୀୟ ଅଧିକାରୀ ଓ ନିର୍ବାଚିତ ଜନ ପ୍ରତିନିଧିଙ୍କ ଆନ୍ତରିକତା ଅଭାବ ଯୋଗୁ ଅନେକ ସ୍ଥାନରେ ଏସବୁ ଯୋଜନା କାର୍ଯ୍ୟକାରୀ…

ବଜାରରେ ମିଳୁଛି ନକଲି ଶାଗୁଦାନା: ହୋଇଯାନ୍ତୁ ସାବଧାନ

ନୂଆପଡ଼ା,୧ା୧ (ମକାରୁ ବେମାଲ):ନୂଆପଡ଼ା ସହରରେ ପ୍ଲାଷ୍ଟିକ ଶାଗୁଦାନା ବିକ୍ରୟ ହେଉଥିବା ଅଭିଯୋଗ ହୋଇଛି। ସୂଚନା ମୁତାବକ ଟାନୱାଟ ପଞ୍ଚାୟତ ଝିଲମିଲା ଗାଁର ଜ୍ୟୋତିର୍ମୟ ପୁହାଣ ନୂଆପଡ଼ା ଇରିଗେସନ ଛକରେ ଥିବା ଗୁପ୍ତା କିରାନା ଦୋକାନରୁ ମଙ୍ଗଳବାର ଜିବିଏସ୍‌ କମ୍ପାନୀର ୨ ପ୍ୟାକେଟ…

୧୪ ଫାର୍ମାସିଷ୍ଟଙ୍କ ଲେଭେଲ-୨କୁ ପଦୋନ୍ନତି

ନୂଆପଡ଼ା,୩୦ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାର ବିଭିନ୍ନ ସ୍ବାସ୍ଥ୍ୟ କେନ୍ଦ୍ରରେ କାର୍ଯ୍ୟରତ ୩୬ ଜଣ ଫାର୍ମାସଷ୍ଟଙ୍କ ମଧ୍ୟରୁ ୧୪ ଜଣ ପଦୋନ୍ନତି ପାଇଛନ୍ତି। ସୂଚନା ମୁତାବକ ଜିଲାର ବିଭିନ୍ନ ସ୍ବାସ୍ଥ୍ୟ କେନ୍ଦ୍ରରେ କାର୍ଯ୍ୟରତ ଫାର୍ମାସିଷ୍ଟମାନେ ପଦୋନ୍ନତି ପାଇଁ ଦୀର୍ଘ ବର୍ଷରୁ ଦାବି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?