ନୂଆପଡ଼ା

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଚାଲିଗଲା ୩ ଜୀବନ, ୪ ଗୁରୁତର

ନୂଆପଡ଼ା/ କୋମନା,୧୭।୧୨ ( ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ଅଧୀନ ତିଖାଲି ଛକଠାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୩ଜଣଙ୍କ ମୃତ୍ୟୁ ଘଟିଛି। ୪ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକମାନେ ହେଲେ ମୁମ୍ବାଇରୁ ଆସିଥିବା…

ପର୍ଯ୍ୟଟନ ସ୍ଥଳରେ ପଡୁଛି ପ୍ଲାଷ୍ଟିକ: ପଦକ୍ଷେପ ପାଇଁ…

ନୂଆପଡ଼ା,୧୬।୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାର ପର୍ଯ୍ୟଟନ ସ୍ଥଳୀ ପତୋରା ଡ୍ୟାମ୍‌ଠାରେ ସ୍ଥାନୀୟ ଯୁବ ସଂଗଠନ ଯୁବା କି ଦହାଡ ପକ୍ଷରୁ ପ୍ଲାଷ୍ଟିକ ମୁକ୍ତ ଅଭିଯାନ ଓ ସ୍ବଚ୍ଛତା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଠାକୁ ପ୍ରତିଦିନ ନୂଆପଡ଼ା ସମେତ ଅନ୍ୟ…

ତୀର୍ଥଯାତ୍ରାରେ ଗଲେ ୭୪ ବରିଷ୍ଠ ନାଗରିକ

ନୂଆପଡ଼ା,୧୫।୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାରୁ ରାଜ୍ୟ ସରକାରଙ୍କ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନାରେ ୭୪ ଜଣ ରାମେଶ୍ୱର ଅଭିମୁଖେ ଯାତ୍ରା କରିଛନ୍ତି। ଜିଲା ପର୍ଯ୍ୟଟନ କାର୍ଯ୍ୟାଳୟଠାରେ ଅତିରିକ୍ତ ଜିଲାପାଳ ସୁବାସ ଚନ୍ଦ୍ର ରଇତ, ଜିଲା କ୍ରୀଡା ଅଧିକାରୀ ରାଜେନ୍ଦ୍ର ପ୍ରସାଦ…

ନିଜ ସର୍ଭିସ ବନ୍ଧୁକରୁ ନିଜକୁ ଗୁଳି କଲେ ଯବାନ

ନୂଆପଡ଼ା,୧୨ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସୁନାବେଡ଼ା ଅଭୟାରଣ୍ୟ ଭିତରେ ଥିବା ଢେକୁନପାଣି ସିଆର୍‌ପିଏଫ୍‌ କ୍ୟାମ୍ପରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ନିଜ ସର୍ଭିସ ବନ୍ଧୁକରୁ ଗୁଳିକରି ଜଣେ ଯବାନ ଆତ୍ମହତ୍ୟା କରିଛନ୍ତି। ସେ ହେଲେ…

ମଣ୍ଡିରୁ ଉଠୁନି ଧାନ: ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଚାଷୀଙ୍କ ଧାରଣା

ନୂଆପଡ଼ା,୧୨ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ମଣ୍ଡି ଆରମ୍ଭର ୧୦ ଦିନ ବିତିଯାଇଥିଲେ ମଧ୍ୟ କୌଣସି ମଣ୍ଡିରେ ଧାନ ଉଠା ନ ଯିବା ନେଇ ଶୁକ୍ରବାର ନୂଆପଡା ସଦର ବ୍ଲକର ଶତାଧିକ ଚାଷୀ ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଧାରଣା ଦେଇଥିଲେ। ପ୍ରାୟ…

ଖଡ଼ିଆଳରେ ବୃଦ୍ଧି ପାଉଛି ଚୋରି: କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି

ଖଡ଼ିଆଳ,୧୨।୧୨(ସୁଜିତ କୁମାର ପ୍ରଧାନ ): ନୂଆପଡା ଜିଲା ଖଡ଼ିଆଳ ସହରରେ ଦିନକୁ ଦିନ ଚୋରି ଘଟଣା ବୃଦ୍ଧି ପାଉଛି । କିନ୍ତୁ ଏ ପର୍ଯ୍ୟନ୍ତ କୌଣସି ଚୋର ଧରା ପଡୁନାହାନ୍ତି। ବୁଧବାର ମଧ୍ୟ ରାତ୍ରରେ ରୋହିତ ଅଗ୍ରୱାଲଙ୍କ ରୋହିତ ପୂଜା ଦୋକାନରୁ…

‘ଆପଣଙ୍କ ପୁଞ୍ଜି, ଆପଣଙ୍କ ଅଧିକାର’

