ନୂଆପଡ଼ା

କୃଷି ବିଭାଗର ଚଢାଉ: ୧୭୭ ବସ୍ତା ନକଲି ସାର ଜବତ

ନୂଆପଡ଼ା,୨୩ା୧୨ (ମକାରୁ ବେମାଲ):ନୂଆପଡ଼ା ସଦର ବ୍ଲକ ଗୋଡଫୁଲା ଗାଁ ନିକଟ ରାସ୍ତା କଡରେ ବେଆଇନ ଭାବରେ ନକଲି ରାସାୟନିକ ସାର ଓ ଔଷଧ ବିକ୍ରୟ କରାଯାଉଥିବା ଅଭିଯୋଗ ହୋଇଥିଲା ା ସୋମବାର ନୂଆପଡା ଜିଲା କୃଷି ବିଭାଗ ପକ୍ଷରୁ ଚଢାଉ କରାଯାଇ…

ସେବାଶ୍ରମର ପ୍ରଥମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ବାହୁନି ବାହୁନି କାନ୍ଦୁଛି…

ନୂଆପଡ଼ା/କୋମନା,୨୧ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ସୋସେଙ୍ଗ ସେବାଶ୍ରମରେ ଶନିବାର ଜଣେ ପ୍ରଥମଶ୍ରେଣୀ ଛାତ୍ରଙ୍କ ଅସ୍ବାଭାବିକ ମୃତ୍ୟୁ ଘଟିଛି। ସେ ହେଲେ ଅଡାର (କେଚ୍ଛପଖାନ) ଗାଁର ଜଳସିଂ ମାଝୀଙ୍କ ୭ବର୍ଷର ପୁଅ ପବିତ୍ର ମାଝୀ। ପବିତ୍ର ସେବାଶ୍ରମରେ ରହି…

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ ଉତ୍ସବରେ ଜିଲା ପରିଷଦ ଅଧ୍ୟକ୍ଷା ଡଲି ମାଝି ମୁଖ୍ୟ ଅତିଥି, ଓଡ଼ିଶା କ୍ରିକେଟ ସଂଘ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଚାଲିଗଲା ୩ ଜୀବନ, ୪ ଗୁରୁତର

ନୂଆପଡ଼ା/ କୋମନା,୧୭।୧୨ ( ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ଅଧୀନ ତିଖାଲି ଛକଠାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୩ଜଣଙ୍କ ମୃତ୍ୟୁ ଘଟିଛି। ୪ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକମାନେ ହେଲେ ମୁମ୍ବାଇରୁ ଆସିଥିବା…

ପର୍ଯ୍ୟଟନ ସ୍ଥଳରେ ପଡୁଛି ପ୍ଲାଷ୍ଟିକ: ପଦକ୍ଷେପ ପାଇଁ…

ନୂଆପଡ଼ା,୧୬।୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାର ପର୍ଯ୍ୟଟନ ସ୍ଥଳୀ ପତୋରା ଡ୍ୟାମ୍‌ଠାରେ ସ୍ଥାନୀୟ ଯୁବ ସଂଗଠନ ଯୁବା କି ଦହାଡ ପକ୍ଷରୁ ପ୍ଲାଷ୍ଟିକ ମୁକ୍ତ ଅଭିଯାନ ଓ ସ୍ବଚ୍ଛତା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଠାକୁ ପ୍ରତିଦିନ ନୂଆପଡ଼ା ସମେତ ଅନ୍ୟ…

ତୀର୍ଥଯାତ୍ରାରେ ଗଲେ ୭୪ ବରିଷ୍ଠ ନାଗରିକ

ନୂଆପଡ଼ା,୧୫।୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାରୁ ରାଜ୍ୟ ସରକାରଙ୍କ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନାରେ ୭୪ ଜଣ ରାମେଶ୍ୱର ଅଭିମୁଖେ ଯାତ୍ରା କରିଛନ୍ତି। ଜିଲା ପର୍ଯ୍ୟଟନ କାର୍ଯ୍ୟାଳୟଠାରେ ଅତିରିକ୍ତ ଜିଲାପାଳ ସୁବାସ ଚନ୍ଦ୍ର ରଇତ, ଜିଲା କ୍ରୀଡା ଅଧିକାରୀ ରାଜେନ୍ଦ୍ର ପ୍ରସାଦ…

ନିଜ ସର୍ଭିସ ବନ୍ଧୁକରୁ ନିଜକୁ ଗୁଳି କଲେ ଯବାନ

ନୂଆପଡ଼ା,୧୨ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସୁନାବେଡ଼ା ଅଭୟାରଣ୍ୟ ଭିତରେ ଥିବା ଢେକୁନପାଣି ସିଆର୍‌ପିଏଫ୍‌ କ୍ୟାମ୍ପରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ନିଜ ସର୍ଭିସ ବନ୍ଧୁକରୁ ଗୁଳିକରି ଜଣେ ଯବାନ ଆତ୍ମହତ୍ୟା କରିଛନ୍ତି। ସେ ହେଲେ…

ମଣ୍ଡିରୁ ଉଠୁନି ଧାନ: ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଚାଷୀଙ୍କ ଧାରଣା

ନୂଆପଡ଼ା,୧୨ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ମଣ୍ଡି ଆରମ୍ଭର ୧୦ ଦିନ ବିତିଯାଇଥିଲେ ମଧ୍ୟ କୌଣସି ମଣ୍ଡିରେ ଧାନ ଉଠା ନ ଯିବା ନେଇ ଶୁକ୍ରବାର ନୂଆପଡା ସଦର ବ୍ଲକର ଶତାଧିକ ଚାଷୀ ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଧାରଣା ଦେଇଥିଲେ। ପ୍ରାୟ…

ଖଡ଼ିଆଳରେ ବୃଦ୍ଧି ପାଉଛି ଚୋରି: କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି

ଖଡ଼ିଆଳ,୧୨।୧୨(ସୁଜିତ କୁମାର ପ୍ରଧାନ ): ନୂଆପଡା ଜିଲା ଖଡ଼ିଆଳ ସହରରେ ଦିନକୁ ଦିନ ଚୋରି ଘଟଣା ବୃଦ୍ଧି ପାଉଛି । କିନ୍ତୁ ଏ ପର୍ଯ୍ୟନ୍ତ କୌଣସି ଚୋର ଧରା ପଡୁନାହାନ୍ତି। ବୁଧବାର ମଧ୍ୟ ରାତ୍ରରେ ରୋହିତ ଅଗ୍ରୱାଲଙ୍କ ରୋହିତ ପୂଜା ଦୋକାନରୁ…

‘ଆପଣଙ୍କ ପୁଞ୍ଜି, ଆପଣଙ୍କ ଅଧିକାର’

ନୂଆପଡା,୧୧।୧୨(ମକାରୁ ବେମାଲ): କେନ୍ଦ୍ର ଅର୍ଥ ସେବା ବିଭାଗଙ୍କ ନିର୍ଦ୍ଦେଶକ୍ରମେ ଜିଲା ଲିଡ୍‌ ବ୍ୟାଙ୍କ ପକ୍ଷରୁ ଆପଣଙ୍କ ପୁଞ୍ଜି, ଆପଣଙ୍କ ଅଧିକାର ଶୀର୍ଷକ ସଚେତନତା ଶିବିର ଆସନ୍ତା ୧୨ରେ ନୀଳାଦ୍ରିବିହାର ନୂଆପଡା ଠାରେ ଅନୁଷ୍ଠିତ ହେବ । ଏହି ସଚେତନତା କାର୍ଯ୍ୟକ୍ରମରେ ଜିଲାର…

ପ୍ରଶାସନର ଦାଦନ ମୁକ୍ତ ନେଇ…

ନୂଆପଡ଼ା,୧୦ା୧୨ (ମକାରୁ ବେମାଲ): ବଲାଙ୍ଗୀର ଜିଲା ତୁରେକେଲା ଥାନା ମହୁଲବାହାଳି ରେଳଲାଇନ୍‌ରୁ ସୋମବାର ନୂଆପଡ଼ା ଜିଲା ଲଖନା ଗାଁର ଦାଦନ ଶ୍ରମିକ ବାଞ୍ଛାନିଧି କୈବର୍ତ୍ତଙ୍କ ମୃତଦେହ ଉଦ୍ଧାର ହୋଇଥିଲା। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ଜିଲା ଶ୍ରମିକ ମହାସଂଘର ଚାରି ଜଣିଆ ପ୍ରତିନିଧି…

ଝିଅ ପାଇଁ ଗଛଟିଏ ଓ ଗର୍ଭସ୍ଥ ଶିଶୁ ପାଇଁ ଦିନଟିଏ

ନୂଆପଡ଼ା,୧୦।୧୨ (ମକାରୁ ବେମାଲ):କୋମନା ବ୍ଲକ୍‌ ରଜନା ପଞ୍ଚାୟତ ବେଲଗାଁଠାରେ ଜିଲାପାଳ ମଧୁସୂଦନ ଦାଶଙ୍କ ଅଧ୍ୟକ୍ଷତାରେ ପ୍ରବାସୀ ଶ୍ରମିକ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳଙ୍କ ସମେତ ଜିଲା ମୁଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ, ଉପଜିଲାପାଳ ସୁର୍ମି ସୋରେନ, ସିଡିଏମ୍‌ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?