ନୂଆପଡା,୧୧।୧୨(ମକାରୁ ବେମାଲ): କେନ୍ଦ୍ର ଅର୍ଥ ସେବା ବିଭାଗଙ୍କ ନିର୍ଦ୍ଦେଶକ୍ରମେ ଜିଲା ଲିଡ୍‌ ବ୍ୟାଙ୍କ ପକ୍ଷରୁ ଆପଣଙ୍କ ପୁଞ୍ଜି, ଆପଣଙ୍କ ଅଧିକାର ଶୀର୍ଷକ ସଚେତନତା ଶିବିର ଆସନ୍ତା ୧୨ରେ ନୀଳାଦ୍ରିବିହାର ନୂଆପଡା ଠାରେ ଅନୁଷ୍ଠିତ ହେବ । ଏହି ସଚେତନତା କାର୍ଯ୍ୟକ୍ରମରେ ଜିଲାର…

ପ୍ରଶାସନର ଦାଦନ ମୁକ୍ତ ନେଇ…

ନୂଆପଡ଼ା,୧୦ା୧୨ (ମକାରୁ ବେମାଲ): ବଲାଙ୍ଗୀର ଜିଲା ତୁରେକେଲା ଥାନା ମହୁଲବାହାଳି ରେଳଲାଇନ୍‌ରୁ ସୋମବାର ନୂଆପଡ଼ା ଜିଲା ଲଖନା ଗାଁର ଦାଦନ ଶ୍ରମିକ ବାଞ୍ଛାନିଧି କୈବର୍ତ୍ତଙ୍କ ମୃତଦେହ ଉଦ୍ଧାର ହୋଇଥିଲା। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ଜିଲା ଶ୍ରମିକ ମହାସଂଘର ଚାରି ଜଣିଆ ପ୍ରତିନିଧି…

ଝିଅ ପାଇଁ ଗଛଟିଏ ଓ ଗର୍ଭସ୍ଥ ଶିଶୁ ପାଇଁ ଦିନଟିଏ

ନୂଆପଡ଼ା,୧୦।୧୨ (ମକାରୁ ବେମାଲ):କୋମନା ବ୍ଲକ୍‌ ରଜନା ପଞ୍ଚାୟତ ବେଲଗାଁଠାରେ ଜିଲାପାଳ ମଧୁସୂଦନ ଦାଶଙ୍କ ଅଧ୍ୟକ୍ଷତାରେ ପ୍ରବାସୀ ଶ୍ରମିକ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳଙ୍କ ସମେତ ଜିଲା ମୁଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ, ଉପଜିଲାପାଳ ସୁର୍ମି ସୋରେନ, ସିଡିଏମ୍‌ଓ…

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ ଖାଇଥିଲେ। ପ୍ରାୟ ପ୍ରତ୍ୟେକ ଦିନ ନିକଟସ୍ଥ ଜଙ୍ଗଲରୁ ୨/୩ଟି ଭାଲୁ ଆସୁଛନ୍ତି। ସନ୍ଧ୍ୟା ହେଲେ…

ମୋବାଇଲ ଆପ ସତର୍କ ସଙ୍କେତରେ ଛାତ୍ରଙ୍କ ସଫଳତା

ନୂଆପଡ଼ା,୭।୧୨ (ମକାରୁ ବେମାଲ): ଭାରତ ସରକାରଙ୍କ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ବିଭାଗ ଦ୍ୱାରା ପରିଚାଳିତ ଅଟଳ ଟିଙ୍କରୀଙ୍କ ଲ୍ୟାବମାନଙ୍କର ଅନ୍‌ଲାଇନ ମାଧ୍ୟମରେ ଓସିଏସି ଦ୍ୱାରା ରାଜ୍ୟସ୍ତରୀୟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଏଥିରେ କୋମନା ବ୍ଲକ ବୃଦ୍ଧିକୋମନା ସରକାରୀ ପଞ୍ଚାୟତ ଉଚ୍ଚ…

ସ୍ତ୍ରୀଙ୍କ ମୁଣ୍ଡରେ ଟ୍ୟୁମର: ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ

ନୂଆପଡ଼ା,୭।୧୨(ମକାରୁ ବେମାଲ): ସ୍ତ୍ରୀଙ୍କ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ । ଶେଷରେ ଅସହାୟ ହୋଇ ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି ସ୍ବାମୀ । ଏଭଳି ଘଟଣା ନୂଆପଡ଼ା ଜିଲା ଖଡିଆଳ ବ୍ଲକ ବଡଦୋହେଲ ପଞ୍ଚାୟତ ସାନଦୋହେଲ ଗାଁରେ ଦେଖିବାକୁ ମିଳିଛି। ସୂଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?